ଭୂମିହୀନ ବୋଲି ମିଳିଥିବା ଜାଗା ଜବରଦଖଲ ଅଧୀନରେ, ଏବେ ଘର ନିର୍ମାଣକୁ ନେଇ ଦ୍ୱନ୍ଦ୍ୱରେ ଅନ୍ତୋଦୟ ହିତାଧିକାରୀ
ଖଜୁରୀପଡ଼ା,୧୨।୧୧(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଖଜୁରୀପଡ଼ା ପଞ୍ଚାୟତର ଚାରିପଡା ଗ୍ରାମରେ ରହୁଥିବା ଭୂମିହୀନ ବିଧବା ମହିଳା ଗୋଲାପ ରଣାକୁ ଆର୍ଥିକ ବର୍ଷ ୨୦୨୫-୨୬ରେ ଅନ୍ତୋଦ୍ୟାୟ ଗୃହ ଯୋଜନାରେ ସାମିଲ କରି ଘର ନିର୍ମାଣ କରିବା ପାଇଁ ସମିତି ପକ୍ଷରୁ କାର୍ଯ୍ୟାଦେଶ…
ଫସିଗଲେ କେଶବ: ରାସ୍ତାକଡ଼ରେ ପ୍ଲାଷ୍ଟିକ୍ ଜାରକିନ ଧରି ବସି ବିକୁଥିଲେ…
ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ପଞ୍ଚାୟତ ପୁଟଖାଲ ଗ୍ରାମର କେଶବ ମଲ୍ଲିକଙ୍କଠାରୁ ୧୮ ଲିଟର ଦେଶୀମଦ ଜବତ କରାଯାଇଛି। ବୁଧବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଦିଗପହଣ୍ଡି ଅବକାରୀ ଥାନା ମାମଲା ନଂ.୧୪୩/୨୫-୨୬ ଅନୁଯାୟୀ…
ଭିତର ଅଞ୍ଚଳରେ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ
ତୁମୁଡିବନ୍ଧ,୧୨ା୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଭିତର ଅଞ୍ଚଳରେ ଥିବା ଝିରିପାଣି ପଞ୍ଚାୟତ ପରିସରରେ ବୁଧବାର ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ ହୋଇଯାଇଛି। ତୁମୁଡିବନ୍ଧ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୌମ୍ୟ ରଞ୍ଜନ ସାହୁ ଏହି…
ନିର୍ମାଣ କାର୍ଯ୍ୟରେ ତ୍ରୁଟି, ଦୁର୍ଘଟଣା ସ୍ପଟ୍ ପାଲଟିଛି ପୋଲ
ଖଜୁରୀପଡ଼ା,୧୨ା୧୧(ବିଦୁର ବେହେରା): ସରକାର ରାସ୍ତା, ପୋଲ ନିର୍ମାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଦାୟିତ୍ୱରେ ଥିବା ବିଭାଗର ଅବହେଳା ଏବଂ ଠିକାଦାର ଓ ଯନ୍ତ୍ରୀଙ୍କ ପୋଲ ନିର୍ମାଣ କାର୍ଯ୍ୟ ତ୍ରୁଟି ଯୋଗୁ ଏବେ ପୋଲ ଦୁର୍ଘଟଣାର…
ଚିକିତ୍ସା ପାଇଁ ନିଖୋଜ ଥିଲେ ବୃଦ୍ଧ, ୧୫ ଦିନ ପରେ ମିଳିଲା ମୃତଦେହ
ବାଲିଗୁଡ଼ା,୧୨ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଧିନସ୍ଥ ଗୁଟିଙ୍ଗିଆ ପଞ୍ଚାୟତର ତରାପିଡ଼ା ଗ୍ରାମର ୬୭ ବର୍ଷୀୟ ବୃଦ୍ଧ ଦିବାକର ଦିଗାଳ ନିଖୋଜ ହେବାର ୧୫ ଦିନ ପରେ ନିକଟସ୍ଥ ଖଡ଼ଗ ନଦୀରୁ ଗଳିତ ମୃତଦେହ…
ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ
ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି…
ମହିଳାଙ୍କୁ ପନିକିରେ ହାଣିଲେ ପଡ଼ୋଶୀ
ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ ଦେଉଳପଲ୍ଲୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ମଙ୍ଗଳବାର ରାତିରେ କୁନି ମହାନ୍ତି ନାମକ ମହିଳାଙ୍କୁ ତାଙ୍କ ପଡ଼ୋଶୀ ପନିକିରେ ହାଣି ପକାଇଛନ୍ତି।…
ରେକର୍ଡପତ୍ରର ସ୍ବଚ୍ଛତାକୁ ନେଇ ଖୁସି ପ୍ରକଟ କଲେ ଜିଲାପାଳ
ପୁରୁଷୋତ୍ତମପୁର,୧୨ା୧୧(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତିଭାସନ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟକୁ ବୁଧବାର ଆସି ବିଭିନ୍ନ ରେକର୍ଡପତ୍ର ଯାଞ୍ଚ କରିଛନ୍ତି। ତହସିଲଦାର ବିନୋଦ କୁମାର ବେହେରା ଓ ଅତିରିକ୍ତ ତହସିଲଦାର ସଙ୍ଗୀତା ସେଠୀଙ୍କ ସହ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିବା ସହ…
ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା: ଏହିଠାରେ ହେବ ନୂଆପଡ଼ା ଉପନିର୍ବାଚନର ଭୋଟ୍ ଗଣତି
ନୂଆପଡ଼ା,୧୨ା୧୧(ମକାରୁ ବେମାଲ): ମଙ୍ଗଳବାର ଶେଷ ହୋଇଛି ନୂଆପଡ଼ା ଉପନିର୍ବାଚନ। ଆସନ୍ତା ୧୪ ତାରିଖରେ ହେବ ଭୋଟ୍ ଗଣତି। ଏନେଇ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ନୂଆପଡ଼ା ନ୍ୟାଶନାଲ କଲେଜରେ ଏହି ଭୋଟ ଗଣତି ହେବ। ସକାଳ ୮ଟାରେ ପୋଷ୍ଟାଲ ଗଣତି…
ବାଣ କାରିଗରଙ୍କ ଘରେ ଭୟଙ୍କର ବିସ୍ଫୋରଣ: ମହିଳା ଗୁରୁତର ହୋଇ…
ନିଶ୍ଚିନ୍ତକୋଇଲି,୧୨ା୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନତକାଇ ଗ୍ରାମରେ ବାଣ ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ନତକାଇ ଗ୍ରାମର ଜଣାଶୁଣା ବାଣ କାରିଗର ଭାଗ୍ୟଧର ମଳିକଙ୍କ ଘରେ ବୁଧବାର ମଧ୍ୟାହ୍ନରେ ଆକସ୍ମିକ ଭାବେ ବାଣ ବିସ୍ଫୋରଣ…
ଗଛ ଲଗାଇଲେ ହେଲେ ଚାଷୀଙ୍କୁ ମିଳିଲାନି ପାରିଶ୍ରମିକ
ରାଇକିଆ,୧୨ା୧୧(ପ୍ରଦୀପ ବେହେରା): ଲୋକଙ୍କୁ ରୋଜଗାର ଯୋଗାଇବା ଏବଂ ବିଭିନ୍ନ ପ୍ରକାର ଚାଷ କାର୍ଯ୍ୟ ପାଇଁ ଯୋଜନା କରି ଚାଷୀଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ଚାଷୀ ମଧ୍ୟ ସରକାରଙ୍କ ଯୋଜନା ଉପରେ ଭରସା କରି ଅର୍ଥ…
ଚାଲିଥିଲା ଯାତ୍ରା: ହଠାତ୍ ଦର୍ଶକ ମଞ୍ଚକୁ ଫିଙ୍ଗିଲେ ଚେୟାର, କଳାକାରଙ୍କୁ ମାରିଲେ ମାଡ଼…
ବାସୁଦେବପୁର,୧୨ା୧୧(କାଳୀପଦ ରାୟ): ଭଦ୍ରକ ସଦର ବ୍ଲକ ଅଧୀନ ସାହାଡ଼ା ପଞ୍ଚାୟତରେ ଲାଲାଜୀ ଗୌଡ଼ିୟ ମଠ ନିକଟରେ ମଙ୍ଗଳବାର ରାତିରେ ଅପେରା ରାଜନନ୍ଦିନୀ ଦ୍ୱାରା ନାଟକ ପରିବେଷଣ କରାଯାଉଥିଲା। ମେଲୋଡ଼ି କାର୍ଯ୍ୟକ୍ରମ ଚାଲିଥିବା ବେଳେ ଜଣେ ଦର୍ଶକ ଉପସ୍ଥାପକଙ୍କୁ ଅଶ୍ଳୀଳ ଭାଷାରେ ଗାଳି…
Archives


