ଆମ ଜିଲା ଖବର

ଢେଙ୍କାନାଳ ସହରରେ ହେଟା ଆତଙ୍କ

ଢେଙ୍କାନାଳ,୨୯ା୯ (ରତନ ନାୟାର):ଢେଙ୍କାନାଳ ସହର ଜଗନ୍ନାଥ ରୋଡ୍‌ରେ ଗୁରୁବାର ହେଟାବାଘ ଆତଙ୍କ ଦେଖାଦେଇଛି। ବାଘଟି ଜଣଙ୍କ ଘରକୁ ପଶୁଥିବାବେଳେ ଅଞ୍ଚଳବାସୀ ପାଟି କରିବାରୁ ଦୌଡି ପଳାଇଥିଲା। ଅନୁରୂପ ଭାବେ ୨ ସପ୍ତାହ ତଳେ ବିଳମ୍ବିତ ରାତିରେ ଲକ୍ଷ୍ମୀ ବଜାର ଅଞ୍ଚଳରେ...

ବ୍ରିଜ୍‌ ଉପରୁ ଡେଇଁ ନିଖୋଜ

ସୁନାବେଡ଼ା,୨୮ା୯(କୃତ୍ତିବାସ ପ୍ରଧାନ): ସୁନାବେଡ଼ା ବାପୁଜୀ କଲୋନିରେ ରହୁଥିବା ଚଣ୍ଡାଳ ଗରଡ଼ା(୬୧) ବୁଧବାର ରାତିରେ ଘରୁ କେଉଁଆଡେ ଚାଲିଯାଇଥିଲେ। ପରିବାର ଲୋକେ ତାଙ୍କୁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ଚଣ୍ଡାଳଙ୍କ କୌଣସି ପତ୍ତା ପାଇ ନ ଥିଲେ। ଗୁରୁବାର ଟିମ୍ବର...

ସ୍ବାଭାବିକ ହେଉନି ରେଳସେବା

କୋରାପୁଟ, ୨୮ା୯(ଅମିତାଭ ବେହେରା): କୋରାପୁଟ ଜିଲାର ଜରଟି ଗ୍ରାମ ନିକଟରେ ଗତ ରବିବାର ଭୋରରେ ଘଟିଥିବା ଭୂସ୍ଖଳନକୁ ଇତି ମଧ୍ୟରେ ୫ ଦିନ ବିତିଯାଇଛି। ତଥାପି ସ୍ବାଭାବିକ ହୋଇପାରି ନାହିଁ ରେଳ ସେବା ା ରେଳ ଲାଇନ ମରାମତି କାର୍ଯ୍ୟରେ...

ପୂର୍ବତନ ସରପଞ୍ଚଙ୍କୁ ଆକ୍ରମଣ

ରେଢ଼ାଖୋଲ,୨୮ା୯(ଅଚ୍ୟୁତାନନ୍ଦ ପୁରୋହିତ): ରେଢ଼ାଖୋଲ ବ୍ଲକ ଲୁହାପଙ୍କ ପଞ୍ଚାୟତର ପୂର୍ବତନ ସରପଞ୍ଚ ଦୀନବନ୍ଧୁ ପ୍ରଧାନ (୫୪)ଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କୁଟାସିଂହା ଗ୍ରାମର ଅଶ୍ବିନୀ ବଘାର (୨୭) ଓ ମହେଶ ବଘାର (୨୫)।...

ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ହିଞ୍ଜିଳିକାଟୁ,୨୮ା୯(ଦ୍ବିତୀକୃଷ୍ଣ ପଣ୍ଡା):ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସାରୁ ଗ୍ରାମ ବାଉରୀ ସାହିରେ ୨୦୧୭ ଏପ୍ରିଲ ୩୦ରେ ତାସଖେଳକୁ କେନ୍ଦ୍ର କରି ଶୁକଦେବ ନାଇକଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ହିଞ୍ଜିଳିକାଟୁ ସର୍କିଟ କୋର୍ଟରେ ଛତ୍ରପୁର...

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ପାରଳାଖେମୁଣ୍ଡି,୨୮ା୯ (ଗିରିଧାରୀ ପରିଛା): ଗଜପତି ଜିଲା ଆର.ଉଦୟଗିରି ଥାନା ଅଧୀନ ବାଦପୁର ଗ୍ରାମରେ ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଜିଲା ଦୌରାଜଜ୍‌ ପ୍ରଣବ କୁମାର ରାଉତରାୟ। ଅଭିଯୁକ୍ତ ସ୍ବାମୀ ହେଲେ ସୁବାସ ଚନ୍ଦ୍ର ନାୟକ। ୨୦୧୯...

୨ ଭାଜପା ବିଧାୟକ ବିଧାନସଭାରୁ ସସ୍‌ପେଣ୍ଡ

ଭୁବନେଶ୍ୱର,୨୮।୯(ସୁନିତ୍‌ ମିଶ୍ର): ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ବିଧାନସଭା ଅଧିବେଶନରେ ଗୃହର ମଧ୍ୟଭାଗକୁ ଚାଲିଆସି...

ବସ୍‌ ମାଲିକ ସଂଘର ବୈଠକ

ପୁରୁଷୋତ୍ତମପୁର,୨୮।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ମା’ କନକେଶ୍ବରୀ ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ବୈଠକ ଏବଂ କର୍ମକର୍ତ୍ତା ନିର୍ବାଚନ ଗୁରବାର ଅନୁଷ୍ଠିତ ହୋଇଯାଇଛି। ପୁରୁଷୋତ୍ତମପୁରରୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳ ସମେତ ଭୂବନେଶ୍ବର, ପୁରୀ, ରାଉରକେଲା, କୋରାପୁଟ...

ଦିନ ମଜୁରିଆଙ୍କ ଟଙ୍କା ହଡ଼ପ ଅଭିଯୋଗରେ ଜଣେ ଗିରଫ

କୋରାପୁଟ/ନାରାୟଣପାଟଣା,୨୮ା୯(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକରେ ଜଣେ ଦିନ ମଜୁରିଆଙ୍କ ପାରିଶ୍ରମିକ ଟଙ୍କା ହଡ଼ପ କରିଥିବା ନଜରକୁ ଆସିଛି। ଏନେଇ ଗୁରୁବାର ହଡ଼ପକାରୀଙ୍କୁ ନାରାୟଣପାଟଣା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ...

ଘର ଭାଙ୍ଗିଲେ ହାତୀପଲ

ମୋରଡ଼ା,୨୮ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା ବ୍ଲକର ମାଜଣା ଗ୍ରାମରେ ଗୁରୁବାର ଜଙ୍ଗଲୀ ହାତୀପଲ ପଶି ଦୁଇ ଜଣଙ୍କ ଘର ଭାଙ୍ଗିଥିବାର ଜଣାପଡ଼ିଛି। ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନରେ ଥିବା ମୋରଡ଼ା ଓ...

ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର କ୍ୟାମ୍ପେନ୍‌

ରାୟଗଡ଼ା,୨୮ା୯(ଭାଗ୍ୟଶ୍ରୀ ମିଶ୍ର): ସାଇବର ନିରାପତ୍ତା କ୍ୟାମ୍ପେନ ଆଗାମୀ ୩୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୫ରେ ସରିବ। ଏନେଇ ଗୁରୁବାର ସ୍ଥାନୀୟ ଜିଲା ପରିଷଦ ସଭାଗୃହରେ ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହି ସମ୍ମିଳନୀରେ...

ସହରରେ ବଢୁଛି ସାଇବର ଅପରାଧ, ରୋକିବା ପାଇଁ ପୋଲିସର ପ୍ରୟାସ ଆରମ୍ଭ

ଛତ୍ରପୁର,୨୮ା୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଦିନକୁ ଦିନ ସହରରେ ସାଇବର ଅପରାଧ ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ସାଇବର ସୁରକ୍ଷା ଅଭିଯାନ ଓଡ଼ିଶା-୨୦୨୩ ଆରମ୍ଭ ହୋଇଛି। ଆସନ୍ତା ଅକ୍ଟୋବର ୨ରୁ ୧୫ ପର୍ଯ୍ୟନ୍ତ ସାଇବର ସୁରକ୍ଷା ନେଇ ସଚେତନତା ରଥ ଗଞ୍ଜାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri