ଲୁଣା-କରାଣ୍ଡିଆ ଦ୍ୱୀପାଞ୍ଚଳର ୧୩ ଗାଁ ଅବହେଳିତ
କେନ୍ଦ୍ରାପଡ଼ା ଅଫିସ, ୨୫।୫: କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ରହିଛି। ଏ ନେଇ ଦ୍ୱୀପାଞ୍ଚଳବାସୀ ବାରମ୍ବାର ରାଜନେତା ଓ ପ୍ରଶାସକଙ୍କ ଦ୍ୱାରସ୍ଥ ହେଉଥିଲେ…
ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ମହିଳା
କୁଜଙ୍ଗ,୨୫।୫ (ଡି.ଏନ୍.ଏ.): ରାଜୀବଗାନ୍ଧୀ ସେବା କେନ୍ଦ୍ରର ଗୃହରେ ବସାଇ ଦିଆଯାଉ ନ ଥିବା ଅଭିଯୋଗ କରି କୁଜଙ୍ଗ ବ୍ଲକ ଅନ୍ତର୍ଗତ ଗୋପିଆକୁଦ ପଞ୍ଚାୟତ ମହିଳା ମହାସଂଘ ପକ୍ଷରୁ ବିକ୍ଷୋଭ କରାଯାଇଛି। ଏଥିସହ ମହିଳାମାନେ ପଞ୍ଚାୟତ କାର୍ଯ୍ୟାଳୟରେ ଫାଟକରେ ତାଲା ପକାଇ ଘେରାଉ…
ପିଲା ଆସୁଛନ୍ତି, ଶିକ୍ଷକଙ୍କ ଦେଖାନାହିଁ
ନାଉଗାଁ,୨୫।୫(ସ୍ବ.ପ୍ର.): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଓ ସମନ୍ବିତ ଶିଶୁ ବିକାଶ ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକର ସମୟ ପରିବର୍ତ୍ତନ କରାଯାଇଛି। ସକାଳ ୬ ରୁ ୯ ଟା ପର୍ଯ୍ୟନ୍ତ ବିଦ୍ୟାଳୟ…
ଯୁବତୀଙ୍କ ଚୁଟି କାଟି ବିଷ ପିଆଇଦେଲେ
ସମ୍ବଲପୁର,୨୫ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁର୍ବୃତ୍ତମାନେ ଘରେ ପଶି ଜଣେ ଯୁବତୀଙ୍କ ଚୁଟି କାଟି ବିଷ ପିଆଇ ଦେଇଥିଲେ। ଚେତାଶୂନ୍ୟ ହୋଇଯିବାରୁ ପରିବାର ଲୋକେ ଯୁବତୀଙ୍କୁ ଡାକ୍ତରଖାନା ନେଇଯାଇଥିଲେ। ପରିବାର…
ପିଜୁଳି ଚାରା ଉପାଡ଼ି ଫିଙ୍ଗିବାକୁ ନିର୍ଦ୍ଦେଶ
ଯାଜପୁର ଅଫିସ,୨୫ା୫: ଯାଜପୁର ଜିଲା ସୁକିନ୍ଦା ତହସିଲ ଦାମୋଦରପୁର, ବୋତଲଣ୍ଡା ଓ କରଗୋଳା ମୌଜାରେ ୩୭୭.୮୩ ଏକର ପତରା ଓ ଶାଳ ଜଙ୍ଗଲ କିସମ ଜମିରୁ ମେଶିନ ଲଗାଇ ଏକାଧିକ ଗଛ ବେଆଇନ ଭାବେ କଟାଯାଇଛି। ଏଥିପାଇଁ ଜଙ୍ଗଲ ସଂରକ୍ଷଣ ଆଇନ-୧୯୮୦ର…
ରାଷ୍ଟ୍ରୀୟ ସ୍ମାରକ ପ୍ରାଧିକରଣର ଅନୁମତି ନାହିଁ
ବଲାଙ୍ଗୀର ଅଫିସ,୨୫ା୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍ ଧରିଛି। ରାଜନୈତିକ ନେତାମାନେ ଏହାକୁ ନେଇ ବୟାନବାଜି, ଆକ୍ଷେପ ପ୍ରତିଆକ୍ଷେପ ଜାରି ରଖିଛନ୍ତି। ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣକୁ ନେଇ ଆମସାର୍ (ଦି ଆନ୍ସିଏଣ୍ଟ ମନ୍ୟୁମେଣ୍ଟ…
ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ ହରିଲୁଟ
ଯାଜପୁର ଅଫିସ,୨୫ା୫: ସମଗ୍ର ଶିକ୍ଷା ଯୋଜନାରେ ଯାଜପୁର ଜିଲାରେ ବିପୁଳ ଅର୍ଥ ବ୍ୟୟରେ ଅନେକ ପ୍ରକଳ୍ପ ନିର୍ମାଣ ହେଉଛି। ୨୦୧୭-୧୮ ଏବଂ ୨୦୧୯-୨୦ ବର୍ଷରେ ମାଧ୍ୟମିକ ବିଦ୍ୟାଳୟ ଅନୁଦାନ(ସେକେଣ୍ଡାରି ସ୍କୁଲ ଗ୍ରାଣ୍ଟ)ରେ ବଡ଼ଚଣା, ଦଶରଥପୁର, ଧର୍ମଶାଳା, ଯାଜପୁର ଓ ବରୀ ବ୍ଲକର…
‘ବର୍ଷାଙ୍କ ବିକଳ୍ପ ରହଣି ବ୍ୟବସ୍ଥା କରିବୁ’
କଟକ ଅଫିସ,୨୫ା୫: ଓଡ଼ିଆ ଫିଲ୍ମ ଷ୍ଟାର୍ ଦମ୍ପତି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଉପରେ ମଙ୍ଗଳବାର କଟକ ଏସ୍ଡିଜେଏମ୍ କୋର୍ଟରେ ଶୁଣାଣି ହୋଇଛି। ଅନୁଭବଙ୍କ ପକ୍ଷରୁ ଦାଏର ହୋଇଥିବା ୨ ପିଟିଶନର ଶୁଣାଣି ଶେଷ କରି…
ବର୍ଷାଙ୍କୁ ଅନୁଭବଙ୍କ ୩ ଚ୍ୟାଲେଞ୍ଜ
କଟକ ଅଫିସ,୨୫ା୫: ଦିନକୁ ଦିନ ତୀବ୍ର ହେବାରେ ଲାଗିଛି କେନ୍ଦ୍ରାପଡ଼ା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଦାମ୍ପତ୍ୟ ବିବାଦ। ୟୁଟ୍ୟୁବ୍ରେ ଅନୁଭବ ଗତ ଗୁରୁବାର ଏବଂ ଶନିବାର ଦୁଇଟି ଭିଡିଓ…
ମାଉସୀ ମା’ ଛକରେ ଯୁବକଙ୍କୁ ଛୁରାମାଡ଼
ପୁରୀ ଅଫିସ, ୨୫।୫: ମଙ୍ଗଳବାର ରାତିରେ ଅଶାନ୍ତ ହୋଇପଡ଼ିଛି ପର୍ଯ୍ୟଟନର ସହର ପୁରୀ॥ ଏମାର ମଠ ଚକଡ଼ାରେ ଶ୍ରୀଲୋକନାଥ ମନ୍ଦିରର ଜଣେ ସେବାୟତଙ୍କୁ ଗୁଳି କରି ହତ୍ୟା କରାଯିବାର କିଛି ସମୟ ପରେ ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି। ଛୁରାମାଡ଼ର ଶିକାର…
ପରୀକ୍ଷା ହଲ୍ରେ ଛାତ୍ରଙ୍କ ଜୀବନ ଗଲା
ବଣାଇ, ୨୫।୫(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଗଡ଼ ମହାବିଦ୍ୟାଳୟ ପରୀକ୍ଷା ହଲ୍ରେ ମଙ୍ଗଳବାର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଏମ୍ଡି ଅର୍ବାଜ(୧୮)। ତାଙ୍କ ଘର ଲହୁଣୀପଡ଼ା ଥାନା ଜୁନିଆଣି ଗ୍ରାମରେ। ପୂର୍ବାହ୍ନରେ ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ମାତୃଭାଷା ପରୀକ୍ଷା…
ପ୍ରେମିକଙ୍କ ପରେ ଜୀବନ ହାରିଲେ ପ୍ରେମିକା
ପାତ୍ରପୁର,୨୫ା୫(ଡି.ଏନ.ଏ.): ଗଞ୍ଜାମ ଜିଲା ଜରଡ଼ା ଥାନା ସାମନ୍ତରାପୁର ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମକୁ ଦୁଇ ପରିବାରର ଅନୁମତି ନ ମିଳିବାରୁ ପ୍ରଥମେ ପ୍ରେମିକଙ୍କ ପରେ ପ୍ରେମିକା ଆତ୍ମହତ୍ୟା କରିଛନ୍ତି। ସାମନ୍ତରାପୁର ଗ୍ରାମର ଯୁବତୀ ଓ ଯୁବକ ପରସ୍ପରକୁ…

