ଆମ ଜିଲା ଖବର

ତିନି ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମତଦାନ

ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲା ମୋହନା ବ୍ଲକର ୧୭ନମ୍ବର ୱାର୍ଡର ଧନପଙ୍କ ୱାର୍ଡରେ ୩ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ୧୭ନମ୍ବର ଓ୍ବାର୍ଡଟି ୩ଟି ଗ୍ରାମକୁ ନେଇ ଗଠିତ। ଏହି ୩ଟିଗ୍ରାମ ହେଲା ଧନପଙ୍କ, ଗୁନ୍ଦ୍ରିଗୁଡା, ବଢ଼େଇପୁର। ଭୋଟର ତାଲିକାରେ ୩ଟି ଗ୍ରାମ…

ସମିତି ସଭ୍ୟ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ,ସ୍ତ୍ରୀ ଗୁରୁତର

ସାଲେପୁର,୧୬।୨(ଡି.ଏନ୍‌.ଏ.): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ଶିଶୁଆ ପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀ ଦିଲ୍ଲୀପ ଦାଶଙ୍କ ଘର ଉପରକୁ ମଙ୍ଗଳବାର ରାତିରେ ବୋମା ମାଡ ହୋଇଛି । ଝରକାରେ ମାଡ ହୋଇ ଘର ଭିତରେ ବୋମା ବିଷ୍ପୋରଣ ହେବାରୁ ଦିଲ୍ଲୀପଙ୍କ…

ମୋହନାରେ ମତଦାନ ଜାରି

ଆର.ଉଦୟଗିରି,୧୬।୨(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଦିନ ଗୋଟାଏରେ ଶେଷ ହେବ। ସକାଳୁ ଲମ୍ବାଲାଇନ୍‌ରେ ଠିଆ ହୋଇ ଶାନ୍ତି…

ସରିଥିଲା ୫୦ % ମତଦାନ: ବୁଥ୍‌ ଭିତରେ ପଶି ବାଲାଟ୍‌ ବକ୍ସ ଟେକି ନେଲେ ଦୁର୍ବୃତ୍ତ

ବ୍ରହ୍ମଗିରି,୧୬।୨( ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପୁଣି ଆଉ ଏକ ନିର୍ବାଚନୀ ହିଂସା ଦେଖାଦେଇଛି । ଭୋଟ ବେଳେ ଦୁର୍ବୃତ୍ତ ବାଲାଟ୍‌ ବକ୍ସ ଟେକି ନେଇ ଥିବା ଜଣାପଡ଼ିଛି। ଉକ୍ତ ବ୍ଲକ ଅନ୍ତର୍ଗତ ଚାପମାଣିକ ପଞ୍ଚାୟତର କାଶିଝରିଆ ୯ ନଂ…

ଆଳିରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ମତଦାନ

ଆଳି,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ବୁଧବାର ପ୍ରଥମ ପର୍ଯ୍ୟାୟ ମତଦାନ। ଏ ନେଇ କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଛି। ବ୍ଲକର ୩୪ ପଞ୍ଚାୟତରେ ସମୁଦାୟ ୪୯୦ ବୁଥ୍‌ରେ ଭୋଟ ଗ୍ରହଣ ଚାଲିଛି। ସରପଞ୍ଚ, ସମିତିସଭ୍ୟ…

ମତ ସାବ୍ୟସ୍ତ ପାଇଁ ବୁଥ୍‌କୁ ଟେକା ହୋଇ ଆସିଲେ ଶତାୟୁ

କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍‌ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ ସାହୁ। ନିଜର ମତ ସାବ୍ୟସ୍ତ କରିବା ପାଇଁ ସେ ଟେକା ହୋଇ ବୁଥ୍‌କୁ ଆସିଥିବା…

ଇତିହାସ ପୁନରାବୃତ୍ତି ଲକ୍ଷ୍ୟରେ ବିଜେଡି

ଖଇରା, ୧୬।୨(ଡି.ଏନ.ଏ.) – ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ୪ନଂ. ଖଇରା ଜୋନରେ ଚଳିତ ପଞ୍ଚାୟତ ନିର୍ବାଚନରେ ୫ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଳାଇଛନ୍ତି । ବିଜେଡିରୁ ରଶ୍ମିତା ମହାପାତ୍ର, ଭାଜପାରୁ ରାଜେଶ କୁମାର ରାଉତ, କଂଗ୍ରେସରୁ ପ୍ରଶାନ୍ତ କୁମାର ପାତ୍ର,…

ଭୋଟ ପୂର୍ବରୁ ଚାଲିଗଲା ସରପଞ୍ଚ ପ୍ରାର୍ଥୀଙ୍କ ଜୀବନ, ନିର୍ବାଚନ ସ୍ଥଗିତ

ବରଗଡ଼ ଅଫିସ,୧୬।୨ : ବରଗଡ଼ ଜିଲାରେ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ହୃଦଘାତରେ ପରଲୋକ ହୋଇଛି। ସେ ମଙ୍ଗଳବାର ଗୁରୁତର ଅସୁସ୍ଥ ହୋଇ ପଡିବା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ…

ନାବାଳିକା ଅପହରଣ , ଉଦ୍ଧାର କଲା ପୋଲିସ

ଗଞ୍ଜାମ,୧୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମା ହାଟରୁ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିଲେ। ଏ ନେଇ ନାବାଳିକାଙ୍କ ମା’-ବାପା ରମ୍ଭା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ରମ୍ଭା ପୋଲିସ ଖୋଜାଖୋଜି କରିବା ପରେ ସେହି ଦିନ ହିଁ ହୁମା ଅଞ୍ଚଳରୁ ଉକ୍ତ…

ନିର୍ବାଚନୀ ହିଂସା: ୫ ଗୁରୁତର

ବ୍ରହ୍ମଗିରି,୧୬।୨(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ଏକ ଗୋଷ୍ଠୀର ଆକ୍ରମଣରେ ୫ ଜଣ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ରାହାଡମଲ୍ଲ ଗ୍ରାମ…

ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ/ଉଦଳା, ୧୬।୨(ଡି.ଏନ.ଏ.) – ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ ବ୍ୟାପାର ମନ୍ତ୍ରୀ ଇଂ. ବିଶ୍ୱେଶ୍ୱର ଟୁଡୁ ପ୍ରଚାର କରିଛନ୍ତି। ମଙ୍ଗଳବାର ସାରସକଣା ନିର୍ବାଚନମଣ୍ଡଳୀର ଖେରଣାଠାରେ ଅନୁଷ୍ଠିତ କାର୍ଯ୍ୟକର୍ତ୍ତା ବୈଠକରେ କେନ୍ଦ୍ରମନ୍ତ୍ରୀ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଜାରି: ସାଢ଼େ ୧୦ଟା ସୁଦ୍ଧା ୧୦ ପ୍ରତିଶତ ଭୋଟିଂ

ସୁନ୍ଦରଗଡ,୧୬।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବୁଧବାର ସୁନ୍ଦରଗଡ଼ ଜିଲାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳ ୭ଟାରୁ ଜିଲାର ବଡଗାଁ, କୁଆରମୁଣ୍ଡା, ବଣାଁଇଗଡ ଏବଂ ଲାଠିକଟା ବ୍ଲକର ୯ଟି ଜିଲା ପରିଷଦ ଜୋନରେ ବର୍ତ୍ତମାନ ସୁଦ୍ଧା ଶାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri