ଯୁକ୍ତ୨ ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟରେ ନିୟମ ଉଲ୍ଲଂଘନ
ବାରିପଦା ଅଫିସ,୨୪।୫ ମୟୂରଭଞ୍ଜ ଜିଲା ବାରିପଦା ସହରରେ ଥିବା ଏକ ଘରୋଇ କଲେଜର ପରୀକ୍ଷା କେନ୍ଦ୍ର ନିର୍ଣ୍ଣୟକୁ ନେଇ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ସରକାରୀ ନିୟମକୁ ଉଲ୍ଲଂଘନ କରାଯାଇ ଏହି କଲେଜର ପରୀକ୍ଷା କେନ୍ଦ୍ର ସ୍ଥିର କରାଯାଇଛି। ଅସାଧୁ…
ଖତ ଖାଉଛି ଉଦ୍ଧାରକାରୀ ବୋଟ୍
ପଦ୍ମପୁର, ୨୪।୫ (ଡି.ଏନ.ଏ.) ଭଦ୍ରକ ଜିଲାର ବନ୍ୟା ଓ ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ଭାବେ ଜଣାଶୁଣା ବାସୁଦେବପୁର ବ୍ଲକରେ ଥିବା ଏକମାତ୍ର ଉଦ୍ଧାରକାରୀ ବୋଟ୍ ଏବେ ଖତ ଖାଉଛି। ବନ୍ୟା ସମୟରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଜଗନ୍ନାଥପ୍ରସାଦ…
କଳା ଧୂଆଁରେ ଲୋକେ ଅତିଷ୍ଠ
ଧାମନଗର,୨୪।୫(ଡି.ଏନ.ଏ.) ଭଦ୍ରକ ଜିଲା ଧାମନଗର ବଜାର ଅଞ୍ଚଳରେ ଦିନକୁ ଦିନ କଳା ଧୂଆଁ ଯୋଗୁ ଲୋକେ ଅତିଷ୍ଠ ହୋଇପଡ଼ୁଛନ୍ତି। ଏଥିପ୍ରତି ପ୍ରଶାସନ କିମ୍ବା ପରିବେଶ ବିଭାଗ ଆଦୌ ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହେଉଛି। ଏହି କଳା ଧୂଆଁର କାରଣ…
୫ ଘଣ୍ଟା ଅବରୋଧ କଲେ ଦୁଇ ବ୍ଲକ ବାସିନ୍ଦା
ଜଳେଶ୍ୱର, ୨୪।୫ (ଡି.ଏନ.ଏ.) ଦୀର୍ଘବର୍ଷ ଧରି ଜଳେଶ୍ୱର ଓ ବାଲିଆପାଳ ବ୍ଳକର ଜୀବନରେଖା ଭାବେ ପରିଚିତ କପାସିଆ ରାସ୍ତା ଦୁରବସ୍ଥା ବଦଳୁ ନ ଥିବାରୁ ୨ବ୍ଲକର ବହୁ ପଞ୍ଚାୟତବାସୀ ୫ ଘଣ୍ଟା ଧରି ରାସ୍ତା ଅବରୋଧ କରିଥିଲେ। ପୂର୍ତ୍ତ ବିଭାଗ ପକ୍ଷରୁ…
ଉଜ୍ଜ୍ୱଳ ଆଲୋକ ପାଇଁ ହାତୀ ବାଟବଣା
କେନ୍ଦୁଝର,୨୪।୫(ସ୍ବ.ପ୍ର.) ହାତୀମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଜଙ୍ଗଲାଞ୍ଚଳ ଦେଇ ଯାଇଥିବା ରାଜପଥ ଓ ଜାତୀୟ ରାଜପଥରେ ସୂଚନା ଫଳକ ଦର୍ଶାଇ ଯାତାୟାତ କରୁଥିବା ଲୋକ ଓ ଚାଳକଙ୍କୁ ସତର୍କ କରାଯାଉଛି। ଏଭଳି ସୂଚନା ଫଳକ…
ଥଟ୍ଟା କରିବାରୁ ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ
ସମ୍ବଲପୁର,୨୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା କେଶାପାଲି ଗ୍ରାମରେ ଥଟ୍ଟା କରିବାକୁ ନେଇ ମାରପିଟ ହୋଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଥାନାରେ ୭୯/୨୨ ଏବଂ ୮୦/୨୨ ୨ଟି ମାମଲା ରୁଜୁ ହୋଇଛି। ପୋଲିସ ସୂଚନା ଅନୁଯାୟୀ ଗତ ଶନିବାର କେଶାପାଲିରେ…
ଆଜି ଦଳୀୟ ପାର୍ଥିନୀଙ୍କ ସହ ମିଶି ପ୍ରଚାର କରିବେ କେନ୍ଦ୍ରମନ୍ତ୍ରୀ
ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଚାର ଜୋରଦାର ହେଉଛି। ଅନେକ ହେଭିଓ୍ବେଟ୍ ନେତା ମଧ୍ୟ ନିଜ ଦଳୀୟ ପ୍ରାର୍ଥୀଙ୍କ ସହ ମିଶି ପ୍ରଚାର କରୁଛନ୍ତି। ତେବେ ମଙ୍ଗଳବାର ଦଳୀୟ ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ପାଇଁ…
ଘର ଘର ବୁଲି ମନ୍ତ୍ରୀଙ୍କ ଭୋଟ ଭିକ୍ଷା
ବ୍ରଜରାଜନଗର,୨୪ା୫(ଡି.ଏନ୍.ଏ.): ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ନେତାମାନଙ୍କ ପ୍ରଚାର ସେତିକି ଜମିବାରେ ଲାଗିଛି। ସୋମବାର ମନ୍ତ୍ରୀ ପ୍ରତାପ ଜେନା ବ୍ରଜରାଜନଗର ପୌରାଞ୍ଚଳର ୧୫ନଂ. ୱାର୍ଡରେ ଘର ଘର ବୁଲି ଭୋଟ ଭିକ୍ଷା କରିଥିଲେ। ପରେ ମହିଳାମାନଙ୍କୁ ଏକାଠିକରି ସେ ମୁଖ୍ୟମନ୍ତ୍ରୀ…
କଂଗ୍ରେସର ରୋଡ୍ ଶୋ: ଷ୍ଟାର ପ୍ରଚାରକ ସାମିଲ
ଝାରସୁଗୁଡ଼ା ଅଫିସ,୨୪ା୫: ବ୍ରଜରାଜନଗର ଉପନିର୍ବାଚନ ଯେତିକି ପାଖେଇ ଆସୁଛି ବିଭିନ୍ନ ଦଳର ପ୍ରଚାର ସେତିକି ଜୋର ଧରିବାରେ ଲାଗିଛି। କଂଗ୍ରେସର ଷ୍ଟାର ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ ପୂର୍ବତନ ବାଚସ୍ପତି କିଶୋର ଚନ୍ଦ୍ର ପଟେଲଙ୍କୁ ସାଙ୍ଗରେ ଧରି ପ୍ରଚାର ଚଳାଇଛନ୍ତି। ନେତୃବୃନ୍ଦ ସୋମବାର…
କଟକ ମେୟରଙ୍କ ପୋଷ୍ଟର ପୋଡ଼ି
ନବରଙ୍ଗପୁର, (ବି.ପ୍ର.)/ଭୁବନେଶ୍ୱର (ବ୍ୟୁରୋ), ୨୪ା୫: ‘କାମ କର ନଚେତ ମାଲକାନଗିରି ପଠେଇଦେବି’ କଟକ ମେୟର ସୁବାସ ସିଂ ଦେଇଥିବା ଏପରି ମନ୍ତବ୍ୟକୁ ବିରୋଧ କରିଛି ନବରଙ୍ଗପୁର ଜିଲା କଂଗ୍ରେସ। ସୋମବାର ନବରଙ୍ଗପୁର ସହରସ୍ଥିତ କଂଗ୍ରେସ ଭବନରେ ଦଳ ପକ୍ଷରୁ ଏକ ଖବରଦାତା…
ଇନ୍ଦାଳୋ ପଞ୍ଚାୟତରେ ବସୁଧା ଯୋଜନା ବିଫଳ
ଡେରାବିଶ,୨୪ା୫(ସ୍ବ.ପ୍ର.):ଡେରାବିଶ ବ୍ଲକ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଗରାଏ ପାଣି ପାଇଁ ସାଧାରଣ ଲୋକ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଛତାଠାରେ ଥିବା ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ ହୋଇପଡ଼ିଥିବା…
ଐତିହ୍ୟ ସଂରକ୍ଷଣ ପାଇଁ ମ୍ୟୁଜିୟମ ହେଉ
କେନ୍ଦ୍ରାପଡ଼ା ଅଫିସ, ୨୪ା୫:କେନ୍ଦ୍ରାପଡ଼ା ଜିଲାର ଆରାଧ୍ୟ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ଚାପଖେଳ ରୀତିନୀତି ଜାରି ରହିଛି। ଏହି ଅବସରରେ ଶାମଗୁଡ଼ିଆ ଗଁାର ଫକୀର ଚରଣ ବେହେରା ଏକ ଅଷ୍ଟଧାତୁ ନିର୍ମିତ ୧୦ ଇଞ୍ଚ ଉଚ୍ଚତା ବିଶିଷ୍ଟ ନାରାୟଣ ମୂର୍ତ୍ତିକୁ ଇଚ୍ଛାପୁରସ୍ଥ ଚନ୍ଦନ…

