ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍, ଅଜଗର ପାଖରେ…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ ଉଦ୍ଧାର ହୋଇଛନ୍ତି ଶିବ ପ୍ରଧାନ । ଅଗ୍ନିଶମବାହିନୀର କର୍ମଚାରୀମାନେ ତାଙ୍କୁ ସଫଳତାର ସହିତ…
ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…
କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର କହିଲେ ସ୍ତ୍ରୀଙ୍କ ସହ ୨ ଝିଅ ଓ ଗୋଟିଏ ପୁଅକୁ ବୁଝାଏ। ପୁଅ…
‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’
ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ ୨ ଧନ୍ଦାମୂଳକ ଶିକ୍ଷାନୁଷ୍ଠାନ ପକ୍ଷରୁ ଅବସରପ୍ରାପ୍ତ ଅଧକ୍ଷ ରାଜେନ୍ଦ୍ର କୁମାର ଦାସଙ୍କୁ ବିଦାୟ…
ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …
ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି ରହିଥିବାବେଳେ ବୁଧବାର ୨ଟି ଯାକ ପେଟ୍ରୋଲ ଟାଙ୍କିରେ ତାଲା ଝୁଲୁଛି। ଫଳରେ ଉପଭୋକ୍ତାମାନେ…
ସ୍ବାସ୍ଥ୍ୟ ପାଇଁ ବିପଦ ସାଜିଛି ସାର-ଔଷଧ, ଜୈବିକ ସାର ପ୍ରୟୋଗ କରି…
ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କଲ୍ୟାଣ ମଣ୍ଡପରେ ବୁଧବାର ଅନନ୍ୟା ଜୈବିକ ପନିପରିବା ଓ ବିହନ ମେଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମେଳାକୁ ଉଦ୍ଘାଟନ କରିଥିଲେ।…
ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…
ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ ମୁଣ୍ଡ ପଶି ରହିଯାଇଥିବାରୁ ବାହାର କରିବାକୁ ନାକେଦମ୍ ହୋଇପଡ଼ିଛନ୍ତି। ଉଦ୍ଧାର କାର୍ଯ୍ୟରେ ନୟାଗଡ଼…
ପେଟ୍ରୋଲ, ଡିଜେଲ ଅଭାବ: ଲୋକଙ୍କ ଲମ୍ବା ଧାଡ଼ି
ନବରଙ୍ଗପୁର,୬।୫(ସଦାଶିବ ପ୍ରହରାଜ): ପେଟ୍ରୋଲ ଓ ଡିଜେଲ ଆଧୁନିକ ଜୀବନର ମୂଳ ଶକ୍ତିସ୍ରୋତ। ଏହାର ଅଭାବ କେବଳ ଯାତାୟାତକୁ ନୁହେଁ, ଚାଷୀ, ବ୍ୟବସାୟୀ ଓ ସାଧାରଣ ଲୋକଙ୍କ ଦୈନିକ ଜୀବନକୁ ଗଭୀର ପ୍ରଭାବିତ କରେ। ବର୍ତ୍ତମାନ ସମୟରେ ଏହି ଇନ୍ଧନର ଅଭାବ ଏକ…
ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍
ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି। ବିଧାନସଭା ନେତା ଆଲୋକ ସେଠୀଙ୍କ ତତ୍ତ୍ୱାବଧାନରେ ଏମ୍ପି ପ୍ରତିନିଧି ଜ୍ଞାନରଞ୍ଜନ ସାମନ୍ତସିଂହାର, ଭାଜପା…
ଜନଗଣନାରେ ସାମିଲ ହେଲେ ଜିଲାପାଳ
ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ)-ରାଜ୍ୟରେ ଗତ ଏପ୍ରିଲ ୧୫ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହୋଇଛି। ଆସନ୍ତା ୧୬ ତାରିଖରେ ଏହା ଶେଷ ହେବ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନେ ଗାଁଠାରୁ ସହର ଓ ପଡାକୁ ଯାଇ ଜନ…
୭୧ତମ ବାଦି ପାଲା ମହୋତ୍ସବ: କଳାକାର ସମ୍ବର୍ଦ୍ଧିତ
ପାଟଣା,୬।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ସୁଆମ ଶାସନରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୭୧ତମ ବାଦି ପାଲା ମହୋତ୍ସବ ଉଦଯାପିତ ହୋଇଛି। ଆୟୋଜିତ ସମ୍ବର୍ଦ୍ଧନା ସଭା ସତ୍ୟନାରାୟଣ ପାଲା ଅନୁଷ୍ଠାନ ସୁଆମ ଶାସନର ସଭାପତି ଭାଗିରଥି ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ…
ବାରଣ୍ଡାରେ ଶୋଇଥିବାବେଳେ ଯୁବକଙ୍କ ଗଳା କାଟିଦେଲେ…
ଝାରସୁଗୁଡା, ୬।୫(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ଲଖନପୁର ଥାନା ଅନ୍ତର୍ଗତ ସୁଲଦିଆ ଲାଲୁମୁଣ୍ଡାରେ ଜଣେ ଯୁବକ ବାରଣ୍ଡାରେ ଶୋଇଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତ୍ରିରେ ତାଙ୍କ ଗଳା କାଟି ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ପ୍ରଦୀପ…
ଠାବ ହେଲା ଦେଶୀ ବନ୍ଧୁକ କାରଖାନା: ଜଣଙ୍କୁ ବାନ୍ଧିଲା ପୋଲିସ
ତୁମୁଡିବନ୍ଧ,୬।୫(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଆନ୍ତର୍ଗତ ଲାବନ୍ୟନଗର ଗ୍ରାମରେ ଏକ ଚୋରା ଦେଶୀ ବନ୍ଧୁକ କାରଖାନା ଠାବ କରିବାରେ ସଫଳ ହେବା ସହ ଜଣକୁ ଗିରଫ କରିଛି ତୁମୁଡିବନ୍ଧ ପୋଲିସ l ତେବେ ଏହି ଦେଶୀ ଚୋରା…

