ଆମ ଜିଲା ଖବର

ଅର୍ଥକାରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୨: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ ଦୀର୍ଘଦିନ ଧରି ହେଉନାହିଁ। ପ୍ରାୟ ୧୫ ହଜାର ହେକ୍ଟର ଅଞ୍ଚଳରେ ହେଉଥିବା ଆଖୁଚାଷ ଚଳିତବର୍ଷ…

୯୫୭ଜଣଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧.୭୭ ଲକ୍ଷ ଭୋଟର

ଧର୍ମଶାଳା,୧୪ା୨ (ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଧର୍ମଶାଳା ବ୍ଲକରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‌ ୧୬ ତାରିଖରେ ଭୋଟ ଗ୍ରହଣ ହେବ। ବ୍ଲକର ୪୫ ପଞ୍ଚାୟତରେ ୱାର୍ଡ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପ୍ରାର୍ଥୀ ଭାବେ ମୋଟ…

ପ୍ରାର୍ଥୀଙ୍କ ଭରସା ଦଳୀୟ ଚିହ୍ନ

ଚଣ୍ଡିଖୋଲ,୧୪ା୨(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ୨୦ନଂ. ଜିଲା ପରିଷଦ ଜୋନଟି ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅନୁସୂଚିତ ଜାତି ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି। ଏଥିଲାଗି ୩ ପ୍ରମୁଖ ଦଳରୁ ୩ଜଣ ମହିଳା ପ୍ରାର୍ଥୀ ହୋଇ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ମାତ୍ର…

୩ ଦଳ ମଧ୍ୟରେ ଜୋର୍‌ଦାର ଲଢ଼େଇ

ବିଞ୍ଝାରପୁର,୧୪ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକ ୨୬ ନମ୍ବର ଜୋନ୍‌ରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ମାଁସଡ଼ା, ବିଞ୍ଝାରପୁର, ସୟଦପୁର, ଚନ୍ଦ୍ରମୁଁ, କଏଣା-ରଘୁନାଥପୁର, ଚିକଣା ଓ ବରପଦା…

୩ ନଂ. ଜୋନ୍‌ରେ ଚର୍ତୁମୁଖୀ ଲଢ଼େଇ

ଏରସମା,୧୪ା୨(ସ୍ବ.ପ୍ର.): ଏରସମା ବ୍ଲକର ୪ଟି ଜିଲା ପରିଷଦ ଜୋନ ମଧ୍ୟରୁ ୩ ନଂ. ଜୋନରେ ପ୍ରଚାର ଜୋର ଧରିଛି। ଏରସମା, ଜିରାଇଲୋ, ଜପା, ନୂଆଡିହି, ଭିତର ଅନ୍ଧାରୀ ଓ କୁଞ୍ଜକୋଠି ପଞ୍ଚାୟତକୁ ନେଇ ଉକ୍ତ ଜୋନ୍‌ ଗଠିତ। ଏଠାରେ ୨୮,୬୩୧ ଭୋଟର…

ପ୍ରାର୍ଥୀ ଉଚ୍ଚଶିକ୍ଷିତା, ସ୍ବାମୀ ରାଜନୀତିରେ ଦକ୍ଷ

ଜଗତ୍‌ସିଂହପୁର ଅଫିସ, ୧୪ା୨: ତିର୍ତ୍ତୋଲ ଜିଲା ପରିଷଦ ୨ ନଂ. ଜୋନ୍‌ରୁ ବ୍ଲକ ଅଧ୍ୟକ୍ଷା ଏଥର ବିଜେଡିରୁ ଜିଲା ପରିଷଦ ସଭ୍ୟ ପାଇଁ ପ୍ରାର୍ଥୀ ହୋଇଛନ୍ତି। ବିଜେଡି, ଭାଜପା ପ୍ରାର୍ଥୀଦ୍ୱୟ ଉଚ୍ଚଶିକ୍ଷିତ ହୋଇଥିବାବେଳେ କଂଗ୍ରେସ ପ୍ରାର୍ଥୀଙ୍କ ସ୍ବାମୀ ରାଜନୀତିରେ ଦକ୍ଷ। ଗତ…

ବିଧାୟକଙ୍କ ପ୍ରଚାରକୁ ବିରୋଧ: ମହିପୁର ପଞ୍ଚାୟତରେ ନିର୍ବାଚନୀ ହିଂସା, ୫ ଆହତ

ନୂଆଗାଁ,୧୪।୨(ଡି.ଏନ.ଏ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ପଞ୍ଚାୟତରେ ରବିବାର ଅପରାହ୍ନରେ ଦଶପଲ୍ଲା ବିଧାୟକ ରମେଶ ବେହେରାଙ୍କ ପ୍ରଚାରକୁ କର୍ମୀମାନେ ବିରୋଧ କରିଛନ୍ତି। ବିରୋଧକୁ ନେଇ ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳରୁ ସଂଘର୍ଷର ସୂତ୍ରପାତ ଘଟି ୫ ଜଣ ଆହତ…

୪୮ ଘଣ୍ଟା ପ୍ରଚାର କରିପାରିବେନି ପ୍ରମିଳା

ଯାଜପୁର ଅଫିସ/ ବିଞ୍ଝାରପୁର(ଡି.ଏନ.ଏ.),୧୪ା୨: ପ୍ରଚାର ବେଳେ ଭୋଟରଙ୍କ ଉପରେ ଚାପ ପକାଇ ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଛନ୍ତି। ଏହା ପ୍ରମାଣିତ ହେବା ପରେ ରାଜ୍ୟ ନିର୍ବାଚନ କମିଶନ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।…

ଆଜୀବନ ସଜା କାଟୁଥିବା କଏଦୀଙ୍କ ମୃତ୍ୟୁ

ଫୁଲବାଣୀ ଅଫିସ, ୧୩ା୨: କନ୍ଧମାଳ ଜିଲା କାରାଗାରରେ ଆଜୀବନ ସଜା ଭୋଗୁଥିବା ଜଣେ କଏଦୀଙ୍କର ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ସେ ହେଲେ ଦାରିଙ୍ଗବାଡି ଥାନା ଅନ୍ତର୍ଗତ କାରାମାହା ଗ୍ରାମର କାହ୍ନୁ ଚରଣ ପ୍ରଧାନ(୬୧)।…

ବାଇକ୍‌ ଧକ୍କାରେ ଗଲା ୨ ଜୀବନ

ମାଲକାନଗିରି, ୧୩ା୨ (ଡି.ଏନ.ଏ.): ମାଲକାନଗିରି ଜିଲା ଜୟପୁର-ମାଲକାନଗିରି ମୁଖ୍ୟ ରାସ୍ତା ନାୟକଗୁଡାଠାରେ ରବିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ରାମ କୁଡୁକୁ ଏବଂ ଗୌରବ ଭୂମିଆ।…

ଭୟମୁକ୍ତ ନିର୍ବାଚନ ପାଇଁ ପୋଲିସର ଫ୍ଲାଗମାର୍ଚ୍ଚ

ଏମ୍‌ଭି-୭୯,୧୩ା୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ମାଲକାନଗିରି ଜିଲା ଏମ୍‌ଭି-୭୯ ଥାନା ପକ୍ଷରୁ ରବିବାର ଫ୍ଲାଗ୍‌ମାର୍ଚ୍ଚ କରାଯାଇଛି। ଥାନା ଅଧିକାରୀ ମୁକୁନ୍ଦ ମେଳକାଙ୍କ ନେତୃତ୍ୱରେ ୩୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ ଥାନା ପରିସରରୁ ବାହାରି ମୁଖ୍ୟ ବଜାର…

ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିଲେ ଅଭିନେତ୍ରୀ ବର୍ଷା

ଭଦ୍ରକ ଅଫିସ, ୧୩।୨: ଭଦ୍ରକ ଜିଲା ସଦର ବ୍ଲକରେ ଆସନ୍ତା ୧୬ ତାରିଖରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ପ୍ରାର୍ଥୀଙ୍କ ପ୍ରଚାର ଜୋର୍‌ଦାର ଚାଲିଛି। ରବିବାର ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବିଜେଡି ପ୍ରାର୍ଥୀମାନଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri