ଭାଙ୍ଗିଲେ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି
ପୁରୀ ଅଫିସ,୨।୭: ଭାଙ୍ଗିଲେ ପୁରୀ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି। ୨୦ରୁ ଅଧିକ ଚୁଲି କୌଣସି ଦୁର୍ବୃତ୍ତ ଭାଙ୍ଗିଦେଇଥିବା ସୂଚନା ମିଳିଛି। ସୁଆର ମହାସୁଆର ନିଯୋଗ ସଭାପତି ଏହି ସୂଚନା ଦେଇଛନ୍ତି। ଶୁକ୍ରବାର ରାତିରେ ରୋଷ ଘରେ ପଶି କେହି…
କଳାହାଟ ଦ୍ୱାରରେ ହେବ ରୁପା ଛାଉଣିି
ପୁରୀ ଅଫିସ, ୨।୭: ଶ୍ରୀମନ୍ଦିର ଜଗମୋହନରୁ ଗର୍ଭଗୃହକୁ ସଂଯୋଗ କରୁଥିବା କଳାହାଟ ଦ୍ୱାରରେ ରୁପା ଛାଉଣିି ହେବ । ଏହି କାମ କରିବାକୁ ମୁମ୍ବାଇରୁ କାରିଗର ଆସି ପୁରୀରେ ପହଞ୍ଚିଛନ୍ତି । କଳାହାଟ ଦ୍ୱାରରେ ୫୦୦ କିଲୋର ରୁପା ଚାଦର ପଡିବ…
ସଙ୍କଟରେ ପ୍ରାଥମିକ ସ୍ବାସ୍ଥ୍ୟସେବା
ବଇଣ୍ଡା,୨।୭(ଡି.ଏନ.ଏ.) ୩ ବର୍ଷ ହେଲା ଖାଲି ପଡ଼ିଛି ଡାକ୍ତର ପଦବୀ। ଷ୍ଟାଫନର୍ସ, କମ୍ପାଉଣ୍ଡର ଓ ସୁଇପର ମଧ୍ୟ ନାହାନ୍ତି। ଚିକିତ୍ସା ପାଇଁ ଆସୁଥିବା ରୋଗୀ କିପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ସେ ନେଇ ଜିଲା ପ୍ରଶାସନ, ବିଧାୟକଙ୍କୁ ବାରମ୍ବାର ଅବଗତ କରିଛନ୍ତି…
ଜବରଦଖଲ ଉଚ୍ଛେଦକୁ ନେଇ ରାଜନୀତି ସରଗରମ
ଗଞ୍ଜାମ,୨।୭(ଡି.ଏନ୍.ଏ.): ଗଞ୍ଜାମ ସହରରେ ଦୀର୍ଘ ୭୦ ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସିଥିବା ପୂଜକ କନ୍ଧ ଶତପଥୀଙ୍କ ବାରିପଟ ଘର ସରକାରୀ ଜାଗାରେ ଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଶନିବାର ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଥିଲା। ହେଲେ ପରିବାର ଲୋକଙ୍କ ସହ…
ପାହାଡ଼ିଆ ରାସ୍ତାରେ ଅଟକିଲା ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଜନ୍ମହେଲା ଶିଶୁକନ୍ୟା
ରାୟଗଡ଼ା ଅଫିସ,୨ା୭: ସରକାରଙ୍କ ଏତେ ବ୍ୟବସ୍ଥା ପରେ ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା। ରାସ୍ତାକଡ଼ରେ ଏକ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି ମହିଳା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ଶ୍ୱାଲି ପଞ୍ଚାୟତର ଦୁର୍ଗମ…
୧୦ ଫୁଟ ତଳକୁ ଖସିଲା ପାଟ୍ରୋଲିଂ ଗାଡ଼ି, ୨ ଗୁରୁତର
ବାରିପଦା ଅଫିସ,୨ା୭: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ମସିଣାକାଟି କେନାଲ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ହାତୀ ସୁରକ୍ଷା ଡ୍ୟୁଟି ସାରି ଫେରୁଥିବା ବନ ବିଭାଗର ଏକ ବୋଲେରୋ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାୟ ୧୦ ଫୁଟ…
ଏପ୍ରିଲରେ କରିଥିଲେ ବିବାହ: ଘରୁ ମିଳିଲା ଯୁବକଙ୍କ ମୃତଦେହ
ଭବାନୀପାଟଣା,୨।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କାଳୀମନ୍ଦିର ପଡ଼ାରୁ ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ସୁଶାନ୍ତ ସାହୁ (୨୩)। ସୁଶାନ୍ତ ଏକ ହୋଟେଲରେ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସେ ଗତ ଏପ୍ରିଲରେ ବିବାହ…
ପୋଲିସ ଗାଡ଼ି ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ, କ୍ଷତିପୂରଣ ପରେ ଉଠିଲା ମୃତଦେହ
ଭବାନୀପାଟଣା/କୋକସରା,୧।୭(ସ୍ବ.ପ୍ର./ଡି.ଏନ୍.ଏ.): କଳାହାଣ୍ଡି ଜିଲାରେ ୨ ପୃଥକ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଭବାନୀପାଟଣା ବ୍ଲକ କନ୍ଦବାନ୍ଦୋପଲା ଗ୍ରାମର ରତ୍ନାକର ମାଝି (୨୩) ଏବଂ କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ର କିଆଁ ମାଝି (୪୧)। ସୂଚନା ଅନୁଯାୟୀ, ଅପରାହ୍ନରେ…
ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ଟଣା
ବାରିପଦା ଅଫିସ,୨।୭: ଆଜି ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ ରଥ ଟଣା ହେବ । କରୋନା ପାଇଁ ଦୁଇ ବର୍ଷ ଧରି ରଥଯାତ୍ରା ବନ୍ଦ ଥିବା ବେଳେ ଚଳିତବର୍ଷ ଭକ୍ତ ଭଗବାନ ଏକାଠି ହୋଇଛନ୍ତି। ପରମ୍ପରା ଅନୁଯାୟୀ ଶୁକ୍ରବାର ଏଠାରେ ଛେରା ପହଁରା…
ଆଜି ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨।୭: ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶୁକ୍ରବାର ତିନି ରଥ ଶରଧାବାଲିରେ ପହଞ୍ଚିଛି। ଶନିବାର ମହାପ୍ରଭୁଙ୍କ ନୀତିକାନ୍ତି ପରେ ପହଣ୍ଡିରେ ଜନ୍ମବେଦୀକୁ ଯିବେ। ୮ ଲକ୍ଷରୁ ଅଧିକ ଭକ୍ତ ରଥାରୂଢ ଶ୍ରୀବିଗ୍ରହଙ୍କ ଦର୍ଶନ କରି କୃତାର୍ଥ…
ଜୁଲାଇରୁ ସେପ୍ଟେମ୍ବର ୧୩ ଦିନ ଜନଶୁଣାଣି
ଜଗତ୍ସିଂହପୁର ଅଫିସ, ୨।୭: ଜିଲା ପ୍ରଶାସନ ପକ୍ଷରୁ ଜୁଲାଇରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ହେବାକୁ ଥିବା ମିଳିତ ଜନଅଭିଯୋଗ ଶୁଣାଣି ଶିବିରର କାର୍ଯ୍ୟସୂଚୀ ଶୁକ୍ରବାର ପ୍ରକାଶ ପାଇଛି। ଜୁଲାଇରେ ୪ ଦିନ ଏହି ଶିବିର ଆୟୋଜନ ହେବ। ୪ ତାରିଖରେ ଏରସମା ବ୍ଲକ,…
ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
ପାରାଦୀପ,୨।୭(ସ୍ବ.ପ୍ର.): ପାରାଦୀପ ଅଭୟଚାନ୍ଦପୁର ଥାନା ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ ଶୁକ୍ରବାର ଜଣେ ନବବଧୂଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସେ ହେଲେ କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଘୋଡାବନ୍ଧ ଗ୍ରାମର ରୁବି ଦାସ। ଏନେଇ ତାଙ୍କ ମା’…

