ଆମ ଜିଲା ଖବର

ବିନା ଟେଣ୍ଡରରେ ଚାଲିଛି ସରକାରୀ କାମ

ନାଉଗାଁ,୨୧ା୫(ସ୍ବ.ପ୍ର): ନାଉଗାଁ ବ୍ଲକରେ ଜଗତ୍‌ସିଂହପୁର ପୂର୍ତ୍ତ ବିଭାଗ ତରଫରୁ ବିଭିନ୍ନ ରାସ୍ତା ମରାମତି, ଗାଡ୍‌ଓ୍ବାଲ ନିର୍ମାଣ କାର୍ଯ୍ୟ ଚାଲିଛି। ଏସବୁ କାର୍ଯ୍ୟ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହେଉଛି। ମାତ୍ର କିଛି କାର୍ଯ୍ୟ ପାଇଁ ଟେଣ୍ଡର ପରେ ଚୁକ୍ତିନାମା ହୋଇ ନ…

ଟ୍ରାଙ୍କୁଲାଇଜ୍‌ ଜରିଆରେ ହନୁ ଧରାପଡ଼ିଲା

କୁଜଙ୍ଗ, ୨୨।୫(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ଦିନକୁ ଦିନ ମାଙ୍କଡଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ବ୍ଲକ ଅନ୍ତର୍ଗତ ସନ୍ତରା ଗ୍ରାମରେ ମାଙ୍କଡ ପଲ ଆକ୍ରମଣରେ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ଜଗତ୍‌ସିଂହପୁର…

ଅନିଶ୍ଚିତତାରେ ଶୀତଳଭଣ୍ଡାର: ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ, ୨୨।୫ : ଜଗତ୍‌ସିଂହପୁର ଏକ କୃଷି ପ୍ରଧାନ ଜିଲା। କିନ୍ତୁ ଦୀର୍ଘ ବର୍ଷ ଧରି ଜିଲାରେ ଶୀତଳ ଭଣ୍ଡାରଟିଏ ହୋଇପାରିଲା ନାହିଁ। ଯେଉଁ କାରଣରୁ ଚାଷୀଙ୍କୁ ବ୍ୟାପକ କ୍ଷତି ସହିବାକୁ ପଡ଼ୁଛି। ଏହାସତ୍ତ୍ୱେ ପ୍ରତିକାର ହୋଇପାରୁନାହିଁ। ଏନେଇ ସାଧାରଣରେ…

ରୋଗୀ ମୃତ୍ୟୁ ନେଇ ନର୍ସିଂହୋମ୍‌ରେ ଉତ୍ତେଜନା

ଅନୁଗୋଳ ଅଫିସ, ୨୨ା୫: ଅନୁଗୋଳ ସହର ଶିମିଳିପଡ଼ା ନିକଟରେ ଥିବା ଏକ ନର୍ସିଂହୋମରେ ରୋଗୀ ମୃତ୍ୟୁକୁ ନେଇ ଶନିବାର ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ମୃତକଙ୍କ ସ୍ତ୍ରୀ ଚିକିତ୍ସାରେ ଅବହେଳା ଅଭିଯୋଗ କରିବା ପରେ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ…

ରାତି ଅଧରେ ଜିପିଆର୍‌ଏସ୍‌

ପୁରୀ ଅଫିସ୍‌, ୨୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ପାର୍ଶ୍ୱରେ ଚାଲିଥିବା ନିର୍ମାଣ କାର୍ଯ୍ୟ କରିବା ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର ସର୍ଭେ(ଜିପିଆର୍‌ଏସ୍‌) କରାଯାଇ ନ ଥିବା ନେଇ ଯେଉଁ ଅଭିଯୋଗ ହେଉଥିଲା, ତାହା ଏବେ ସତ୍ୟ ପ୍ରମାଣିତ ହୋଇଛି।…

ମୋବାଇଲରେ ଫ୍ରି ଫାୟାର ଖେଳି ୪୫ହଜାର ଟଙ୍କା ହରାଇଲେ ବାଳକ

ବଡ଼ଗାଁ,୨୧।୫(ଡି.ଏନ୍‌.ଏ.)-ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ କିଞ୍ଜିରକେଲା ଗ୍ରାମର ଜଣେ ବାଳକ ମୋବାଇଲରେ ଫ୍ରି ଫାୟାର ଖେଳିବା ତାଙ୍କ ପାଇଁ ମହଙ୍ଗା ପଡ଼ିଛି। ସୂଚନା ଅନୁଯାୟୀ କିଞ୍ଜିରକେଲା ଗ୍ରାମର ରିତିକରାଜ ବିଶି ଗତ ୩ ବର୍ଷ ହେଲା ମୋବାଇଲରେ ଫ୍ରି ଫାୟାର…

ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ବାପା ଦୁର୍ଯ୍ୟୋଧନ ମହାକୁଡ଼ (୬୦) ଓ ଭାଇ ପଞ୍ଚୁ ମହାକୁଡ଼ଙ୍କୁ ବନ…

ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ,୨୧ା୫: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ପୁରୀରେ ପହଞ୍ଚିଛି ରଥ ଦଉଡ଼ି। ୧୨ଟି ରଥ ଟଣା ଦଉଡ଼ି ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପହଞ୍ଚିଛି। ପୁରୀ ବୀରପ୍ରତାପପୁରରେ ଥିବା ଓଡ଼ିଶା ସମବାୟ କତା ନିଗମ ପକ୍ଷରୁ ପ୍ରାୟ ଏକ…

ହାତୀ ମୃତ୍ୟୁ ଘଟଣାରେ ରିପୋର୍ଟ ତଲବ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ଯୋଡ଼ା ସେକ୍ସନ ଅଧିନସ୍ଥ ବାଂଶପାଣି ବେହେରା ହାଟିଂ ନିକଟରେ ଗୁରୁବାର ରାତିରେ ମାଲବାହୀ ଟ୍ରେନ୍‌ ଧକ୍କାରେ ଦୁଇ ଛୁଆ ହାତୀ ସମେତ ତିନି ହାତୀର ମୃତ୍ୟୁ ଘଟଣାର ଯାଞ୍ଚ ପାଇଁ ପିସିସିଏଫ୍‌ (ବନ୍ୟପ୍ରାଣୀ) ଶଶୀ ପଲ…

ଲକ୍ଷଲକ୍ଷ ସଂଖ୍ୟାରେ ସମୁଦ୍ରମୁହାଁ କଇଁଛ

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.): କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ ଗଞ୍ଜାମ ଜିଲାର ରୁଷିକୁଲ୍ୟା ମୁହାଁଣରେ ଗତ କିଛିଦିନ ହେବ ଲକ୍ଷଲକ୍ଷ ଛୁଆ କଇଁଛ ଅଣ୍ଡାରୁ ଫୁଟି ଏବେ ସମୁଦ୍ରମୁହାଁ ହେଉଥିବା ଦେଖିବାକୁ ମିଳିଛି। ସକାଳ ଓ ସନ୍ଧ୍ୟାରେ ଥଣ୍ଡା ପରିବେଶରେ ରାତିସାରା ବିସ୍ତୀର୍ଣ୍ଣ ବାଲୁକା…

ନିଯୁକ୍ତି ଦାବିରେ ଜମିହରାଙ୍କ ଆନ୍ଦୋଳନ

କେନ୍ଦୁଝର,୨୧ା୫(ସ୍ବ.ପ୍ର.): ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତର ମୁରୁସୁଆଁ ଗ୍ରାମରେ ୨୦୧୦ରୁ କାର୍ଯ୍ୟକ୍ଷମ ବ୍ରାଣ୍ଡ୍‌ ଷ୍ଟିଲ୍‌ ଆଣ୍ଡ ପାଓ୍ବାର ପ୍ରାଇଭେଟ ଲିମିଟେଡ୍‌ କାରଖାନା ପାଇଁ ଜମି ହରାଇଥିବା ପରିବାର ପକ୍ଷରୁ ନିଯୁକ୍ତି ଦାବିରେ ଆନ୍ଦୋଳନ ଚାଲୁ ରହିଛି। ଗୁରୁବାରଠାରୁ କାରଖାନାର ମୁଖ୍ୟ…

ଜଳିଗଲା ପୂଜା ସାମଗ୍ରୀ ଦୋକାନ

ଆଠଗଡ଼,୨୧।୦୫: କଟକ ଜିଲା ଖୁଣ୍ଟୁଣି ଥାନା ବଜାର ପେଟୋଲ ପମ୍ପ ପଛପାଖରେ ଥିବା ଏକ ପୂଜା ସାମଗ୍ରୀ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶଟ ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ପଙ୍କଜ ଜେନାଙ୍କ ପୂଜା ସାମଗ୍ରୀ ଦୋକାନରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?