ପୁଣି ପୋଷ୍ଟର ଜାରି କଲେ ମାଓବାଦୀ, ଭୋଟ ବର୍ଜନ ପାଇଁ ଆହ୍ବାନ
ବାଲିଗୁଡ଼ା,୧୨ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଯେତିକି ପାଖେଇ ଆସୁଛି ମାଓବାଦୀ ସଙ୍ଗଠନ କନ୍ଧମାଳ ଜିଲାରେ ସେତିକି ସ୍ଥିତି ଜାହିର କରୁଥିବା ଦେଖିବାକୁ ମିଳୁଛି। ଶନିବାର ପୁଣି କନ୍ଧମାଳ ଜିଲା କୋଟଗଡ଼ ଥାନା ରଡ଼ିଗୁମା ସ୍କୁଲ ଅଞ୍ଚଳରେ ବାସଧାରା ଘୁମୁସର ନାଗାବଳୀ ଡିଭିଜନରେ…
ପାରାଦୀପରେ ନକଲି ମଶାଧୂପ କାରଖାନା : ବିପୁଳ ପରିମାଣର ମଶାଧୂପ ଜବତ
ପାରାଦୀପ,୧୨ା୨(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲା ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବିଜୟଚନ୍ଦ୍ରପୁର ତାରିଣୀଗଡ଼ାଠାରେ ଏକ ନକଲି ମଶାଧୂପ କାରଖାନା ଉପରେ ପୋଲିସ ଓ ମହାରାଷ୍ଟ୍ରର ଏକ ତଦନ୍ତକାରୀ ଟିମ ମିଳିତ ଭାବେ ଚଢ଼ାଉ କରିଛନ୍ତି। ଏଥିରେ ସ୍ଲିପ୍ଓ୍ବେଲ ନାମକ ମଶାଧୂପ ତିଆରି କରିବାରେ…
ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତା
ବାରଙ୍ଗ,୧୨।୨(ଡି.ଏନ୍.ଏ.): ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତାହାତୀ। ନନ୍ଦନକାନନ ପଛପଟ ପାଚେରି ଭାଙ୍ଗି ଦନ୍ତା ପରିସରକୁ ପଶିଥିଲା। ଟୟ ଟ୍ରେନ୍ ଧାରଣା ଉପରେ ଆସି ବୋଟ୍ ଘାଟ ପର୍ଯ୍ୟନ୍ତ ଯାଇ ସେଠାରୁ ବାଘ ସଫାରି ପଛପଟେ ଥିବା ହମିରା ଟାଙ୍କି ନିକଟରେ…
ଏଡିଏମ୍ ବିଶ୍ୱଜିତ୍ଙ୍କ କୁବେର ସମ୍ପତ୍ତି : ସରକାରୀ ବାସଭବନରେ ଚଢ଼ାଉ
ସୁନ୍ଦରଗଡ଼,୧୨।୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଏମ୍ ବିଶ୍ୱଜିତ୍ ମହାପାତ୍ର ଶୁକ୍ରବାରଠାରୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। ଶନିବାର ତାଙ୍କୁ ସୁନ୍ଦରଗଡ଼ଠାରେ ଜେରା କରାଯିବ। ବର୍ତ୍ତମାନ ତାଙ୍କ ସୁନ୍ଦରଗଡ଼ସ୍ଥିତ ସରକାରୀ ବାସଭବନରେ ଚଢ଼ାଉ ଚାଲିଥିବା ବେଳେ ନଗଦ…
ନିର୍ଦ୍ୱନ୍ଦ୍ୱ ସମିତିସଭ୍ୟା ଅପହରଣ ପ୍ରସଙ୍ଗ: ସୁରକ୍ଷିତ ଥିବା ଭିଡିଓ ଭାଇରାଲ
ଗଞ୍ଜାମ,୧୨ା୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତର ନିର୍ଦ୍ୱନ୍ଦ୍ୱ ସମିତି ସଭ୍ୟା ମାମି ଦାସ ଗତ ତିନିଦିନ ହେବ ନିଖୋଜ ଅଛନ୍ତି। ତାଙ୍କୁ କେହି ଅପହରଣ କରିଥିବା ନେଇ ତାଙ୍କ ମା’ ରମ୍ଭା ଥାନାରେ ଏତଲା ଦେଇଛନ୍ତି। କିନ୍ତୁ ମାମି ଦାସ ନିଜେ…
ଆସିଲେନି, ହିସାବ ଦେଲେନି
ଢେଙ୍କାନାଳ ଅଫିସ, ୧୨।୨ ଢେଙ୍କାନାଳ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଠିକ୍ ଭାବେ ଖର୍ଚ୍ଚ ବିବରଣୀ ରଖୁନାହାନ୍ତି। ସମୀକ୍ଷା ବୈଠକରେ ମଧ୍ୟ ଉପସ୍ଥିତ ରହୁନାହାନ୍ତି, ଯାହାକୁ ନେଇ କ୍ଷୋଭବ୍ୟକ୍ତ କରିଛନ୍ତି ଜିଲା ପାଇଁ ନିୟୋଜିତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଦୟାନିଧି…
ଏକସଙ୍ଗେ ମିଳୁ ଧାନ ବିକ୍ରି ଟଙ୍କା
ବଇଣ୍ଡା,୧୧।୨(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ଅନୁଗୋଳ ସଂଯୁକ୍ତ ସମବାୟ ବ୍ୟାଙ୍କ ବଇଣ୍ଡା ଶାଖା ପକ୍ଷରୁ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଠିକ୍ ଭାବେ ଯୋଗାଇ ଦିଆଯାଉନାହିଁ। ଫଳରେ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଧାନ ବିକ୍ରି ବାବଦ ସମସ୍ତ ଟଙ୍କା…
ବାଉଁଶ ବାଡ଼ିରେ ସୁରକ୍ଷା
ପରଜଙ୍ଗ, ,୧୨।୨(ଡି.ଏନ୍.ଏ.) ଧସିଯାଇଛି ପୋଲକୁ ଲାଗିଥିବା ଆପ୍ରୋଚ୍ ରୋଡ୍। ସାମାନ୍ୟ ଅସାବଧାନ ହେଲେ ବ୍ରିଜ୍ ତଳକୁ ଖସିପଡ଼ିବ ଯାନବାହନ। ଚାଲିଯିବ ମୂଲ୍ୟବାନ ଜୀବନ। ହେଲେ ମୁଖ୍ୟରାସ୍ତା ଉପରେ ଥିବା ଏଭଳି ବିପଦ ପ୍ରତି ସତେଯେମିତି ଆଖି ବୁଜି ଦେଇଛନ୍ତି ଜାତୀୟ ରାଜପଥ…
ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଗ୍ରାମବାସୀ
କୁତ୍ରା,୧୨।୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ସମସ୍ତ ଭୋଟର ଏକଜୁଟ ହୋଇ କୁତ୍ରା ପଞ୍ଚାୟତ ସରପଞ୍ଚ ପଦବୀ ପାଇଁ ପ୍ରତିଦ୍ବନ୍ଦିତା କରୁଥିବା…
ମିଳୁନି ସରକାରୀ ସୁବିଧା, ଦେବୁନି ଭୋଟ
ରୁପ୍ରା ରୋଡ଼/ନର୍ଲା,୧୨।୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ମାଣ୍ଡେଲ ପଞ୍ଚାୟତ ଅସୁରଗଡ଼ (ଗଡ଼ପଡା) ୯ ନମ୍ବର ଓ୍ବାର୍ଡବାସୀ ଭୋଟ ବର୍ଜନ ପାଇଁ ଧାରଣା ଦେଇଥିଲେ। ଦୀର୍ଘ ବର୍ଷ ଧରି ଏଠାରେ ପ୍ରାୟ ୩୦ଟି ପରିବାର ବାସ କରି ଆସୁଛନ୍ତି। କିନ୍ତୁ ରାଜ୍ୟ…
ମଇଦାନରେ ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଲଢ଼େଇ
ଖଡିଆଳ,୧୨।୨(ଡି.ଏନ୍.ଏ.): ନିର୍ବାଚନ ମଇଦାନରେ ୭୫ ବର୍ଷ ବୟସ୍କ ଅବସରପ୍ରାପ୍ତ ଶିକ୍ଷକ। ଦୀର୍ଘ ୪୦ ଧରି ଶିକ୍ଷକତା ଜୀବନରୁ ଅବସର ନେବା ପରେ ବର୍ତ୍ତମାନ ପଞ୍ଚୟତର ଦାୟିତ୍ୱ ନେବା ପାଇଁ ଆଗଭର ହୋଇ ନିର୍ବାଚନ ଲଢୁୁଛନ୍ତି। ସେ ହେଲେ ନୂଆପଡା ଜିଲା ଖଡିଆଳ…
୮ ବର୍ଷ ପରେ ଆର୍ଆଇ ହତ୍ୟା ମାମଲାର ରାୟ ପ୍ରକାଶ
ଝାରସୁଗୁଡ଼ା ଅଫିସ,୧୧ା୨: ଆର୍ଆଇ ଟିକେନାଥ କାଲୋଙ୍କ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରଜଜ୍ ସତ୍ୟବ୍ରତ ମିଶ୍ର ମାମଲାର ବିଚାରକରି ଅଭିଯୁକ୍ତ ବ୍ରଜରାଜନଗର ଗଙ୍ଗାନଗରର ସଞ୍ଜୀତ ଗୁପ୍ତାଙ୍କୁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାୟରେ ଉଲ୍ଲେଖ ରହିଛି ୩୯୪,…
Archives


