ଆହୁରି ଆକର୍ଷଣୀୟ ହେବ ହିଙ୍ଗୁଳା ଯାତ୍ରା
ତାଳଚେର,୨୧।୫(ନି.ପ୍ର) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି। ଚଳିତବର୍ଷର ତ୍ରୁଟିବିଚ୍ୟୁତିକୁ ସଂଶୋଧନ କରି ଆସନ୍ତା ବର୍ଷ ଏହାକୁ ଆହୁରି ଜାକ୍ଜମକର ସହ ପାଳନ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ…
ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ
ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ । ସକାଳୁ ପୁରୀରେ ପହଞ୍ଚିବା ପରେ ତାଙ୍କ ସ୍ତ୍ରୀଙ୍କ ସହ ଶ୍ରୀମନ୍ଦିରକୁ ଯାଇଥିଲେ । ଶ୍ରୀମନ୍ଦିର ଭିତରେ ବେଢ଼ା ପରିକ୍ରମା କରିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ ।…
ବସିବ ଶ୍ରୀମନ୍ଦିର ପରିଚାଳନା ବୈଠକ
ପୁରୀ ଅଫିସ, ୨୧।୫: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ଅପରାହ୍ନ ୪ଟାରେ ଶ୍ରୀମନ୍ଦିର ପରିଚାଳନା ବୈଠକ ଅନୁଷ୍ଠିତ ହେବ। ଏହା ପୂର୍ବରୁ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗୁରୁକୁଳ ସବ୍କମିଟି ବୈଠକ ବସିବ।…
ଜୁନ୍ ୩୦ ପର୍ଯ୍ୟନ୍ତ ଚାଷୀଙ୍କଠାରୁ ସଂଗ୍ରହ ହେବ ଧାନ
ବାଲେଶ୍ୱର ଅଫିସ, ୨୧।୫ ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍ଘାଟନ କରିଥିଲେ। ପାଇଁ ଏହି ଧାନ…
ହୋଲ୍ଡିଂ ଟିକସ ବୃଦ୍ଧିକୁ ବିରୋଧ
ବାରିପଦା ଅଫିସ,୨୧।୫ ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ଅଞ୍ଚଳରେ ମାତ୍ରାଧିକ ହୋଲ୍ଡିଂ ଟିକସ ବୃଦ୍ଧି ପ୍ରତିବାଦରେ ଭଞ୍ଜସେନାର ଏକ ପ୍ରତିନିଧି ଦଳ ଶୁକ୍ରବାର ପୌରାଧ୍ୟକ୍ଷଙ୍କୁ ଭେଟି ଆଲୋଚନା କରିଛନ୍ତି। ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ଟିକସ ବୃଦ୍ଧି ସମେତ…
ବାଲିମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ତେଜିଲା
ନୀଳଗିରି, ୨୧।୫(ସ୍ବ.ପ୍ର.) ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ସୋନ ନଦୀପଠାରୁ ପ୍ରତ୍ୟେକ ଦିନ ଟ୍ରିପ୍ ଟ୍ରିପ୍ ବାଲି ଚାଲାଣ ହେଉଛି। ଏହାକୁ ରୋକିବା ପାଇଁ ପ୍ରଶାସନ କୌଣସି ଦୃଢ଼ କର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବାରୁ ଲୁଟେରାମାନେ ଅବାଧରେ ବାଲି ଚାଲାଣ…
୧୫ଦିନ ସମୟ ଦେଲା ପ୍ରଶାସନ
ବାଲିଆପାଳ, ୨୧।୫(ସ୍ବ.ପ୍ର.) ବାଲିଆପାଳ ତହସିଲ କୁମ୍ଭାରୀ ପଞ୍ଚାୟତ ତାପୁଣ୍ଡିଆ ଗ୍ରାମର ସ୍କୁଲ ସମ୍ମୁଖ ଗୋଚର ଜମିରେ ଥିବା ବହୁଦିନର ପୁରୁଣା ଦୋକାନ ଘରକୁ ଶୁକ୍ରବାର ପ୍ରଶାସନ ଉଚ୍ଛେଦ ନ କରି ଫେରିଛି। ଉଚ୍ଛେଦ ସମୟରେ ପ୍ରବଳ ବିରୋଧ ଯୋଗୁ ପ୍ରଶାସନ ଜବରଦଖଲକାରୀଙ୍କୁ…
‘ସୌଭାଗ୍ୟ ଯୋଜନା ଦୁର୍ଭାଗ୍ୟରେ ପରିଣତ ହୋଇଛି’
ଭୋଗରାଇ, ୨୧।୫ (ଡି.ଏନ.ଏ.) ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ପ୍ରଥମ ବୈଠକ ବ୍ଲକ ଚେୟାରମ୍ୟାନ୍ ପ୍ରବୀର କୁମାର ଗିରିଙ୍କ ପୌରୋହିତ୍ୟରେ କୃଷି, ସ୍ବାସ୍ଥ୍ୟ, ପାନୀୟଜଳ ଓ ବିଦ୍ୟୁତ୍ ସମସ୍ୟା ସମ୍ପର୍କିତ ଆଲୋଚନା ସଭାଗୃହକୁ…
ଆଜିଠାରୁ ୨ କେନ୍ଦ୍ରରେ ମାଟ୍ରିକ୍ ଖାତା ଦେଖା
କେନ୍ଦ୍ରାପଡ଼ା ଅଫିସ, ୨୧ା୫: ଚଳିତ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଖାତା ଦେଖା ଶନିବାରଠାରୁ ଆରମ୍ଭ ହେଉଛି। କେନ୍ଦ୍ରାପଡ଼ା ଜିଲାର ୨ଟି କେନ୍ଦ୍ରରେ ଖାତା ଦେଖାଯିବା ପାଇଁ ପ୍ରସ୍ତୁତି ଶୁକ୍ରବାର ସୁଦ୍ଧା ଶେଷ ହୋଇଛି। ଏପ୍ରିଲ ୨୯ରୁ ମେ ୭ ତାରିଖ…
ଅଣ୍ଢରା ଡକାୟତି ଘଟଣାରେ ୯ ଗିରଫ
ପଟ୍ଟାମୁଣ୍ଡାଇ,୨୧ା୫(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଧୋୟାଞ୍ଚଳ ଅଣ୍ଢରା ଗାଁରେ ଏପ୍ରିଲ ୩୦ତାରିଖ ସନ୍ଧ୍ୟା ସାଢେ ୭ଟାରେ ଡକାୟତି ମାମଲାରେ ସମ୍ପୃକ୍ତ ୬ ଅଭିଯୁକ୍ତ କରାଯାଇଛି। ଏଥିସହ ଭିନ୍ନ ମାମଲାରେ ସମ୍ପୃକ୍ତ ଥିବା ୩ ଅଭିଯୁକ୍ତଙ୍କ ସମେତ ୯ ଜଣଙ୍କୁ ପୋଲିସ ଗିରଫ…
‘ସର୍ବ ଶକ୍ତିମାନ ମଣିଷ ସମାଜକୁ ଗଢ଼ିଛି’
ପାଟକୁରା,୨୧ା୫(ଡି.ଏନ.ଏ.): ଇସଲାମ୍ ଧର୍ମରୁ କୁସଂସ୍କାର, ହିଂସା, ଅସୂୟା ଭାବ, ବିଦ୍ୱେଷ ଓ ଭିନ୍ନ ମତ ଦୂର କରିବା ପାଇଁ ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡ଼ାଠାରେ ଜଲସା କମିଟି ଓ ସ୍ଥାନୀୟ ବୁଦ୍ଧିଜୀବୀ, ବିଦ୍ୱାନ, ପଣ୍ଡିତ, ସ୍ବେଛାସେବୀ, ଲୋକ ପ୍ରତିନିଧିଙ୍କ ସହଯୋଗରେ ‘ତାହାଫୁଜେ…
ତାତିକୁ ଖାତିର ନ କରି ଚାଲିଛି ପ୍ରଚାର
ଝାରସୁଗୁଡ଼ା ଅଫିସ,୨୧।୫: ବ୍ରଜରାଜନଗର ଉପନିର୍ବାଚନକୁ ଆଉ ୧୦ଦିନ ବାକି ରହିଲା। ଏହାକୁ ଦୃଷ୍ଟିରେ ରଖି ପ୍ରାର୍ଥୀମାନେ ପ୍ରଚାରକୁ ଜୋର୍ଦାର କରିଛନ୍ତି। ଖରାକୁ ଖାତିର ନ କରି ଦଳୀୟ ସମର୍ଥକଙ୍କୁ ସାଙ୍ଗରେ ଧରି ଗାଁକୁ ଗାଁ ବୁଲୁଛନ୍ତି। ଏଥିରେ ପ୍ରମୁଖ ୪ ରାଜନୈତିକ…

