ଆମ ଜିଲା ଖବର

କରୋନାରେ ନାଟ୍ୟକାର ବଟରାଜ ଦେବ ଗୋସ୍ବାମୀ ଓ ସ୍ତ୍ରୀଙ୍କ ଦେହାନ୍ତ

ପୁରୀ ଅଫିସ, ୧୮ା୪: ସୁପରିଚିତ ନାଟ୍ୟକାର, ଅଭିନେତା ତଥା ନିର୍ଦ୍ଦେଶକ ବଟରାଜ ଦେବ ଗୋସ୍ବାମୀ ଓ ତାଙ୍କ ସହଧର୍ମିଣୀ ରାଧାମଣି ଗୋସ୍ବାମୀଙ୍କର ଶନିବାର କରୋନାରେ ଜୀବନ ଯାଇଛି। ମୃତ୍ୟୁବେଳକୁ ବଟରାଜଙ୍କୁ ୭୩ବର୍ଷ ବୟସ ହୋଇଥିଲା। ଏହି ଦମ୍ପତି କରୋନାରେ ଆକ୍ରାନ୍ତ...

ବେଆଇନ କଳାପଥର ଖନନର ତଦନ୍ତ କରିବ ଭିଜିଲାନ୍ସ

ଯାଜପୁର ଅଫିସ,୧୮ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଛାଖଣ୍ଡି ପାହାଡ଼ରେ ଚାଲିଥିବା ବେଆଇନ କଳାପଥର ଖନନର ତଦନ୍ତ ପାଇଁ ଭିଜିଲାନ୍ସକୁ ଲୋକାୟୁକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକାୟୁକ୍ତ ୧୨/୨୦୨୧ ନମ୍ବର ମାମଲା ଉପରେ ଗତ ୧୨ ତାରିଖରେ ଶୁଣାଣି କରି...

ରାଉରକେଲା ସ୍ମାର୍ଟ ସିଟିରେ କରୋନା ଆତଙ୍କ

ରାଉରକେଲା ଅଫିସ୍‌, ୧୮।୪: ରାଉରକେଲା ସ୍ମାର୍ଟ ସିଟିରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। କରୋନାର ଭୟାବହତାକୁ ଆଖି ଆଗରେ ରଖି ଶନିବାରଠାରୁ ସହରରେ ସପ୍ତାହାନ୍ତ ସଟ୍‌ଡାଉନ୍‌ କରାଯାଇଛି। ସଟ୍‌ଡାଉନ ଯୋଗୁ ସହରରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ରାଉରକେଲା...

ସ୍ତ୍ରୀଙ୍କ ପାଇଁ ଜହ୍ନରେ ଜାଗା କିଣିଲେ ସାଜନ୍‌

ଢେଙ୍କାନାଳ ଅଫିସ, ୧୯।୪: ସ୍ତ୍ରୀଙ୍କୁ ଜନ୍ମଦିନରେ ଉପହାର ସ୍ବରୂପ ମିଳିଛି ୫ ଏକର ଜାଗା। ତେବେ ପୃଥିବୀରେ ନୁହେଁ, ବରଂ ଜହ୍ନରେ କିଣାଯାଇଛି ଏହି ଜମି। ଏଭଳି ଏକ ନିଆରା ଉପହାର ଦେଇ ଉଦାହରଣ ସୃଷ୍ଟି କରିଛନ୍ତି ଢେଙ୍କାନାଳ ସହର...

ଖଇରାରେ ପଜିଟିଭ୍‌, ମାର୍କୋଣାରେ ନେଗେଟିଭ୍‌

ଖଇରା,୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ କରୋନା ପରୀକ୍ଷାକୁ ନେଇ ଲୋକଙ୍କ ମନରେ ସଂଶୟ ଦେଖାଦେଇଛି ା ଗୋଟେ ପରୀକ୍ଷାରେ ପଜିଟିଭ ବାହାରୁଥିବା ବେଳେ ଅନ୍ୟ ସ୍ଥାନରେ କରାଯାଉଥିବା ପରୀକ୍ଷାରେ ନେଗେଟିଭ ବାହାରୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହୁଛନ୍ତି। ମାଖନପୁର ଗ୍ରାମରେ ଏଭଳି...

ଆଇନଜୀବୀଙ୍କୁ ଆକ୍ରମଣ ଘଟଣା: ୩ ଗିରଫ

ବାଲେଶ୍ୱର ଅଫିସ, ୧୮।୪-ବାଲେଶ୍ୱର କଚେରୀ ପରିସର ବାର୍‌ ଅଫିସ ସମ୍ମୁଖରେ ଶୁକ୍ରବାର ଆଇନଜୀବୀମାନଙ୍କୁ କେତେକ ଦୁର୍ବୃତ୍ତ ଦୁର୍ବ୍ୟବହାର କରିବା ଏବଂ ବନ୍ଧୁକ, ଭୁଜାଲି ଓ ବୋମା ଦେଖାଇ ଧମକ ଦେଇଥିଲେ। ଏନେଇ ଆଇନ୍‌ଜୀବୀ ଭବେନ୍ଦୁ ଶେଖର ଉପାଧ୍ୟାୟଙ୍କ ଲିଖିତ ଅଭିଯୋଗ...

କଲେଜ ଆଗରୁ ତମ୍ବା ନାଗ ଉଦ୍ଧାର

ସଜନାଗଡ଼,୧୮।୪(ଡି.ଏନ.ଏ.)-ନୀଳଗିରି କଲେଜ ସମ୍ମୁଖରେ ଶନିବାର ଅପରାହ୍ନରେ ଏକ ୫ଫୁଟ ଲମ୍ବର ତମ୍ବା ନାଗ ବୁଲୁଥିବାର ଦେଖି ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡ଼ିଥିଲେ। ଏନେଇ ସାପ ଧରାଳୀଙ୍କୁ ଲୋକେ ଖବର ଦେଇଥିଲେ। ସାପ ଧରାଳୀ ଶୁକ ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ତମ୍ବାନାଗକୁ...

୩ ମାସ ହେଲା ଜଳ ସଙ୍କଟରେ ୩୫ ପରିବାର

ଜଳେଶ୍ୱର, ୧୮।୪(ଡି.ଏନ.ଏ.)-ଦୀର୍ଘମାସ ଧରି ବର୍ଷା ନ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆ ପଞ୍ଚାୟତରେ ଜଳକଷ୍ଟ ଦେଖାଦେଇଛି ା ଭୂତଳ ଜଳସ୍ତର ୧୦୦ଫୁଟ ତଳକୁ ଖସି ଯାଇଥିବାରୁ ପାହାଡିଆ ରାଇବଣିଆ ଅଞ୍ଚଳରେ ଜଳସଙ୍କଟ ସୃଷ୍ଟି ହୋଇଛି ା...

କେନ୍ଦୁଝରରେ ବିକ୍ରି ହେଉନି କେନ୍ଦୁ

କେନ୍ଦୁଝର, ୧୮ା୪(ସ୍ବ.ପ୍ର): ବଣପାହାଡ଼ ଘେରା କେନ୍ଦୁଝର ଜିଲାର ଅନ୍ୟତମ ମୁଖ୍ୟ ପାହାଡିଆ ଫଳ ମଧ୍ୟରେ କେନ୍ଦୁର ସ୍ଥାନ ନିଆରା। ଏହି ସୁସ୍ବାଦୁ ଫଳ କେନ୍ଦୁଝର ଜିଲାର ନାମକୁ ସାର୍ଥକ କରୁଛି। ଖରା ଦିନରେ ଜିଲାର ବିଭିନ୍ନ ଜଙ୍ଗଲ ପାହାଡ଼ିଆ ଅଞ୍ଚଳ...

ଲୁଟ୍‌ ହେଉଛି ଲଘୁଖଣିଜ ଦ୍ରବ୍ୟ

ବାରିପଦା ଅଫିସ,୧୮।୪-ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲ ଅଞ୍ଚଳରେ ଲଘୁ ଖଣିଜ ପଦାର୍ଥ ଲୁଟ୍‌ ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଜାଲ ପରମିଟ୍‌ କିମ୍ବା ବେଆଇନ ଗଚ୍ଛିତ କରି ମାଫିଆମାନେ ଖଣିଜ ଚାଲାଣ କରୁଥିବା ବେଳେ ରାଜସ୍ବ ବିଭାଗ ନୀରବଦ୍ରଷ୍ଟା...

ଠିକ୍‌ କରୁନି ଠିକା ସଂସ୍ଥା

ଅନୁଗୋଳ ଅଫିସ, ୧୮।୪:  ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର କରିବା ଉପରେ ଜିଲା ପ୍ରଶାସନ ଓ ପୌରପାଳିକା ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। କିନ୍ତୁ ନୂଆକରି ସଫେଇ ଠିକା ନେଇଥିବା ଏକ ଠିକା ସଂସ୍ଥା ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବାରୁ...

ଟ୍ରକ୍‌ ‌ କଣ୍ଟେନରରେ ମହିଳାଙ୍କୁ ୨୧ ଦିନ ରଖି ବଳାତ୍କାର

ନୟାଗଡ଼ ଅଫିସ,୧୭।୪: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅଧୀନ ଖୁଲୁଡା ବଜାରରୁ ଜଣେ ବିବାହିତା ମହିଳାଙ୍କୁ ଅପହରଣ କରାଯାଇ ଏକ ଟ୍ରକ୍‌ କଣ୍ଟେନରରେ ୨୧ ଦିନ ଧରି ରଖାଯାଇଥିଲା। ଏହି ସମୟ ମଧ୍ୟରେ ତାଙ୍କୁ ୪ ଥର ବଳାତ୍କାର କରାଯାଇଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri