୭ ଦଫା ଦାବିରେ ଏଆର୍ସିଏସ୍ ଅଫିସ ସମ୍ମୁଖରେ ଧାରଣା
ଜଗତ୍ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍ର ଆକାଉଣ୍ଟ ହୋଲ୍ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍ସିଏସ୍ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଏ ସମ୍ପର୍କରେ ସୁଶାନ୍ତ କୁମାର ପଲେଇ, ରାଜେନ୍ଦ୍ର ବିଶ୍ୱାଳ, ଅଜୟ ବିଶ୍ୱାଳ ଓ ପ୍ରଭଞ୍ଜନ…
ସାଇକେଲ ରାଲିରେ ସଚେତନତା ସୃଷ୍ଟି କଲେ ଏସ୍ପି
କେନ୍ଦ୍ରାପଡ଼ା ଅଫିସ, ୨୧ା୫: କେନ୍ଦ୍ରାପଡ଼ା ସାଇକେଲ କ୍ଲବର ସାପ୍ତାହିକ ସାଇକେଲ ପରିକ୍ରମା ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଏସ୍ପି ମଡକର ସମ୍ବିତ ସମ୍ପଦ ସାମିଲ ହୋଇ ଟ୍ରାଫିକ ସଚେତନତା, ନିଶା ନିବାରଣ ସମ୍ପର୍କରେ ସଚେତନତା ସୃଷ୍ଟିି କରିଛନ୍ତି। ଏ ସମ୍ପର୍କରେ ଏସ୍ପି…
ରଥ ଚାରିପଟେ ବ୍ୟାରିକେଡ୍ ରଖା ନ ଯାଉ
ପୁରୀ ଅଫିସ,୨୧।୫: ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କୁ ରଥ ଛୁଇଁବାକୁ ଦିଆଯାଉନାହିଁ। ବଡ଼ଦାଣ୍ଡରେ ତିନିରଥ ଥିବାବେଳେ ସେଗୁଡ଼ିକ ଚାରିପଟେ ବ୍ୟାରିକେଡ୍ କରାଯାଉଛି। ତେଣୁ ଶ୍ରଦ୍ଧାଳୁଙ୍କୁ ରଥ ଟାଣିବାରୁ ବାରଣ କରାଯାଉ। କେବଳ ସେବାୟତମାନେ ରଥ ଟାଣନ୍ତୁ। ନଚେତ ରଥ ଚାରିପଟୁ ବ୍ୟାରିକେଡ୍ ହଟାଯାଉ…
୧୮ ରଥଚକ ନିର୍ମାଣ ସରିଲା
ପୁରୀ ଅଫିସ, ୨୧ା୫: ମହାପ୍ରଭୁଙ୍କ ଭଉଁରୀ ଯାତ୍ରାକୁ ଆଉ ଦିନଟିଏ ବାକି ଥିବାବେଳେ ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଭଉଁରୀରେ ଚକ ଅଖ ଡେରା ନୀତି ଥିବାରୁ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା…
କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନ
ପୁରୀ ଅଫିସ,୨୧।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିରୋଧରେ ହାଇକୋର୍ଟରେ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି ଚାଲିଛି। ମାମଲାର ଶୁଣାଣି ନ ସରିବା ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ଉପରେ ରହିତାଦେଶ ଜାରି ପାଇଁ ଆବେଦନକାରୀ ଦିଲୀପ ବରାଳ କୋର୍ଟଙ୍କୁ ନିବେଦନ କରିଛନ୍ତି। କୋର୍ଟରେ…
କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ
ବାଲେଶ୍ୱର ଅଫିସ, ୨୧ା୫: ବାଲେଶ୍ୱର ସେଣ୍ଟ୍ରାଲ ସ୍କୁଲ ଛକ ନିକଟରେ ଥିବା ଏକ ଘରୋଇ କଲେଜ ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା ରହସ୍ୟମୟ ହୋଇପଡ଼ିଛି। ଛାତ୍ରୀ ଆତ୍ମହତ୍ୟା କରିଥିବା ନେଇ କଲେଜ କର୍ତ୍ତୃପକ୍ଷ କହୁଥିବା ବେଳେ ତାଙ୍କୁ ହତ୍ୟା…
ବାର୍ହା ଫାଶରେ ପଡ଼ି କଲରାପତରିଆ ମୃତ
ଢେଙ୍କାନାଳ ଅଫିସ୍/ସାତମାଇଲ/ହିନ୍ଦୋଳ(ଡି.ଏନ୍.ଏ.), ୨୧ା୫: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍ ଅନ୍ତର୍ଗତ କର୍ଣ୍ଣପୁର ବିଟ୍ ହାଉସ୍ର କୋଇ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ କଲରାପତରିଆ ବାଘର ଗଳିତ ମୃତଦେହ ଠାବ କରାଯାଇଛି। ଶିକାରୀ ବିଛାଇଥିବା ବାର୍ହା ଫାଶରେ ପଡ଼ି ବାଘଟିର ମୃତ୍ୟୁ ଘଟିଥିବା…
ବରକନ୍ୟାଙ୍କୁ ବେଦିରୁ ଉଠାଇନେଲା ପୋଲିସ
ରାଉରକେଲା ଅଫିସ,୨୧ା୫: ପ୍ରଥମ ସ୍ତ୍ରୀ ଓ ତାଙ୍କର ଏକ ଝିଅ ଥିବା ସତ୍ତ୍ୱେ ଅନ୍ୟ ଜଣେ ଯୁବତୀଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ପୋଲିସ ବାହାଘର ବେଦିରୁ ବର ଓ କନ୍ୟାଙ୍କୁ ଉଠାଇ ନେଇଛି। ଏଭଳି ଏକ ଘଟଣା ଘଟିଛି ରାଉରକେଲା…
ଲାଇଭ ଭିଡିଓ କରି ଜୀବନ ହାରିଲେ ଯୁବକ
ଖୋର୍ଦ୍ଧା ଅଫିସ,୨୧ା୫: ପୁଣି ପ୍ରେମ ନେଲା ଏକ ଜୀବନ। ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଟ୍ରେନ ଲାଇନକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ୍ୟୁ ପୂର୍ବରୁ ଲାଇଭ ଭିଡିଓ କରି ଧାରୁଆ ଅସ୍ତ୍ରରେ ନିଜ ହାତକୁ କାଟିଛନ୍ତି। ଏହି ଭିଡିଓ…
ରାମ୍କୋ ସିମେଣ୍ଟକୁ କାରଣ ଦର୍ଶାଅ ନୋଟିସ
ଯାଜପୁର ଅଫିସ,୨୧ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ହରିଦାସପୁର ଅଞ୍ଚଳରେ ବାୟୁ ଓ ଜଳ ପ୍ରଦୂଷଣ ସୃଷ୍ଟି କରିିଥିବା ରାମ୍କୋ ସିମେଣ୍ଟ କାରଖାନାକୁ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) କାରଣ ଦର୍ଶାଅ ନୋଟିସ ଦେଇଛି। ବୋର୍ଡର ସଦସ୍ୟ…
୨୭୯ ବୁଥ୍ରେ ମତଦାନ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ବ୍ରଜରାଜନଗର ଉପ ନିର୍ବାଚନ ଲାଗି ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଖାଲି ପଡ଼ିଥିବା ଏହି ଆସନ ଲାଗି ମଇଦାନରେ ୧୧ ଜଣ ପ୍ରାର୍ଥୀ। ୨ ଲକ୍ଷ ୧୪ ହଜାର ୮୭୮ଜଣ ଭୋଟର ସେମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ତେବେ ଭୋଟିଂ ପାଇଁ…
ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ
ବାଲେଶ୍ୱର ଅଫିସ, ୨୦।୫: ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍ଘାଟନ କରିଥିଲେ। ଚଳିତବର୍ଷ ପାଇଁ ଏହି…

