ଡାକ୍ତରଙ୍କୁ ମାଡ଼
ପଦ୍ମପୁର,୩୦ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଡାକ୍ତର ଅମରେନ୍ଦ୍ର ଜେନାଙ୍କୁ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳା ରୋଗୀଙ୍କ ସମ୍ପର୍କୀୟ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ଅପରପକ୍ଷେ ମହିଳା ଜଣକ ରୋଗୀଙ୍କୁ ଡାକ୍ତର…
ମଶାମରାରେ ବିଫଳ ବିଏମ୍ସି
ବ୍ରହ୍ମପୁର ଅଫିସ,୩୦।୬: ବ୍ରହ୍ମପୁରର ନାଳ ନର୍ଦ୍ଦମାରୁ ବର୍ଷା ପାଣି ତ୍ୱରିତ ନିଷ୍କାସନ ହୋଇପାରୁ ନ ଥିବାରୁ ମଶା ବଂଶ ବଢ଼ିବାରେ ଲାଗିଛି। ମଇଳା ପାଣି ଜମି ରହୁଥିବା ତଳିଆ ଓ ଖାଲୁଆ ଅଞ୍ଚଳରେ ଦିନରେ ମଧ୍ୟ ମଶା କାମୁଡ଼ୁଛନ୍ତି। ଅପରପକ୍ଷରେ ନର୍ଦ୍ଦମାରେ…
ବାରିପଦା ରଥଯାତ୍ରା: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ,ଏସ୍ପି
ବାରିପଦା ଅଫିସ,୩୦।୬: ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀଶ୍ରୀ ହରିବଳଦେବ ଜୀଉ ବିଜେଙ୍କ ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ନେଇ ପ୍ରଶାସନ ପକ୍ଷରୁ ତତ୍ପତ୍ରତା ପ୍ରକାଶ ପାଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଓ ଏସ୍ପି ଋଷିକେଶ…
ଜୁଲାଇ ୪ରେ ତାଳଚେର ବନ୍ଦ ଡାକରା
ତାଳଚେର,୩୦।୬(ନି.ପ୍ର.) ତାଳଚେର ମେଡିକାଲ କଲେଜକୁ ରାଜ୍ୟ ସରକାର ଶୀଘ୍ର ପରିଚାଳନା କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଉ ନାହିଁ। ଏହାର ପ୍ରତିବାଦରେ ଆସନ୍ତା ୪ ତାରିଖରେ ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି…
ସେତୁ ସଂଯୋଗୀକରଣ ରାସ୍ତା ପାଇଁ ବାଟ ଫିଟିଲା
ଆଠମଲ୍ଲିକ, ୩୦।୬ଡି.ଏନ.ଏ.) ଆଠମଲ୍ଲିକ-ଧଳପୁର ମହାନଦୀ ସେତୁର ଆଠମଲ୍ଲିକ ପାର୍ଶ୍ୱ ସଂଯୋଗୀକରଣ ରାସ୍ତାରେ ଅଟକିଥିବା ବିବାଦୀୟ ୬୦ ମିଟର ରାସ୍ତା ନିର୍ମାଣ ପାଇଁ ସମାଧାନର ସୂତ୍ର ବାହାରିଛି। ଉପଖଣ୍ଡ ଆରକ୍ଷୀ ଅଧିକାରୀ ଚିନ୍ତାମଣି ପ୍ରଧାନଙ୍କ ନେତୃତ୍ୱରେ ତାଙ୍କ କାର୍ଯ୍ୟାଳୟରେ ଏ ନେଇ ଏକ…
ଦେଶ ବିଦେଶରେ ଲକ୍ଷେରୁ ଊର୍ଦ୍ଧ୍ୱ ମିସ୍ତ୍ରି
କେନ୍ଦ୍ରାପଡ଼ା ଅଫିସ, ୩୦ା୬: କେନ୍ଦ୍ରାପଡ଼ା ଜିଲା ପାଣି ପାଇପ ମିସ୍ତ୍ରି ପ୍ରସଙ୍ଗରେ ଆଗୁଆ। ଜିଲାର ଲକ୍ଷେରୁ ଊର୍ଦ୍ଧ୍ୱ କୁଶଳୀ କାରିଗର ଦେଶ ବିଦେଶରେ ଅଛନ୍ତ। ଦି’ ଇଣ୍ଡିଆନ ପ୍ଲମ୍ବିଂ ସ୍କିଲ କାଉନସିଲର ସର୍ଭେ ଅନୁଯାୟୀ ଦେଶରେ କାର୍ଯ୍ୟରତ ପାଣି ପାଇପ ମିସ୍ତ୍ରିଙ୍କ…
ବିନା ଫଳକରେ ଚାଲିଛି ଜାତୀୟ ସ୍ବାସ୍ଥ୍ୟ ମିଶନ ଗୃହ ନିର୍ମାଣ
ଜଳେଶ୍ୱର, ୩୦।୬(ଡି.ଏନ.ଏ.): ବାଲେଶ୍ୱର ଜିଲାର ଜଳେଶ୍ୱର ସହରର ବଡବଜାରଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଜାତୀୟ ସ୍ବାସ୍ଥ୍ୟ ମିଶନର ଗୃହ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିରେ ନିମ୍ନମାନର ଇଟା ବ୍ୟବହାର କରାଯାଉଥିବା ନେଇ ସାଧାରଣରେ ଅଭିଯୋଗ ହୋଇଛି ା ଇଟାଗୁଡିକ ବ୍ୟବହାର…
ବେଆଇନ ରେଲଓ୍ବେ ଟିକେଟ କାରବାର: ୨ ମାସରେ ୬ ର଼୍ୟାକେଟ ଠାବ କରିଛି ଆର୍ପିଏଫ୍
ବ୍ରହ୍ମପୁର ଅଫିସ,୩୦।୬: ରେଳ ଯାତ୍ରୀଙ୍କୁ ସହଜ ଓ ସୁବିଧାରେ ସମସ୍ତ ସେବା ଯୋଗାଇବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି। ଷ୍ଟେଶନର ଉନ୍ନତୀକରଣ ଠାରୁ ଆରମ୍ଭ କରି ଯାତ୍ରୀ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ଲୋକେ ଘରେ ବସି ଟ୍ରେନ୍ ଟିକେଟ୍ ବୁକିଂ…
ଦୁଇ ମେଗା ଜଳ ଯୋଗାଣ ପ୍ରକଳ୍ପ କାମ ଧିମା
ଛତ୍ରପୁର,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଓ ପୁରୀ ଜିଲାରେ ଦୀର୍ଘଦିନର ପାଣି ସମସ୍ୟା ଦୂର କରିବା ଲାଗି ୨ଟି ମେଗା ପାଇପ୍ ଜଳଯୋଗାଣ ପ୍ରକଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ପରିକଳ୍ପନା କରିଥିଲେ ା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଓ ପୁରୀ…
କମୁନି ହାତୀ ଉପଦ୍ରବ: ପୁଣି ଜଣଙ୍କ ଜୀବନ ନେଲା
ସାରସକଣା,୩୦ା୬(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକର ଉମାଦେଇପୁର ପଞ୍ଚାୟତ ପାଣିଶୋଳ ଗ୍ରାମର ସନ୍ନ୍ୟାସୀ ମହାନ୍ତଙ୍କ ପୁଅ ଭବାନୀ ଶଙ୍କର ମହାନ୍ତ(୪୨)ଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବାର ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ବୁଧବାର ରାତିରେ କିଛି ହାତୀ…
୧ କି.ମି. ଷ୍ଟ୍ରେଚରରେ ବୁହାହେଲେ ରୋଗୀ
ଭଦ୍ରକ ଅଫିସ,୩୦।୬: ଝାଡ଼ାବାନ୍ତି ହେଉଥିବା ଜଣେ ବୃଦ୍ଧାଙ୍କୁ ଡାକ୍ତରଖାନା ନେବାକୁ ୧୦୮ ଆମ୍ବୁଲାନ୍ସ ଆସିଥିଲା। ହେଲେ ରାସ୍ତା ଖରାପ ଯୋଗୁ ଗଁାକୁ ଯାଇ ନ ପାରି ୧ କି.ମି. ପୂର୍ବରୁ ଆମ୍ବୁଲାନ୍ସ ଅଟକି ରହିଥିଲା। ଫଳରେ ଷ୍ଟ୍ରେଚରରେ ଉକ୍ତ ବୃଦ୍ଧାଙ୍କୁ ୧…
ଆଦିବାସୀଙ୍କୁ ସ୍ବାବଲମ୍ବୀ କରିବ ପଣସ
କେନ୍ଦୁଝର,୩୦।୬: ବଣଜଙ୍ଗଲ ଘେରା କେନ୍ଦୁଝରରେ ମିଳୁଥିବା ଜଙ୍ଗଲଜାତ ଦ୍ରବ୍ୟ ପଣସ, ଆମ୍ବ, ଚାର କୋଳି, ଜାମୁ କୋଳି, ସିଆଡି ଆଦି ସଂଗ୍ରହ କରି ଆଦିବାସୀମାନେ ନିଜର ଗୁଜରାଣ ମେଣ୍ଟାଇଥାନ୍ତି। ତେବେ କେନ୍ଦୁଝର ଜିଲାରେ ପ୍ରଚୁର ପରିମାଣରେ ପଣସ ଫଳିଥାଏ। କିନ୍ତୁ ଏହାର…

