ଆମ ଜିଲା ଖବର

ଛତ୍ରପୁରକୁ ମୁନିସିପାଲିଟି ମାନ୍ୟତା: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ

ଛତ୍ରପୁର,୨୬।୯(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା  ସଦର ମହକୁମା ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ମାନ୍ୟତା ଘୋଷଣା କରିବା ପାଇଁ ବିଭାଗ ତରଫରୁ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଥିବା ନେଇ ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା...

ବନ୍ଦ  ହେଲା ହୀରାକୁଦର ୪ ଗେଟ୍‌ 

ସମ୍ବଲପୁର ୨୬।୯: ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ ବନ୍ଦ ହୋଇଛି । ବର୍ତ୍ତମାନ ୧୦ଟି ଗେଟ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ବାମ ପାଶର୍‌ବରେ ୬ଟି ଏବଂ ଡାହାଣ ପାଶର୍‌ବରେ ୪ଟି ଗେଟ ଦେଇ ଜଳ ନିଷ୍କାସନ...

ବିଶ୍ୱଶାନ୍ତି ପାଇଁ ସାମୂହିକ ପ୍ରାର୍ଥନା

ରାଉରକେଲା,୨୬।୯(ଦିନେଶ ମିଶ୍ର): ରାଉରକେଲା ଓରାମପଡା ସ୍ଥିତ କୁଡୁଖ ସଭାସ୍ଥଳରେ ଦୁର୍ଗାପୁର ପାଡ୍‌ହା ପୂଜା କମିଟି ପକ୍ଷରୁ ସଭାପତି ଗାଙ୍ଗୀ ଲାକ୍ରାଙ୍କ ଅଧ୍ୟକ୍ଷତାରେ ସୋମବାର ରାଜୀବ କରମା ପୂଜା ମହୋତ୍ସବ ପାଳିତ ହୋଇଛି। ଏଥିରେ ଦୁର୍ଗାପୁର ମୌଜାର ଓରାମପଡା, ମହୁଲପାଲି, ଗାଡାଟୋଲା...

ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ କକା

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): ଅବୈଧ ସମ୍ପର୍କରୁ ହତ୍ୟାକାଣ୍ଡ। ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଶୋଇଥିବା ବେଳେ ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ କକା (ଦାଦା)। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା...

ରାହୁଲଙ୍କ ଚିତ୍ରକଳାକୁ ପ୍ରଶଂସା କଲେ କିଙ୍ଗ୍‌ ଖାନ୍‌

ପାପଡ଼ାହାଣ୍ଡି,୨୬।୯(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ସଦର ମହକୁମା ନୂଆସାହିର ରାହୁଲ ପାତ୍ରଙ୍କ ଚିତ୍ରକଳା ଦେଖି ପ୍ରଶଂସା କରିଛନ୍ତ ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌। ରାହୁଲ ପ୍ରଧାନୀଗୁଡ଼ା କାଜୁମିଲଠାରେ ଶାହାରୁଖଙ୍କ ଯବାନ ଚଳଚ୍ଚିତ୍ରର ୧୦ଫୁଟ୍‌ ଉଚ୍ଚତା ଓ ୬ଫୁଟ୍‌ ଲମ୍ବ...

୩ ମାସ ହେଲା କର୍ମଚାରୀଙ୍କୁ ଦରମା ମିଳୁନି

ଛତ୍ରପୁର,୨୬।୯(ସନ୍ତୋଷ ପାଢ଼ୀ ):ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଟିଟାନିୟମ ପ୍ଲାଣ୍ଟରେ କର୍ମଚାରୀଙ୍କୁ ଗତ ୩ ମାସ ହେଲା ଦରମାୟ ମିଳିନି। ଏ ନେଇ କର୍ମଚାରୀ ମାନଙ୍କ ପରିବାର ପ୍ରତିପୋଷଣ କଷ୍ଟକର ହୋଇପଡ଼ୁଛି। ମଙ୍ଗଳବାର ଟିଟାନିୟମ ଭୂ-ବିସ୍ଥାପିତ କଲ୍ୟାଣ ସମିତି ମହାସଂଘ...

ଗାଁକୁ ନାହିଁ ପକ୍କାରାସ୍ତା

ଝରିଗାଁ,୨୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ସଦର ମହକୁମାଠାରୁ ମାତ୍ର ୩ କି.ମି. ଦୂରରେ ଥିବା ବାଘବେଡ଼ା ଗ୍ରାମକୁ ପକ୍କା ରାସ୍ତା ନାହିଁ। ନୂତନ ରାସ୍ତା ପାଇଁ ବହୁବାର ଜନ ପ୍ରତିନିଧି ସହ ବ୍ଲକ ଓ ଜିଲା ଅଧିକାରୀଙ୍କ...

ଆସନ୍ତା ୨ରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୬ା୯(ଦୁର୍ଯ୍ୟୋଧନ ପାତ୍ର)l: ରାଜ୍ୟ ସରକାର ଲକ୍ଷ୍ମୀ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନରେ ମାଲକାନଗିରି ଜିଲାକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ସୋମବାର ଭୁବନେଶ୍ୱରରୁ ମାଲକାନଗିରି ଜିଲାକୁ ପ୍ରଥମେ ଲକ୍ଷ୍ମୀ ଯୋଜନାରେ ବସ୍‌ ଯାଇ ପହଞ୍ଚିଛି। ମାଲକାନଗିରି ଜିଲାରେ ମୋଟ ୩୬ଟି ବସ୍‌...

ପାନୀୟ ଜଳରୁ ବଞ୍ଚିତ କିରାମାହାବାସୀ

ବ୍ରାହ୍ମଣୀଗାଁ,୨୬ା୯(ମନୋରଞ୍ଜନ ରଣା): ପ୍ରକଳ୍ପ ଅଛି ହେଲେ ମିଳୁନି ବସୁଧା ପାନୀୟ ଜଳ। ସାଧାରଣ ଫ୍ୟୁଜ୍‌ଟିଏ ପକାଯାଇ ନ ଥିବାରୁ ଦୁଇମାସ ହେଲାଣି ପାନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ଝିଞ୍ଜିରୀଗୁଡା ପଞ୍ଚାୟତର କିରାମାହାବାସୀ।...

ହୋମିଓପାଥିକ ଚିକିତ୍ସାରେ ଅବ୍ୟବସ୍ଥା

କୋଦଳା,୨୬ା୯(ଅମିତ କୁମାର ପଟ୍ଟନାୟକ): ବେଗୁନିଆପଡା ବ୍ଲକରେ ଥିବା ହୋମିଓପାଥିକ ଚିକିତ୍ସା କେନ୍ଦ୍ର ଦୁଇଟି ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ବ୍ଲକର ବେରୁଆଁବାଡ଼ି ଏବଂ ବଡ଼ଗୁଡ଼ିଆଳି ଗ୍ରାମରେ ହୋମିଓପାଥିକ ଚିକିତ୍ସାକେନ୍ଦ୍ର ଅଛି। ବଡ଼ଗୁଡ଼ିଆଳି ସ୍ବାସ୍ଥ୍ୟକେନ୍ଦ୍ର ବିପର୍ଯ୍ୟସ୍ତ ଅବସ୍ଥାରେ ପଡିଛି। ସ୍ବାସ୍ଥ୍ୟକେନ୍ଦ୍ର କୋଠା...

୬୦କି.ମି. ଚିଠି ଆସିବାକୁ ଲାଗିଲା ୨ମାସ ୫ ଦିନ

ଖଇରା,୨୬।୯(ଉତ୍କଳବନ୍ଧୁ ପଣ୍ଡା): ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ମାମଲାର ଫଇସଲା ପାଇଁ ଜିଲା ଅତିରିକ୍ତ ଜିଲାପାଳଙ୍କ ତରଫରୁ ଅଭିଯୋଗକାରୀଙ୍କୁ ମିଳିଥିବା ଚିଠିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଚିଠିରେ ଅଭିଯୋଗକାରିଣୀ ଭାବେ ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକୋଣା ପଞ୍ଚାୟତ ଅଧୀନ...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା

କେନ୍ଦୁଝର, ୨୬ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କୁଣ୍ଡୁଳା ଗ୍ରାମର ଗୁରୁବା ମୁଣ୍ଡାଙ୍କ ନିଖୋଜ କନ୍ୟା ସୋମବାର ଶିଶୁ ମଙ୍ଗଳ ସମିତିଙ୍କ ହସ୍ତକ୍ଷେପ ପରେ ପରିବାରକୁ ଫେରିଛନ୍ତି। ନାବାଳିକାଙ୍କୁ ତାଙ୍କ ପିଉସା ଜଣଙ୍କ ଘରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri