ଟ୍ରାଇ ସାଇକେଲରେ ଭବିଷ୍ୟତ ସ୍ବପ୍ନ
ବାଲେଶ୍ୱର ଅଫିସ, ୩୦।୬: ପରିବାର ଦାୟିତ୍ୱ ଆଗରେ ହାର୍ ମାନିଛି ଶାରୀରିକ ଅକ୍ଷମତା। ଅଭାବ ଅନାଟନ ସତ୍ତ୍ୱେ ସେ ୪ ପ୍ରାଣୀଙ୍କ ମୁହଁରେ ହସ ଫୁଟାଇ ଚାଲିଛନ୍ତି। ଏଭଳି ଜଣେ ଦୃଢ଼ମନା ବ୍ୟକ୍ତି ହେଉଛନ୍ତି ବାଲେଶ୍ୱର ସଦର ବ୍ଲକ ପାତ୍ରପଡ଼ା ଅଞ୍ଚଳର…
ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍ ଜାରି
ଗଞ୍ଜାମ,୩୦ା୬(ଡି.ଏନ୍.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି ନୋଟିସ୍ ଜାରି କରିଛନ୍ତି ତହସିଲଦାର ଅରୁଣ କୁମାର ନାୟକ। ନୋଟିସ୍ ପାଇବା ପରେ ଭୟଭୀତ…
ରାତି ପାହିଲେ ଘୋଷଯାତ୍ରା: ଆଜି ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ ଅଫିସ,୩୦।୬: ଆଉ କେଇ ଘଣ୍ଟାର ଅପେକ୍ଷା। ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଗୁରୁବାର ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଛି। ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ ।…
ରଥଖଳାକୁ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାର ସମ୍ମୁଖକୁ ଆସିବେ ୩ ରଥ
ପୁରୀ ଅଫିସ,୩୦।୬: ଆଉ ଗୋଟିଏ ଦିନ ପରେ ମହାପ୍ରଭୁଙ୍କ ଘୋଷଯାତ୍ରା। ଭାଇ ଭଉଣୀଙ୍କୁ ଧରି ଗୁଣ୍ଡିଚାବାଡ଼ି ଯିବେ ଚତୁର୍ଦ୍ଧାମୂର୍ତ୍ତି। ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାର ଶୁକ୍ରବାର ହେଉଛି ଆଦ୍ୟପର୍ବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯାୟରେ ପହଞ୍ଚିଥିବା ବେଳେ ଗୁରୁବାର ରଥଖଳାକୁ ବିଜେ ହୋଇଛି…
ଆତଙ୍କ ଖେଳାଇଲା ଦନ୍ତା: ଶିଶୁକନ୍ୟା-ବୃଦ୍ଧଙ୍କ ଜୀବନ ନେଲା
ମୋରଡ଼ା,୩୦।୬ (ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ହାତୀ ଉପଦ୍ରବ ବର୍ଷ ତମାମ ଲାଗି ରହୁଥିବା ବେଳେ ଜୀବନ ହାନୀର ଘଟଣା ମଧ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ବୁଧବାର ରାତିରେ ଏକ ଦନ୍ତା ରାସଗୋବିନ୍ଦପୁର ରେଞ୍ଜ ଅଧୀନ…
ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ
ଶେରଗଡ଼,୩୦।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ରାମଗିରି ଗ୍ରାମର ସିମାଞ୍ଚଳ ସାହୁ (୨୫)। ତେବେ ମୃତଦେହ ପାଖରେ…
ବାଇକ୍ ଡିକି ଭାଙ୍ଗି ୬ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ
କୋକସରା,୨୯ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମୋଟେର ଛକ ନିକଟରେ ବାଇକ୍ ଡିକି ଭାଙ୍ଗି ୬ ଲକ୍ଷ ଲୁଟ୍ ହୋଇଥିବା ନେଇ ବାପପୁଅ କୋକସରା ପୋଲିସରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ କୋକସରା ପୋଲିସ ଅଧିକାରୀ ପ୍ରସନ୍ନ ବେହେରା ସହ ପୋଲିସ…
ଶତାଧିକ ଜବ୍କାର୍ଡ ରଦ୍ଦ: ବିଡିଓଙ୍କ ଦ୍ୱାରସ୍ଥ ହେଲେ ହିତାଧିକାରୀ
କୋକସରା,୨୯ା୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତର ବାବେକୋହରା ଓ କଛାରପଡ଼ା ଗ୍ରାମର ଶତାଧିକ ଜବ୍କାର୍ଡ ହିତାଧିକାରୀଙ୍କ ଅଜାଣତରେ ରଦ୍ଦ କରିଥିବା ଅଭିଯୋଗ ନେଇ ବୁଧବାର ଦୁଇ ଗ୍ରାମବାସୀ କୋକସରା ବିଡିଓଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅଭିଯୋଗ ଅନୁସାରେ, ପଞ୍ଚାୟତ ଓ…
ଗ୍ରୀଲ୍ ଭାଙ୍ଗି ସୁନା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ହିଞ୍ଜିଳିକାଟୁ,୨୯ା୬(ଡି.ଏନ୍.ଏ.): ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ଦୁର୍ଯ୍ୟୋଧନ ଗୌଡ଼ଙ୍କ ଘରର ବାଡ଼ିପଟ ଗ୍ରୀଲ୍ ଭାଙ୍ଗି ମଙ୍ଗଳବାର ରାତିରେ ଦୁର୍ବୃତ୍ତ ପ୍ରାୟ ୮ ଭରି ସୁନା ଓ ୨୦ ଭରି ରୁପା ଅଳଙ୍କାର, ନଗଦ ୬୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ…
ବେସରକାରୀ ଜାଗାରେ ୫୦ ବର୍ଷର ସ୍କୁଲ୍, ଛାଡ଼ିବା ପାଇଁ ନୋଟିସ୍
ଜମନକିରା,୨୯ା୬(ଡି.ଏନ୍.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ସଦର ମହକୁମାସ୍ଥିତ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟକୁ ନିଜ ଜାଗା ଦାବି କରି ସ୍କୁଲକୁ ନୋଟିସ୍ କରାଯାଇଛି। ସୂଚନାଯୋଗ୍ୟ, ଜମନକିରା ସଦର ମହକୁମାରେ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟଟି ୧୯୭୦ରେ ପ୍ରତିଷ୍ଠା…
ହାଇକୋର୍ଟରେ ପହଞ୍ଚିଲା ହାତୀ ମୃତ୍ୟୁ ମାମଲା
କଟକ ଅଫିସ,୨୯ା୬: ରାଜ୍ୟରେ ବାରମ୍ବାର ହାତୀ ମୃତ୍ୟୁ ହେଉଥିବା ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ମଙ୍ଗଳାବାଗ ଅଞ୍ଚଳର ସମାଜସେବୀ ଗୀତା ରାଉତ ଏହି ମାମଲା ରୁଜୁ କରିଛନ୍ତି। ହାତୀ ଶିକାରକୁ ରୋକିବା ପାଇଁ କଠୋର ଆଇନ…
ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍
କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍ ଦେଇଛନ୍ତି ହାଇକୋର୍ଟ। ସ୍ତ୍ରୀ…

