ଆମ ଜିଲା ଖବର

କନ୍ଧମାଳରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ (ଡି.ଏନ୍‌.ଏ.),୧୯।୫: କିଛି ଦିନର ନିରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜ ସ୍ଥିତି ଜାହିର କରିଛନ୍ତି। ଜିଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ ଲଣ୍ଡାଗାଁ, ଖମଣଖୋଲ, ତୁମୁଡ଼ିବନ୍ଧ ଥାନା କୁର୍ତ୍ତମଗଡ଼, ଗୋଛାପଡା ଥାନା ଅଞ୍ଚଳରେ ମାଓବାଦୀ ସଙ୍ଗଠନ…

କେଏସୟୁବି, ସାବିତ୍ରୀ ମହାବିଦ୍ୟାଳୟରେ ୧୦ ଅଧ୍ୟାପକ ନିଯୁକ୍ତ

ଭଞ୍ଜନଗର,୧୯।୫(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୬୩୮ଜଣ ନୂତନ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି। ସେଥିମଧ୍ୟରେ ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ୪ ଜଣ ଏବଂ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ(କେଏସ୍‌ୟୁବି) ମହାବିଦ୍ୟାଳୟରେ ୬ ଜଣ ଅଧ୍ୟାପକ ନିଯୁକ୍ତି ପାଇଛନ୍ତି। ସାବିତ୍ରୀ ମହାବିଦ୍ୟାଳୟର ଉଦ୍ଭିଦ…

ବୃନ୍ଦାବନ ପ୍ୟାଲେସ୍‌ ରାସ୍ତା ଅବସ୍ଥା ସୁଧୁରୁନି

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସ୍‌କୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ବ୍ରିଜ୍‌ ପଟେ ଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି। ଏହି ରାସ୍ତାର ଦୁରବସ୍ଥା ସୁଧୁରିବ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।…

ମଧ୍ୟାହ୍ନଭୋଜନ ରୋଷେଇ ପାଇଁ ସରିଛି ଏଗ୍ରିମେଣ୍ଟ: ଅର୍ଥ ଜମା କରିଥିଲେ ବି ମିଳୁନି ଦାୟିତ୍ୱ

ଆର.ଉଦୟଗିରି,୧୯।୫(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମହିଳା ସଶକ୍ତୀକରଣ ପାଇଁ ମହିଳାଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଆଗରେ ରଖାଯାଉଛି ଏବଂ ବିଭିନ୍ନ ଯୋଜନା ଲୋକାର୍ପଣ କରିଛନ୍ତି ରାଜ୍ୟ ସରକାର। ହେଲେ ତାହାକୁ ଅଣଦେଖା କରୁଛନ୍ତି ବିଦ୍ୟାଳୟ ପ୍ରଧାନ ଶିକ୍ଷକ। ମୋହନା ବ୍ଲକ ଅଡ଼ବାର ମହିଳା…

ପାଇପ ବିଛାରେ ଦୁର୍ନୀତି, ଭିଜିଲାନ୍ସ ଡିଏସ୍‌ପିଙ୍କୁ ଭାଜପାର ଦାବିପତ୍ର

କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସମେତ ପୌରଧ୍ୟକ୍ଷା…

ଜାତୀୟ ଜନଜାତି କମିଶନଙ୍କ ନିକଟରେ ହାଜର ହେଲେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୯।୫(ସ୍ବ.ପ୍ର.): ଜାତୀୟ ଜନଜାତି କମିଶନଙ୍କ ପାଖରେ ହାଜର ହେଲେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ। କମିଶନ ସଦସ୍ୟ ଅନନ୍ତ ନାୟକଙ୍କ ଉପସ୍ଥିତିରେ ଗୁରୁବାର ଶୁଣାଣି ହୋଇଛି। ଆସନ୍ତା ଜୁନ ୨୮ରେ ମାମଲାରେ ହେବ ପରବର୍ତ୍ତୀ ଶୁଣାଣି ହେବା ପାଇଁ ଦିନ ଧାର୍ଯ୍ୟ…

ବର୍ଷେ ବିତିବ, ହେଲାନି ବଦଳି ବାତିଲ

ଅନୁଗୋଳ ଅଫିସ, ୧୯।୫: ସରକାରୀ ନିର୍ଦ୍ଦେଶ ପହଞ୍ଚିବାର ୫ ମାସ ପରେ ତାହାକୁ ଉଲ୍ଲଂଘନ କରି ଏନ୍‌ଭିବିଡିସିପି (ନ୍ୟାଶନାଲ ଭେକ୍ଟର ବୋନ୍‌ ଡିଜିଜ୍‌ କଣ୍ଟ୍ରୋଲର ପ୍ରୋଗ୍ରାମ) ମଲ୍ଟି ପରପୋଜ୍‌ ହେଲ୍‌ଥ ୱାର୍କରଙ୍କ ମଧ୍ୟରୁ କେତେଜଣଙ୍କୁ ବଦଳି କରାଗଲା। ଅନୁଗୋଳ ଜିଲା ସ୍ବାସ୍ଥ୍ୟ…

ବ୍ୟବସାୟୀଙ୍କୁ ବଳପୂର୍ବକ ଉଠାଇଦେଲେ

ଅନୁଗୋଳ ଅଫିସ,୧୮ା୫: ଅନୁଗୋଳ ସହରର ସୌନ୍ଦର୍ଯ୍ୟକରଣ କରାଯାଇଛି। ରାସ୍ତା ପାଶର୍‌ବରେ ଆଲୋକୀକରଣ ହୋଇଛି। କିନ୍ତୁ ଏହି ସୌନ୍ଦର୍ଯ୍ୟକୁ ଉଠା ବ୍ୟବସାୟୀମାନେ ନଷ୍ଟ କରୁଛନ୍ତି। ଛତୁ, ଫଳ ଓ ଅନ୍ୟ ବ୍ୟବସାୟୀ ସେଠାରେ ଯାବତୀୟ ସାମଗ୍ରୀ ଗଦା କରି ଲାଇଟ୍‌ ଭାଙ୍ଗୁଛନ୍ତି। ସେହିଭଳି…

ପୁଣି ୧୦ ଭାଟି ଭଙ୍ଗାଗଲା

କଣିହାଁ,୧୯।୫(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ତହସିଲ ଓ ଜିଲା ଏନଫୋର୍ସମେଣ୍ଟ ସ୍କ୍ବାଡ୍‌ ତରଫରୁ ବେଆଇନ ଇଟାଭାଟି ଉପରେ ଚଢ଼ାଉ ଜାରି ରହିଛି। ବୁଧବାର ପରାବିଲ ଓ ଶିପୁର ରାଜସ୍ବ ସର୍କଲ ଅଞ୍ଚଳରେ ଚଢ଼ାଉ କରାଯାଇ ଅର୍କୀଳ ଗ୍ରାମରେ ଥିବା ୮ଟି ଭାଟି,…

ଦୁଃଖ ଦୂରକରୁନି ପିବିଡିଏ

ପାଲଲହଡ଼ା,୧୯।୫(ଡି.ଏନ.ଏ.): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ଥିବା ଆଦିମ ଜନଜାତିଙ୍କ କଲ୍ୟାଣ ଉପରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଧ୍ୟାନ ଦିଆଯାଉଛି। ଦୀର୍ଘ ୩୭ ବର୍ଷ ତଳୁ ପାଉଡି ଭୂୟାଁ ଉନ୍ନୟନ କର୍ତ୍ତୃପକ୍ଷ (ପିବିଡିଏ) ଗଠନ କରାଯାଇ ଏହି ଜନଜାତି ଲୋକଙ୍କ ଜୀବନ…

ପୌରପାଳିକାକୁ ଚିଠି ଲେଖିଲେ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ,୧୯।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ଛାତରୁ ଗତ ରବିବାର ବଡ଼ ଆକାରର ପଲସ୍ତରା ଖସିପଡ଼ିଥିଲା। ଏହି ଘଟଣା ପରେ ଦୁର୍ବଳ ହୋଇଯାଇଥିବା ଉକ୍ତ ଫାଟକରେ ତାଲା ପକାଇ ଦିଆଯାଇଛି। ଏଥିସହ ଘଟଣାର ଅନୁଧ୍ୟାନ କରି ଗେଟ୍‌…

୬୦୦୦ ଲିଟର କିରୋସିନ ଜବତ

ଢେଙ୍କାନାଳ ଅଫିସ୍‌, ୧୯।୫: ଢେଙ୍କାନାଳ ସଦର ଥାନା ଝାରଗାଡ଼ିଆ ଫାଣ୍ଡି ଅଧୀନ ୫୫ନଂ. ଜାତୀୟ ରାଜପଥର ରସାସିଂହ ନିକଟରୁ ବୁଧବାର ଭୋର୍‌ ସମୟରେ ୨ଟି ଟ୍ୟାଙ୍କରରେ ଚୋରା ଚାଲାଣ ହେଉଥିବା ୬୦୦୦ ଲିଟର କିରୋସିନ ପୋଲିସ ଜବତ କରିଛି। ସାଧାରଣ ବଣ୍ଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?