ସେବକ ନ ହୋଇ ମଧ୍ୟ ମହାପ୍ରଭୁଙ୍କ ସେବା
ପୁରୀ ଅଫିସ,୨୯।୬: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟରେ ବିଶ୍ୱକର୍ମା, ଭୋଇ ସେବକଙ୍କ ସମତେ ଅନେକ ସେବକ ଓ କାରିଗର ନିୟୋଜିତ ହୋଇଥାନ୍ତି। ମହାପ୍ରଭୁଙ୍କ ଏମିତି କିଛି ସେବା ରହିଛି ଯାହା ଶ୍ରୀମନ୍ଦିର ବାହାରେ ସମ୍ପାଦନ କରାଯାଇଥାଏ। ତେବେ ମହାପ୍ରଭୁଙ୍କ ସେବକ ନ…
ପ୍ରେମ କରିବାରୁ ଝିଅକୁ ହତ୍ୟା
ବାଲେଶ୍ୱର ଅଫିସ,୨୯ା୬: ପ୍ରେମ ନ କରିବାକୁ ନାବାଳିକା ଝିଅକୁ ବାରମ୍ବାର ବାରଣ କରିବା ପରେ ବି ମାନିଲାନି। ଶେଷରେ ଅତିଷ୍ଠ ହୋଇ ଝିଅକୁ ତଣ୍ଟିଚିପି ହତ୍ୟା କଲେ ବୋଲି ଜଣେ ମା’ ମଙ୍ଗଳବାର ସନ୍ଧ୍ୟାରେ ବାଲେଶ୍ୱର ଟାଉନ ଥାନାରେ ଆତ୍ମସମର୍ପଣ କରି…
ସାଙ୍ଗ ପାଇଁ ପରୀକ୍ଷାରେ ଉତ୍ତର ଲେଖି ନ ଥିଲେ ଦ୍ରୌପଦୀ
ନୀଳାଦ୍ରି ବିହାରୀ ଦଣ୍ଡପାଟ ବାରିପଦା ଅଫିସ, ୨୯ା୬: ମୟୂରଭଞ୍ଜ ଜିଲାର ଉପରବେଡ଼ାରେ ଜନ୍ମିତା (୨୦ ଜୁନ ୧୯୫୮) ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା। ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାନ୍ତ କୁସୁମୀ ବ୍ଲକ୍ ଅଧୀନ ଏହି ଗ୍ରାମଟି ଶିମିଳିପାଳ…
ସାପଧରାଳିଙ୍କ ଘରେ ୧୯ ଛୁଆ ଦେଲା ତମ୍ପ
କାକଟପୁର,୨୮।୬(ଡି.ଏନ୍.ଏ.)- ପୁରୀ ଜିଲା କାକଟପୁର ବ୍ଲକ ଅନ୍ତର୍ଗତ ବାଜପୁର ଗାଁର ସାପଧରାଳି ବ୍ରଜକିଶୋର ସାହୁଙ୍କ ଘରେ ମଙ୍ଗଳବାର ତମ୍ପ ସାପର ୧୯ଟି ଅଣ୍ଡା ଫୁଟି ଜନ୍ମ ହୋଇଛନ୍ତି ୧୯ଟି ଛୁଆ। ପରେ ବ୍ରଜକିଶୋର ଉକ୍ତ ଛୁଆଗୁଡ଼ିକୁ ଉଦ୍ଧାର କରି ସ୍ଥାନୀୟ ବନଖଣ୍ଡକୁ…
ବିବାହ ଭୋଜି ଖାଇ ଫେରୁଥିବା ବେଳେ ଓଲଟିଲା ଅଟୋ
କୋକସରା,୨୮।୬(ଡି.ଏନ.ଏ.): ବିବାହ ଭୋଜି ଖାଇ ଫେରୁଥିବା ବେଳେ ଓଲଟିଲା ଅଟୋ। ୨୬ ନଂ ଜାତୀୟ ରାଜପଥ ଚିଲିଗୁଡା ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡିଛି। ଫଳରେ ଅଟୋରେ ବସିଥିବା ୨ ଯୁବକ ସମେତ ୩…
କୋକସରାରେ ରଥଯାତ୍ରା: ଶୃଙ୍ଖଳାର ସହ ପରିଚାଳନା ଲାଗି ବସିଲା ସମନ୍ବୟ ବୈଠକ
କୋକସରା,୨୮।୬(ଡି.ଏନ.ଏ.): ଆସନ୍ତା ଜୁଲାଇ ପହିଲାରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହେବ। ଏହାକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା ପାଇଁ ମଙ୍ଗଳବାର କୋକସରା ବ୍ଲକ ବିଡିଓ ମନୀଷା ଦାସଙ୍କ ଅଧ୍ୟକ୍ଷତାରେ ସମନ୍ବୟ ବୈଠକ କୋକସରା ବ୍ଲକ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା…
ମନ୍ଦିରରୁ ତାଡ଼ିନେଲେ ଦାନ ବାକ୍ସ
ଚୌଦାର,୨୮।୬(ଡି.ଏନ୍.ଏ): କଟକ ଜିଲା ଚୌଦାର ବ୍ୟାଘ୍ର ବାହିନୀ ମନ୍ଦିରର ଗେଟ୍ ତାଲା ଭାଙ୍ଗି ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋର ଦାନ ବାକ୍ସ ଭାଙ୍ଗି ମନ୍ଦିରଠାରୁ କିଛି ଦୂରରେ ପକାଇ ଥିବା ଦେଖିବାକୁ ମିଳିଛି । ପୂଜକ ପୂଜା କରିବା…
ମଧ୍ୟାହ୍ନ ଭୋଜନ ଖାଇ ୨୦ଛାତ୍ରୀଛାତ୍ର ଅସୁସ୍ଥ
ବରଗଡ଼ ଅଫିସ,୨୮।୬: ବରଗଡ଼ ବ୍ଲକ ଅନ୍ତର୍ଗତ ଖଲିଆପାଲି ସେବାଶ୍ରମ ସ୍କୁଲର ଛାତ୍ରୀଛାତ୍ର ଅସୁସ୍ଥ ହୋଇ ପଡିଛନ୍ତି। ମଧ୍ୟାହ୍ନ ଭୋଜନ ପରେ ଛାତ୍ରୀଛାତ୍ରଙ୍କ ପେଟବ୍ୟଥା ହୋଇଥିଲା। ଉକ୍ତ ସ୍କୁଲର ୨୦ରୁ ଊଦ୍ଧର୍ବ ଛାତ୍ରୀଛାତ୍ର ଏଭଳି ଅସୁସ୍ଥ ହୋଇ ପଡିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ…
କେସିଙ୍ଗା ପରିଦର୍ଶନ କଲେ ନୂଆ ଜିଲାପାଳ
କେସିଙ୍ଗା,୨୮।୬(ଡିି.ଏନ୍ .ଏ.): କଳାହାଣ୍ଡି ଜିଲାର ନୂତନ ଜିଲାପାଳ ପି. ଅନ୍ବେସା ରେଡି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ଦାୟିତ୍ୱ ଗ୍ରହଣ ପରେ ମଙ୍ଗଳବାର ସେ ଜୁଲାଇ ପ୍ରଥମ ସପ୍ତାହରେ ଉଡାଣ ଭରିବାକୁ ଥିବା ଉତକେଲା ଏୟାର ଷ୍ଟ୍ରିପ୍କୁ ଯାଇ ପରିଦର୍ଶନ କରିଥିଲେ।…
କିଶନନଗର ଥାନା ଆଇଆଇସି ନିଲମ୍ବିତ
କିଶନନଗର,୨୮।୬(ଡି.ଏନ୍.ଏ.): କଟକ ଜିଲା କିଶନନଗର ଥାନା ଆଇଆଇସି ସସ୍ମିତା ରାଣାଙ୍କୁ ନିଲମ୍ବନ କରାଯାଇଛି। କିଶନନଗର ଥାନା ସମ୍ମୁଖରେ ଯୁବକଙ୍କ ଆତ୍ମାହୁତି ଘଟଣାରେ କାର୍ଯ୍ୟରେ ଅବହେଳା ଦର୍ଶାଇ ତାଙ୍କୁ ନିଲମ୍ବନ କରାଯାଇଛି। ଏସ୍ପିଙ୍କ ସୁପାରିସ ପରେ ଡିଜିପି ତାଙ୍କୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ,…
ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଜାରି, ସକାଳ ୮ଟାରୁ ଦର୍ଶନ
ପୁରୀ ଅଫିସ,୨୮।୬: ବୁଧବାର ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ନବଯୌବନ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଙ୍ଗଳବାର ଜାରି ହୋଇଛି। ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମ ୧ ଘଣ୍ଟା ପରିମାଣିକ ଦର୍ଶନ ହେବ। ଏହାପରେ ସକାଳ…
ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା
ଢେଙ୍କାନାଳ ଅଫିସ,୨୮।୬: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ବମ୍ପା ଗ୍ରାମରେ ମଙ୍ଗଳବାର ଭୋରରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଶରତ ପଲେଇ(୬୮) । ମିଳିଥିବା ସୂଚନା ମୁତାବକ, ଶରତ ମଙ୍ଗଳବାର ଭୋର ସମୟରେ ବାଡ଼ିପଟକୁ…

