ମୁଖ୍ୟ ରାସ୍ତା ପାର୍ଶ୍ୱରେ ମୁକୁଳା ଟ୍ରାନ୍ସଫର୍ମର
ନାଉଗାଁ ,୧୯ା୫(ସ୍ବ,ପ୍ର): ବିଦ୍ୟୁତ୍ ସେବା ଯୋଗାଉଥିବା କମ୍ପାନୀ ଏହାର ସରଞ୍ଜାମଗୁଡ଼ିକର ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେଉ ନ ଥିବାରୁ ବହୁ ସମୟରେ ଧନଜୀବନ ହାନି ଘଟୁଛି। ନାଉଗାଁ ବ୍ଲକର ଅନେକ ସ୍ଥାନରେ ବିଦ୍ୟୁତ୍ ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ମୁକୁଳା ରହିଛି। ଏହାର…
ବ୍ରାହ୍ମଣୀ ନଦୀ ବାମପାର୍ଶ୍ୱ ସୁବଳପୁରଠାରେ ଅତଡ଼ା ଖସୁଛି
ପଟ୍ଟାମୁଣ୍ଡାଇ ୧୯ା୫(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳର ଅଳପୁଆ ପଞ୍ଚାୟତ ଦାମୋଦର ପାଟଣା, ସୁବଳପୁର, ମଣିରାମପୁର ପ୍ରଭୃତି ଗ୍ରାମଗୁଡିକ ବ୍ରାହ୍ମଣୀ ନଦୀ କୂଳରେ ଅବସ୍ଥିତ। ତେବେ ବ୍ରାହ୍ମଣୀ ବନ୍ୟା ସମୟରେ ଏହି ଧୋୟାଞ୍ଚଳ ଲୋକଙ୍କ ଆଖିରୁ ନିଦ ହଜିଯାଇଥାଏ। ଯଦି ନଦୀରେ ୨୦ ଫୁଟରୁ…
ପ୍ରସ୍ତାବରେ ସୀମିତ ସୋଲାର ପିଡବ୍ଲ୍ୟୁଏସ୍
ଯାଜପୁର ଅଫିସ,୧୯ା୫: ରାଜ୍ୟର ବନ୍ୟା ଓ ବାତ୍ୟା ପ୍ରପୀଡ଼ିତ ଉପକୂଳବର୍ତ୍ତୀ ୯ ଜିଲାର ପାଇପ୍ ଜଳଯୋଗାଣ ପ୍ରକଳ୍ପ (ପିଡବ୍ଲୁଏସ୍)ରେ ବିଦ୍ୟୁତ୍ ସହ ସୋଲାର ପମ୍ପ୍ ସ୍ଥାପନ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ଏଥିପାଇଁ ପଞ୍ଚାୟତିରାଜ ବିଭାଗକୁ ୨୦୧୯ ମେ’ ମାସରେ ରାଜ୍ୟ ଗ୍ରାମ୍ୟ…
ଅଧିକାରୀଙ୍କ ସୁରକ୍ଷାରେ ନକଲି ଶିକ୍ଷକ
ଯାଜପୁର ଅଫିସ,୧୯ା୫: ରାଜ୍ୟ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ(ଡିଇଇ) ପକ୍ଷରୁ ତାଲିକାଭୁକ୍ତ ପ୍ରାୟ ୪୦୦ ନକଲି ଶିକ୍ଷୟିତ୍ରୀ/ଶିକ୍ଷକଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ । ସେମାନେ ବିଭାଗୀୟ ଅଧିକାରୀମାନଙ୍କ ଛତ୍ରଛାୟା ତଳେ ଅଛନ୍ତି । ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ…
ବେଦିରେ କନ୍ୟା ଅମଙ୍ଗ, ବର ଅଚେତ
ବାଲିଆପାଳ, ୧୯ା୫(ସ୍ବ.ପ୍ର.): ବେଦି ସଜା ହୋଇଥିଲା। ବନ୍ଧୁବାନ୍ଧବ, ଆତ୍ମୀୟସ୍ବଜନଙ୍କ ଉପସ୍ଥିତିରେ ବୈଦିକ ରୀତିନୀତିରେ ଚାଲିଥିଲା ବିବାହ କାର୍ଯ୍ୟ। ବର କନ୍ୟାଙ୍କ ହାତଗଣ୍ଠି ବି ପଡିସାରିଥିଲା। ହେଲେ କନ୍ୟାଙ୍କୁ ବର ସିନ୍ଦୂର ପିନ୍ଧାଇବା ବେଳେ ସବୁ କିଛି ଓଲଟପାଲଟ ହୋଇଗଲା। ହଠାତ୍ କନ୍ୟା…
ବଡ଼ଦାଣ୍ଡ ନାଳରେ ପଡ଼ି ମୃତ୍ୟୁ
ରାଜ୍ୟର ବିଭିନ୍ନ ସ୍ଥାନରେ ମୁକୁଳା ଡ୍ରେନ୍ରେ ପଡ଼ି ଲୋକଙ୍କ ମୃତ୍ୟୁ ଘଟିଥିବାର ଅନେକ ନଜିର ରହିଥିବାବେଳେ ପୁରୀ ବଡ଼ଦାଣ୍ଡରେ ଘଟିଛି ଅନୁରୂପ ଏକ ଘଟଣା। ମଙ୍ଗଳବାର ବିଳମ୍ବିତ ରାତିରେ ଜଣେ ରିକ୍ସାଚାଳକ ମୁକୁଳା ନାଳରେ ପଡ଼ି ପ୍ରାଣ ହରାଇଛନ୍ତି। ପ୍ରଶାସନିକ ଦାୟିତ୍ୱହୀନତା…
ଲୁହା ସାମଗ୍ରୀ ଚୋରି କରି ୨ ଗିରଫ
ବଡ଼ବିଲ,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନ ରୋଡ୍ସ୍ଥିତ ଇଣ୍ଡଷ୍ଟ୍ରିଆଲ ଏରିଆର ଏକ ଓ୍ବାର୍କଶପ୍ରୁ ବିଭିନ୍ନ ଲୁହା ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ବଡ଼ବିଲ…
ବାପାଙ୍କ କଟୁରି ଚୋଟରେ ପୁଅ ମୃତ
ଦେବଗଡ଼,୧୮ା୫(ଡି.ଏନ୍.ଏ.)- ଯେଉଁ ପୁଅକୁ କାଖେଇ କୋଳେଇ ବଡ଼ କରିଥିଲେ, ସେହି ବଢ଼ିଲା ପୁଅଙ୍କୁ କଟୁରିରେ ହାଣି ହତ୍ୟା କରିଛନ୍ତି ବାପା। ମଙ୍ଗଳବାର ରାତିରେ ଏଭଳି ଦୁଃଖଦ ଘଟଣା ଘଟିଛି ଦେବଗଡ଼ ଜିଲା ଆଦର୍ଶ ଥାନା ଅନ୍ତର୍ଗତ ଗୁଣ୍ଡୁରିପୋଷି ଗ୍ରାମରେ। ରାତି ପ୍ରାୟ…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍
କେନ୍ଦୁଝର,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ବ୍ୟକ୍ତିଙ୍କୁ ୨୦ ବର୍ଷ ଜେଲ ଓ ୨୫ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ତାଙ୍କ ନାମ ସାଲୁକା ପିଙ୍ଗୁଆ (୩୫)। ଜରିମାନା…
ସ୍ତ୍ରୀଙ୍କୁ ଭାଉଜ, ଝିଅକୁ ଝିଆରୀ କହୁଥିଲେ ପ୍ରେମିକ: ଧାରଣା ଦେଲେ ଗର୍ଭବତୀ ପ୍ରେମିକା
ପାପଡ଼ାହାଣ୍ଡି,୧୮ା୫(ଡି.ଏନ୍.ଏ.): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ। ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଛନ୍ତି ପ୍ରେମିକ ଜଣକ। ସେପଟେ ଗର୍ଭବତୀ ଯୁବତୀଙ୍କୁ ଘରେ ପୂରାଉ…
ବଳଦ ଖୋଜିବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ ବୃଦ୍ଧ, ମୃତ୍ୟୁ ପୂର୍ବରୁ କହିଲେ ଶୁଣ୍ଢରେ ଟେକି କଚାଡ଼ିଲା
କେନ୍ଦୁଝର,୧୮ା୫(ସ୍ବ.ପ୍ର.): ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ନିଧିଆ ନାୟକ (୬୫)। ତାଙ୍କ ଘର କୁଲାଡେରା ଗ୍ରାମରେ ବୋଲି ଜଣାପଡ଼ିଛି।ତାଙ୍କର ଏକ ବଳଦ ହଜିଯିବାରୁ ମଙ୍ଗଳବାର ଖୋଜିବାକୁ ଜଙ୍ଗଲକୁ ଯାଇଥିଲେ। ରାତି ହୋଇଯିବାରୁ…
ରକ୍ତମୁଖା ଭାଲୁ, ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କଲାଣି ଗୁରୁତର
ପାଟଣା,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍ ଅଞ୍ଚଳରେ ବୁଧବାର ସକାଳୁ ରକ୍ତମୁଖା ହୋଇପଡ଼ିଛି ଏକ ଭାଲୁ। ଲୋକଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡୁଛି। ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୨ ଜଣ…

