ଆମ ଜିଲା ଖବର

ସରୁନି ଆନିମଲ ଅଣ୍ଡରପାସ୍‌ କାମ

କେନ୍ଦୁଝର, ୩।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୨୦ର ପାଣିକୋଇଲିଠାରୁ ରିମୁଳି ପଯର୍‌ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡିକରେ ଐତିହ୍ୟ ପ୍ରାଣୀ ହାତୀ ସାଙ୍ଗକୁ ଅନ୍ୟାନ୍ୟ ଜୀବଜନ୍ତୁ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ...

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ...

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ...

ପୋଲିସକୁ ନ ଜଣାଇ ଜାଳିଦେଲେ ଛାତ୍ରୀଙ୍କ ମୃତଦେହ

ଚିକିଟି,୨ା୪: ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଧାନଘର ଫାଣ୍ଡି ଡାଳପଲଙ୍କ ଅଞ୍ଚଳର ଜଣେ ଦଶମ ଛାତ୍ରୀ ଶୁକ୍ରବାର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଆତ୍ମହତ୍ୟାର କାରଣ ଜଣାପଡି ନାହିଁ। ହେଲେ ପ୍ରେମ ସମ୍ପର୍କକୁ ନେଇ ଏଭଳି ଘଟଣା ଘଟିଥିବା ଅନୁମାନ...

ଝାରସୁଗୁଡ଼ାରୁ ଚେନ୍ନାଇକୁ ଉଡ଼ିଲା ବିମାନ

ଝାରସୁଗୁଡ଼ା ଅଫିସ,୨ା୪: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ଚେନ୍ନାଇକୁ ଶୁକ୍ରବାର ବିମାନ ସେବା ଆରମ୍ଭ ହୋଇଛି। ସ୍ପାଇସ୍‌ ଜେଟ୍‌ ବିମାନ ଚେନ୍ନାଇରୁ ୮୪ଜଣ ଯାତ୍ରୀଙ୍କୁ ଧରି ଝାରସୁଗୁଡ଼ା ବିମାନ ବନ୍ଦରରେ ଅପରାହ୍ନ ୩ଟା ୨୦ରେ ପହଞ୍ଚତ୍ଥିଲା। ପରେ...

ପୋଲିସ ଟୋପି ପିନ୍ଧି ହଟହଟା ହେଲେ ଯନ୍ତ୍ରୀ

ମାଲକାନଗିରି,୨ା୪: ମାଲକାନଗିରି ଜିଲା ବାଲିମେଳା ବିଜ୍ଞାପିତ ଅଞ୍ଚଳ ପରିଷଦର କନିଷ୍ଠ ଯନ୍ତ୍ରୀ ସୁଶୀଲ କୁମାର ବେହେରା ପୋଲିସ ଟୋପି ପିନ୍ଧି ହଟହଟା ହୋଇଛନ୍ତି। ଟୋପିର ଅପବ୍ୟବହାର ଏବଂ ଅବମାନନା କରିଥିବାରୁ ତାଙ୍କୁ ଥାନାକୁ ଯିବାକୁ ପଡ଼ିଛି। ବିଜ୍ଞାପିତ ଅଞ୍ଚଳ ପରିଷଦ...

୨ ଦିନରେ ଜବତ ହେଲାଣି ୩୪୪ ଗ୍ରାମ ବ୍ରାଉନସୁଗାର

ଭଦ୍ରକ ଅଫିସ, ୨।୪: ଭଦ୍ରକ ଟାଉନ ଥାନା ପୋଲିସ ଶୁକ୍ରବାର ମୋଟେଲ ଛକ ନିକଟରୁ ଜଣେ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଧୂଷୁରୀ ଥାନା ଅଧୀନ ବାଲିପାଟଣା ଗାଁର ପ୍ରଦୀପ କୁମାର ମହାନ୍ତି ଓରଫ ଟୁଲୁ। ପୋଲିସ...

ପାଠ ପଢ଼ାନାଁରେ ଛାତ୍ରୀଙ୍କୁ ନିର୍ଯାତନା ଦେଉଥିଲେ ଶିକ୍ଷୟିତ୍ରୀ

ବାସୁଦେବପୁର,୨ା୪: ପାଠ ପଢ଼ାଇବା ଆଳରେ ଛାତ୍ରୀ ତଥା ୨ ଭଉଣୀଙ୍କୁ ଘରେ ରଖି ନିର୍ଯାତନା ଦେବା ଭଳି ଘଟଣା ଭଦ୍ରକ ଜିଲା ବାସୁଦେବପୁର ବ୍ଲକରୁ ସାମ୍ନାକୁ ଆସିଛି। ଛାତ୍ରୀଙ୍କ ମା’ଙ୍କ ଅଭିଯୋଗକୁ ଭିତ୍ତି କରି ବାସୁଦେବପୁର ଥାନା ପୋଲିସ ଅଢୁଁଆ...

୩ ସପ୍ତାହ ବନ୍ଦ ରହିବ ସାପ୍ତାହିକ ହାଟ

ଝାରସୁଗୁଡ଼ା ଅଫିସ,୨।୪: ପଡୋଶୀ ଛତିଶଗଡ଼ ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଛତିଶଗଡ଼ ରାଜ୍ୟର ରାୟଗଡ଼ ଜିଲାକୁ ଲାଗି ରହିଛି ଝାରସୁଗୁଡ଼ା ଜିଲା। ଉଭୟ ରାଜ୍ୟ ସୀମାନ୍ତରେ ଲୋକଙ୍କ ଯାତାୟାତ ରହିଥିବା ବେଳେ କରୋନା...

ଅଣ୍ଡରପାସ ରାସ୍ତା ନିର୍ମାଣକୁ ବିରୋଧ

ଖୋର୍ଦ୍ଧା ଅଫିସ,୨।୪: ଭୁବନେଶ୍ୱର-ଚେନ୍ନାଇ ୧୬ ନଂ. ଜାତୀୟ ରାଜପଥ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଅଣ୍ଡରପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଚାଲିଥିବା ଅଣ୍ଡରପାସ ରାସ୍ତା ନିର୍ମାଣକୁ ଶୁକ୍ରବାର ଖୋର୍ଦ୍ଧା ନାଗରିକ ମଞ୍ଚ ପକ୍ଷରୁ ତୀବ୍ର...

ପାଣି କୁଣ୍ଡରେ ଗଳିପଡ଼ିଥିଲା ହାତୀ ଛୁଆ, ଭଙ୍ଗା ହେବା ପରେ ଟେକି ନେଲା ମା’

ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଗାଁ ଅମର୍ଦାର ନିକଟରେ ଥିବା ଦଶ ଫୁଟ ଗଭୀର ପାଣି କୁଣ୍ଡ ଭିତରୁ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ଶୁକ୍ରବାର ଭୋରୁ ହାତୀ ଛୁଆଟି କୁଣ୍ଡରେ ଗଳି ପଡ଼ିଥିବା ଖବର...

ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଆତ୍ମହତ୍ୟା ସନ୍ଦେହ

ପାଟଣା,୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗାଁର ମହାନ୍ତ ସାହିରୁ ଶୁକ୍ରବାର ସାକଳେ ଘର ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସେ ହେଲେ ନେତ୍ରାନନ୍ଦ ମହାନ୍ତଙ୍କ ପୁଅ ନିକୁଞ୍ଜ ବିହାରୀ ମହାନ୍ତ। ନିକୁଞ୍ଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri