ସଫଳତା ମିଳିଛି, ସ୍ଥାୟିତ୍ୱ ନାହିଁ
ଯାଜପୁର ଅଫିସ,୧ା୪:ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ)ରେ ସର୍ବଭାରତୀୟସ୍ତରରେ ଓଡ଼ିଶା ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରିଆସିଛି। ୨୦୧୭-୧୮ରେ ୭୧୪୦.୭୭ କି.ମି.,୨୦୧୮-୧୯ରେ ୮୧୨୯.୮୮ କି.ମି. ଓ ୨୦୧୯-୨୦ରେ ୫୨୯୮.୪୩ କି.ମି.ରାସ୍ତା ନିର୍ମାଣ କରି ଓଡ଼ିଶା ଏହି...
୪୭ ସ୍ଥାନରେ ଜଳୁଛି ଶିମିଳିପାଳ
ବାରିପଦା ଅଫିସ,୧ା୪:ମୟୂରଭଞ୍ଜ ଜିଲାକୁ ଘେରି ରହିଥିବା ଜୈବମଣ୍ଡଳ ଶିମିଳିପାଳ ଅଭୟାରଣ୍ୟରେ ନିଅଁା ଜଳୁଛି। ବୁଧବାର ଶିମିଳିପାଳ ଦକ୍ଷିଣ ଡିଭିଜନର ୪୭ଟି ସ୍ଥାନରେ ନିଆଁ ଲାଗିଥିବା ସାଟେଲାଇଟରୁ ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି। ଡ଼ହଡ଼ହ ଖରା ସହିତ ନିଅଁାର ପ୍ରକୋପରେ ଜୀବଜନ୍ତୁ ଓ...
ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ
ମାଲକାନଗିରି,୩୧ା୩: ମାଲକାନଗିରି ଏସ୍ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଛତିଶଗଡ଼ ବିଜାପୁର ଜିଲା ବାସେଗୁଡ଼ା ଥାନା ଅନ୍ତର୍ଗତ ଚିନାତେରେମ ଗ୍ରାମର ମଇନୁ ଓରଫ ଶମ୍ଭୁ ଦୋଡି (୨୫), ଗାଙ୍ଗୁଲୁର ଥାନା ଅନ୍ତର୍ଗତ କର୍ନାଲ...
ଗୁଗଲ୍ ସର୍ଚ୍ଚ କରି ଡାକ୍ତର ଦେଲେ ଇଞ୍ଜେକ୍ଶନ, ଚାଲିଗଲା ଶିଶୁର ଜୀବନ
ନବରଙ୍ଗପୁର/ଡାବୁଗାଁ,୩୧ା୩: ନବରଙ୍ଗପୁର ଜିଲା ଡାବୁଗାଁ ଡାକ୍ତରଖାନାରେ ଶିଶୁ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ଦେଖାଦେଇଛି। ଡାକ୍ତର ଗୁଗଲ୍ରୁ ସର୍ଚ୍ଚକରି ଇଞ୍ଜେକ୍ଶନ ଦେଇଥିବା ମୃତ ଶିଶୁର ପରିବାର ଲୋକେ ଅଭିଯୋଗ କରିଛନ୍ତି। ଘଟଣାର ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ଏହାକୁ...
୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ
ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ବେଣୁପାଣି ଦିଗାଲଙ୍କ ବକେୟା ପ୍ରାପ୍ୟ ଅନୁମୋଦନ କରିବାକୁ ସେ ୭...
ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ
ଗୋପାଳପୁର,୩୧ା୩: ନାବାଳିକାଙ୍କୁ ବଳାତ୍କାର କରିବା ସହ ହତ୍ୟା ଉଦ୍ୟମ ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ଜଣେ ଯୁବକକୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ଗୋପାଳପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହିତ ସମ୍ପୃକ୍ତ ଅଞ୍ଚଳର...
ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା
ସାକ୍ଷୀଗୋପାଳ,୩୧।୩: ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳର ଦାଶବିଦ୍ୟାଧରପୁର ପଞ୍ଚାୟତରେ ବୁଧବାର ଜଣେ ଯୁବକକୁ ଭୁଜାଲିରେ ହାଣି ନର୍ମମ ଭାବେ ହତ୍ୟା କରାଯାଇଛି। ମୃତକ ହେଲେ ଡିହପୁର ଗ୍ରାମର କୃଷ୍ଣ ଚନ୍ଦ୍ର ରାଉତ। କୃଷ୍ଣଙ୍କୁ ଦାଶବିଦ୍ୟାଧରପୁର ଗ୍ରାମର ପଦୁ ଦାସ ହତ୍ୟା...
୩୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ
ଭଦ୍ରକ ଅଫିସ,୩୧।୩: ଭଦ୍ରକରୁ ପୁଣି ବିପୁଳ ପରିମାଣର ବ୍ରାଉନସୁଗାର ଜବତ କରାଯାଇଛି। ମଙ୍ଗଳବାର ରାତିରେ ଭଦ୍ରକ-ଚାନ୍ଦବାଲି ରାସ୍ତା କାରମେଲ ସ୍କୁଲ ନିକଟରୁ ପୁରୁଣାବଜାର ଥାନା ପୋଲିସ ଜଣେ ବ୍ୟବସାୟୀଙ୍କୁ ଗିରଫ କରିବା ସହ ତାଙ୍କ ପାଖରୁ ୩୩୦ ଗ୍ରାମର ବ୍ରାଉନସୁଗାର...
ବନ୍ଧୁକ ଦେଖାଇ ଲୁଟିନେଲେ ବାଇକ୍
ରେଙ୍ଗାଲି,୩୧ା୩: ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ରେଙ୍ଗାଲି-ସପନେ ରାସ୍ତାର ସାଲଡ ଗ୍ରାମ ନିକଟରେ ବୁଧବାର ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ଜଣେ ଯୁବକଙ୍କ ବାଇକ୍ ଲୁଟି ନେଇଛନ୍ତି। ସାଲେପଡା ଗ୍ରାମର ଦେବେନ୍ଦ୍ର ଓରାମ ଏକ ବାଇକ୍ (ଓଡି୧୫କ୍ୟୁ-୫୦୧୫) ଯୋଗେ ସମ୍ପର୍କୀୟଙ୍କ...
ଜଙ୍ଗଲ ନିଆଁ ଲିଭାଇଲେ ଥାନା ଆଇଆଇସି
ଖଡିଆଳ,୩୧।୩: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ବରଗାଁ ସ୍ଥିତ ଚକା ଜଙ୍ଗଲରେ କିଛି ବ୍ୟକ୍ତି ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଖଡିଆଳ ଆଇଆଇସି କୈଳାଶ ଚନ୍ଦ୍ର ସେଠୀ କୋଭିଡ ସଚେତନତା ନେଇ ବରଗାଁ ଯାଉଥିବା ବେଳେ ଜଙ୍ଗଲରେ ନିଆଁ...
ପିପିଲି ପାଇଁ ଏପ୍ରିଲ ଗାଇଡ୍ଲାଇନ୍
ଭୁବନେଶ୍ୱର,୩୧।୩(ବ୍ୟୁରୋ): ପିପିଲି ଉପନିର୍ବାଚନରେ କରୋନା କଟକଣା ନେଇ ରାଜ୍ୟ ସରକାର ଗାଇଡ୍ଲାଇନ୍ ଜାରି କରିଛନ୍ତି। ସଭାସମିତି ପାଇଁ ଗୁରୁବାର ଗାଇଡଲାଇନ ଜାରି କରିଛନ୍ତି ଏସ୍ଆର୍ସି। – ଇଣ୍ଡୋରରେ ସର୍ବାଧିକ ୨୦୦ ଲୋକଙ୍କୁ ନେଇ ସଭା କରାଯିବା ପାଇଁ ନିର୍ଦ୍ଦେଶ। –...
ଆତ୍ମସମର୍ପଣ କଲେ ୩ ହାଡକୋର ମାଓବାଦୀ
ମାଲକାନଗିରି,୩୧।୩(ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ମହକୁମା ଏସ୍ପିଙ୍କ କାର୍ଯ୍ୟାଳୟରେ ବୁଧବାର ୩ ହାଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏ ନେଇ ଏକ ଖବରଦାତା ସମ୍ମିଳନୀରେ ମାଲକାନଗିରି ଏସ୍ପି. ରିଷିକେଶ ଡି ଖିଲାରି ସୂଚନା ଦେଇଛନ୍ତି। ଏହି ତିନିଜଣଙ୍କ ମଧ୍ୟରୁ ଜଣେ...
Archives


