ଆମ ଜିଲା ଖବର

୫ ବର୍ଷ ହେଲା ନିଦରେ ପ୍ରଶାସନ

ଆଠମଲ୍ଲିକ,୧୭।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନ ଭିତ୍ତିଭୂମି ଦୁର୍ବଳ ହୋଇପଡ଼ିଛି। ୫ଟି ଶ୍ରେଣୀଗୃହ ମଧ୍ୟରୁ ୩ଟି କୋଠରି ଚଟାଣ ଦବି ଗଲାଣି। ଛାତରୁ ଖଣ୍ଡ ଖଣ୍ଡ ପଲସ୍ତରା ଖସିଲାଣି। ଏପରି ଅବସ୍ଥାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମାତ୍ର ୨ଟି କୋଠରିରେ ବସାଯାଉଛି। ଫଳରେ ଶିକ୍ଷାଦାନ…

ମାରିଦେଲେ ସ୍ବାମୀ, ଶାଶୁଘର ଲୋକେ

କଣିହାଁ,୧୭।୫(ଡି.ଏନ.ଏ.) ବାପଘରୁ ୮୦ ହଜାର ଟଙ୍କା ନ ଆଣିବାରୁ କଣିହାଁ ଥାନା ବଡଗୁଣ୍ଡୁରୀ ଗ୍ରାମର ଦୀପ୍ତି ନାୟକ (୨୫)ଙ୍କୁ ତାଙ୍କ ସ୍ବାମୀ ଓ ଶାଶୁଘର ଲୋକେ ମାରିଦେଇଥିବା ଦୀପ୍ତିଙ୍କ ବାପଘର ପକ୍ଷରୁ ଅଭିଯୋଗ ହୋଇଛି। ଦୀପ୍ତିଙ୍କ ଭାଇ ପଦ୍ମଚରଣ ନାୟକଙ୍କ ଅଭିଯୋଗ…

ମିଳିମିଶି କାମକଲେ ରୋଗ ରୋକିପାରିବା

ଢେଙ୍କାନାଳ ଅଫିସ,୧୭।୫ ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଭିଡିଓ କନଫରେନି୍ସଂ ଜରିଆରେ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ଅଧ୍ୟକ୍ଷତା କରି କହିଲେ ଯେ, ଢେଙ୍କାନାଳ ଜିଲାରେ…

ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ, କର୍ମଚାରୀ

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଓଷ୍ଟା କାର୍ଯ୍ୟକାରୀ କମିଟି ପକ୍ଷରୁ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାର ପ୍ରକାଶ କରିଥିବା ନୂତନ ଅନୁଦାନଭୁକ୍ତ ଶିକ୍ଷକ କର୍ମଚାରୀଙ୍କ ସପ୍ତମ ବେତନ କମିଶନ ଦରମା ପ୍ରଦାନର ପଦ୍ଧତି (ମୋଡାଲିଟି) ଅତ୍ୟନ୍ତ ଦୁର୍ଭାଗ୍ୟ…

ବିନା ସୁରକ୍ଷା ବ୍ୟବସ୍ଥାରେ ଚାଲିଛି ମାର୍କେଟ କମ୍ପ୍ଲେକ୍ସ, ମଲ୍‌

କେନ୍ଦୁଝର, ୧୭|୫ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବିନା ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ରହିଛି ହୋଟେଲ, ସପିଂ ମଲ, ମାର୍କେଟ କମ୍ପ୍ଲେକ୍ସ, ସିନେମା ହଲ, ସରକାରୀ, ଘରୋଇ ଓ ବ୍ୟବସାୟିକ ଅନୁଷ୍ଠାନ କୋଠାଘର। ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ରହିଛି। ଏପରିକି ପ୍ଲାନ ଅନୁମୋଦନ…

ରେଳ ଷ୍ଟେଶନ,ଗଳାପୋଲ ଦାବିରେ ଧାରଣା

ରସାଳପୁର,୧୭।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ସଦର ଥାନା ନିକଟବର୍ତ୍ତୀ ବାଙ୍ଗରା ନିକଟରେ ଏକ ରେଳ ଷ୍ଟେଶନ ଓ ଗଳାପୋଲ ନିର୍ମାଣ ଲାଗି ଅଞ୍ଚଳବାସୀ ଦାବି କରିଛନ୍ତି। ଏନଇ ସୋମବାର ରେଳ ଫାଟକ ନିକଟରେ ସାମାଜିକ ନ୍ୟାୟ ଅଧିକାର ମଞ୍ଚ ସଭାପତି ବିଧାନ ଚନ୍ଦ୍ର…

ବାଜ୍ୟାପ୍ତି ହେଲା ଚିଟ୍‌ଫଣ୍ଡ ସଂସ୍ଥାର ୨ ପ୍ଲଟ୍‌

ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଚିଟ୍‌ଫଣ୍ଡ ଅଦାଲତରେ ସୋମବାର ଏକ ଠକେଇ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସଦାଶିବ ଜେନା ଏହାର ବିଚାର କରି ଚିଟ୍‌ଫଣ୍ଡ ମ୍ୟାନେଜିଂ ଡାଇରେକ୍ଟର ଓ ଡାଇରେକ୍ଟରଙ୍କ ନାମରେ ଥିବା ୪ଟି କାର୍‌ ସମେତ ୨ଟି…

ଦେବ ଦମ୍ପତିଙ୍କ ଲଗ୍ନ ମହୋତ୍ସବ

ଆରଡ଼ି,୧୭।୫ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳ ଷଷ୍ଠୀରେ ଦେବଦେବ ମହାଦେବ ଓ ଶୈଳ ନନ୍ଦିନୀ ମାତା ପାର୍ବତୀଙ୍କ ବିବାହ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ସମ୍ପୂର୍ଣ୍ଣ ଲୋକାଚାରରେ ଦେବଦମ୍ପତିଙ୍କ ଲଗ୍ନ ମହୋତ୍ସବ…

ବ୍ରଜରାଜନଗର ଉପନିର୍ବାଚନ: ଆଜି ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ

ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏ ନେଇ ରାଜନୀତି ସରଗରମ ରହିଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ରଣନୀତି ପ୍ରସ୍ତୁତ କରି ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ତେବେ ମଙ୍ଗଳବାର ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ। ଏହାପରେ…

ବିଜୟ ପାଇଁ କର୍ମୀଙ୍କ ସହ ରଣନୀତି ପ୍ରସ୍ତୁତି କଲେ ମନ୍ତ୍ରୀ

ଝାରସୁଗୁଡା ଅଫିସ,୧୭।୫: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ନେତୃତ୍ୱରେ ଝାରସୁଗୁଡା ବ୍ଲକ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ୫ ପଞ୍ଚାୟତକୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ କରାଯାଇଛି । ଏଥିରେ କଟକ ମେୟର ସୁବାଷ ସିଂ, ଝାରସୁଗୁଡ଼ା ଜିଲା ସହ…

ନିଜ ଗ୍ରାମ ଧୂଲୁଣ୍ଡାରୁ ପ୍ରଚାର ଆରମ୍ଭ

ଝାରସୁଗୁଡା ଅଫିସ, ୧୬।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏନେଇ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥତ୍ନୀପ୍ରାର୍ଥୀ ରଣନୀତି ପ୍ରସ୍ତୁତକରି ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ଭାଜପା ପ୍ରାର୍ଥିନୀ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଲଖନପୁର ବ୍ଲକ୍‌…

ବୈତରଣୀରୁ ବାଲି ଲୁଟ ଅଣାୟତ୍ତ

ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ଦକ୍ଷିଣ ପାର୍ଶ୍ୱ ସାଆଁଳାଠାରୁ ମୂଳାପାଳ ପର୍ଯ୍ୟନ୍ତ ବେଆଇନ ବାଲି ଉତ୍ତୋଳନ ଅଣାୟତ୍ତ ହେବାରେ ଲାଗିଛି। ଗତ ପଞ୍ଚାୟତ ନିର୍ବାଚନ ପରେ ଏହି ବାଲି ଲୁଟ୍‌ କାରବାର ଅପେକ୍ଷାକୃତ ବଢ଼ିବାରେ ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?