ଆମ ଜିଲା ଖବର

ମାନବିକତା ଦେଖାଇଲେ ଆମ୍ବୁଲାନ୍ସ କର୍ମଚାରୀ: ୬୧ ହଜାରୁ ଊର୍ଦ୍ଧ୍ୱ ଟଙ୍କା ଫେରାଇଦେଲେ

ରାୟଗଡା ଅଫିସ,୩୧।୩: ଜଣେ ଦୁର୍ଘଟଣା ଗ୍ରସ୍ତ ବାଇକ ଆରୋହୀଙ୍କୁ ୬୧ହଜାର ୧୬୦ ଫେରାଇ ନିଜର ମାନବିକତା ଦେଖାଇଛନ୍ତି ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଏଭଳି ଏକ ଘଟଣା ଘଟିଛି ରାୟଗଡ଼ା ଜିଲାରେ। ସୂଚନାଯୋଗ୍ୟ, ଗତ ଶନିବାର ଡମ୍ବୁରୁଧର କୁଟ୍ରୁକାଙ୍କ ବାଇକ୍‌ ଦୁର୍ଘଟଣା...

ପିପିଲି ଉପନିର୍ବାଚନ ଦାୟିତ୍ୱରେ ବିଜେଡିର ଏହି ୪ ବରିଷ୍ଠ ନେତା

ପୁରୀ ଅଫିସ,୩୧।୩: ପିପିଲି ଉପନିର୍ବାଚନ ପାଇଁ ରଣନୀତି ଆରମ୍ଭ ହୋଇଛି। ବିଜେଡି ପକ୍ଷରୁ ୪ ବରିଷ୍ଠ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ମହେଶ୍ୱର ମହାନ୍ତି ଓ ସଞ୍ଜୟ ଦାସବର୍ମାଙ୍କୁ ଦଳ ଏହି...

କାଠ ବୋଝେଇ ଟ୍ରାକ୍ଟର ଜବତ: ଜଣେ ଗିରଫ

ଠାକୁରମୁଣ୍ଡା, ୩୧।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅନ୍ତର୍ଗତ ନୋଦା ଗ୍ରାମରୁ ବୁଧବାର ଏକ ଶାଳ କାଠ ବୋଝେଇ ଟ୍ରାକ୍ଟର ଜବତ ହୋଇଛି। ଏହି ଘଟଣାରେ ସମ୍ପୂକ୍ତ ଟ୍ରାକ୍ଟର ଡ୍ରାଇଭରଙ୍କୁ ବନ କର୍ମଚାରୀ ଗିରଫ କରିଛି।...

ଭୋଗରାଇ ମହିଳା ମହାବିଦ୍ୟାଳୟ ଅଶାନ୍ତ

ଭୋଗରାଇ,୩୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ମହିଳା ମହାବିଦ୍ୟାଳୟର ଜଣେ ଅଧ୍ୟାପକ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଜନୈକ ଛାତ୍ରୀଙ୍କୁ ଅସତ ଆଚରଣ କରିଥିବା ଅଭିଯୋଗରେ ବୁଧବାର କଲେଜ ପରିସର ଅଶାନ୍ତ ହୋଇପଡ଼ିଛି l ଅଭିଯୁକ୍ତଙ୍କୁ କଲେଜରୁ ବହିଷ୍କାର, ଛାତ୍ରୀଙ୍କୁ ସୁରକ୍ଷା...

ଚଳନ୍ତା କାରରେ ଲାଗିଗଲା ନିଆଁ

ବଡବିଲ, ୩୧।୩(ସ୍ବ.ପ୍ର): କେନ୍ଦୁଝର ଜିଲା ବଡବିଲ ଡାକ ବଙ୍ଗଳା ଛକ ନିକଟରେ ମଙ୍ଗଳବାର ହଠାତ ଏକ ଚଳନ୍ତା କାରରେ ନିଆଁ ଲାଗି ଜଳିଯାଇଛି। ମାତ୍ର କାରରେ ଥିବା ଚାଳକ ଓ ଜଣେ ଆରୋହୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ,...

୩ମାସରେ ଅତିକ୍ରମ କଲେ ୨୫୪୪ କି.ମି.

ଝାରସୁଗୁଡ଼ା ଅଫିସ,୩୧ା୩: ନିଶା ସେବନ ବର୍ଜନ କରି ନିୟମିତ ଶାରୀରିକ ବ୍ୟାୟାମ କରନ୍ତୁ ଓ ସୁସ୍ଥ ରୁହନ୍ତୁ। ଏହି ବାର୍ତ୍ତା ନେଇ ଝାରସୁଗୁଡ଼ା ଜିଲା ଦୁର୍ଲଗା ଗ୍ରାମର ଅଭିରାମ ଶତପଥୀ ଜାନୁୟାରୀ ୬ରୁ ପଦଯାତ୍ରାରେ ବାହାରି ମାର୍ଚ୍ଚ ୨୬ରେ ଦିଲ୍ଲୀରେ...

ଦୁର୍ଦ୍ଦିନରେ ରାସ୍ତାପାର୍ଶ୍ୱ ପରିବା ବ୍ୟବସାୟୀ

ନିମାପଡ଼ା,୩୧।୩(ଡି.ଏନ୍‌.ଏ.): ନିମାପଡ଼ା ଏନ୍‌ଏସିର ଦୋଳବେଦୀ ଛକ, ହାଟ ଛକ, ଜୟଶ୍ରୀ ଛକ, ଜୟଗୁରୁ ଆଶ୍ରମ ଛକ, ଗୋଲେଇ ଛକ, ପତିତପାବନ ପାଟଣା ଛକଠାରେ ପ୍ରାୟ ୧ଶହ ଉଠାପରିବା ଦୋକାନୀ ବ୍ୟବସାୟ କରି ଗୁଜୁରାଣ ମେଣ୍ଟାଉଛନ୍ତି। ଏହି ପରିବା ବ୍ୟବସାୟୀମାନେ ଦୀର୍ଘବର୍ଷ...

ଜଙ୍ଗଲ ଜଗିବେ ହାତୀ

ଢେଙ୍କାନାଳ ଅଫିସ,୩୧ା୩: ଢେଙ୍କାନାଳ ଜିଲା କପିଳାସ ଅଭୟାରଣ୍ୟକୁ ଜଗିବେ ହାତୀ। ଏଥିପାଇଁ କପିଳାସ ପ୍ରାଣୀ ଉଦ୍ୟାନରେ ଥିବା ୫ ହାତୀଙ୍କୁ ତାଲିମ ଦିଆଯିବା କାର୍ଯ୍ୟ ଆରମ୍ଭ ହୋଇଛି। ତାଲିମ ସମ୍ପୂର୍ଣ୍ଣ ହେଲେ ଉକ୍ତ ହାତୀଙ୍କୁ ଜଙ୍ଗଲ ଜଗିବା କାର୍ଯ୍ୟରେ ନିୟୋଜିତ...

ହୋଲିରେ ଦୁର୍ଘଟଣା: ୨ ଜୀବନ ଗଲା

ସମ୍ବଲପୁର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ହୋଲିରେ ଏକ ଅଘଟଣ ଘଟିଛି। ଶାସନ ଥାନା ନୂଅଁାମୁଣ୍ଡା ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଦୁଇ ଯୁବକଙ୍କ ଜୀବନ ଯାଇଛି। ସେମାନେ ହେଲେ ପରମାଣପୁର ଗ୍ରାମର ଚିଣ୍ଟୁ ସାହୁ (୨୪) ଓ ଦୁଲ୍ଲଭ ମରେଇ...

ପାରଶନାଥ ଏମ୍ପୋରିୟମରେ ନିଆଁ

ନବରଙ୍ଗପୁର,୩୧।୩(ବି.ପ୍ର.): ନବରଙ୍ଗପୁର ସହର ମୁଖ୍ୟ ରାସ୍ତା ତଥା ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ପାରଶନାଥ ଏମ୍ପୋରିୟମ ଲୁଗାଦୋକାନରେ ନିଆଁ ଲାଗିଯାଇଛି। ଖବର ଲେଖାହେବା ପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇ ପାରି ନ ଥିଲା। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତି...

୧୧ ବର୍ଷରେ ୮୪୩ ହାତୀ ମୃତ

ଯାଜପୁର ଅଫିସ,୩୧ା୩: ରାଜ୍ୟରେ ୨୦୧୦-୧୧ରୁ ୨୦୨୦-୨୧ ମାର୍ଚ୍ଚ ୨୨ ସୁଦ୍ଧା ୧୧ ବର୍ଷ ମଧ୍ୟରେ ୮୪୩ ହାତୀଙ୍କ ମୃତ୍ୟୁ ହୋଇଛି। ସେହି ବିଶାଳକାୟ ପ୍ରାଣୀଙ୍କ ମୃତ୍ୟୁକୁ ରୋକିବା ପାଇଁ ୧୪ ହାତୀ ଚଲାପଥ (ଏଲିଫ୍ୟାଣ୍ଟ କରିଡର) ଏବଂ ୩ ହାତୀ...

ସ୍ତ୍ରୀଙ୍କ ଅଭିଯୋଗକୁ ଗୁରୁତ୍ୱ ଦିଆଯାଉନାହିଁ

ଯାଜପୁର ଅଫିସ,୩୧ା୩: ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ଶୁକ୍ରବାର ରାତିରେ ଆକ୍ରମଣ କରାଯାଇଥିଲା। ଇତିମଧ୍ୟରେ ୩ ଦିନ ଅତିକ୍ରାନ୍ତ ହୋଇ ସାରିଥିଲେ ମଧ୍ୟ ଧର୍ମଶାଳା ଥାନା ପୋଲିସ ହାତ ଖାଲି ରହିଛି। ପୋଲିସ ନିଜ ଆଡୁ ଏକ ମାମଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri