ବିଜୟ ପାଇଁ କର୍ମୀଙ୍କ ସହ ରଣନୀତି ପ୍ରସ୍ତୁତି କଲେ ମନ୍ତ୍ରୀ
ଝାରସୁଗୁଡା ଅଫିସ,୧୭।୫: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ନେତୃତ୍ୱରେ ଝାରସୁଗୁଡା ବ୍ଲକ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ୫ ପଞ୍ଚାୟତକୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ କରାଯାଇଛି । ଏଥିରେ କଟକ ମେୟର ସୁବାଷ ସିଂ, ଝାରସୁଗୁଡ଼ା ଜିଲା ସହ…
ନିଜ ଗ୍ରାମ ଧୂଲୁଣ୍ଡାରୁ ପ୍ରଚାର ଆରମ୍ଭ
ଝାରସୁଗୁଡା ଅଫିସ, ୧୬।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏନେଇ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥତ୍ନୀପ୍ରାର୍ଥୀ ରଣନୀତି ପ୍ରସ୍ତୁତକରି ପ୍ରଚାର ମଇଦାନକୁ ଓହ୍ଲାଇଲେଣି। ଭାଜପା ପ୍ରାର୍ଥିନୀ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଲଖନପୁର ବ୍ଲକ୍…
ବୈତରଣୀରୁ ବାଲି ଲୁଟ ଅଣାୟତ୍ତ
ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ଦକ୍ଷିଣ ପାର୍ଶ୍ୱ ସାଆଁଳାଠାରୁ ମୂଳାପାଳ ପର୍ଯ୍ୟନ୍ତ ବେଆଇନ ବାଲି ଉତ୍ତୋଳନ ଅଣାୟତ୍ତ ହେବାରେ ଲାଗିଛି। ଗତ ପଞ୍ଚାୟତ ନିର୍ବାଚନ ପରେ ଏହି ବାଲି ଲୁଟ୍ କାରବାର ଅପେକ୍ଷାକୃତ ବଢ଼ିବାରେ ଲାଗିଛି।…
ଆତ୍ମଘୋଷିତ ଶଙ୍କରାଚାର୍ଯ୍ୟଙ୍କୁ ବିରୋଧ
ପୁରୀ ଅଫିସ,୧୭।୫:ଆତ୍ମଘୋଷିତ ଶଙ୍କରାଚାର୍ଯ୍ୟ ଅଧ୍ୟକ୍ଷାନନ୍ଦ ଦେବତୀର୍ଥ ମହାରାଜଙ୍କୁ ପୁରୀରେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ସେ ପୁରୀ ଆସିଥିବା ବେଳେ ସୋମବାର ଆଦିତ୍ୟ ବାହିନୀ ପକ୍ଷରୁ ତାଙ୍କୁ ତୀବ୍ର ବିରୋଧ କରାଯାଇଛି। ଫଳରେ ପୁରୀ ରେଳଷ୍ଟେଶନରେ ସେ…
ପାଓ୍ବାର ପ୍ଲାଣ୍ଟକୁ ଅଧିକ କୋଇଲା ଯୋଗାଣ ଉପରେ ଗୁରୁତ୍ୱ
ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ ତାହାକୁ ନେଇ ଏକ ସମୀକ୍ଷା ବୈଠକ ପାରାଦୀପଠାରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ…
ରାସ୍ତାରେ ପୋଲିସ ଅଧିକାରୀ, ପ୍ରେମିକାଙ୍କ ହାଇଡ୍ରାମା
ରସୁଲପୁର,୧୭ା୫(ଡି.ଏନ୍.ଏ.):ପ୍ରେମରେ ପ୍ରତାରଣା କରି ଜଣେ ପୋଲିସ ଅଧିକାରୀ ଅନ୍ୟଜଣେ ଯୁବତୀଙ୍କୁ ବିବାହ କଲେ। ଏହି ଖବର ପାଇ ନୂଆପଡ଼ା ଜିଲାରୁ ଯାଜପୁର ଜିଲାରେ ପହଞ୍ଚତ୍ ଯାଇଥିଲେ ପ୍ରେମିକା। ବୁଝାଶୁଝା କାମ ଦେଲାନି। ଫଳରେ ରାସ୍ତାରେ ପୋଲିସ ଅଧିକାରୀ ଓ ତାଙ୍କ ପ୍ରେମିକାଙ୍କ…
ଚମକିଲେ ଗଞ୍ଜାମ ଝିଅ ମନସ୍ବିନୀ
ଗଞ୍ଜାମ,୧୭ା୫(ଡି.ଏନ.ଏ.):ଗଞ୍ଜାମର ସୁନାଝିଅ ମନସ୍ବିନୀ ମହାରଣା। ଦୁଃସାହସିକ ସାମୁଦ୍ରିକ କ୍ରୀଡ଼ା ଏସୀୟ ଉଇଣ୍ଡ ସର୍ଫିଙ୍ଗ ଚାମ୍ପିୟନଶିପରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଭାରତୀୟ ଆର୍ଏସ୍-ଏକ୍ସ ଶ୍ରେଣୀରେ ଏକ ନମ୍ବର ସ୍ଥାନ ଅଧିକାର କରି ରାଜ୍ୟ ତଥା ଦେଶ ପାଇଁ ଗୌରବ…
ପ୍ରଦୂଷଣ ଆଇନ ପରିସରଭୁକ୍ତ ହେବ ଛୋଟ କୁକୁଡ଼ା ଫାର୍ମ
ଯାଜପୁର ଅଫିସ,୧୭ା୫ ରାଜ୍ୟରେ ପ୍ରମୁଖ ସହର ଓ ଶିଳ୍ପାଞ୍ଚଳଗୁଡ଼ିକରେ ବାୟୁ ଓ ଜଳ ପ୍ରଦୂଷଣ ଅଣାୟତ୍ତ ହେଉଛି। ଫଳରେ ଜଳବାୟୁ ପରିବର୍ତ୍ତନଜନିତ ସଙ୍କଟରେ ଓଡ଼ିଶାବାସୀ ହନ୍ତସନ୍ତ ହେଉଛନ୍ତି। ଏହାର ମୁକାବିଲା ଓ ପରିଚାଳନା କରିବାକୁ ସରକାରଙ୍କ ପକ୍ଷରୁ ଗ୍ରୀନ୍ ହାଉସ ନିରାକରଣ,…
ଏମାର ମଠ ପରିସରରେ ଖନନ:ମିଳିଲା ଭଗ୍ନ ସିଂହ ମୂର୍ତ୍ତି
ପୁରୀ ଅଫିସ,୧୭।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ପୁରୀ ଏମାର ମଠ ପରିସର ଖନନ ବେଳେ ଭଗ୍ନ ସିଂହମୂର୍ତ୍ତି ମିଳିଛି। ପରିତ୍ୟକ୍ତ ଅବସ୍ଥାରେ ଖନନସ୍ଥଳୀରେ ଦୁଇଖଣ୍ଡ ହୋଇ କାରୁକାର୍ଯ୍ୟପୂର୍ଣ୍ଣ ପୁରାତନ ସିଂହ ମୂର୍ତ୍ତି ପଡ଼ିରହିଛି। ତେବେ ଏହା ଗୋଟିଏ ସିଂହ ମୂର୍ତ୍ତିର ଅଂଶ…
ବାପପୁଅଙ୍କୁ ୮ ବର୍ଷ ଜେଲ
ଚମ୍ପୁଆ ୧୬ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍ ସରୋଜ କୁମାର ଦାସ ଏହାର ବିଚାର କରି ଅଭିଯୁକ୍ତ ବାପ ପୁଅଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡ ସହିତ…
ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ମୃତ, ୧୪ ଆକ୍ରାନ୍ତ
ଧରାକୋଟ,୧୬ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ନାକତିରି ଗାଁରେ ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ ଲାଇବାରିଆ ଗମାଙ୍ଗ ଓ ତାମଙ୍ଗ ମଣ୍ଡକ। ଏହି ଗାଁକୁ ରାସ୍ତା…
ରାମନାଗୁଡ଼ା ତହସିଲଦାରଙ୍କ ବିରୋଧରେ ମାମଲା
ଗୁଣପୁର,୧୬ା୫(ଡି.ଏନ.ଏ.): ରାୟଗଡ଼ା ଜିଲା ରାମନାଗୁଡ଼ା ତହସିଲଦାର ପ୍ରଭାତି ଝୋଡ଼ିଆଙ୍କ ବିରୋଧରେ ଗୁଣପୁର ଏସ୍ଡିଜେଏମ୍ଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ମାଡ଼ ମାରିବାକୁ ଉଦ୍ୟମ ଏବଂ ହତ୍ୟା ଧମକ ନେଇ ବାଲି ଠିକାଦାର ତଥା ବ୍ୟବସାୟୀ ଜାମି ଭେଙ୍କଟ ଅଭିଯୋଗ କରିଛନ୍ତି। ସୋମବାର…

