ଆମ ଜିଲା ଖବର

ଟିଟିପିଏସ୍‌ ଆଜିଠୁ ବନ୍ଦ: ଏନ୍‌ଟିପିସି

ତାଳଚେର,୩୧ା୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ(ଟିଟିପିଏସ୍‌)କୁ ନେଇ ଲାଗି ରହିଥିବା ନାନା କଳ୍ପନାଜଳ୍ପନାର ମଙ୍ଗଳବାର ଅନ୍ତଃ ଘଟାଇଛନ୍ତି ଏନ୍‌ଟିପିସି କର୍ତ୍ତୃପକ୍ଷ। ପୂର୍ବ ନିର୍ଦ୍ଧାରିତ ତାରିଖ ତଥା ଆସନ୍ତା ୩୧(ବୁଧବାର)ରୁ ୫୪ ବର୍ଷର ଏହି ପୁରୁଣା...

ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍‌ ଟ୍ରେନ୍‌

ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍‌ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ ମଧ୍ୟାହ୍ନ ୧୨ଟା ୧୫ରେ ପହଞ୍ଚିଥିଲା। ପରେ ସେହି ଟ୍ରେନ ୧୨.୪୫ଟାରେ ନୟାଗଡ଼ ଟାଉନ...

ଆନ୍ଧ୍ରର ଅନୁପ୍ରବେଶ ରୋକିପାରୁନି ଓଡ଼ିଶା

ପଟ୍ଟାଙ୍ଗ,୩୧ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ଏ ଦିଗରେ ଓଡ଼ିଶା ଜିଲା ପ୍ରଶାସନ ରୋକୋ ଲଗାଇବାକୁ ବିଫଳ ହେଉଥିବାରୁ ଆନ୍ଧ୍ର ଫାଇଦା ଉଠାଉଛି। କୋଟିଆ ପଞ୍ଚାୟତର ତିନି ଗ୍ରାମ ଯଥା ତଳଗଞ୍ଜେଇପଦର,...

ବନ୍ୟା ବିପନ୍ନଙ୍କ ଚୁଡ଼ା ପୋଡ଼ାଗଲା

ବରୀ,୩୧ା୩(ଡି.ଏନ.ଏ.): ଯାଜପୁର ଜିଲାର ବରୀ ବ୍ଲକ ଏକ ବନ୍ୟା ବାତ୍ୟା ପ୍ରଭାବିତ ଅଞ୍ଚଳ। ବିଭିନ୍ନ ସମୟରେ ଏଠି ପ୍ରାକୃତିକ ବିପର୍ଯ୍ୟୟ ଆସି ଲୋକଙ୍କର କ୍ଷତି କରିଥାଏ। ସେହି ଅନୁସାରେ ସରକାରଙ୍କ ପକ୍ଷରୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଚୁଡ଼ାଗୁଡ଼ ମହଜୁଦ...

ଦଣ୍ଡ ପରିବର୍ତ୍ତେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

କେନ୍ଦ୍ରାପଡ଼ା ଅଫିସ, ୩୧ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ରବିବାର ‘ମନ୍‌ କି ବାତ୍‌’ରେ ଆପୱା (ଆକସନ ଫର ପ୍ରୋଟେକ୍ସନ ଅଫ୍‌ ୱାଇଲ୍ଡ ଆନିମଲସ୍‌) ସଂସ୍ଥାକୁ ପ୍ରଶଂସା କରିଥିଲେ। ଏହାର ନିର୍ଦ୍ଦେଶକ ବିଜୟ କବି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ...

ପିପିଲି ଉପନିର୍ବାଚନ: ସରିଲା ନାମାଙ୍କନ

ପୁରୀ ଅଫିସ/ପିପିଲି(ସ୍ବ.ପ୍ର.),୩୧ା୩: ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ମଙ୍ଗଳବାର ଶେଷ ହୋଇଛି। ଶେଷ ଦିନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୨ଜଣ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏଥିସହିତ ସର୍ବମୋଟ ୧୫ଜଣ ନାମାଙ୍କନ ପତ୍ର ଦାଖଲ...

ସ୍ବଚ୍ଛତା ଆଣିବ ସମନ୍ବୟ

ଅନୁଗୋଳ ଅଫିସ, ୩୧। ୩ – ଅନୁଗୋଳ ସହରର ଦୀର୍ଘଦିନର ଅଳିଆ ସମସ୍ୟା ଦୂର ହେବ। ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ଦ୍ୱାରା ପୌରାଞ୍ଚଳର ପ୍ରତିଟି ଓ୍ବାର୍ଡକୁ ସ୍ବଚ୍ଛ କରାଯିବ। ଏଥିପାଇଁ ୨୩ଟି ଓ୍ବାର୍ଡରେ ନୂଆ କରି...

ଗର୍ଭବତୀଙ୍କୁ ଚଲାଇଥିଲେ ୩ କିଲୋମିଟର

ବାରିପଦା ଅଫିସ/ଉଦଳା,୩୦ା୩(ଡି.ଏନ.ଏ.)-ହେଲ୍‌ମେଟ ଚେକିଂ ବେଳେ ଜଣେ ଗର୍ଭବତୀଙ୍କ ପ୍ରତି ସମବେଦନା ବଦଳରେ ଦବଙ୍ଗଗିରି ଦେଖାଇବା ମୟୂରଭଞ୍ଜ ଜିଲା ଶରତ ଥାନା ଅଧିକାରିଣୀ ରୀନା ବକ୍ସଲଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମ ଦାସ ତାଙ୍କୁ କାର୍ଯ୍ୟରୁ...

କାଇଞ୍ଚପୁର ପଞ୍ଚାୟତରେ କରୋନା ଟିକାର ଶୁଭାରମ୍ଭ

ଗଞ୍ଜାମ, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଞ୍ଚପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର କରୋନା ଟୀକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ଖଣ୍ଡଦେଉଳି ମେଡିକାଲ ଡାକ୍ତର ସୌମ୍ୟକାନ୍ତ ମହାପାତ୍ର, ଆୟୁଷ ଡାକ୍ତର ବନୋଜ କାନ୍ତ କର, ଜିଲା ସମ୍ପାଦକ ଭୀମ...

ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ରୁଦ୍ର

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ...

ଅନ୍‌ଲାଇନ ପରୀକ୍ଷା ଦାବିରେ ଓଏସ୍‌ଏମ୍‌ଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

କେନ୍ଦୁଝର, ୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଓଡିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ(ଓଏସ୍‌ଏମ୍‌ଇ)ର ଛାତ୍ରୀଛାତ୍ରମାନେ ଅନ୍‌ଲାଇନରେ ପରୀକ୍ଷା ଦାବିରେ ମଙ୍ଗଳବାର ବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କେତେକ ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ରମାନେ କରୋନାରେ ଆକ୍ରାନ୍ତ ହେଉଥିବାରୁ ଅନଲାଇନରେ ପରୀକ୍ଷା ହେଉଛି ।...

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଆରମ୍ଭ: ମହାକାଳୀ ବେଶରେ ଦର୍ଶନ ଦେଲେ ଦୁଇ ଭଉଣୀ

ପୁରୁଷୋତ୍ତମପୁର, ୩୦।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣିଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା କରୋନା କଟକଣା ମଧ୍ୟରେ ଆରମ୍ଭ ହୋଇଛି। ସୋମବାର ରାତ୍ର ସାଢ଼େ ୨ଟାରୁ ମନ୍ଦିର ଦ୍ୱାର ଫିଟାଯାଇ ପରମ୍ପରା ଅନୁସାରେ ଅବକାଶ ନୀତି, ମାଜଣା, ଅଭିଶେକ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri