ଆମ ଜିଲା ଖବର

ବେଦମନ୍ତ୍ରରେ କମ୍ପୁଛି ତାରା ତାରିଣି ପାହାଡ, ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଜଳ ଯାତ୍ରା 

ପୁରୁଷୋତ୍ତମପୁର, ୧୬/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟ ଲାଗି ବେଦମନ୍ତ୍ର ରେ ତାରାତାରିଣୀ ପାହାଡ଼ କମ୍ପିଉଠିବାରେ ଲାଗିଛି। ଏହି…

କନ୍ୟାବେଡ଼ାବାସୀ କଲବଲ

ବଅଁରପାଳ, ୧୬।୫(ଡି.ଏନ୍‌.ଏ.): ଗ୍ରାମବାସୀ ହାତପାଆନ୍ତାରେ ଯେପରି ପାନୀୟଜଳ ପାଇପାରିବେ ସେଥିଲାଗି ବିଛାଯାଇଛି ପାଇପ୍‌। ନିର୍ମାଣ ହୋଇଛି ଷ୍ଟାଣ୍ଡ୍‌ପୋଷ୍ଟ। ହେଲେ ନା ଆସୁଛି ପାଣି, ନା ମେଣ୍ଟୁଛି ଲୋକଙ୍କ ଶୋଷ। ଦିନେ ନୁହେଁ କି ଦୁଇଦିନ ଏହି ସମସ୍ୟା ଦୀର୍ଘ ୧୦ ବର୍ଷର।…

ମୁଣ୍ଡ ଗୁଞ୍ଜିବାକୁ ଘର ନାହିଁ

ଆରଡ଼ି,୧୬।୫(ଡି.ଏନ.ଏ.): ସରକାରଙ୍କ ମୋ କୁଡ଼ିଆ, ବିଜୁ ପକ୍କାଘର, ଇନ୍ଦିରା ଆବାସ ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏଠି ପହଞ୍ଚିପାରି ନାହିଁ। ଘରଡିହ ୧ ଡିସିମିଲରୁ କମ୍‌ ହୋଇଥିଲେ ବି ବସୁନ୍ଧରା ଯୋଜନା ଫିକା ପଡ଼ିଛି। ସବୁଦିନ ପର ଘରେ ମୂଲ ଲାଗୁଥିଲେ…

ବୃଦ୍ଧା ମା’ଙ୍କୁ ପିଟିପିଟି ମାରିଦେଲେ ପୁଅ

ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.)): ଟଙ୍କା ନ ଦେବାରୁ ନିଜର ଜନ୍ମକଲା ବୃଦ୍ଧା ମା’କୁ ପିଟିପିଟି ମାରିଦେଇଛନ୍ତି ପୁଅ। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୋଳ ଜିଲା ଛେଣ୍ତିପଦା ଥାନା ବାଗଡ଼ିଆ ବିଟ୍‌ହାଉସ ନିକଟସ୍ଥ ଦେହୁରୀ ସାହି ଗ୍ରାମରେ। ମୃତକ ଜଣଙ୍କ ହେଲେ ଅବସରପ୍ରାପ୍ତ…

ମାଙ୍ଗାନିଜ ଚୋରା ଚାଲାଣ ବେଳେ ଧରାପଡ଼ିଲା

ବଡ଼ବିଲ, ୧୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଚୋରା ମାଙ୍ଗାନିଜ ବୋଝେଇ ଏକ ଟ୍ରକ୍‌ ସହ ବାଇକ୍‌କୁ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୭ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି ରବିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ…

ସୋମ ଅଟୋ: ପ୍ରତିଦିନ ନୂଆ ଅଭିଜ୍ଞତା

ଢେଙ୍କାନାଳ ରାଜ ପରିବାର ସଦସ୍ୟ ହର୍ଷବର୍ଦ୍ଧନ ସିଂହଦେଓ। ଉଚ୍ଚଶିକ୍ଷା ସମାପ୍ତ କରି ପରିବାରର ପରାମର୍ଶକ୍ରମେ ସେ ବ୍ୟବସାୟ କ୍ଷେତ୍ରରେ ମନୋନିବେଶ କରିଥିଲେ। ଜଣେ ଭ୍ରମଣପ୍ରିୟ ମଣିଷ ହୋଇଥିବାରୁ ମନରେ ଗାଡ଼ି ବ୍ୟବସାୟ ପ୍ରତି ଆଗ୍ରହ ଜନ୍ମିଥିଲା। ଲୋକଙ୍କୁ ଚାକିରି ଯୋଗାଇଦେବା ଲକ୍ଷ୍ୟରେ…

ବିଲୁପ୍ତି ପଥେ କେନ୍ଦୁଝର ଛଉ ନୃତ୍ୟ

କେନ୍ଦୁଝର, ୧୬।୫: କେନ୍ଦୁଝର ଜିଲାରେ ପ୍ରସିଦ୍ଧ ପ୍ରାଚୀନ ଛଉନୃତ୍ୟ ପ୍ରୋତ୍ସାହନ ଅଭାବରୁ ରୁଗ୍‌ଣ ହୋଇପଡିଛି। ଖଣି ଓ ଶିଳ୍ପର ପ୍ରାଚୁର୍ଯ୍ୟ ମଧ୍ୟରେ ଏହି ପ୍ରାଚୀନ କଳା ସଂସ୍କୃତି ଧୀରେ ଧୀରେ ଲୋପ ପାଇବାକୁ ବସିଛି। ପାଉଥିବା ପାଉଣା ହେଉ ବା ମୁହଁରେ…

ବିଦ୍ୟୁତ୍‌ ଖୁଣ୍ଟ ଚୋରି ବେଳେ ୩ ଲୁଟେରାଙ୍କୁ କାବୁ କଲା ପୋଲିସ୍‌

ଉଦଳା, ୧୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ମଉଦା ଅଞ୍ଚଳରେ ଗତ ଶନିବାର କେତେଜଣ ଲୁଟେରା ବିଦ୍ୟୁତ୍‌ ଖୁଣ୍ଟ ଚୋରି କରୁଥିଲେ। ବିଲ ଭିତରେ ଉକ୍ତ ଖୁଣ୍ଟ ଥିବା ବେଳେ ତାହାକୁ ଗ୍ୟାସ୍‌ କଟରରେ କାଟି ଏକ ଟାଟା ଏସିଇ…

ଗୋମାତା ସୁରକ୍ଷା ପାଇଁ ଭାରତ ପରିଭ୍ରମଣ: ବସ୍ତାରେ ପହଞ୍ଚିଲେ ଇଞ୍ଜିନିୟର ଶିବରାଜ

ବସ୍ତା, ୧୬।୫(ଡି.ଏନ.ଏ.) : ଗୋମାତାଙ୍କ ସୁରକ୍ଷା ତଥା ଗୋହତ୍ୟା ବନ୍ଦ ପାଇଁ ଜଣେ ଇଞ୍ଜିନିୟର ସଚେତନତା ପଦଯାତ୍ରାରେ ସାରା ଭାରତ ଭ୍ରମଣ କରିବା ଅବସରରେ ଚାଲି ଚାଲି ରବିବାର ସନ୍ଧ୍ୟାରେ ବସ୍ତାରେ ପହଞ୍ଚିଛନ୍ତି। ରାଜସ୍ଥାନର ଜୟପୁର ନିବାସୀ ଶିବରାଜ ସିଂ ଶେଖାଓ୍ବତ…

ମହିଳାଙ୍କ ବଦାନ୍ୟତା: ଶ୍ରୀମନ୍ଦିରକୁ ୨୦ଲକ୍ଷ, ବିଦ୍ୟାଳୟକୁ ୧୫ଲକ୍ଷ ଦାନ

ବସ୍ତା, ୧୬।୫(ଡି.ଏନ.ଏ.): ନିଜର ବଦାନ୍ୟତା ପାଇଁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଦାନନ୍ଦପୁର ଗ୍ରାମର ସୁପ୍ରଭା ପଣ୍ଡା (୭୦) ସମଗ୍ର ରାଜ୍ୟରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ ତାଙ୍କ ସ୍ବାମୀଙ୍କ ଶେଷ ଇଛା ପୂରଣ କରିବାକୁ ଯାଇ ପୁରୀ ଶ୍ରୀମନ୍ଦିରକୁ ୨୦ଲକ୍ଷ…

ଖଣି କାର୍ଯ୍ୟାଳୟ ପଛ ପଟୁ ଖଣିଜ ଚୋରି

ଯୋଡ଼ା,୧୬।୫ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଉପ ନିର୍ଦ୍ଦେଶାଳୟ କାର୍ଯ୍ୟାଳୟ ପଛ ପଟୁ ଯୋଡ଼ା ପୋଲିସ ମାଙ୍ଗାନିଜ ଖଣିଜ ସହିତ ବୋଝେଇ ହୋଇଥିବା ଏକ ବୋଲେରୋକୁ ଜବତ କରିଛି। ସୂଚନା ଅନୁଯାୟୀ, ଯୋଡ଼ା ଖଣି ଉପନିଦ୍ଦେର୍ର୍ଶାଳୟ କାର୍ଯାଳୟଠାରୁ ୧୦୦ ମିଟର…

ବିପର୍ଯ୍ୟୟ କ୍ଷତି ରୋକିବାକୁ ପ୍ରସ୍ତୁତି

ପଦ୍ମପୁର, ୧୬।୫ (ଡି.ଏନ.ଏ.): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ବାତ୍ୟା ଓ ବନ୍ୟା ପ୍ରବଣ ଅଞ୍ଚଳ। ପ୍ରତିବର୍ଷ ଲଘୁଚାପ ଜନିତ ବନ୍ୟା ଓ ବାତ୍ୟାରେ କ୍ଷୟକ୍ଷତିକୁ ରୋକିବା ପାଇଁ ଆରମ୍ଭ ହୋଇଛି ପୂର୍ବ ପ୍ରସ୍ତୁତି। ବ୍ଲକର ମନ୍ତେଈ ନଦୀକୂଳବର୍ତ୍ତୀ ବାଲିମେଦ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?