ଆମ ଜିଲା ଖବର

ଗରା, ବାଲ୍‌ଟି ଧରି ରାସ୍ତାରେ ବସିଲେ

ଉଦଳା,୧୬।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ବଡଖମଣ ପଞ୍ଚାୟତ ଅନ୍ତର୍ଗତ ଖଣ୍ଡାଚିରା ଗ୍ରାମର ମହିଳା ପୁରୁଷ ଶନିବାର ପାନୀୟଜଳ ସମସ୍ୟା ସମାଧାନ ଦାବିରେ ଉଦଳା-ବାରିପଦା ରାଜ୍ୟ ରାଜପଥର କଲିଆ ଛକ ନିକଟରେ ଧାରଣାରେ ବସିଥିଲେ। ଗ୍ରାମରେ ଥିବା ୨ଟି ନଳକୂପ ଦୀର୍ଘ…

ମଲ୍‌ରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ତଦାରଖ

ବାଲେଶ୍ୱର ଅଫିସ,୧୬।୫: ଦିଲ୍ଲୀର ମୁଣ୍ଡ୍‌କା ମେଟ୍ରୋ ଷ୍ଟେଶନ ନିକଟ ୪ ମହଲା ବିଲ୍ଡିଂରେ ବଡ ଧରଣର ଅଗ୍ନିକାଣ୍ଡ ଘଟି ୨୭ଜଣଙ୍କ ମୃତ୍ୟୁ ହେବା ପରେ ଓଡ଼ିଶା ସରକାରଙ୍କ ପକ୍ଷରୁ ଅଗ୍ନି ନିରାପତ୍ତା ଯାଞ୍ଚ ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର…

ପ୍ରଧାନମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍‌ ପାଇବେ ସମୀର

ପଦ୍ମପୁର, ୧୬।୫ (ଡି.ଏନ.ଏ.)-ପିଲାଟି ଦିନରୁ ଜଣେ ମେଧାବୀ ଛାତ୍ର ଥିଲେ। ନିଜେ ଭଲ ପାଠ ପଢ଼ିବା ସହ ଅନ୍ୟ ପିଲାମାନଙ୍କୁ ପଢ଼ାଉଥିଲେ। ବିଜ୍ଞାନ ପ୍ରତି ଥିଲା ତାଙ୍କର ଅହେତୁକ ଦୁର୍ବଳତା। ସେ ହେଲେ ବାସୁଦେବପୁର ବ୍ଲକ ଲୁଙ୍ଗା ଗ୍ରାମର ସତ୍ୟସୁନ୍ଦର ନାୟକଙ୍କ…

ଏନ୍‌ଏଚ୍‌ଏଆଇ ଅବହେଳାରୁ ଦୁର୍ଘଟଣା ବୃଦ୍ଧି

ଯାଜପୁର ଅଫିସ,୧୬।୫: ଜନଜୀବନର ସୁରକ୍ଷା ଏବଂ ନିରାପଦ ଗମନାଗମନ ପାଇଁ କେନ୍ଦ୍ର ସରକାର ବିପୁଳ ଅର୍ଥ ବ୍ୟୟବରାଦ କରି ଜାତୀୟ ରାଜପଥ (ଏନ୍‌ଏଚ୍‌) ନିର୍ମାଣ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାରଙ୍କ ମଧ୍ୟରେ ସାଲିସ ଯୋଗୁ ରାଜପଥ ନିର୍ମାଣରେ…

ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟ ନିର୍ମାଣ ପ୍ରସଙ୍ଗ: ପରିବର୍ତ୍ତିତ ପ୍ରସ୍ତାବ ପଠାଇବାକୁ ତାଗିଦ୍‌

ପୁରୀ ଅଫିସ,୧୬।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ନିଷିଦ୍ଧାଞ୍ଚଳ ଭଳି ନିୟନ୍ତ୍ରିତ ଅଞ୍ଚଳରେ ହେଉଥିବା ନିର୍ମାଣ କାର୍ଯ୍ୟ ପାଇଁ ମଧ୍ୟ ଅନୁମୋଦନ ନାହିଁ। ନିୟନ୍ତ୍ରିତ ଅଞ୍ଚଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ନିର୍ମାଣ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ଅନୁମୋଦନ ନ ଥିବା…

ମଉଳିଯାଉଛି ସ୍ବପ୍ନାରାଣୀଙ୍କ ସ୍ବପ୍ନ

ପୁରୀ ଅଫିସ,୧୬।୫: ପୁରୀ ସହରର ପ୍ରତିଷ୍ଠିତ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟରେ ପଢ଼ି ଉଜ୍ଜ୍ୱଳ ଭବିଷ୍ୟତ ଗଢିବାର ସ୍ବପ୍ନ ନେଇ ଜଣେ ଆଦିବାସୀ ଛାତ୍ରୀ ନବରଙ୍ଗପୁରରୁ ଏଠାକୁ ଧାଇଁ ଆସିଥିଲେ। ପାଠ ପଢି ପରୀକ୍ଷା ମଧ୍ୟ ଦେଇଥିଲେ। ହେଲେ ଏବେ ତାଙ୍କୁ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ସୌମ୍ୟରଞ୍ଜନ

ରାଜନଗର,୧୬ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଶ୍ରୀଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଛାତ୍ର ସୌମ୍ୟରଞ୍ଜନ ବଳ ପାଟିରେ କଲମ ମାଧ୍ୟମରେ ଭାରତ ମାନଚିତ୍ର ଆଙ୍କି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ମାତ୍ର ୧ ମିନିଟ୍‌ ୩୩ ସେକେଣ୍ଡ ମଧ୍ୟରେ ଭାରତ ମାନଚିତ୍ର ଆଙ୍କି ଇଣ୍ଡିଆ…

ଡାକ୍ତରଖାନା ଉଭାନ, କର୍ମଚାରୀ ନେଉଛନ୍ତି ଦରମା

କେନ୍ଦ୍ରାପଡ଼ା ଅଫିସ, ୧୬ା୫: ଚିକିତ୍ସା କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାଦ୍ୱାରା ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସହ ରୋଗରୁ ମୁକ୍ତି ପାଇବେ। ହେଲେ କେନ୍ଦ୍ରାପଡ଼ା ଜିଲା ସହର ମଧ୍ୟସ୍ଥଳ ଫକୀରାବାଦ୍‌ରେ…

ମାର୍ଶାଘାଇ, ରାଜକନିକାରେ ଜେଏମ୍‌ଏଫ୍‌ସି କୋର୍ଟ ଦାବି

କେନ୍ଦ୍ରାପଡ଼ା ଅଫିସ,୧୬ା୫: କେନ୍ଦ୍ରାପଡ଼ା ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ଏହି ଲୋକ ଅଦାଲତରେ ଅନ୍ତର୍ଭୁକ୍ତ ୭୮୩ଟି ଦେୱାନୀ, ଫୌଜଦାରି, ପାରିବାରିକ ଓ ମୋଟରଯାନ ଦୁର୍ଘଟଣା ମଧ୍ୟରୁ ୧୭୨ଟିର ଫଏସଲା ହୋଇଥିଲା। ଏଥିସହ ୪୫୭୬…

ଚଢ଼ାଉ ସତ୍ତ୍ୱେ ଚାଲିଛି ଖଣିଜ ସମ୍ପଦ ଲୁଟ୍‌

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲାରେ ଲଘୁ ଖଣିଜ ସମ୍ପଦ ଲୁଟ୍‌ ଚାଲିଛି। ଦୈନିକ ଶହ ଶହ ଟ୍ରକରେ ମୋରମ, ବାଲି, କଳାମୁଗୁନି ପଥର, ବଉଳାମାଳା (ମନ୍ଦିର ନିର୍ମାଣରେ ବ୍ୟବହାର ହେଉଥିବା ମୂଲ୍ୟବାନ ପଥର) ଓ ମାଙ୍କଡ଼ା ପଥର ଚାଲାଣ କରାଯାଉଛି। ବେଆଇନ…

କୂଳ ଲଂଘୁଛି ମହାନଦୀ: ଚଉମୁହାଣ ପ୍ରତି ବିପଦ

ମହାକାଳପଡ଼ା,୧୬ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳବର୍ତ୍ତୀ ବରକନ୍ଧା ପଞ୍ଚାୟତ ଦଶରାଜପୁର ଗାଁ ସଂଲଗ୍ନ ଚଉମୁହାଣ ଦେଇ ମହାନଦୀ ପ୍ରବାହିତ ହେଉଛି। ମହାନଦୀ କୂଳ ଲଂଘିବା ଫଳରେ ଅତଡା ଖାଉଥିବାରୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହୋଇଛି। ଚାଷୀଙ୍କର…

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬ା୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି। ଆଉ ସେହି ମହୁଲ ଫୁଲ ମଧ୍ୟ ଆଦିବାସୀଙ୍କୁ ଦେଉଛି ଜୀବିକା। ହେଲେ ବିକ୍ରି ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?