ଆମ ଜିଲା ଖବର

ପ୍ରଚାର ଆରମ୍ଭ କଲେ ଅଳକା

ବ୍ରଜରାଜନଗର,୧୫।୫(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ଦଳର ପ୍ରାର୍ଥୀ/ପ୍ରାର୍ଥତ୍ନୀ ଆରାଧ୍ୟ ଦେବତାଙ୍କୁ ପୂଜାର୍ଚ୍ଚନା କରି ପ୍ରଚାର ଆରମ୍ଭ କରିଛନ୍ତି। ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥତ୍ନୀ ଅଳକା ମହାନ୍ତି ବ୍ରଜରାଜନଗରର ଆରାଧ୍ୟ ଦେବୀ ମା’ରାମଚଣ୍ଡୀଙ୍କ…

ପୋଲିସକୁ ଚୋର ଭାବି ପିଟିଲେ ଗ୍ରାମବାସୀ

କୋରାପୁଟ/ମାଲକାନଗିରି,୧୫ା୫(ସ୍ବ.ପ୍ର./ଡି.ଏନ.ଏ.): ଜଣେ ଗଞ୍ଜେଇ ବ୍ୟବସାୟୀଙ୍କୁ ରାତିରେ ଧରିବାକୁ ଯାଇଥିବା ମାଲକାନଗିରି ପୋଲିସକୁ ସ୍ଥାନୀୟ ଗ୍ରାମବାସୀ ଚୋର ଭାବି ଆକ୍ରମଣ କରିଛନ୍ତି। କୋରାପୁଟ ଜିଲା ମାଛକୁଣ୍ଡ ଥାନା ଅଧୀନ ମାଟିଖାଲ ଗ୍ରାମରେ ଏପରି ଘଟଣା ଘଟିଛି। ମାଟିଖାଲ ଗ୍ରାମରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା…

ମହିଳାଙ୍କୁ ଅସଦାଚରଣ କରି ଗିରଫ ହେଲେ ଗୁଣିଆ

ଚାନ୍ଦବାଲି,୧୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅଞ୍ଚଳରେ ତନ୍ତ୍ରମନ୍ତ୍ର ବାହାନାରେ ଜଣେ ମହିଳାଙ୍କୁ ଅସଦାଚରଣ କରି ଗୁଣିଆ ଗିରଫ ହୋଇଛନ୍ତି। ସେ ହେଲେ ବାରାକୋଲ୍ଲା ଗାଁର ସାଧୁଆ ଜେନା। ଏନେଇ ମହିଳାଙ୍କ ଏତଲା କ୍ରମେ ବାଂଶଡ଼ା ଥାନାରେ ଏକ…

ନିର୍ବାଚନୀ ପ୍ରଚାରରେ ଆସି କଂଗ୍ରେସକୁ କଟାକ୍ଷ କଲେ ଜୟନାରାୟଣ

ଝାରସୁଗଡ଼ା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଛି। ଏପରିକି ବିଭିନ୍ନ ଦଳର ରାଜନେତା ପ୍ରଚାର ଲାଗି ବ୍ରଜରାଜନଗରରେ ପହଞ୍ଚତ୍ବା ଆରମ୍ଭ କଲେଣି। ଭୋଟରଙ୍କୁ ନିଜ ସପକ୍ଷରେ ଆଣିବା ପାଇଁ ବିରୋଧୀ ଦଳକୁ ଆକ୍ଷେପ କରି କଟାକ୍ଷ କରିବାକୁ ଆଉ…

ବ୍ରଜରାଜନଗର ଉପନିର୍ବାଚନ: ଭାଜପାର ପ୍ରଚାରକ ତାଲିକାରେ ୫ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୫।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ପୂର୍ବରୁ ପ୍ରଚାରକ ତାଲିକା ଜାରି କରିଥିବା ବେଳେ ରବିବାର ଭାଜପା ୪୦ ଜଣିଆ ପ୍ରଚାରକ ତାଲିକା ଜାରି କରିଛି। ଏଥିରେ ଭାଜପା ୫ ଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାମିଲ କରିଛି। ବ୍ରଜରାଜନଗର…

ଗୁଣିଗାରେଡ଼ି ସନ୍ଦେହରେ ଦୁଇଜଣଙ୍କୁ ବାନ୍ଧି ବାଡ଼େଇଲେ ଗ୍ରାମବାସୀ, ଭାଙ୍ଗିଦେଲେ ଦାନ୍ତ

ଗଞ୍ଜାମ,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନ ଗଡ଼ହୁମାରେ ରବିବାର ଗୁଣିଗାରେଡ଼ି ସନ୍ଦେହରେ ଗ୍ରାମବାସୀ ଦୁଇଜଣଙ୍କୁ ବାନ୍ଧି ମାଡ଼ ମାରିବା ସହ ଦାନ୍ତ ଭାଙ୍ଗି ଦେବା ଘଟଣା ସହରରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ସୂଚନାନୁଯାୟୀ, ଶନିବାର ରାତିରେ ଦେବୀମନ୍ଦିରରେ ତାନ୍ତ୍ରିକ ପୂଜାପାଠ…

ବଡ଼ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନଭାଇ

କେସିଙ୍ଗା,୧୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଧିନସ୍ଥ କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ପଣ୍ଡି ଗାଁରେ ରବିବାର ଅଭାବନୀୟ କାଣ୍ଡ ଘଟିଛି। ପ୍ରକାଶ ଯେ, ରବିବାର ସକାଳୁ ପଣ୍ଡି ଗାଁର ବଡ଼ ବାପାଙ୍କ ପୁଅ ଘାସିରାମ ଟାକରିଆ ଓ ମାରାଦେଭ ଟାକରିଆଙ୍କ…

ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଶୁଭାରମ୍ଭ

ପୁରୁଷୋତ୍ତମ ପୁର, ୧୫/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟ ରବିବାର ଶୁଭାରମ୍ଭ ହୋଇଛି। ଏଥିରେ ମନ୍ଦିରଟ୍ରଷ୍ଟ…

ବ୍ରଜରାଜନଗର ଉପନିର୍ବାଚନ: ରଣନୀତି ପ୍ରସ୍ତୁତିରେ ଲାଗିଛନ୍ତି ରାଜନେତା

ଝାରସୁଗୁଡ଼ା ଅଫିସ,୧୫ା୫: ବ୍ରଜରାଜନଗର ଉପନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଭିନ୍ନ ରାଜନୈତିକ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି । ଏନେଇ ବିଜେଡି ପକ୍ଷରୁ ନେତୃବୃନ୍ଦମାନେ କର୍ମୀମାନଙ୍କୁ ନେଇ ମାରାଥନ ବୈଠକ କରୁଛନ୍ତି। ବିଜେଡି ମହିଳା ମୋର୍ଚ୍ଚାର ରାଜ୍ୟ…

ଡ୍ରାଇଭରଙ୍କ ଉପରକୁ ଗୁଳି ଚଳାଇ ଲୁଟ୍‌ ଉଦ୍ୟମ

ଟିକିରି,୧୫ା୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଦୁଡୁକାବାଲ ପଞ୍ଚାୟତ ଅନ୍ତର୍ଗତ କାଳିଆପଡ଼ା ଘାଟିରେ ରବିବାର ଭୋର୍‌ରୁ ଲୁଟ୍‌ ଉଦ୍ୟମ ହୋଇଛି। ଉତ୍କଳ ଆଲୁମିନା କମ୍ପାନୀରୁ ଆଲୁମିନା ପାଉଡର ବୋଝେଇ କରି ବିଶାଖାପାଟଣା ନେଇ ଯାଉଥିବା ବେଳେ କାଳିଆପଡ଼ା ଘାଟି ନିକଟରେ ପୂର୍ବରୁ…

କଅଁଳ କାନ୍ଧରେ ୩ ଭଉଣୀ, ଭାଇଙ୍କ ଦାୟିତ୍ୱ

ନବରଙ୍ଗପୁର,୧୫।୫(ବି.ପ୍ର.): ଏକାକରି ଆରପାରିକୁ ଚାଲିଗଲେ ମା’, ବାପା। ଏବେ ବଡ଼ ଝିଅର କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଦାୟିତ୍ୱ। ମାତ୍ର ୧୬ ବର୍ଷ ବୟସରେ ପାଠପଢ଼ାରେ ମନଦେବା ବଦଳରେ ମନକୁ ଦୃଢ଼ କରି ତିନି ଭଉଣୀ ଭାଇଙ୍କୁ ମଣିଷ କରିବାର ସାହସ…

ଧରିତ୍ରୀ ପ୍ରଭାବ: ପୂର୍ବ ଅବସ୍ଥାକୁ ଫେରିଲା ରାସ୍ତା

ସୁନାବେଡ଼ା/ ସେମିଳିଗୁଡ଼ା, ୧୫।୫ (ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୨୬ ନଂ. ଜାତୀୟ ରାଜପଥଠାରୁ ଗୋପାଳପୁଟ ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା କଂକ୍ରିଟ୍‌ ରାସ୍ତା ଉପରେ ପିଚୁ ପକାଇ ଅର୍ଥ ହଡ଼ପ କରିବା ସମ୍ପର୍କିତ ଏକ ଖବର ଗତ ଏପ୍ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?