ଆମ ଜିଲା ଖବର

ମଧ୍ୟପ୍ରଦେଶ ଅଭିମୁଖେ ବାଘୁଣୀ ସୁନ୍ଦରୀ

ବନ୍ତଳା,୨୪ା୩(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ରାଇଗୁଡ଼ା ଏନ୍‌କ୍ଲୋଜର ମଧ୍ୟରେ ୨୦୧୮ ନଭେମ୍ବର ୬ରୁ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଙ୍ଗଳବାର ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯାଉଛି। ଟ୍ରାଙ୍କୁଲାଇଜ୍‌ ଦ୍ୱାରା ନିସ୍ତେଜ କରାଯିବା ପରେ କାହ୍ନାରୁ...

୨୧ଲକ୍ଷ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ

ସୋନପୁର,୨୪।୩(ନି.ପ୍ର.): ସୁବର୍ଣ୍ଣପୁର ପୋଲିସ ଗତ ୧୭ ତାରିଖରେ ବନ୍ଧୁକ ମୁନରେ ହୋଇଥିବା ୨୧ଲକ୍ଷ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ମାଷ୍ଟରମାଇଣ୍ଡଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୌଦ୍ଧ ଜିଲା ମନମୁଣ୍ଡା ଥାନା ଆମ୍ବପଖାଳ...

ଟିଟିପିଏସ୍‌ ସମସ୍ତ ୟୁନିଟ୍‌ ବନ୍ଦ

ତାଳଚେର,୨୪ା୩ (ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌କୁ ସୋମବାର ରାତିରୁ ହଠାତ୍‌ ବନ୍ଦ ରଖାଯାଇଛି। ଫଳରେ ମଙ୍ଗଳବାର ପ୍ଲାଣ୍ଟରୁ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସୋମବାର ଶ୍ରମିକମାନେ କାମକୁ...

ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ: ୫ ଯବାନ ଶହୀଦ

ମାଲକାନଗିରି,୨୪ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାର କନହର ଜଙ୍ଗଲ ରାସ୍ତାରେ ମାଓବାଦୀମାନେ ଯବାନଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟାଇଛନ୍ତି। ଫଳରେ ୫ଜଣ ଯବାନ ଶହୀଦ ହେବା ସହ ୮ଜଣ ଗୁରୁତର ହୋଇଛନ୍ତି। ୨୧ଜଣ ସାମାନ୍ୟ ଆହତ...

ଛୋଟ ହେଲେ ବି ଅବହେଳିତ

ବଅଁରପାଳ,୨୪ା୩(ଡି.ଏନ.ଏ.) – ଛୋଟିଆ ରାଜସ୍ବ ଗାଁ। ପରିବାର ସଂଖ୍ୟା ମାତ୍ର ୮। ହେଲେ ୩୦ ଲୋକ ରହୁଥିବା ଏହି ଗାଁରେ ଥିବା ସମସ୍ୟାର ସମାଧାନ କରିପାରୁନି ପ୍ରଶାସନ। ବର୍ଷ ବର୍ଷ ଧରି ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହଇରାଣ...

ଏନ୍‌ଟିପିସିର ଯୋଜନାବଦ୍ଧ ଚକ୍ରାନ୍ତ

ତାଳଚେର,୨୪ା୩ (ନି.ପ୍ର.) – ଶ୍ରମିକମାନେ କାମକୁ ନ ଆସିବାରୁ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌ ବନ୍ଦ କରାଯିବାକୁ ନେଇ ଶ୍ରମିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହା ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ଯୋଜନାବଦ୍ଧ ଚକ୍ରାନ୍ତ ବୋଲି...

ଶଙ୍ଖାମେଦୀକୁ ଗିଳିଲାଣି ପଶ୍ଚିମବଙ୍ଗ:  ନାଁ ବଦଳାଇ କରୁଛି ନିର୍ବାଚନ

ଭୋଗରାଇ,୨୪।୩(ପ୍ରଦୀପ ଦାସ)- ଓଡ଼ିଶା ସୀମାନ୍ତ ଗାଁ କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରି ରାଜ୍ୟରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବେଳେ ଏବେ ପଶ୍ଚିବମଙ୍ଗ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଶଙ୍ଖାମେଦୀ ଗାଁ ଉପରେ ଆଖି ପକାଇଛି। ପଶ୍ଚିମବଙ୍ଗ ଏହି...

ବାଲେଶ୍ୱରରେ ଶିଳ୍ପ ସମୀକ୍ଷା କରୁଛନ୍ତି ଅସିତ ତ୍ରିପାଠୀ

ବାଲେଶ୍ୱର ଅଫିସ ୨୩।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଅସିତ ତ୍ରିପାଠୀ ମଙ୍ଗଳବାର ବାଲେଶ୍ୱର ଗସ୍ତରେ ଅଛନ୍ତି। ବାଲେଶର, ଭଦ୍ରକ ଏବଂ ମୟୂରଭଞ୍ଜ ତିନୋଟି ଜିଲାକୁ ନେଇ ବାଲେଶ୍ୱରରେ ସେ ଶିଳ୍ପ ସମୀକ୍ଷା କରୁଛନ୍ତି। ଏହି ଅବସରରେ ତିନୋଟି...

ବରୁଣେଇ ସଂରକ୍ଷିତ ଜଙ୍ଗଲରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା ଅଫିସ, ୨୩।୩: ଖୋର୍ଦ୍ଧା ଜିଲା ବରୁଣେଇ ସଂରକ୍ଷିତ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ଜଟଣୀ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ବିଭିନ୍ନ ସ୍ଥାନରେ ନିଆ ଲାଗିଯିବାରୁ ତାକୁ ଆୟତ କରିବାକୁ...

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ୩ ଥାନାରେ ଅଟକ, ଗିରଫ ଦାବିରେ ରାସ୍ତା ଅବରୋଧ

ବାହାନଗା,୨୩।୩(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖନ୍ତାପଡ଼ା ଥାନା ଗୋପାଳପୁର ଫାଣ୍ଡି ଅଧୀନ କଲ୍ୟାଣୀ ପଞ୍ଚାୟତ ଅରଳା ଗ୍ରାମର ଜଣେ ଯୁବକଙ୍କୁ ସୋମବାର ସନ୍ଧ୍ୟାରେ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ନରେନ୍ଦ୍ର ଜେନାଙ୍କ ପୁଅ ପ୍ରଶାନ୍ତ(୩୩)। ପୂର୍ବ ଶତ୍ରୁତାକୁ...

କୋଭିଡ କଟକଣା ମଧ୍ୟରେ ହେଲା ଝାମୁଯାତ୍ରା: ନିଆଁରେ ଚାଲିଲେ ମାନସିକଧାରୀ

ଗଞ୍ଜାମ,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ସହର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏଲଏମା ମନ୍ଦିରରେ ଚଳିତ ବର୍ଷ ଝାମୁଯାତ୍ରା କୋଭିଡ କଟକଣା ମଧ୍ୟରେ ପାଳିତ ହୋଇଛି। ଏ ନେଇ ଶହ ଶହ ମାନସିକଧାରୀ ନିଆଁରେ ଚାଲିଛନ୍ତି। ସେଠାରେ ପାନୀୟ ଜଳ ବ୍ୟବସ୍ଥା...

ଚାଷୀ ପଞ୍ଜିକରଣ, ନବୀକରଣ ସମସ୍ୟା: ଜିଲାପାଳ ଅଫିସ ସମ୍ମୁଖରେ ଧାରଣା

ବରଗଡ଼ ଅଫିସ,୨୩।୩: ରବି ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ଆରମ୍ଭ ହୋଇଛି। ମାତ୍ର କିଛି ଅବ୍ୟବସ୍ଥା ଯୋଗୁ ଚାଷୀଙ୍କୁ ବହୁବିଧ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏହାର ପ୍ରତିବାଦରେ ମଙ୍ଗଳବାର ବରଗଡ଼ ବ୍ଲକ ତୋରା ପଞ୍ଚାୟତର ଚାଷୀମାନେ ବିକ୍ଷୋଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri