ଆମ ଜିଲା ଖବର

ଉଚ୍ଚକର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ମାନୁନି ଜିଲା ଶିକ୍ଷାବିଭାଗ: ପୁନର୍ବାସ ଯୋଜନାରେ ନିଯୁକ୍ତି ଦିଆଯାଇ ନ ଥିବା ଅଭିଯୋଗ

ପାରଳାଖେମୁଣ୍ଡି,୧୫।୫(ଡି.ଏନ୍‌.ଏ.): ସରକାରୀ କଳରେ ଚାକିରିଆଙ୍କ ସ୍ଥାୟୀତ୍ୱ ଓ ଚାକିରି ସମୟରେ ମୃତ୍ୟୁ ଘଟିଲେ ପରିବାରର ଜଣେ ସଦସ୍ୟଙ୍କୁ ଯେଉଁ ବିଭାଗରେ ଚାକିରି କରୁଥିବେ ସେହି ବିଭାଗରେ ଯୋଗ୍ୟତା ଅନୁସାରେ ଚାକିରି ଦେବା ସର୍ଭିସ କୋଡ଼ରେ ନିୟମ ରହିଛି। ହେଲେ ସେହି ନିୟମ…

ଗାଁରୁ ଗଡ଼ିପାରୁନି ବିଜୁ ଗାଁ ଗାଡ଼ି

ଆର.ଉଦୟଗିରି,୧୫।୫(ଡି.ଏନ୍‌.ଏ.) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗାଁରୁ ଗାଁକୁ ବିଜୁ ଗାଁ ଗାଡି ଯୋଜନା ପ୍ରଣୟନ କଲେ। ଉଦ୍ଦେଶ୍ୟ ଥିଲା ଗାଁର ଗରିବ ଆଦିବାସୀମାନେ ବିଭିନ୍ନ କାମଧନ୍ଦାରେ ବାହାରକୁ କମ୍‌ ଖର୍ଚ୍ଚରେ ଯିବାଆସିବା କରିପାରିବେ। କିନ୍ତୁ ଗଜପତି ଜିଲା ଆର.ଉଦୟଗିରି ବ୍ଲକରେ ଏହି…

କନ୍ଧମାଳରେ ସଂଗ୍ରହ ହେବ ୧୦ ହଜାର ଟନ୍‌ କେନ୍ଦୁପତ୍ର

ଫୁଲବାଣୀ ଅଫିସ, ୧୫।୫: କରୋନା ପ୍ରଭାବରେ ଗତ ଦୁଇ ବର୍ଷ ହେଲା କେନ୍ଦୁପତ୍ର ସଂଗ୍ରହ କାର୍ଯ୍ୟ ବନ୍ଦ ରହିଥିଲା। ଚଳିତ ଆର୍ଥିକ ବର୍ଷରେ ଏହି କାର୍ଯ୍ୟକୁ ପୁଣି ଆରମ୍ଭ କରାଯାଇଛିା ଏଥର ଜିଲାରେ ୧୦ ହଜାର ଟନ କେନ୍ଦୁପତ୍ର ସଂଗ୍ରହ କରାଯିବାକୁ…

୧୪ ଗ୍ରାମ ବ୍ରାଉନ ସୁଗାର ଜବତ: ଜେଲ୍‌ ଗଲେ ପ୍ରଭାତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଶରଣକୁଳ ପୋଲିସ ଶନିବାର ସନ୍ଧ୍ୟାରେ ୧୪ ଗ୍ରାମରୁ ଅଧିକ ବ୍ରାଉନ ସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ହରିହରପୁର ଗାଁର ପ୍ରଭାତ କୁମାର ସ୍ବାଇଁଁ (୪୭)। ନୂଆ ଜଗନ୍ନାଥ…

ପୁଅର ମୃତ୍ୟୁ ପରେ ସ୍ତ୍ରୀଙ୍କୁୁ ଡାହାଣୀ କହି ତଡ଼ିଦେଲେ

ବାରିପଦା ଅଫିସ,୧୫।୫: ଶିଶୁ ପୁତ୍ରର ମୃତ୍ୟୁ ପରେ ସ୍ତ୍ରୀଙ୍କୁ ଡାହାଣୀ ସନ୍ଦେହରେ ସ୍ବାମୀ ଘରୁ ବାହାର କରିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୃତ ଶିଶୁକୁ ଧରି ମା’ ରାସ୍ତା କଡ଼ରେ ବସି ରହିଥିଲେ। ଦୀର୍ଘ ୧୪ଘଣ୍ଟା ପରେ ଗ୍ରାମ ମୁଖିଆଙ୍କ ଉପସ୍ଥିତିରେ…

ସମ୍ମେଟିଭ୍‌-୨ ପରୀକ୍ଷା ଫଳ ପ୍ରକାଶ ପାଉନି: ଦ୍ୱନ୍ଦ୍ୱରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର

ବାରିପଦା ଅଫିସ,୧୫।୫: ଗଣ ଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶକୁ ନେଇ ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ଛାତ୍ରୀଛାତ୍ର ଅନିଶ୍ଚିତତା ମଧ୍ୟରେ ଗତି କରୁଛନ୍ତି। ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନବମ ଶ୍ରେଣୀ ପାଇଁ କରାଯାଇଥିବା ସମ୍ମେଟିଭ-୨ ପରୀକ୍ଷା…

ରେଳବିଭାଗରେ ଚାକିରି ନାଁରେ ଠକେଇ ଘଟଣା: ଜେଲରେ ଥିବା ଅଭିଯୁକ୍ତଙ୍କ ନାମରେ ପୁଣି ମାମଲା

ବ୍ରହ୍ମପୁର ଅଫିସ,୧୫।୫: ରେଳ ବିଭାଗରେ ଚାକିରି ଦେବାକୁ କହି ଟଙ୍କା ଠକେଇ କରି ବିଚାର ବିଭାଗ ହାଜତରେ ଥିବା ଅଭିଯୁକ୍ତ ଗଣେଶ ହୋତାଙ୍କ ନାମରେ ପୁଣି ଦୁଇଟି ଅଭିଯୋଗ ହୋଇଛି। ଗୋଷାଣୀନୂଆଗଁା ଥାନାରେ ଅଭିଯୁକ୍ତ ଗଣେଶ କୁମାର ହୋତାଙ୍କ ନାମରେ ପୃଥକ…

ବେଢ଼ାବନ୍ଧ ବିକାଶ ଅପେକ୍ଷା ରାଜନୀତି ବେଶି

ବ୍ରହ୍ମପୁର ଅଫିସ,୧୫।୫: ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ଚଳିତ ୨୦୨୨-୨୩ ଆର୍ଥିକ ବର୍ଷର ୪୬୨.୮୪ କୋଟି ଟଙ୍କାର ବୃହତ୍‌ ବଜେଟ ଅନୁମୋଦିତ ହୋଇଛି। ନିଜସ୍ବ ଆୟ ନ ଥାଇ ସରକାରୀ ଅନୁଦାନ ମିଳିବା ଆଶା କରି ଏହା କରାଯାଇଛି। ତେଣୁ ଏହା…

ରାସ୍ତାରୁ ମାଟି ଖୋଳି ରାସ୍ତାରେ ପକାଯାଉଛି

ପଦ୍ମପୁର,୧୫।୫(ଡି.ଏନ.ଏ.): ଭଦ୍ରକ-ପଦ୍ମପୁର ଭାୟା ଇଚ୍ଛାପୁର ରାସ୍ତା ଏବେ ମରଣଯନ୍ତା ପାଲଟିଛି। ରାସ୍ତା ମରାମତି ନଁାରେ ପ୍ରତିବର୍ଷ ପିଚୁ ଢଳେଇ ପଡୁଛି। ମାତ୍ର ୬ମାସ ନ ପୂରୁଣୁ ରାସ୍ତାରେ ଖାଲଖମା ଭର୍ତ୍ତି। ଠିକାଦାର ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଖାମଖିଆଲି ନୀତି ଯୋଗୁ ଏଭଳି…

ଶୁଖିଲା ପଡୁଛି ଓଭରହେଡ୍‌ ପାଣି ଟାଙ୍କି

କଟକ ସଦର,୧୫ା୫(ଡି.ଏନ୍‌.ଏ.): ଗ୍ରୀଷ୍ମପ୍ରବାହ ଯୋଗୁ କଟକ ସଦର ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ ଜାରି ରହିଛି। ଏଥିଯୋଗୁ ନିର୍ଦ୍ଧାରିତ ସମୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପଗୁଡ଼ିକ ଚାଲିପାରୁନାହିଁ। ଫଳରେ ଲୋକମାନେ ପିଇବା ପାଣି ପାଇପାରୁନାହାନ୍ତି। ଏହାକୁ ନେଇ ସେମାନଙ୍କ ମଧ୍ୟରେ…

ସପ୍ତମ ବେତନ ପ୍ରଦାନ ନେଇ ସରକାରଙ୍କ ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭଦ୍ରକ ଅଫିସ, ୧୫।୫: ସପ୍ତମ ବେତନ ପ୍ରଦାନ ନେଇ ସରକାରଙ୍କ ନିଷ୍ପତ୍ତି ବିରୋଧରେ ଆନ୍ଦୋଳନ କରାଯିବ ବୋଲି ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ ପକ୍ଷରୁ ଶନିବାର ଅପରାହ୍ନରେ ଭଦ୍ରକ ସହର ଅପର୍ତିବିନ୍ଧାସ୍ଥିତ ଅଫିସଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ କୁହାଯାଇଛି। ଓଷ୍ଟାର ରାଜ୍ୟ…

ବିବାହ ଭୋଜିରେ ବାଣ୍ଟିଲେ ଚାରା

ରୂପସା,୧୫।୫(ଡି.ଏନ.ଏ.): ପରିବେଶପ୍ରେମୀ ନବଦମ୍ପତି ଅବକ୍ଷୟମୁଖି ପରିବେଶକୁ ସଜାଡ଼ିବା ପାଇଁ କରିଛନ୍ତି ପ୍ରୟାସ। ନିଜ ବିବାହ ଭୋଜି ଉତ୍ସବରେ ନିମନ୍ତ୍ରିତ ଅତିଥିଙ୍କୁ ଚାରାଗଛ ବାଣ୍ଟି ଅନ୍ୟମାନଙ୍କ ଲାଗି ଉଦାହରଣ ସାଜିଛନ୍ତି। ଏହା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ବସ୍ତା ବ୍ଲକ ଗଡ଼ପଦା ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?