ଗୋଟିଏ ଗ୍ରାମରୁ ୨୯ କରୋନା ପଜିଟିଭ
ନୂଆପଡ଼ା,୨୪।୩: ରାଜ୍ୟରେ ପୁଣି ଚିନ୍ତା ବଢାଉଛି କରୋନା। ନୂଆପଡ଼ା ଜିଲା ସିନାପାଲି ବ୍ଲକର ଗୋଟିଏ ଗ୍ରାମରୁ ୨୯ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ସିନାପାଲି ବ୍ଲକ ପ୍ରଶାସନ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ବ୍ଳକ ପ୍ରଶାସନ ପକ୍ଷରୁ କୁହାଯାଇଛି, ସମ୍ପୃକ୍ତ ଗ୍ରାମର...
ହୋଲି ପରେ ସପ୍ତାହକୁ ଦିନଟିଏ ବନ୍ଦ ରହିବ ଶ୍ରୀମନ୍ଦିର
ପୁରୀ ଅଫିସ,୨୪।୨: ହୋଲି ପରେ ସପ୍ତାହର ଗୋଟିଏ ଦିନ ଶ୍ରୀମନ୍ଦିର ବନ୍ଦ ରହିବ। ଶ୍ରୀମନ୍ଦରକୁ ସାନିଟାଇଜ କରିବା ନେଇ ଏହି ନିଷ୍ପତ୍ତି ନିଆଯାଇଛି। ସପ୍ତାହର ନିର୍ଦ୍ଦିଷ୍ଟ କେଉଁଦିନ ମନ୍ଦିର ବନ୍ଦ ରହିବ, ସେନେଇ ଚୂଡ଼ାନ୍ତ ଆଲୋଚନା ହୋଇନାହିଁ। ଦୋଳ ପୂର୍ଣ୍ଣିମା...
ହାତୀପଲ ଭାଙ୍ଗିଲେ ସ୍କୁଲ
ଲୋଇସିଂହା,୨୪।୩: ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ଅଞ୍ଚଳରେ ଦୁଇଦିନ ହେଲା ହାତୀ ଉପଦ୍ରବ ଦେଖାଦେଇଛି। ଅଞ୍ଚଳରେ ବ୍ୟାପକ ଉପଦ୍ରବ ପରେ ହାତୀ ଏବେ ବରଗଡ ଜିଲାକୁ ଚାଲିଯାଇଥିବା ବନବିଭାଗ ପକ୍ଷରୁ କୁହାଯାଇଛି। ଗତ ୨୦ତାରିଖ ସକାଳେ ସୁବର୍ଣ୍ଣପୁର ଜିଲା ବାଙ୍କତେନ୍ତୁଲି...
ପୁଣି ଜଙ୍ଗଲରେ ନିଆଁ
ନିରାକାରପୁର,୨୪।୩(ଡି.ଏନ୍.ଏ.): ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବାନାଚ ଅଧୀନରେ ଥିବା ଜଙ୍ଗରେ ବୁଧବାର ନିଆଁ ଲାଗିଯାଇଛି। ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ଆତ୍ମସମର୍ପଣ କଲେ ୨ ମାଓବାଦୀ
ରାୟଗଡ଼ା ଅଫିସ,୨୪।୩: ରାୟଗଡ଼ା ପୋଲିସ ନିକଟରେ ବୁଧବାର ୨ ହାର୍ଡ କୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମାଓବାଦୀ ସଂଗଠନରେ ନିର୍ଯାତନା, ଯୌନ ଶୋଷଣ ଅତ୍ୟାଚାର ବଢ଼ୁଥିବାରୁ ଏହି ଦୁଇ ମାଓବାଦୀ ସଂଗଠନ ଛାଡ଼ି ସମାଜରେ ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ...
ବାହାର ରାଜ୍ୟରୁ ଆସିଲେ ହୋମ୍ ଆଇସୋଲେଶନ ବାଧ୍ୟତାମୂଳକ
ମାଲକାନଗିରି,୨୪।୩(ଡି.ଏନ୍.ଏ.): ବାହାର ରାଜ୍ୟରୁ ମାଲକାନଗିରି ଜିଲାକୁ ଆସିବା ବ୍ୟକ୍ତିଙ୍କ ପାଇଁ ଆଜିଠାରୁ ହୋମ୍ ଆଇସୋଲେଶନରେ ରହିବାକୁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଲାଗୁ କରାଯାଇଛି ା ବାହାର ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ୭ ଦିନ ଗୃହ ସଙ୍ଗରୋଧରେ ରହିବାକୁ ଜିଲାପାଳ...
୨ କିମି ଚାଲିଚାଲି ଲୋକଙ୍କୁ ବୁଝାଇଲେ ଖୋର୍ଦ୍ଧା ଜିଲାପାଳ, କହିଲେ ବାହାରୁ ଆସିଲେ ଆରଟିପିସିଆର ଜରୁରୀ
ଖୋର୍ଦ୍ଧା ଅଫିସ,୨୪।୩: ରାଜ୍ୟରେ କରୋନା ଦ୍ବିତୀୟ ଲହର ଆରମ୍ଭ ହୋଇଯାଇଛି। ଏ ନେଇ ରାଜ୍ୟ ସରକାର କୋଭିଡ କଟକଣାକୁ କଡାକଡି କରୁଛନ୍ତି। ବୁଧବାର ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ ନିୟନ୍ତ୍ରଣ ଲାଗି ଜନ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଜିଲାପାଳ...
ଜୀବନ ବଞ୍ଚାଇବା ପାଇଁ ଗାଁ ଭିତରକୁ ପଶି ଆସିଥିଲା ହରିଣ: ମିଳିଲା ମୃତଦେହ
ଠାକୁରମୁଣ୍ଡା,୨୪।୩(ଡି.ଏନ୍.ଏ.): ଜଙ୍ଗଲରେ ନିଆଁ ଲାଗିବାରୁ ଜୀବଜନ୍ତୁ ଗାଁ ମୁହାଁ ହେଉଛନ୍ତି। କେନ୍ଦୁଝର ଜିଲା ଅନନ୍ଦପୁର ବ୍ଲକ ପଣସଡ଼ିହା ପଞ୍ଚାୟତର ଜଞ୍ଜାଳି ଗ୍ରାମକୁ ଏକ ହରିଣ ପଶି ଆସିଥିଲା। ହରିଣଟିର ପାଦରେ କ୍ଷତ ଲାଗିଥିଲା। ତେବେ ତାହାର ମୃତ୍ୟୁ ଘଟିଛି। ଖବରପାଇ...
ଶିକ୍ଷା ସହାୟକଙ୍କୁ ନିୟମିତ ଦାବିରେ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବଲାଙ୍ଗୀର ଅଫିସ, ୨୪।୩: ରାଜ୍ୟର ସମସ୍ତ ଯୋଗ୍ୟ ଶିକ୍ଷା ସହାୟକଙ୍କୁ ନିୟମିତ କରିବା ପାଇଁ ଜିଲା ଶିକ୍ଷାଧିକାରୀ, ପ୍ରକଳ୍ପ ସଂଯୋଜକ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶକ ପ୍ରାଥମିକ ଶିକ୍ଷା ପ୍ରାଧିକରଣଙ୍କ ତରଫରୁ ନିର୍ଦ୍ଦେଶନାମାବଳୀ ଆସିଛି । ଏ ନେଇ ଜିଲା ଅଧିକାରୀ...
ପ୍ରାତଃ ଭ୍ରମଣ ପାଇଁ ଯାଇଥିଲେ: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜୀବନ
ପାରଳାଖେମୁଣ୍ଡି:୨୪।୩(ଡି.ଏନ୍.ଏ.): ଗଜପତି ଜିଲା ଗୋସାଣି ବ୍ଲକ ଅନ୍ତର୍ଗତ ଗାରବନ୍ଧ ଗ୍ରାମରେ ଏକ ଅଜଣା ଗାଡ଼ି ଧକ୍କାରେ ବୁଧବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗରବନ୍ଧା ଥାନା ଅନ୍ତର୍ଗତ ଶାସନପୁରୁ ଗ୍ରାମର ନାରାୟଣ ରାଓ। ପ୍ରକାଶ ଯେ,...
ବେଆଇନ ଗୋଚାଲାଣକୁ କେନ୍ଦ୍ରକରି ୨ ଗୋଷ୍ଠୀ ମୁହାଁମୁହିଁ, ୨ କଣ୍ଟେନର ଜବତ
ଭଦ୍ରକ ଅଫିସ, ୨୪।୩: ଭଦ୍ରକ ଜିଲା ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ-ରାଣୀତାଲ ନିକଟରେ ବୁଧବାର ବେଆଇନ ଗୋଚାଳଣକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଛି। ଏସ୍କାର୍ଟ ପାର୍ଟିଙ୍କ ଆକ୍ରମଣରେ ୩ ଜଣ ଗୋରକ୍ଷକ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ,...
ପ୍ରଶାସନର ନୀରବତାକୁ ନେଇ ପ୍ରଶ୍ନବାଚୀ
ଖୋର୍ଦ୍ଧା ଅଫିସ,୨୪ା୩: ଖୋର୍ଦ୍ଧା ଜିଲାରେ ଚଳିତ ଖରିଫ ଧାନକିଣାରେ ବ୍ୟାପକ ଅନିୟମିତତା ହୋଇଛି। ଶତାଧିକ ପଞ୍ଜୀକୃତ ଚାଷୀ ଧାନ ବିକ୍ରି କରି ନ ପାରି ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି। ନକଲିି ଚାଷୀଙ୍କଠାରୁ ଶତାଧିକ କୁଇଣ୍ଟାଲ ଧାନ କିଣାଯାଇଛି। ଧାନକିଣା...
Archives


