ଆମ ଜିଲା ଖବର

ଆଖି ବୁଜିଲେ ଗଞ୍ଜାମ ଏସ୍‌ପି ଅଫିସ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ଯୁବକ

ଛତ୍ରପୁର,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ଶନିବାର ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ମୃତ୍ୟୁ ଘଟିଥିବା ପରିବାରଲୋକେ ସୂଚନା ଦେଇଛନ୍ତି। ମୃତକ…

ରଥଖଳା : ଆଜି ସିଙ୍ଗଡ଼ା ବାଡ଼ିଆ

ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁଜ ଅନୁକୂଳ ବିଧି ସମ୍ପନ୍ନ ହୋଇ ଥିବାବେଳେ ଚକ ପ୍ରସ୍ତୁତି ପାଇଁ ଯନ୍ତାଗାଡ଼…

କଳମ୍ବ ଗାଁ ଅଶାନ୍ତ: ନାମଯଜ୍ଞ ସରିଲା, ମୁଣ୍ଡ ଗଡ଼ିଲା

ପୋଲସରା,୧୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧିନ କଳମ୍ବ ଗ୍ରାମରେ ଶନିବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ବିକାଶ ସାହୁ ଓରଫ କାଉ(୨୮)। ସୂଚନାନୁଯାୟୀ, କଳମ୍ବ ଗ୍ରାମରେ ଚଳିତ…

ବରଗଡ଼ ଗସ୍ତରେ ମୁଖ୍ୟ ଶାସନ ସଚିବ, ଉଠାଜଳସେଚନ ପ୍ରକଳ୍ପ କଲେ ତଦାରଖ

ବରଗଡ଼ ଅଫିସ,୧୫।୫: ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରବିବାର ବରଗଡ଼ ଗସ୍ତରେ ଆସିଛନ୍ତି । ସେ ଏଠାକୁ ଆସିବା ବାଟରେ ହୀରକୁଦ ଜଳଭଣ୍ଡାର ଜିରୋ ପଏଣ୍ଟକୁ ଯାଇ ଗଙ୍ଗାଧର ମେହେର ମେଗା ଉଠା ଜଳସେଚନ ପ୍ରକଳ୍ପର…

ବ୍ରଜରାଜନଗର ଉପନିର୍ବାଚନ: ନାରୀଶକ୍ତି ହେବ ବିଜେଡିର ଭୋଟ ପୁଞ୍ଜି

ଝାରସୁଗୁଡା ଅଫିସ,୧୫।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନକୁ ନେଇ ପ୍ରମୁଖ ରାଜନୈତିକ ଦଳମାନେ ନିଜ ନିଜର ରଣକୌଶଳ ପ୍ରସ୍ତୁତରେ ଲାଗିଛନ୍ତି। ଏଥିମଧ୍ୟରେ ବିଜେଡି ଦଳ ନାରୀଶକ୍ତିକୁ ଭୋଟ ପୁଞ୍ଜିଭାବେ ଗ୍ରହଣକରି ନିର୍ବାଚନରେ ବିଜୟୀ ହେବା…

ଘାତକ ସାଜିଛି କିଡ୍‌ନୀ ରୋଗ: ୫ ବର୍ଷରେ ୧୦ ମୃତ

ନୟାଗଡ଼ ଅଫିସ,୧୫।୫: ନୟାଗଡ଼ ଜିଲା ଦଶପଲ୍ଲା ବ୍ଳକ ଚଢ଼େୟାପଲ୍ଲୀ ପଞ୍ଚାୟତର ଚଢ଼େୟାପଲ୍ଲୀ ଏବଂ ଓଷାମସ୍କା ଗାଁ ଦଳିତସାହିରେ କିଡ୍‌ନୀ ଜନିତ ରୋଗ ଘାତକ ସାଜିଛି। ୫ ବର୍ଷରେ ୧୦ଜଣଙ୍କ ମୃତ୍ୟୁ ଘଟିଛି । ଏବେ ବି ୪ରୋଗୀ ମୃତ୍ୟୁ ସହ ସଂଗ୍ରାମ…

ବନ ବିଭାଗ ଖାତାରେ ୨୬ ମୃତ, ମିସିଂ ଅଧିକ

କେନ୍ଦ୍ରାପଡ଼ା ଅଫିସ, ୧୫ା୫: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ନଳପାହି ଗାଁର ଶିବପ୍ରସାଦ ବେହେରାଙ୍କ ସ୍ତ୍ରୀ ସରସ୍ବତୀଙ୍କ ୩ଟି ଝିଅ ଥିଲେ। ୪ର୍ଥ ଗର୍ଭରେ ପୁଅଟିଏ ହୋଇଛି। ଡାକ୍ତରଖାନାରେ ପୁଅ ଜନ୍ମର ଦୁଇଦିନ ପୂର୍ବରୁ ଶିବପ୍ରସାଦଙ୍କୁ କୁମ୍ଭୀର ନଦୀକୁ ଟାଣିନେଇ ମାରି…

ଅଧଫୁଟ୍‌ ତଳେ ବିଛା ଯାଉଛି ପାଣି ପାଇପ୍‌

ଡେରାବିଶ, ୧୫ା୫(ସ୍ବ.ପ୍ର.): ଗ୍ରାମାଞ୍ଚଳ ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ସରକାର ଯୋଜନା ପରେ ଯୋଜନା କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ୩ ଫୁଟ ତଳେ ପାଣି ପାଇପ୍‌ ବିଛାଯିବାକୁ ନିୟମ ଥିବାବେଳେ ଅଧଫୁଟ ମାଟି ଖୋଳି…

ସମୁଦ୍ରକୁ ଗଲେ ୨ କୋଟି କଇଁଛ ଶାବକ

ରାଜନଗର, ୧୫ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥାରେ ୫ ଦିନ ହେଲା ବିରଳ ଦୃଶ୍ୟ ଦେଖିବାକୁ ମିଳୁଛି। ଗାତରୁ ବାହାରି ବିରଳ ଅଲିଭ୍‌ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଯାଇ ବିଚରଣ କରୁଛନ୍ତି। ୫ ଦିନ ମଧ୍ୟରେ ୨ କୋଟି ୨ ଲକ୍ଷ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ରହୁ

ପୁରୀ ଅଫିସ,୧୫।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ଏହି ପ୍ରକଳ୍ପ କାର୍ଯ୍ୟକୁ ସ୍ଥଗିତ ରଖିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇଣ୍ଡିଆନ୍‌ ନ୍ୟାଶନାଲ୍‌ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚର୍‌ (ଇନ୍‌ଟାକ୍‌)ହେରିଟେଜ୍‌…

ଖାଲଖମାରେ ପୂରିଛି ରାସ୍ତା, ଯାତାୟାତରେ ସମସ୍ୟା

ସିଂହପୁର,୧୪ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଜଳସମ୍ପଦ ବିଭାଗ ଅନ୍ତର୍ଗତ ସିଂହପୁର ସେକ୍ସନର ନୂଆମାହାରା ଦକ୍ଷିଣ ପାର୍ଶ୍ୱର ଜରିଠାରୁ ଛୋଟାଗଡ଼ି ପର୍ଯ୍ୟନ୍ତ ୭ କିମି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଦିନିଆ ବର୍ଷା ହେଲେ ମଧ୍ୟ ଯାତାୟାତ କରିବା କଷ୍ଟକର। ଏହି ରାସ୍ତାରେ ଚାରିବର୍ଷ…

ଡେପୁଟେଶନରେ ଗଲେ ମାଡ଼ ଖାଇଥିବା ଶିକ୍ଷୟିତ୍ରୀ-ଶିକ୍ଷକ

କେନ୍ଦୁଝର,୧୪ା୫(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ବିଲା ରାମଚନ୍ଦ୍ରପୁର ସରକାରୀ ହାଇସ୍କୁଲର ମାଟ୍ରିକ ପରୀକ୍ଷା ଦାୟିତ୍ୱରେ ଥିବା କେନ୍ଦ୍ର ଅଧୀକ୍ଷକ ଏବଂ ଡେପୁଟି କେନ୍ଦ୍ର ଅଧୀକ୍ଷକଙ୍କୁ ଜଣେ ଅଭିଭାବକଙ୍କ ସମେତ ଅନ୍ୟମାନେ ୭ ତାରିଖରେ ପରୀକ୍ଷା ସରିବା ପରେ କେନ୍ଦ୍ର ବାହାରେ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?