ଆମ ଜିଲା ଖବର

ଗଞ୍ଜାମ ପାଇଁ ଗୌରବ ଆଣିଲେ ରାଜେନ୍ଦ୍ର

ଗଞ୍ଜାମ,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୭ ନଂ ଓ୍ବାର୍ଡ କୈବର୍ତ୍ତ ସାହିର ରାଜେନ୍ଦ୍ର କୁମାର ସାହୁ ୨୦୨୨ ଆଇଆଇଟି ପରୀକ୍ଷାରେ ସର୍ବ ଭାରତୀୟସ୍ତରରେ ୬୨୦ ନମ୍ବର ରଖି ଗଞ୍ଜାମ ପାଇଁ ଗୌରବ ଆଣିଛନ୍ତି। ରାଜେନ୍ଦ୍ର ଗଞ୍ଜାମ ଏନ୍‌ଏସି ନବନିର୍ବାଚିତ କାଉନସିଲର ପୁରୁଷୋତ୍ତମ…

କ୍ଷୀରମଣି ସେଠ୍‌ ହତ୍ୟା ମାମଲା: ୩ ଗିରଫ

କର୍ଲାମୁଣ୍ଡା,୧୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅଧିନସ୍ଥ ଗଜବାହାଲ ଗ୍ରାମର ଜଣେ ବିବାହିତ ଯୁବକ କ୍ଷୀରମଣି ସେଠ୍‌ (୩୮)ଙ୍କ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଏ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ଶ୍ରୀମେଟାଲିକ୍ସ ପ୍ଲାଣ୍ଟରେ ଦୁର୍ଘଟଣା: ଶ୍ରମିକଙ୍କ ଜୀବନ ଗଲା

ବଡ଼ବିଲ,୧୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅନ୍ତର୍ଗତ ଶ୍ରୀମେଟାଲିକ୍ସ ପ୍ଲାଣ୍ଟରେ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ଜୀବନ ଯାଇଛି। ମୃତକ ଜଣକ ହେଲେ କାର୍ଯ୍ୟରତ ପ୍ରୋସେସିଂ ଅପରେଟର ବାଙ୍କା ଆପଟ। ମୃତକଙ୍କ ଘର ରୁଗୁଡି ବସ୍ତିରେ ବୋଲି ଜଣାପଡ଼ିଛି। ଶନିବାର ଅପରାହ୍ନରେ…

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ପରଲୋକ

କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ତେବେ ବୟସାଧିକ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୯୮୩ ମସିହାରୁ ୧୯୯୪…

ଏସ୍‌ପି ଅଫିସ ଆଗରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଛତ୍ରପୁର,୧୪ା୫(ଡି.ଏନ୍‌.ଏ.): ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ଅଫିସ ଆଗରେ ଶନିବାର ସନ୍ଧ୍ୟାରେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେ ହେଲେ ରମ୍ଭା ଥାନା ଅଧୀନ ବୋରିଗାଁର ବାଦଲ ସାହୁ। ମିଳିଥିବା ସୂଚନାନୁସାରେ ବାଦଲ ଏସ୍‌ପିଙ୍କୁ ଭେଟିବା ପାଇଁ ଯାଇଥିଲେ। ଏସ୍‌ପିଙ୍କ ଅନୁପସ୍ଥିତିରେ…

ବାଙ୍ଗାଲୁରୁରେ ଟ୍ରେନ୍‌ ଧକ୍କାରେ ଚାଲିଗଲା ଦାଦନ ଶ୍ରମିକଙ୍କ ଜୀବନ: ଗାଁକୁ ଫେରିଲା ମୃତଦେହ

କୋକସରା,୧୪।୫(ଡି.ଏନ.ଏ.): ପରିବାରର ଆର୍ଥିକ ସ୍ଥିତି ସ୍ବଚ୍ଛଳ ନ ଥିବାରୁ ବାଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ଯୁବକ। ହେଲେ ଟ୍ରେନ୍‌ ଦୁର୍ଘଟଣାରେ ଆଖି ବୁଜିବା ଯୋଗୁ ଘରକୁ ଫେରିଲା ମୃତଦେହ। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ…

ଲ୍ୟାଣ୍ଡମାଇନ ବିସ୍ଫୋରଣ: ୨ ଯବାନ ଗୁରୁତର

ମାଲକାନଗିରି,୧୪ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ଶନିବାର ତାଣ୍ଡବ ରଚିଛନ୍ତି ମାଓବାଦୀ। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ଯବାନ ଦ୍ୱୟଙ୍କୁ ଉଦ୍ଧାର କରାଯାଇ ବିଜାପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ମାଓବାଦୀଙ୍କ ଆକ୍ରମଣ ପରେ କମ୍ବିଂ ଅପରେଶନକୁ…

ବିଫଳ ପ୍ରେମିକଙ୍କ ଚରମ ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୧୪।୫: ବଡ଼ବଜାର ଥାନା ଅଧୀନ ଲକ୍ଷ୍ମୀନୃସିଂହ ସାହିରେ ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶରତ ଜେନାଙ୍କ ପୁଅ ପ୍ରମୁଖ ଜେନା(୨୧)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ଏକ…

ଦଉଡ଼ି ଦେଇ କଲେଜ ଛାତ୍ରଙ୍କ ଆତ୍ମହତ୍ୟା

ପାରଳାଖେମୁଣ୍ଡି :୧୪।୫: ପାରଳାଖେମୁଣ୍ଡି କାଚରା ସାହିରେ ଶନିବାର ଜଣେ କଲେଜ ଛାତ୍ର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ରାୟଗଡ଼ା ଜିଲା ଗୁଣୁପୁର ନିକଟ ହୁକୁମ୍ବା ଗ୍ରାମର ଶ୍ରୀନିବାସ ନିମାଲାଙ୍କ ପୁତ୍ର ଶିବା ନିମାଲା। ଶିବା ରହୁଥିବା ଭଡ଼ା ଘରେ ବେକରେ ରସି…

ଗଛରେ ପିଟିହେଲା କାର୍‌

ଜମନକିରା,୧୪ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଭୋଜପୁର କୁଚିଣ୍ଡା ରାସ୍ତା ଫୁଲକୁସମ ବୁଲାଣିରେ ନିୟନ୍ତ୍ରଣ ହରାଇ ଏକ କାର୍‌ ରାସ୍ତାକଡ଼ରେ ଥିବା ଗଛରେ ପିଟି ହେବା ଫଳରେ ସମ୍ମୁଖ ଭାଗ ଚୁର୍‌ମାର ହୋଇଯାଇଛି। ସୌଭାଗ୍ୟବଶତଃ ଚାଳକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାଯୋଗ୍ୟ,…

ପଦବୀ ଖାଲି, ହୋଇପାରୁନି ଶୁଣାଣି

ବାଲେଶ୍ୱର ଅଫିସ, ୧୪।୫ ବାଲେଶ୍ୱର ସହର ଏଡିଏମ୍‌ ଛକ ନିକଟରେ ରହିଛି ଅତିରିକ୍ତ/ଯୁଗ୍ମ କମିଶନରଙ୍କ ଚକବନ୍ଦୀ ଓ ବନ୍ଦୋବସ୍ତ ଅଦାଲତ। ଏହି ଅଦାଲତରେ ଭଦ୍ରକ ଓ ବାଲେଶ୍ୱର ଜିଲାର ସମସ୍ତ ଜମିବାଡ଼ି ଓ ସମ୍ପତ୍ତିଗତ ମକଦ୍ଦମାର ଶୁଣାଣି ହୋଇଥାଏ। ଚାନ୍ଦବାଲିଠାରୁ ଆରମ୍ଭ…

ଖୋଜା ଚାଲିଛି କାରଣ

ବାଙ୍ଗିରିପୋଷି,୧୪।୫(ଡି.ଏନ.ଏ.) ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅଧୀନ ୮ଟି ପରୀକ୍ଷା କେନ୍ଦ୍ରରେ ମୋଟ ୨୬୩ ଛାତ୍ରୀଛାତ୍ର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ନ ଦେବା ଚର୍ଚ୍ଚାର ବିଷୟ ହୋଇଛି। ୧୮୦୭ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ କେଉଁ କାରଣରୁ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?