ଆମ ଜିଲା ଖବର

ଅଣନିଃଶ୍ୱାସୀ କରୁଛି ଅଳିଆ ନିଆଁ

ଅନୁଗୋଳ ଅଫିସ,୧୪।୫ ଦୀର୍ଘବର୍ଷ ପରେ ହେଲା ପୌର ନିର୍ବାଚନ। ନୂଆ ପରିଷଦ ଗଠନ ସହ ଅନୁଗୋଳ ପୌରାଞ୍ଚଳର ପରିମଳ ଦିଗରେ ବିଭିନ୍ନ ଖସଡ଼ା ପ୍ରସ୍ତୁତ କରାଗଲା। ଏପରି କି ଆବର୍ଜନା ପରିଚାଳନାର ସୁଫଳ ଯେପରି ତତ୍‌କ୍ଷଣାତ ମିଳିବ ସେ ନେଇ ବ୍ୟବସ୍ଥା…

ଘୋଷଣାରେ ସୀମିତ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୪।୫ ଢେଙ୍କାନାଳ ଜିଲାବାସୀଙ୍କ ପାଇଁ ପ୍ରସ୍ତାବିତ ଜନହିତକର ପ୍ରକଳ୍ପ କେବଳ ଘୋଷଣାରେ ସୀମିତ ରହିଯାଉଛି। ଏହାକୁ ନେଇ ଉଦ୍‌ବେଗ ବ୍ୟକ୍ତ କରିଛି ସଚେତନ ନାଗରିକ ଫୋରମ୍‌। ଏହାର ପ୍ରତିବାଦରେ ଶୁକ୍ରବାର ଜିଲାପାଳଙ୍କୁ ୫ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି।…

ମଷ୍ଟର ରୋଲ୍‌ରେ ଦାଦନଙ୍କ ନାଁ

କାମାକ୍ଷାନଗର, ୧୪।୫ (ଡି.ଏନ୍‌.ଏ.) ତେଲଙ୍ଗାନାରେ ଖଟୁଛନ୍ତି ଦାଦନ। ଦୀର୍ଘଦିନ ହେଲା ଗଁାରେ ନାହାନ୍ତି। ଅଥଚ ଗ୍ରାମରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ମଷ୍ଟର ରୋଲ୍‌ରେ ତାଲିକାଭୁକ୍ତ ହୋଇଛି ନଁା। କେବଳ ଏତିକି ନୁହେଁ, ଏହି…

ପୁଇଁତୋଳା ନୃସିଂହ ମନ୍ଦିର ପରିଦର୍ଶନ କଲେ ବିଧାୟକ

ଗଞ୍ଜାମ,୧୪।୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ନୃସିଂହ ମନ୍ଦିରରେ ନୃସିଂହ ଚତୁର୍ଦ୍ଦଶୀ ଶନିବାର ପାଳିତ ହେଉଛି। ଏହି ଅବସରରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ନୃସିଂହ ମନ୍ଦିରରେ ପହଞ୍ଚତ୍ ଆଶୀର୍ବାଦ ଭିକ୍ଷା କରିବା…

ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ: ୧୮ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧୪।୫(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ତାରିଖରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଭବ୍ୟ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ଏହି ପ୍ରତିଷ୍ଠା ଉତ୍ସବ ୧୫ରୁ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।

ଟ୍ରକ୍‌ ଧକ୍କାରେ ଯୁବକ ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

କାମାକ୍ଷାନଗର,୧୪।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଆଳତୁମା ଛକ ନିକଟରେ ଶୁକ୍ରବାର ରାତିରେ ଟ୍ରକ୍‌-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀ ଆଳତୁମା ଗ୍ରାମର ପ୍ରିୟବ୍ରତ ପ୍ରଧାନ(୨୧)ଗୁରୁତର ଆହତ ହୋଇଛନ୍ତି। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର…

ବ୍ରଜରାଜନଗରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଝାରସୁଗଡ଼ା ଅଫିସ,୧୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ। ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ନିର୍ବାଚନକୁ ନିରପେକ୍ଷ ଏବଂ ଶାନ୍ତିପୂର୍ଣ୍ଣ କରିବା ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ରଜରାଜନଗର ଥାନା ଅଧୀନ…

୮୩୦ ଲିଟର ଦେଶୀ ରନ୍ଧାମଦ ଜବତ, ୬ ଗିରଫ

ଭଦ୍ରକ ଅଫିସ,୧୪।୫- ଭଦ୍ରକ ଗ୍ରାମାଞ୍ଚଳ ଥାନI ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନଳାଙ୍ଗଛକ ନିକଟରେ ପୋଲିସ ଟିମ୍‌ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ଦେଶୀ ମଦ ଜବତ କରିଛନ୍ତି। ମିଳିଥିବା ସୂଚନା ମୁତାବକ, ସମ୍ପୃକ୍ତ ଅଞ୍ଚଳରେ ମଦ ଚୋରା…

ପୁରୀରୁ ୩ କେଜି ବ୍ରାଉନ୍‌ସୁଗାର ଜବତ

ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍‌ସୁଗାର। ବାସେଲି ସାହି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍‌ଟିଏସିଏଚ୍‌। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ରହିଛି…

ସେବାଶ୍ରମ ସ୍କୁଲରେ ପଶିଲା କରୋନା: ୧୪ ପଜିଟିଭ୍‌ ଚିହ୍ନଟ

ନୂଆପଡ଼ା ଅଫିସ, ୧୪।୫: ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ବିରିଘାଟ ସେବାଶ୍ରମ ସ୍କୁଲରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସ୍କୁଲରେ ଜଣେ ହାଇସ୍କୁଲ ଛାତ୍ରଙ୍କୁ ଜ୍ବର ହୋଇଥିବା ବେଳେ ସେ ଗୁରୁବାର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଖଡିଆଳ ଉପଖଣ୍ଡସ୍ତରୀୟ…

ଘରୁ ଯାଇ ଫେରିଲେନି ବ୍ୟକ୍ତି, ପୋଖରୀରୁ ମିଳିଲା ମୃତଦେହ

ପାଟଣା ୧୪।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ପଞ୍ଚାୟତ ମହିଷା ମୁଣ୍ଡି ଗ୍ରାମର ପୋଖରୀରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଶୁକ୍ରବାର ବିଳମ୍ବିତ ରାତିରେ ଉଦ୍ଧାର ହୋଇଛି। ମୃତକ ଜଣକ ହେଲେ ଲୋମ୍ବଦର ନାଏକ। ଏ ନେଇ ତୁରୁମୁଙ୍ଗା ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?