ଆଧାର କାର୍ଡରେ ଭୁଲ୍ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ
ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ...
ଓଡ଼ିଆରେ ଲେଖାଯିବ ନାମଫଳକ
ଖୋର୍ଦ୍ଧା ଅଫିସ,୧୮ା୩:ଏପ୍ରିଲ ୧ରେ ଖୋର୍ଦ୍ଧା ସଦର ମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ କରାଯିବ। ଏ ନେଇ ବୁଧବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସନତ କୁମାର ମହାନ୍ତି ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ...
ଶ୍ରୀମନ୍ଦିର ସୁରକ୍ଷା ପରଖିଲା ଏନ୍ଏସ୍ଜି ଟିମ୍
ପୁରୀ ଅଫିସ,୧୮।୩:ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍ଏସ୍ଜି)ର ୩ ଜଣିଆ ଟିମ୍ ବୁଧବାର ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛି। ଏହି ଟିମ୍ର ସଦସ୍ୟମାନେ ପ୍ରଥମେ ଉତ୍ତର ଦ୍ୱାର ଓ ପରେ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ସମୀକ୍ଷା...
ରାଜ୍ୟର ୨୪୬୭ ଗାଁ ଅପହଞ୍ଚ
ଯାଜପୁର ଅଫିସ,୧୮ା୩:ରାଜ୍ୟର ୨୪୬୭ ଗାଁ ଏବେ ବି ଅପହଞ୍ଚ ଅବସ୍ଥାରେ ରହିଛି। ଏହି ଗାଁଗୁଡିକୁ ଆଜି ପର୍ଯ୍ୟନ୍ତ ରାସ୍ତା ସଂଯୋଗ ହୋଇନାହିଁ ା ସେଥିମଧ୍ୟରୁ ରାୟଗଡ଼ା ଜିଲାରେ ସର୍ବାଧିକ ୩୦୫ ଗ୍ରାମ ରହିଥିବା ବେଳେ ଦ୍ୱିତୀୟରେ କଳାହାଣ୍ଡି ଜିଲାର ୨୭୦...
କିଣିଲେନି କେହି, ମାଗଣାରେ ବାଣ୍ଟିଲେ ଟମାଟୋ
କୁଆଁରମୁଣ୍ଡା,୧୭।୩: ସୁନ୍ଦରଗଡ଼ ଜିଲାର ବୀରମିତ୍ରପୁର ପୌରାଞ୍ଚଳର ବୁଧବାର ସାପ୍ତାହିକ ବଜାରରେ ଟମାଟୋ କେହି ନ କିଣିବାରୁ ଚାଷୀମାନେ ଶେଷରେ ମାଗଣା ବାଣ୍ଟିଥିବା ଦେଖିବାକୁ ମିଳିଛି। ଚାଷୀମାନେ ବଜାରକୁ ପୂର୍ବାହ୍ନ ୧୦ଟାରେ ଆସିଥିଲେ। ଦୀର୍ଘ ସମୟ ବିକ୍ରି ପାଇଁ ଅପେକ୍ଷା କରିଥିଲେ।...
ପ୍ରବାସୀଙ୍କୁ ଯାତ୍ରା ମନା
ଛତ୍ରପୁର,୧୭ା୩: ଗଞ୍ଜାମ ଜିଲାରେ ପୁଣି କରୋନା ସଂକ୍ରମଣ ବଢିବା ସମ୍ଭାବନା ରହିଥିବାରୁ ଜିଲାବାସୀଙ୍କୁ ସତର୍କ ରହିବାକୁ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର ଭର୍ଚୁଆଲ ବୈଠକରେ ଅବଗତ କରାଇଛନ୍ତି। ଜିଲାରେ ଆଗକୁ ଦୋଳଯାତ୍ରା, ତାରାତାରିଣୀଙ୍କ ଯାତ୍ରା ଓ...
ଜମିବାଡ଼ି ପାଇଁ ହତ୍ୟା, ମା’-ଭାଉଜ ଗୁରୁତର
ଭଦ୍ରକ ଅଫିସ, ୧୭।୩: ପୂର୍ବଶତ୍ରୁତା ଓ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ଅର୍ଣ୍ଣପାଳ ପଞ୍ଚାୟତ ରାଜମୁକୁନ୍ଦପୁର ଗାଁ ରାଜୁଆଳିବିନ୍ଧା ବେହେରାସାହିରେ ବୁଧବାର...
ଶ୍ରମିକଙ୍କୁ ହତ୍ୟା; ମିଳୁନି ସ୍ତ୍ରୀ ପିଲାଛୁଆଙ୍କ ପତ୍ତା
ଅତାବିରା,୧୭।୩: ବରଗଡ଼ ଜିଲା ଅତାବିରା ଥନା ସିଂହପାଲି ଗ୍ରାମର ଏକ ବନ୍ଦ କୋଠରୀରେ ଜଣେ ଶ୍ରମିକଙ୍କ ମୃତଦେହ ପଡ଼ିଛି। ମୃତକଙ୍କ ସମ୍ପୂର୍ଣ୍ଣ ପରିଚୟ ଜଣାପଡ଼ି ନାହିଁ। ସେ ଛତିଶଗଡ଼ର ମୂଳ ବାସିନ୍ଦା ଏବଂ ତାଙ୍କ ଡାକନାମ ମୁନିରାମ ବୋଲି ସ୍ଥାନୀୟ...
ଭୋଜି ଲୋଭ ଦେଖାଇ ବ୍ୟବସାୟୀଙ୍କୁ ହତ୍ୟା
ମଦନପୁର/ରିଷିଡ଼ା, ୧୭।୩: କଳାହାଣ୍ଡି ଜିଲା ମ.ରାମପୁର ଥାନା ଅଧୀନ ମଦନପୁର ଆଶ୍ରମ ସ୍କୁଲ ଛକ ନିକଟରେ ବୁଧବାର ଯୁବକଙ୍କ ରକ୍ତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ହେଲେ ରିଷିଡା ଗ୍ରାମର ଯୁବ ବ୍ୟବସାୟୀ ରୁପେଶ ଅଗ୍ରଓ୍ବାଲ(୩୬)। ମୃତକଙ୍କ ବଡଭାଇ...
ଚାଷୀ ଜୀବିତ ଥିଲାବେଳେ ପଚାରିଲେନି କେହି, ମଲାପରେ ଦରଦ ଦେଖାଉଛି ପ୍ରଶାସନ
ସମ୍ବଲପୁର,୧୭ା୩(ବ୍ୟୁରୋ): ରାଜ୍ୟରେ ଧାନର ଅଭାବୀ ବିକ୍ରି ଓ ଚାଷୀ ସମସ୍ୟା ନେଇ ବିଧାନସଭାଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଆନ୍ଦୋଳନ କରାଯାଉଛି। ଏପରି ସମୟରେ ସମ୍ବଲପୁର ଜିଲା କତରବଗା ଥାନା କୁସୁମଡିହି ଗ୍ରାମର ଚାଷୀ ଦାମୋଦର ବଗର୍ତ୍ତିଙ୍କ ଆତ୍ମହତ୍ୟା ଘଟଣା...
ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କଠାରୁ ୭ ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ
ଜେନାପୁର,୧୭।୩(ଡି.ଏନ୍.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ କାନ୍ତପଡ଼ା ଛକ ନିକଟସ୍ଥ ନୀଳାଞ୍ଚଳ ପେଟ୍ରୋଲ ପମ୍ପ କର୍ମଚାରୀଠାରୁ ୭ ଲକ୍ଷ ୫୫ ହଜାର ଟଙ୍କା ଓ ୧ଲକ୍ଷ ୬୪ ହଜାର ଚେକ୍ ଦୁର୍ବୃତ୍ତ ମାରଣାସ୍ତ୍ର...
ବିଭିନ୍ନ ଦାବି ନେଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ କଂଗ୍ରେସର ବିକ୍ଷୋଭ
ଆନନ୍ଦପୁର,୧୭।୩(ସ୍ବ.ପ୍ର.): ଘସିପୁରା ବ୍ଲକ କଂଗ୍ରେସ ପକ୍ଷରୁ ବୁଧବାର ଘସିପୁରା ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆନନ୍ଦପୁର ପୌରପରିଷଦ ଶୈଲଙ୍ଗସ୍ଥିତ କଂଗ୍ରେସ କାର୍ଯ୍ୟାଳୟରୁ କଂଗ୍ରେସ କର୍ମୀମାନେ ଶୋଭାଯାତ୍ରାରେ ବାହାରି ଘସିପୁରା ବ୍ଲକ ସମ୍ମୁଖରେ ପହଞ୍ଚି ରାଜ୍ୟ ସରକାରଙ୍କ ବିରୋଧରେ ସ୍ବର...
Archives


