ମେ’ ୨୧ରୁ ମାଟ୍ରିକ ଖାତା ଦେଖା, ୫୮ କେନ୍ଦ୍ରରେ ଦେଖାଯିବ ଖାତା
କଟକ ଅଫିସ,୧୩।୫ : ସଂସ୍କୃତ ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ମାଟ୍ରିକ ପରୀକ୍ଷା ଖାତା ଦେଖା ମେ ୨୧ ତାରିଖରୁ ଆରମ୍ଭ ହେବ । ୧୦ରୁ ୧୨ ଦିନ ଭିତରେ ଅର୍ଥାତ ଚଳିତ ମାସ ଶେଷ ସୁଦ୍ଧା ଖାତା ଦେଖ…
ତିଆରି ଚାଲିଛି ପହଣ୍ଡି, ଅଣସର ଗାମୁଛା
ଖୋର୍ଦ୍ଧା ଅଫିସ,୧୩ା୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଚାଲିଛି। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ତିନି ରଥ ନିର୍ମାଣରେ ଲାଗିଛନ୍ତି ରଥ ମହାରଣା। ରଥଯାତ୍ରାରେ ମହାପ୍ରଭୁଙ୍କ ଲାଗି ପାଟବସ୍ତ୍ର ଏବଂ ସୂତାଲୁଗା ପ୍ରସ୍ତୁତିରେ ଖୋର୍ଦ୍ଧା ଜିଲା ବେଗୁନିଆ…
ଏଏସ୍ଆଇ କହିଥିଲା ଅନୁମୋଦନ ଜରୁରୀ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟର ଅନୁମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କୁ ଚିଠି କରାଯିବା ଦରକାର ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍ଆଇ ପୂର୍ବରୁ ଜଣାଇଥିଲା। ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମୀକ୍ଷା…
ଆବାସ ହଡ଼ପ: ମୁଣ୍ଡ ଗୁଞ୍ଜିବା ଲାଗି ଛାତ ନାହିଁ
ଆଳି,୧୩ା୫ (ଡି.ଏନ.ଏ.): ରାଜ୍ୟ ସରକାର ଆବାସ ଯୋଜନା ମାଧ୍ୟମରେ ଗରିବ ଅସହାୟ ପରିବାରକୁ ପକ୍କାଘର ଯୋଗାଇ ଦେଉଛନ୍ତି। ଚାଳ ଘର ରହିବ ନାହିଁ, ସମସ୍ତଙ୍କୁ ମିଳିବ ଆବାସ ଗୃହ। ଏହି ଯୋଜନାର ସଫଳ ରୂପାୟନ ଦେବା ନିମନ୍ତେ ସରକାର କୋଟି କୋଟି…
ମା’ ସହ ଦୁଇ ଶିଶୁ ଜୀବନ୍ତ ଦଗ୍ଧ
ବାରିପଦା ଅଫିସ,୧୩ା୫: ମା’ କୋଳରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ସେକଥା କାହାକୁ ବା ଜଣା ଥିଲା। ଗୁରୁବାର ରାତିରେ ହଠାତ୍ ଘରେ ନିଆଁ ଲାଗିଥିବା ବେଳେ ମା’ ସହ ଜୀବନ୍ତ…
ସ୍କ୍ବାଡ୍ ଗଠନ ହୋଇଛି, ଚଢ଼ାଉ ନାହିଁ
କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ର ସରକାରଙ୍କ ସଦ୍ୟତମ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍ବେଗ…
୫୦ବର୍ଷ ପାଇଁ ସହର ନବୀକରଣ ଯୋଜନା
ଜଗତ୍ସିଂହପୁର ଅଫିସ,୧୩ା୫: ଜଗତ୍ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା ଅବସ୍ଥାକୁ ଚାଲିଯାଇଛି। ଏଥିଯୋଗୁ ଟ୍ରାଫିକ ସମସ୍ୟାଠାରୁ ଆରମ୍ଭ କରି ବର୍ଜ୍ୟବସ୍ତୁ ପରିଚାଳନା, ବ୍ୟବସାୟ…
ପ୍ରାଚୀନ ବୌଦ୍ଧଯୁଗୀୟ ବୋଧିସତ୍ତ୍ୱ ମୂର୍ତ୍ତି ଉଦ୍ଧାର
ଚଣ୍ଡିଖୋଲ,୧୩ା୫(ଡି.ଏନ୍.ଏ.): ଏବେବି ମାଟିତଳେ ଅନେକ ପ୍ରାଚୀନ କୀର୍ତ୍ତିରାଜି ପୋତି ହୋଇ ରହିଛି। ବିଭିନ୍ନ ସମୟରେ ଖନନ କରାଯିବା ହେତୁ ଏହାର ସନ୍ଧାନ ମିଳୁଛି। ଗୁରୁବାର ଯାଜପୁର ଜିଲା ଧର୍ମଶାଳା ବ୍ଲକ କଣ୍ଟିଗଡ଼ିଆ ପଞ୍ଚାୟତ ଅଧୀନ ପାଇକରାପୁର ଗ୍ରାମରେ ଏକ ପୋଖରୀ ଖନନ…
ଅଧିକାରୀଙ୍କୁ ଫାଇଦା ଚାଷୀଙ୍କ ଅଭିଯୋଗ
ଯାଜପୁର ଅଫିସ,୧୩ା୫: ଯାଜପୁର ଜିଲାର କେତେକ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ରେ ଦୁର୍ନୀତି ଏବଂ ତାକୁ ଘଣ୍ଟ ଘୋଡାଇବାକୁ ଯାଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ ନ କରିବା ସାଧାରଣ କଥା ହୋଇଛି। ଚାଷୀଙ୍କ ପକ୍ଷରୁ କୌଣସି ଅଭିଯୋଗ ହେଲେ…
ଗଛ ଜଗୁଆଳି ବିଚିତ୍ରଙ୍କୁ ମିଳୁନି ମଜୁରି
ମହାକାଳପଡ଼ା,୧୩ା୫(ଡି.ଏନ.ଏ.): ପରିବେଶ ପ୍ରଦୂଷଣ ଓ ମୃତ୍ତିକା ଅବକ୍ଷୟକୁ ରୋକିବାକୁ ବୃକ୍ଷ ରୋପଣ ମୁଖ୍ୟ ଭୂମିକା ନିର୍ବାହ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ସ୍ଥାନୀୟ ମହାକାଳପଡ଼ା ବନ୍ୟ ଜୀବ ବନାଞ୍ଚଳ ୨୦୨୧/୨୨ ଆର୍ଥିକ…
କାଏମ ରହିଲା ୧୪ ନାମାଙ୍କନ
ଝାରସୁଗୁଡ଼ା ଅଫିସ,୧୩ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି ରିଟର୍ଣ୍ଣିଂ ଅଫିସର ଉପଜିଲାପାଳ ଦୟାମୟ ପାଢୀ କହିଛନ୍ତି। ଆସନ୍ତା ୧୭ତାରିଖରେ ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ…
କଂଗ୍ରେସ ପ୍ରାର୍ଥୀଙ୍କ ପ୍ରଚାର ଆରମ୍ଭ
ଝାରସୁଗୁଡ଼ା ଅଫିସ,୧୩ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। କଂଗ୍ରେସ ଦଳର ପ୍ରାର୍ଥୀ କିଶୋର ଚନ୍ଦ୍ର ପଟେଲ ତାଙ୍କ ସମର୍ଥକଙ୍କ ସହିତ ଗୁରୁବାର ବ୍ରଜରାଜନଗର ଗଣ୍ଡଘୋରା ଗ୍ରାମର ଗ୍ରାମଦେବୀ ମା’ ମୂଳଗୁଡି ମନ୍ଦିରରେ ପୂଜାର୍ଚ୍ଚନା କରି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି।…

