ଆମ ଜିଲା ଖବର

ଜଗନ୍ନାଥ ସାଗରର ବିକାଶ ନେଇ ସମୀକ୍ଷା କଲେ ଜିଲାପାଳ

ଜୟପୁର, ୧୨।୫(ନି.ପ୍ର.): ଜୟପୁରବାସୀଙ୍କ ବହୁ ବର୍ଷ ଦାବି ପୂରଣ ହେବାକୁ ଯାଉଛି ା ଐତିହାସିକ ଜଗନ୍ନାଥ ସାଗରର ବିକାଶ ହେବ ା ଏନେଇ ଏକ ଚୁକ୍ତିନାମା ପୂର୍ବରୁ ପୌର କାଯ୍ୟନିର୍ବାହୀ ଅଧିକାରି ସିଦ୍ଧାର୍ଥ ପଟ୍ଟନାୟକ ଏବଂ ହାଲର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ପ୍ରମୋଦ…

ଶିକ୍ଷାନୁଷ୍ଠାନକୁ ଗାଡି ଆଣିବା ଉପରେ ଲାଗିଲା କଟକଣା

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜ଼ିଲାରେ ଥିବା ଶିକ୍ଷାନୁଷ୍ଠାନକୁ ଦୁଇ ଚକିଆ ଯାନ ଆଣିବା ନେଇ ଗୁରୁବାର କେତେକ କଟକଣା ଲଗାଯାଇଛି। ଏଣିକି ସ୍କୁଲ ଓ କଲେଜକୁ ଦୁଇ ଚକିଆ ଯାନ ନେଇ ଆସିଲେ ସମସ୍ତ ଷ୍ଟାଫ ଓ ୧୮ ବର୍ଷରୁ ଊର୍ଦ୍ଧ୍ୱ ପିଲାମାନେ…

ସରିଲା ଗ୍ରାମଦେବୀ ଠାକୁରାଣୀଙ୍କ ଘଟଯାତ୍ରା

ପଟ୍ଟାଙ୍ଗୀ,୧୨।୫(ଡି.ଏନ.ଏ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ଦେବୀ ମାଁ ଗାଙ୍ଗମାଙ୍କ ନବରାତ୍ର ଘଟ ଯାତ୍ରା ଶେଷ ହୋଇଛି। ବୁଧବାର ମା’ ଅସ୍ଥାୟୀ ମଣ୍ଡପରୁ ମନ୍ଦିରକୁ ଫେରିଛନ୍ତି । ଏହି ନବରାତ୍ର ଘଟଯାତ୍ରା ୨ ତାରିଖରୁ ଆରମ୍ଭ ହୋଇ…

ବିଜେଡି ନେତା ଦ୍ୱୟଙ୍କୁ ହତ୍ୟା ଘଟଣା: ୩ ଦିନିଆ ପୋଲିସ ରିମାଣ୍ଡରେ ୩ ସୁପାରିକିଲର

ଦିଗପହଣ୍ଡି,୧୨।୫(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ପାଳଝାଡି ଗ୍ରାମର ଦୁଇ ବିଜେଡି ନେତା ସୁଦର୍ଶନ ସୁଆର ଏବଂ ସୁଧୀର ଚନ୍ଦ୍ର ପାତ୍ରଙ୍କ ହତ୍ୟା ଘଟଣାରେ ପୋଲିସ ଅଧିକ ତଥ୍ୟ ଆଦାୟ ପାଇଁ ଉଦ୍ୟମ ଆରମ୍ଭ କରିଛି। ଗତ ପଞ୍ଚାୟତ ନିର୍ବାଚନ…

ଜଙ୍ଗରଡ଼ା: ବର୍ଷ ସାରା ପାଣି ଅଭାବ

ସେମିଳିଗୁଡ଼ା/ସୁନାବେଡ଼ା, ୧୨।୫(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକ୍‌ ସାଡାମ ପଞ୍ଚାୟତ ଅନ୍ତର୍ଗତ ଜଙ୍ଗରଡ଼ା ଗ୍ରାମରେ ବିଭିନ୍ନ ସମସ୍ୟାରେ ଗ୍ରାମବାସୀ ଚଳୁଛନ୍ତି। ସ୍ବାଧୀନତାର ଦୀର୍ଘ ୭୫ ବର୍ଷ ପରେ ମଧ୍ୟ ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରିନାହିଁ। ସରକାରଙ୍କ ସବୁ ଯୋଜନା ଏଠାରେ…

ବର୍ଷେ ହେଲାଣି ଫଟା ପାଇପ୍‌ ମରାମତି ହେଉନି

ମାଲକାନଗିରି,୧୨।୫ (ଡି.ଏନ.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ପୋଡଘାଟ ପଞ୍ଚାୟତର ଅମଳାବଟା ଗ୍ରାମରେ ବଢିବାରେ ଲାଗିଛି ଜଳ କଷ୍ଟ । ଗ୍ରାମରେ ପାନୀୟ ଜଳ ଯୋଗାଣ ଲାଗି ପାଇପ ଲାଇନ ବ୍ୟବସ୍ଥା ରହିଛି। ତେବେ ଏକ ବର୍ଷ ହେଲାଣି ଏହି…

ଇସ୍ରୋ ଯୁବବିଜ୍ଞାନୀ କାର୍ଯ୍ୟକ୍ରମକୁ ଦାମନଯୋଡ଼ିର ଅଂଶୁମାନ ମନୋନୀତ

ଦାମନଯୋଡ଼ି,୧୨।୫(ଡି.ଏନ୍‌.ଏ.): ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ଯୁବବିଜ୍ଞାନୀ କାର୍ଯ୍ୟକ୍ରମ ୨୦୨୨ ପାଇଁ ଦାମନଯୋଡ଼ି ସ୍ଥିତ ଦିଲ୍ଲୀ ପବ୍ଲିକ ସ୍କୁଲର ଦଶମ ଶ୍ରେଣୀ ଛାତ୍ର ଅଂଶୁମାନ ସାହୁ ମନୋନୀତ ହୋଇଛନ୍ତି। ସର୍ବଭାରତୀୟ ସ୍ତରରେ ୧୫୦ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫ଜଣଙ୍କ ମଧ୍ୟରେ…

ଗାତ ଖୋଳାରେ ଅଟକିଛି ସ୍ମାର୍ଟ ସ୍କୁଲ କାର୍ଯ୍ୟ

ଆର.ଉଦୟଗିରି,୧୨।୫(ଡି.ଏନ.ଏ.)-ଉନ୍ନତମାନର ପାଠାଗାର ସ୍ଥାପନ କରି ଶିକ୍ଷାର୍ଥିଙ୍କୁ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ରାଜ୍ୟ ସରକାର ୫-ଟି ପଦ୍ଧତିରେ ଉଚ୍ଚ ବିଦ୍ୟାଳୟଗୁଡିକୁ ରୂପାନ୍ତରିତ କରୁଛନ୍ତି। ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ଗୋଟିଏ ଉଚ୍ଚ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟ ଶେଷ ହୋଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ…

ଅଶ୍ଳୀଳ ଭିଡିଓ ଭାଇରାଲ ଘଟଣା: ବଦଳିଲେ ପ୍ରଧାନଶିକ୍ଷକ

ବାଲେଶ୍ୱର ଅଫିସ, ୧୨।୫: ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ନିଧିପଡ଼ା ଆଶ୍ରମ ବିଦ୍ୟାଳୟ (ଜିଲା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ବିଦ୍ୟାଳୟ)ର ଜଣେ ସେବିକାଙ୍କ ଅଶ୍ଳୀଳ ଭିଡିିଓ ଭାଇରାଲ ହେବା ପରେ ଗ୍ରାମ ଲୋକଙ୍କ ଅଭିଯୋଗକୁ ଭିତ୍ତି…

ବାଉଁଶଗଡ଼ିଆରେ ବିକାଶ ନାହିଁ

ଖଇରା, ୧୨।୫: ବାଲେଶ୍ୱର ଜିଲା ଖଇରା ବ୍ଲକ ବାଉଁଶଗଡିଆ ପଞ୍ଚାୟତ ୩ନଂ. ୱାର୍ଡ କୋହ୍ଲସାହିର ୪୦ ପରିବାର ବିକାଶର ସ୍ବାଦ ଚାଖି ପାରିନାହାନ୍ତି ା ଶିକ୍ଷା, ସ୍ବାସ୍ଥ୍ୟ ଓ ଗମନାଗମନ ଭଳି ସୁବିଧା ପାଉ ନ ଥିବା ଏହି ପରିବାରରେ ପାନୀୟଜଳ…

ଆଡ଼ମ୍ବରରେ ପାଳନ ହେବ ଶିବବିବାହ ମହୋତ୍ସବ

ଭଦ୍ରକ ଅଫିସ,୧୨।୫: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳଷଷ୍ଠୀ ପର୍ବରେ ଶିବବିବାହ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝିଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ…

ହନିଫ୍‌ ମାର୍ଗର ପୁନରୁଦ୍ଧାର ଦାବି

ଭଦ୍ରକ ଅଫିସ,୧୨।୫: ଭଦ୍ରକ ପୌରାଞ୍ଚଳ ଅଧୀନ ମୋଚି ଛକଠାରୁ ପୁରୁଣାବଜାର ପର୍ଯ୍ୟନ୍ତ ଯାଇଥିବା ଗୁରୁତ୍ୱପୂର୍ଣ୍ଣ ରାସ୍ତା(ହନିଫ୍‌ ମାର୍ଗ)ର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହି ରାସ୍ତା ଉପରେ ପ୍ରତ୍ୟେହ ପୁରୁଣାବଜାର ଅଞ୍ଚଳର ୧୨ରୁ ଊର୍ଦ୍ଧ୍ୱ ୱାଡର୍ର୍ ଓ ଭଦ୍ରକ ବ୍ଲକର କେତେକ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?