ଆମ ଜିଲା ଖବର

ପରଦା କଳାକୁ ପ୍ରୋତ୍ସାହନ ନାହିଁ

ଖୋର୍ଦ୍ଧା ଅଫିସ, ୧୦ା୩: ଏକଦା ପରଦା କଳାକୁ ନେଇ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲା ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଧଳାପଥର ଗ୍ରାମ। ଏହି ଗ୍ରାମର ଉଦୟନାଥ ସାହୁଙ୍କ ଭଳି ପ୍ରତିଭାବାନ ଶିଳ୍ପୀଙ୍କ ହାତର ଯାଦୁରେ ଚମକୁଥିଲା କଳାକୃତି। ଦେଶ...

କୁଆଖାଇ, କୁଶଭଦ୍ରା ଜଳ ସଂରକ୍ଷଣକୁ ଗୁରୁତ୍ୱ

ଖୋର୍ଦ୍ଧା ଅଫିସ,୧୦ା୩: ଖୋର୍ଦ୍ଧା ଜିଲା ପରିଷଦର ୭ମ ସାଧାରଣ ବୈଠକ ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,...

ଡ୍ରିଲିଂବେଳେ କାନ୍ଥ ଭୁଶୁଡ଼ିଲା: ଶ୍ରମିକ ମୃତ

କଟକ ଅଫିସ,୧୦ା୩: କଟକ ଶଙ୍କରପୁର ଢିଅସାହି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାନ୍ଥ ଭୁଶୁଡି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଟକ ନୂଆରାଉସାପାଟଣା ଅଞ୍ଚଳର ଡି.ସୁରିଆ ରାଓ(୩୪)। ବାଦାମବାଡି ଥାନା ଅଧିକାରୀ ରଶ୍ମି ରଞ୍ଜନ ମହାପାତ୍ରଙ୍କ ସୂଚନା ଅନୁଯାୟୀ,...

ଝଲସୁଛି କପିଳାସ ପୀଠ

ଢେଙ୍କାନାଳ ଅଫିସ, ୧୦।୩ – ଦିନକ ପରେ ବିଶ୍ୱପ୍ରସିଦ୍ଧ ଜାଗରଯାତ୍ରା। ଏହାକୁ ନେଇ କପିଳାସ କ୍ଷେତ୍ରାଧିପତି ଶ୍ରୀଚନ୍ଦ୍ରଶେଖର ଜୀଉଙ୍କ ପୀଠ ଝଲସୁଛି। ମହାଦେବଙ୍କ ଏହି ମହାନ୍‌ ପର୍ବରେ ସାମିଲ ହେବାକୁ ଶ୍ରଦ୍ଧାଳୁ ଉତ୍ସୁକତାର ସହ ଅପେକ୍ଷା କରି ରହିଥିବାବେଳେ ପ୍ରସ୍ତୁତି...

ସଫେଇ ଟିକସ ଦେବେ ସହରବାସୀ

ଅନୁଗୋଳ ଅଫିସ, ୧୦ା୩ – ଅନୁଗୋଳ ସହର ପୂର୍ବାପେକ୍ଷା ରହିବ ପରିଷ୍କାର ପରିଚ୍ଛନ୍ନ। ସଫେଇ ପାଇଁ ନୂଆ ନୂଆ ବ୍ୟବସ୍ଥା ଲାଗୁ ହେଉଥିବା ବେଳେ ଆସନ୍ତା ଦିନରେ ପୌରପାଳିକା ପକ୍ଷରୁ ସଫେଇ ଟିକସ ଆଦାୟ କରାଯିବାକୁ ନିଷ୍ପତ୍ତି ହୋଇଛି। ପୌରାଞ୍ଚଳରେ...

ଆଜି ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ

ନୂଆପଡା ଅଫିସ୍‌।୧୦।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନୂଆପଡା ଗସ୍ତରେ ଆସିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ମିଳିଥିବା ସୂଚନା ମୁତାବକ, ମୁଖ୍ୟମନ୍ତ୍ରୀ...

ଜଳୁଛି କୁଲଡ଼ିହା: ନିଆଁ ଲିଭାଉଛନ୍ତି ଡିଏଫ୍‌ଓ, ରେଞ୍ଜର

ସଜନାଗଡ଼, ୧୦।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୫ ଦିନ ହେବ ନିଅଁା ଜଳୁଛି। ଫେବୃୟାରୀ ୪ତାରିଖଠାରୁ ବନବିଭାଗ ନିଆଁକୁ ଆୟତ୍ତ କରିବାରେ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଛି। କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫ବର୍ଗ କି.ମି. ପରିବ୍ୟାପ୍ତ ଭିତରେ ଏକାଧିକ ପାହାଡ଼...

୧୦୭ ବର୍ଷର ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ

ବନ୍ତ,୧୦।୩(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ଆଞ୍ଚଳିକ ସାଧନକେନ୍ଦ୍ର ଅଧୀନ ୧୦୭ ବର୍ଷର ପୁରୁଣା ଅଢ଼ାଳପଙ୍କ ଯୋଗୀନ୍ଦ୍ର ପ୍ରାଥମିକ ବିଦ୍ୟାଳୟ। ଏହି ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନରେ ବାଧା ସୃଷ୍ଟି ହେଉଛି। ବିଦ୍ୟାଳୟର ମୋଟ ୮୭ ଛାତ୍ରୀଛାତ୍ରଙ୍କୁ...

‘ବିଜେଡି ଆଟ୍‌ ଶିମିଳିପାଳ ମୁଭମେଣ୍ଟ’ ଆରମ୍ଭ

ବାରିପଦା ଅଫିସ,୧୦ା୩- ଶିମିଳିପାଳରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ନେଇ ମୟୂରଭଞ୍ଜ ଜିଲା ବିଜେଡି ପକ୍ଷରୁ ‘ବିଜେଡି ଆଟ୍‌ ଶିମିଳିପାଳ ମୁଭମେଣ୍ଟ’ ଆରମ୍ଭ ହୋଇଛି। ଜିଲା ବିଜେଡି ପର୍ଯ୍ୟବେକ୍ଷକ ତଥା ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନିର୍ଦ୍ଦେଶକ୍ରମେ...

ଶ୍ୱାସରୁଦ୍ଧ ପରିସ୍ଥିତି

ଅମରପାଲି, ୧୦।୩(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଓ ଉଲୁଣ୍ଡା ରେଞ୍ଜ ଅଧୀନରେ ଥିବା ପ୍ରାୟ ସବୁ ଜଙ୍ଗଲରେ ଏବେ ନିଆଁ ଲାଗିଛି। ନିଆଁ ଲାଗି ବ୍ୟାପକ ଜଙ୍ଗଲ କ୍ଷୟକ୍ଷତି ହେଉଥିବା ବେଳେ ଧୂଆଁ ଯୋଗୁ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ। ମାତ୍ରାଧିକ...

ହାଇକୋର୍ଟରେ ପିଆଇଏଲ୍‌

କଟକ ଅଫିସ୍‌, ୧୦ା୩: ରାଜ୍ୟର ଶିମିଳିପାଳ ଅଭୟାରଣ୍ୟ ସମେତ ୩୦୦ରୁ ଊର୍ଦ୍ଧ୍ୱ ଜଙ୍ଗଲରେ ପ୍ରାୟ ମାସେ ହେବ ନିଅଁା ଲାଗିଛି। ଏହା କମିବା ପରିବର୍ତ୍ତେ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି କେବଳ ଶିମିଳିପାଳର ୧୪୨୮ଟି ସ୍ଥାନରେ ନିଅଁା...

ବନ୍ୟଜନ୍ତୁ ଜନବସତିମୁହାଁ

ବାରିପଦା ଅଫିସ,୧୦ା୩: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏବେ ବି ନିଅଁା ହୁତୁ ହୁତୁ ହୋଇ ଜଳୁଛି। ଅଗ୍ନି ନିର୍ବାପନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ଜଣିଆ ଓଡ୍ରାଫ ଟିମ୍‌ ପହଞ୍ଚିଛନ୍ତି। ସେମାନେ ୪ଟି ଟିମ୍‌ରେ ବିଭକ୍ତ ହୋଇ ଚହଲା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri