ଆମ ଜିଲା ଖବର

ବୁରୁଦେଇ ଗ୍ରାମବାସୀଙ୍କ ଭରସା ଚୁଆପାଣି

ନୂଆଗାଁ,୧୨ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବିଭିନ୍ନ ଗ୍ରାମରେ ପାନୀୟ ଜଳ ସମସ୍ୟା ଲାଗି ରହିଛି । ଏ ନେଇ ବାରମ୍ବାର ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନି। ପ୍ରତି ଘରକୁ…

ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା ପଟ୍ଟାମୁଣ୍ଡାଇ ଅଞ୍ଚଳ ସମେତ ରାଜନଗର, ମହାକାଳପଡ଼ା, କେନ୍ଦ୍ରାପଡା ବ୍ଲକର ୩ ଲକ୍ଷରୁ ଊର୍ଦ୍ଧ୍ୱ ଚାଷୀ…

ବୁଲାଗୋରୁଙ୍କ କବ୍‌ଜାରେ କଟକ-ଚାନ୍ଦବାଲି ରାସ୍ତା

ଆଳି,୧୨ା୫(ଡି.ଏନ.ଏ.): କଟକ-ଚାନ୍ଦବାଲି ରାସ୍ତାର ବିଭିନ୍ନ ଛକ ଏବେ ବୁଲାଗୋରୁଙ୍କ କବ୍‌ଜାରେ। ଏହି ଛକ ସ୍ଥାନଗୁଡିକରେ ମାଳମାଳ ବୁଲାଗୋରୁଙ୍କ ଅବାଧ ଚଳପ୍ରଚଳ ଯୋଗୁ ଗାଡି ଚାଳକମାନେ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକର ପ୍ରବେଶପଥ ପତ୍ରପୁର ସେତୁ…

ନିର୍ମାଣ ବିଳମ୍ବ ହେଲେ ଚଢ଼ା ଦର: ଜାଣିଶୁଣି ଦିନ ଘୁଞ୍ଚାଇ ଚାଲିଛନ୍ତି…

ଯାଜପୁର ଅଫିସ,୧୨ା୫: ବିଳମ୍ବ ହେଲେ ଚଢ଼ା ଦର ମିଳିବ, ଏହି ନୀତିରେ ଯାଜପୁର ଜିଲା ଗ୍ରାମ୍ୟ ନିର୍ମାଣ ଡିଭିଜନରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଚାଲିଛି। ଦାୟିତ୍ୱରେ ଥିବା ଠିକାଦାର ଓ ଯନ୍ତ୍ରୀ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ ନିର୍ମାଣ ନ କରି ଜାଣିଶୁଣି…

କୂଳ ଖାଉଛି ମହାନଦୀ: ବିପଦରେ ୨ କାରଖାନା

ପାରାଦୀପ,୧୨ା୫ (ସ୍ବ.ପ୍ର.): ପାରାଦୀପର ଚଉମୁହାଣିଠାରୁ ମହାନଦୀର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୧୨ କିମି ଜଗତ୍‌ସିଂହପୁର ଜିଲା ସୀମା ଅଞ୍ଚଳରେ ଏବେ କୂଳ ଖାଇବାରେ ଲାଗିଛି। ଯାହାଦ୍ୱାରା ନୂଆଗଡ ପଞ୍ଚାୟତ, ଏଏମ୍‌ଏନ୍‌ଏସ୍‌, ଇଫ୍‌କୋ କମ୍ପାନୀ, ବିଜୟଚାନ୍ଦପୁର, ପାରାଦୀପ ମାଛଧରା ବନ୍ଦର ଆଦି ସ୍ଥାନ…

ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ, ଓଡ଼ିଶା ବ୍ରିଜ୍‌ ଆଣ୍ଡ କନ୍‌ଷ୍ଟ୍ରକ୍‌ଶନ କମ୍ପାନୀ (ଓବିସିସି) ଏବଂ ଟାଟା ପ୍ରୋଜେକ୍ଟ ଲିମିଟେଡ୍‌ ବିରୋଧରେ…

ବିଳମ୍ବିତ ନ୍ୟାୟରେ ଅତିଷ୍ଠ, କୋର୍ଟ ପରିସରରେ ବିଷ ପିଇଲେ ମହିଳା ଆଇନଜୀବୀ

ବାଲେଶ୍ୱର ଅଫିସ, ୧୨।୫: ଅନ୍ୟଙ୍କୁ ନ୍ୟାୟ ଦେବାକୁ ବିଚାରାଳୟରେ ମାମଲା ଲଢ଼ୁଥିବା ଜଣେ ମହିଳା ଆଇନଜୀବୀ ଆଜି ନିଜ ପାରିବାରିକ ମାମଲାରେ ହତାଶ ହୋଇପଡ଼ିଛନ୍ତି। ବିଳମ୍ବିତ ନ୍ୟାୟିକ ପ୍ରକ୍ରିୟା ତାଙ୍କୁ ଏଭଳି ଅତିଷ୍ଠ କଲା ଯେ, ନ୍ୟାୟ ପାଇବା ଆଶା ଛାଡ଼ିଦେଇ…

ନାବାଳିକା ବଳାତ୍କାର ମାମଲା: ଜଣେ କୋର୍ଟ ଚାଲାଣ

କେନ୍ଦୁଝର,୧୧ା୫(ସ୍ବ.ପ୍ର.): ଜଣେ ୧୪ ବର୍ଷର ଜଣେ ନାବାଳିକାକୁ ବଳାତ୍କାର ଅଭିଯୋଗରେ କାଞ୍ଜିପାଣି ଥାନା ପୋଲିସ ବୁଧବାର ୨୨ ବର୍ଷୀୟ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା ବୋଲି ଥାନା…

ଯୁବକଙ୍କୁ ହତ୍ୟା: ୩ ଅଭିଯୁକ୍ତ କୋର୍ଟ ଚାଲାଣ ପରେ ନିରପେକ୍ଷ ତଦନ୍ତ ଦାବିରେ ଧାରଣା

କୋକସରା,୧୧ା୫(ଡି.ଏନ୍‌.ଏ.): ପ୍ରଥମେ ଯୁବକଙ୍କୁ ହତ୍ୟା କରି ବେକରେ ଫାଶ ଦେଇ ଏକ ଶାଗୁଆନ ଗଛରେ ଝୁଲାଇ ଆତ୍ମହତ୍ୟାର ନାଟକ ରଚିଥିଲେ ଅଭିଯୁକ୍ତ । ହେଲେ ପରିବାରର ଅଭିଯୋଗ ପରେ ୪ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ପାରିପାଶର୍‌ବିକ ଅବସ୍ଥା ଓ ମୃତଦେହ…

ନାଗ ଓଗାଳିଲା କୁକୁଡ଼ା ଅଣ୍ଡା

ଉଦଳା,୧୧ା୫(ଡି.ଏନ.ଏ.)- ଖାଦ୍ୟ ଅନ୍ବେଷଣରେ ନାଗଟିଏ କୁକୁଡ଼ା ଭାଡ଼ି ଭିତରେ ପଶି ଅଣ୍ଡା ଗିଳି ଦେଇଥିଲା। ସାପ ଧରାଳୀ ଉଦ୍ଧାର କରିବା ପରେ ନାଗ ଗିଳିଥିବା ୫ଟି ଅଣ୍ଡା ଓଗାଳି ଥିଲା। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ଉଦଳା ବ୍ଲକ…

୬ ମାସ ତଳେ କରିଥିଲେ ପ୍ରେମ ବିବାହ, ଆଜି ଗଛରୁ ମିଳିଲା ଝୁଲନ୍ତା ମୃତଦେହ

କୋକସରା,୧୧ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଆଁଏଲି ଗ୍ରାମର ଜଣେ ଯୁବକ ବୁଧବାର ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକ ଆଁଏଲି ଗ୍ରାମର ଦୁଷ୍ମନ୍ତ ମାଝି(୨୦) । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଏକ ମାମଲା ରୁଜୁ କରି…

ମେଡିକାଲରେ ଲହଡ଼ି ଭାଙ୍ଗୁଛି ବର୍ଷାଜଳ

ଆନନ୍ଦପୁର,୧୧ା୫(ସ୍ବ.ପ୍ର.): ଅସାନି ପ୍ରଭାବରେ ଆନନ୍ଦପୁର ଅଞ୍ଚଳରେ ଅନୁଭୂତ ହୋଇଥିବା ସକାଳର ସାମାନ୍ୟ ବର୍ଷାରେ ଚିକିତ୍ସାଳୟ ମଧ୍ୟରେ ପାଣି ଲହଡ଼ି ଭାଙ୍ଗୁଥିବା ଦେଖିବାକୁ ମିଳିଛି। ଫଳରେ ରୋଗୀ ଏବଂ ସୋମାନଙ୍କ ସମ୍ପର୍କୀୟମାନେ ଯିବାଆସିବା ସମୟରେ ପଡ଼ି ଆହତ ହୋଇଛନ୍ତି। ଏଭଳି ଘଟଣା ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?