‘ମହାଶିବରାତ୍ରୀ’ ଉପଲକ୍ଷେ ସୁଦର୍ଶନଙ୍କ ବାଲୁକାକଳା
ପୁରୀ ଅଫିସ,୧୧।୩: ଗୁରୁବାର ପବିତ୍ର ମହାଶିବରାତ୍ରୀ। ଏହାକୁ ନେଇ ରାଜ୍ୟର ବିଭିନ୍ନ ଶୈବପୀଠଗୁଡ଼ିକରେ ଭକ୍ତମାନଙ୍କ ଗହଳି ଦେଖିବାକୁ ମିଳୁଛି। ଏହି ଅବସରରେ ରାଜ୍ୟବାସୀଙ୍କୁ ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ଶିବଙ୍କ ଅର୍ଦ୍ଧନାରୀଶ୍ୱର...
କୋଭିଡ କଟକଣା ସତ୍ତ୍ୱେ ବିଶ୍ୱେଶ୍ୱର ପୀଠରେ ଭକ୍ତଙ୍କ ପ୍ରବଳ ସମାଗମ
ସରଣ୍ଡା,୧୧।୩(ଡି.ଏନ.ଏ.):ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡା ସ୍ଥିତ ପଶ୍ଚିମ ଓଡିଶାର ପ୍ରସିଦ୍ଧ ଅଷ୍ଟଶମ୍ଭୁ ଶୈବପୀଠରେ କୋଭିଡ କଟକଣା ସତ୍ତ୍ୱେ ଭକ୍ତଙ୍କ ସମାଗମ ହୋଇଛି। ଅଭିଭକ୍ତ ସମ୍ବଲପୁର ଜିଲାର ହୁମାର ବକ୍ର ମନ୍ଦିର ନିର୍ମାଣ ପରେ ପରେ ୧୬୯୫ରୁ ୧୭୬୬...
ଆରଡ଼ିରେ ପୋଲିସ ଛାଉଣୀ
ଆରଡ଼ି, ୧୧।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ଆଖଣ୍ଡଳମଣି ପୀଠରେ ଚଳିତବର୍ଷ ବିନା ଭକ୍ତରେ ମହାଶିବରାତ୍ରି ପାଳନ କରାଯିବ। ବୁଧବାର ସକାଳ ୭ଟାରୁ ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ପୀଠରେ ୧୪୪ ଧାରା ବଳବତ୍ତର ରହିବ ବୋଲି ଆରଡ଼ି ଫାଣ୍ଡି...
ଅଳିଆରେ କଲବଲ କାଳୀବଜାର
ଭୁବନ, ୧୧।୩(ଡି.ଏନ.ଏ.) ସ୍ବଚ୍ଛ ସହର ଗଢ଼ିତୋଳିବା ପାଇଁ ଅନେକ ଯୋଜନା। ସ୍ବଚ୍ଛ ଭାରତ ଅଭିଯାନ, ସହରାଞ୍ଚଳ ବିକାଶ ପାଣ୍ଠିରୁ ଏଥିଲାଗି ପାଣି ପରି ଖର୍ଚ୍ଚ ହେଉଛି ଟଙ୍କା। କରଦାତାଙ୍କଠାରୁ ଅସୁଲ କରାଯାଉଛି ଟିକସ। ହେଲେ ପରିଚାଳନାଗତ ତ୍ରୁଟି ଏବଂ ଦୂରଦୃଷ୍ଟି ଅଭାବରୁ...
ପହଞ୍ଚତ୍ପାରୁନି ପାଇପ୍ ପାଣି
ବଅଁରପାଳ,୧୧ା୩(ଡି.ଏନ.ଏ.) ଗ୍ରାମାଞ୍ଚଳର ପ୍ରତି ଘରକୁ ପାଇପ୍ ପାଣି ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଚାଲିଛି। ସେଥିପାଇଁ ପଞ୍ଚାୟତଗୁଡ଼ିକରେ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବଡ଼ ବଡ଼ ପ୍ରକଳ୍ପମାନ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ବଅଁରପାଳ ବ୍ଲକ କାଣ୍ଡସର ପଞ୍ଚାୟତ...
କଟକଣାରେ ପାଳନ ହେବ ମହାଶିବରାତ୍ରି
ଖୋର୍ଦ୍ଧା ଅଫିସ,୧୧ା୩:କୋଭିଡ୍ କଟକଣାରେ ପାଳନ ହେବ ଜାଗର ଯାତ୍ରା ତଥା ମହାଶିବରାତ୍ରି। ଏନେଇ ବୁଧବାର ଖୋର୍ଦ୍ଧା ଉପଜିଲାପାଳ ଅଶୋକ ବେହୁରିଆ ଉପଖଣ୍ଡ ଅଞ୍ଚଳରେ ଥିବା ମନ୍ଦିର କମିଟିକୁ ନୋଟିସ ଜାରି କରିଛନ୍ତି। ଜାଗର ପାଇଁ ଶୈବପୀଠଗୁଡିକରେ ଲକ୍ଷାଧିକ ଭକ୍ତଙ୍କ ସମାଗମ...
‘ସରକାରଙ୍କ ଉଦାସୀନତାରୁ ସୀମାନ୍ତବାସୀ ଆନ୍ଧ୍ରମୁହାଁ’
ପଟ୍ଟାଙ୍ଗୀ/କୋରାପୁଟ, ୧୧।୩(ଡି.ଏନ୍.ଏ./ସ୍ବ.ପ୍ର.):ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ବୁଧବାର କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ ଆନ୍ଧ୍ର ରାଜ୍ୟ ସୀମାନ୍ତ କୋଟିଆ ପଞ୍ଚାୟତ ଗସ୍ତ କରିଛନ୍ତି। ସେ ଅଞ୍ଚଳବାସୀଙ୍କ ସହ ସୁବିଧା ଅସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି। ଏହାପରେ କୋଟିଆ...
ଗମ୍ଭୀରା ଭିତରକୁ ପ୍ରବେଶ ମନା
ପୁରୀ ଅଫିସ,୧୧ା୩:କୋଭିଡ୍ କଟକଣା ମଧ୍ୟରେ ଗୁରୁବାର ଶ୍ରୀଲୋକନାଥଙ୍କ ପୀଠରେ ଜାଗରଯାତ୍ରା ଅନୁଷ୍ଠିତ ହେବ। କଟକଣା ମାନି ଭକ୍ତମାନେ ଶ୍ରୀଲୋକନାଥ ଦେବଙ୍କୁ ଦର୍ଶନ କରିବାକୁ ଥିବାବେଳେ ମନ୍ଦିର ପ୍ରଶାସନ କମିଟି ପକ୍ଷରୁ ଗମ୍ଭୀରା ମଧ୍ୟକୁ ପ୍ରବେଶ ବାରଣ କରାଯାଇଛି। ଗୁରୁବାର ରାତ୍ର...
ବନ୍ଦ ହେବ ସମ୍ବଲପୁର ରୋଡ୍ ଷ୍ଟେଶନ
ସମ୍ବଲପୁର,୧୧ା୩ (ବ୍ୟୁରୋ):ଦେଶ ସ୍ବାଧୀନ ପୂର୍ବରୁ ଅର୍ଥାତ୍ ୧୮୯୦ ମସିହାରେ ନିର୍ମାଣ ହୋଇଥିବା ସମ୍ବଲପୁର ରୋଡ୍ ଷ୍ଟେଶନ ବନ୍ଦ ହେବ। ଏ ନେଇ ରେଳ ସଦନ ଭୁବନେଶ୍ୱରର ପ୍ରିନ୍ସିପାଲ ଚିଫ୍ ଅପରେଶନ ମ୍ୟାନେଜରଙ୍କ ପକ୍ଷରୁ ନୋଟିସ୍ କରାଯାଇଛି। ସମ୍ବଲପୁର ରେଳ ମଣ୍ଡଳକୁ...
ଚାଲିଛି ପିରାହ୍ନା ମାଛଚାଷ
କେନ୍ଦ୍ରାପଡ଼ା ଅଫିସ, ୧୧ା୩:ରୂପଚାନ୍ଦି ମାଛ ଖାଇବାକୁ ସୁସ୍ବାଦୁ। ଏହାର ଶରୀର ମାତ୍ର ଗୋଟିଏ କଣ୍ଟ(ହାଡ)ରେ ରହିଛି। ତେବେ ପିରାହ୍ନା ପ୍ରଜାତିର ଏହି ମାଛଙ୍କ ବାସସ୍ଥଳୀ ଅଞ୍ଚଳର ସମଗ୍ର ଜୈବବିବିଧତାକୁ ନଷ୍ଟ କରି ଦେଇଥାଏ। ଏହି ମାଛଚାଷ ବନ୍ଦ ପାଇଁ ନିଉଗୁଏନା...
ଅଲିଭ ରିଡ୍ଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
ରାଜନଗର,୧୧ା୩(ଡି.ଏନ.ଏ.):ବିରଳ ଅଲିଭରିଡ୍ଲେ କଇଁଛଙ୍କ ଅନ୍ତୁଡିଶାଳ କୁହାଯାଉଥିତ୍ବା ଗହୀରମଥାର ନାସୀ-୧ ଓ ନାସୀ-୨ରେ ମଙ୍ଗଳବାର ସନ୍ଧ୍ୟାରୁ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଳମ୍ବିତ ରାତି ସୁଦ୍ଧା ପ୍ରାୟ ୧୧ଶହ ଅଲିଭରିଡ୍ଲେ କଇଁଛ ଅଣ୍ଡାଦାନ କରିଛନ୍ତି। ମାଆ କଇଁଛମାନେ ବେଳାଭୂମିକୁ ଉଠିବା ପରେ...
ଶ୍ରୀମନ୍ଦିର ଲାଗି ୨୦୨ କୋଟିର ବଜେଟ
ପୁରୀ ଅଫିସ,୧୧ା୩:ଶ୍ରୀମନ୍ଦିର ଓ ଚତୁଃପାର୍ଶ୍ୱ ଉନ୍ନତି ପାଇଁ ଚଳିତବଷର୍ର୍(୨୦୨୧-୨୨)ର ବଜେଟ ପ୍ରସ୍ତୁତ ହୋଇଯାଇଛି। ଏଥିପାଇଁ ଅର୍ଥ ସବକମିଟି ପକ୍ଷରୁ ଆକଳନ କରାଯାଇ ୨୦୧ କୋଟି ୭୦ ଲକ୍ଷ ଟଙ୍କାର ବଜେଟ ହୋଇଛି। ଏହି ଚିଠା ପ୍ରସ୍ତାବକୁ ଶ୍ରୀମନ୍ଦିର ପରିଚାଳନା କମିଟି...
Archives


