ଆମ ଜିଲା ଖବର

୨୫ରେ ଘୁମୁସର ଗଟ୍‌ ଟାଲେଣ୍ଟ ସିଜନ୍‌-୨

ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍‌ ଟାଲେଟଂ ସିଜନ୍‌-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍‌ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ପରିସରରେ ହୋଇଥିଲା। ଅଭିନେତା ଆଶିଷ କୁମାର ଏଥିରେ ଅଧ୍ୟକ୍ଷତା...

ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ: ସିଟି କଲେଜ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୪ା୧୨-ବ୍ରହ୍ମପୁର ଉପଖଣ୍ଡ ଭଲିବଲ୍‌ ଟୁର୍ନାମେଣ୍ଟ ଶୁକ୍ରବାର ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଉଦ୍‌ଯାପିତ ହୋଇଯାଇଛି। ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ୍‌ ବ୍ରହ୍ମପୁର କ୍ରୀଡ଼ା ଛାତ୍ରାବାସ ଏବଂ ସିଟି କଲେଜ ମଧ୍ୟରେ ଖେଳା ଯାଇଥିଲା। ପ୍ରଥମ ସେଟ୍‌କୁ କ୍ରୀଡ଼ା ଛାତ୍ରାବାସ ୧୬-୨୫ରେ ଜିତିଥିଲା। ହେଲେ...

ବିପଦସଙ୍କୁଳ ଶ୍ରେଣୀ ଗୃହରେ ଚାଲିଛି ପାଠପଢା

ତେଲକୋଇ,୧୪।୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ପୁରୁଜୋଡା ପଞ୍ଚାୟତରେ ଥିବା ୟୁ.ଜି.ଏମ ସ୍କୁଲ ରେ ୧ମ ଶ୍ରେଣୀ ଠାରୁ ୭ମ ଶ୍ରେଣୀ ପର୍ଯ୍ୟନ୍ତ ୮୧ଜଣ ଛାତ୍ରୀଛାତ୍ର ଅଧୟନ କରୁଛନ୍ତି । ୪ଟି ଶ୍ରେଣୀ ଗୃହ ଥିଲେ ହେଁ ସେସବୁ...

ଚାଷ କାର୍ଯ୍ୟ କରି ଚର୍ଚ୍ଚାରେ ଶକୁନ୍ତଳା

କେନ୍ଦୁଝର, ୧୪।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବଣପାହାଡ ଘେରା ଗୋନାସିକା ପଞ୍ଚାୟତ ବୈତରଣୀ ଗ୍ରାମର ଶକୁନ୍ତଳା କଟେଇ (୪୦) ନାମ୍ନୀ ଜଣେ ଭୂୟାଁ ଆଦିବାସୀ ମହିଳା ନିଜେ ଚାଷ କାର୍ଯ୍ୟ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି...

ବାଲିମାଫିଆ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ

ଭଣ୍ଡାରିପୋଖରୀ,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ଷୋଳମପୁର ପଞ୍ଚାୟତ ମଣିନାଥପୁରସ୍ଥିତ ବୈତରଣୀ ନଦୀ ଘାଟରୁ ନିୟମିତ ବାଲି ଚୋରା ଚାଲାଣ ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇଥାଏ। ଏହି ପରିପ୍ରେକ୍ଷୀରେ ମଣିନାଥପୁର ଗ୍ରାମର କେତେଜଣ ବାଲିମାଫିଆ ଏକ ହାଇଓ୍ବାକୁ...

ନୂଆବାଟ ଦେଖାଇଛି ଫୁଲ ବେପାର

ବାସୁଦେବପୁର,୧୪।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବଜାରରେ କେତେକ ଯୁବକ ଫୁଲ ବ୍ୟବସାୟକୁ ଜୀବିକା ରୂପେ ଆପଣାଇ ପରିବାର ପ୍ରତିପୋଷଣ କରୁଛନ୍ତି। ଏହି ବ୍ୟବସାୟ ଦ୍ୱାରା ସେମାନେ ସ୍ବାବଲମ୍ବୀ ହୋଇପାରିଛନ୍ତି। ଏହିଭଳି ଜଣେ ଯୁବ ଫୁଲ ବ୍ୟବସାୟୀ ହେଲେ ବାସୁଦେବପୁର ପୌରପାଳିକା...

୨ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

କୁଆମରା,୧୪।୧୨(ଡି.ଏନ୍‌.ଏ.) – ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ କୁଆମରା ଗ୍ରାମରେ ୨ ମାସ ହେଲା ପାନୀୟ ଜଳ ଯୋଗାଣ ବନ୍ଦ ହୋଇଥିବାରୁ ଜନ ଅସନ୍ତୋଷ ବୃଦ୍ଧି ପାଇଛି। ୭ ବର୍ଷ ତଳେ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବା ପାଇଁ...

ରାସଗୋବିନ୍ଦପୁରରେ ଥମୁନି ହାତୀ ଉପଦ୍ରବ

ରାସଗୋବିନ୍ଦପୁର,୧୪।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଅଞ୍ଚଳରେ ଏବେ ଧାନ ଅମଳ ଚାଲିଥିବା ବେଳେ ଝାଡଖଣ୍ଡରୁ ଆସିଥିବା ଶତାଧିକ ହାତୀ ଉପଦ୍ରବ ଚଳାଇଛନ୍ତି। ଏହି ହାତୀପଲ ସାରୁମଳା, ନାକିଚୁଆ, ଅମରଦା, ନଳଗଜା, ଭୋଦୁଆଶୋଳ ପ୍ରଭୃତି ପଞ୍ଚାୟତ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛନ୍ତି।...

ରୋଗ ଯନ୍ତ୍ରଣା ଅସହ୍ୟ ହେଲା: ନିଜକୁ ଜାଳିଦେଲେ ଯୁବକ

ରାଇରଙ୍ଗପୁର,୧୪।୧୨(ଡି.ଏନ୍‌.ଏ.) – ରୋଗ ଯନ୍ତ୍ରଣା ଅସହ୍ୟ ହେଲା। ଶେଷରେ ଜୀବନ ହାରି ଦେବାକୁ କଠୋର ନିଷ୍ପତ୍ତି ନେଲେ ଯୁବକ। ନିଜକୁ ଜାଳି ଦେଇ ସବୁଦିନ ପାଇଁ ନିଃଶେଷ ହୋଇଗଲେ। ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ତିରିଂ...

ପଲିଥିନ୍‌ ତଳେ ତିନି ଭାଇଭଉଣୀ

ସଜନାଗଡ଼, ୧୪।୧୨(ଡି.ଏନ.ଏ.)-ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଏହାର ସଫଳ ରୂପାୟନ ହୋଇପାରୁ ନ ଥିବା ନଜରକୁ ଆସିଛି। ଏହାର ଉଦାହରଣ ଦେଖିବାକୁ ମିଳିଛି...

ଅବାଧରେ ଚାଲିଛି ମୋରମ ଚାଲାଣ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ ସ୍ଥାନୀୟ ଲୋକେ ବିଭିନ୍ନ ସମୟରେ ପୋଲିସ ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରୁଥିଲେ...

ଚନ୍ଦ୍ରିକାକଁର ଅଁଟାରେ ଆବୁ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ସୁଆସ୍‌ତିଅ ବିଭାଗ

  ଅମରପାଲି, ୧୪।୧୨ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଉଫୁଲା ଗଁାର ରୋହନ ରାଜହଂସ ଆର ଦ୍ରୌପଦୀକଁର ଝି’ ଚନ୍ଦ୍ରିକା ରାଜହଂସ(୫)। ତାକର ଅଁଟାରେ ଗୁଟେ ଆବୁ ବଢ଼ତେଲ ଯାଉଛେ। ହେଲେ ଟଁକା ପଏସା ଅଭାବୁ ମା’ବାପ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri