ଆମ ଜିଲା ଖବର

ଶୀତଳପୁରକୁ ବିପଦ ସାଳନ୍ଦୀ

ଆରଡ଼ି, ୧୧।୫ (ଡି.ଏନ.ଏ.) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁ ଦେଇ ବହି ଯାଇଛି ସାଳନ୍ଦୀ ନଦୀ। ଏହି ଗାଁ ପାର୍ଶ୍ୱ ନଦୀ ନିକଟରେ ବାରମ୍ବାର ଅତଡ଼ା ଧସୁଛି। ଫଳରେ ଏହି ନଦୀ ଏବେ…

ପଶ୍ଚିମବଙ୍ଗ ଦଲାଲଙ୍କ କବ୍‌ଜାରେ ରବିଧାନ

ଜଳେଶ୍ୱର, ୧୧।୫(ଡି.ଏନ.ଏ.) – ଗତ କିଛିବର୍ଷ ଧରି ରବି ଓ ଖରିଫ ଧାନ ଅମଳ ସମୟରେ ସରକାରୀ ମଣ୍ଡି ଖୋଲୁ ନ ଥିବାରୁ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଛନ୍ତି। ପଶ୍ଚିମବଙ୍ଗର ଦଲାଲମାନେ କୁଇଣ୍ଟାଲ ପ୍ରତି ପ୍ରାୟ ୭ଶହ ଟଙ୍କାରୁ କମ୍‌…

‘ନିବେଶକଙ୍କୁ ଆବଶ୍ୟକ ସହଯୋଗ ଯୋଗାଅ’

ଅନୁଗୋଳ ଅଫିସ, ୧୧।୫ – ଅନୁଗୋଳ ଜିଲାର ଶିଳ୍ପ ଓ ଖଣି କ୍ଷେତ୍ର ପ୍ରତି ନିବେଶକମାନଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ବଅଁରପାଳ ବ୍ଲକ ଆଲୁମିନିୟମ ପାର୍କଠାରେ ଆୟୋଜିତ ୨ ଦିନିଆ ଅନୁଗୋଳ ଆଡଭାଣ୍ଟେଜ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସଭାରେ ମୁଖ୍ୟମନ୍ତ୍ରୀଙ୍କ…

ଜନପ୍ରତିନିଧି ନେବେ କମ୍ପ୍ୟୁଟର ଶିକ୍ଷା

ଢେଙ୍କାନାଳ ଅଫିସ, ୧୧।୫ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନ୍‌ଫରେନ୍ସ ହଲରେ ମଙ୍ଗଳବାର ଜିଲାର ଉନ୍ନୟନମୂଳକ କାର୍ଯ୍ୟ ଏବଂ କୋଭିଡ୍‌ ପରିଚାଳନା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚିତ ପ୍ରତିନିଧିଙ୍କ ଦକ୍ଷତା ବୃଦ୍ଧି ପାଇଁ ଜିଲାର ସମସ୍ତ ୮…

ମିମ୍‌ସାର କାର୍ଯ୍ୟକ୍ଷମ ଆଶା ଉଜ୍ଜୀବିତ

ତାଳଚେର/ ଅନୁଗୋଳ ଅଫିସ,୧୧।୫ – ଅନୁଗୋଳ ଜିଲା ତାଳଚେରଠାରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ମହାନଦୀ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ସେଣ୍ଟର (ମିମ୍‌ସାର) ଶୀଘ୍ର କାର୍ଯ୍ୟକ୍ଷମ ଦିଗରେ ଆଶା ଉଜ୍ଜୀବିତ ହୋଇଛି। ମଙ୍ଗଳବାର ତାଳଚେର ବନ୍ଦ…

ଯୋଗ୍ୟତା ଥାଇ ମିଳୁନି ଆବାସ

ମାଧପୁର, ୧୧।୫ – ଆଠମଲ୍ଲିକ ବ୍ଲକ କୁଦଗାଁ ପଞ୍ଚାୟତ ନୀଳକଣ୍ଠପଡ଼ା ଗ୍ରାମର ୧୨ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଉ ନ ଥିବା ଅଭିଯୋଗ ହୋଇଛି। ଏ ନେଇ ସେମାନେ ବିଡିଓଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ଅଭିଯୋଗ ଅନୁଯାୟୀ,…

ଲାଞ୍ଚ ନେଉଥିବା ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର

ବଲାଙ୍ଗୀର ଅଫିସ,୧୧।୫: ଲାଞ୍ଚ ନେଉଥିବା ଅଭିଯୋଗରେ ଫରେଷ୍ଟର ହରିହର ସ୍ବାଇଁଙ୍କୁ ଗିରଫ କରାଯାଇଛି। ଗିରଫ କରାଯିବା ପରେ ତାଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ୍‌ ନ ମିଳିବାରୁ ତାଙ୍କୁ ବଲାଙ୍ଗୀର ଜେଲକୁ ପଠାଇ ଦିଆଯାଇଛି। ସୂଚନାନୁଯାୟୀ, ବଲାଙ୍ଗୀର ଜିଲା…

ବାତ୍ୟା ଲାଗି ସ୍କୁଲ ଛୁଟି

ମାଲକାନଗିରି,୧୧।୫(ଡି.ଏନ୍‌.ଏ.): ବାତ୍ୟା ଅସାନିକୁ ନେଇ ମାଲକାନଗିରି ପ୍ରଶାସନ ପକ୍ଷରୁ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆନ୍ଧ୍ର ସୀମାବର୍ତ୍ତୀ ଅଞ୍ଚଳ ହୋଇଥିବାରୁ ମାଲକାନଗିରି ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲା ପ୍ରଶାସନ…

ଯାତ୍ରୀବାହୀ ବସ୍‌-ଟ୍ରକ୍‌ ମୁହାଁମୁହିଁ

ପାଟଣା,୧୧।୫(ସ୍ବ.ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ନିହ୍ନୁଆଁ ଛକ ନିକଟରେ ବୁଧବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଛନ୍ତି। ହେଲେ ବସ୍‌ରେ ଯାତ୍ରା କରୁଥିବା ୪୦ଯାତ୍ରୀ ଅଳ୍ପକେ…

ଫଳଦୋକାନୀ ଗିରଫ

ଯାଜପୁର ଟାଉନ,୧୦ା୫(ଡି.ଏନ.ଏ.): ଯାଜପୁର ଥାନା ଅନ୍ତର୍ଗତ ଖଣ୍ଡରା ଛକରେ ଗ୍ରାହକଙ୍କୁ ଆକ୍ରମଣରେ ଘଟଣାରେ ଫଳଦୋକାନୀ ପ୍ରଶାନ୍ତ କୁମାର ସାହୁ(୩୦)ଙ୍କୁ ପୋଲିସ ଗିରଫ କରି ମଙ୍ଗଳବାର କୋର୍ଟଚାଲାଣ କରିଥିଲା। ତେବେ ଜାମିନ୍‌ ଆବେଦନ ଖାରଜ ହେବାରୁ ତାଙ୍କୁ ଯାଜପୁର ସବ୍‌ଜେଲକୁ ପଠାଇ ଦିଆଯାଇଛି।…

ଏନ୍‌ଜିଟି ଦ୍ୱାରସ୍ଥ ହେବେ ଗ୍ରାମବାସୀ

ରଗଡି,୧୧।୫(ଡି.ଏନ.ଏ.): ବ୍ୟାସନଗର ତହସିଲ ଅଞ୍ଚଳରେ ଲଘୁ ଖଣିଜ ସମ୍ପଦ ପ୍ରଚୂର ପରିମାଣରେ ରହିଛି। ହେଲେ ଯେଉଁ ପରିମାଣରେ ରାଜସ୍ବ ଆଦାୟ ହେବା କଥା ତାହା ହେଉନାହିଁ। ବିଭାଗୀୟ ଅଧିକାରୀ ଏବଂ ବାଲି ବ୍ୟବସାୟୀଙ୍କ ମଧ୍ୟରେ ସଲାସୁତୁରା ହେଉଥିବାରୁ ସରକାର ରାଜସ୍ବ ହରାଉଥିବା…

ଭଙ୍ଗାବନ୍ଧ ଏମ୍‌ଆଇପିରେ ଟଙ୍କା ହରିଲୁଟ୍‌

ରଗଡି,୧୧।୫(ଡି.ଏନ.ଏ.): ଯାଜପୁର ଜିଲାରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ (ଏମ୍‌ଆଇପି) ଚାଷୀଙ୍କ ବିପଦ ସମୟରେ କାମରେ ଲାଗୁନି। ଜିଲାର କୋରେଇ ବ୍ଲକ ଅନ୍ତର୍ଗତ କେତେକ ଏମ୍‌ଆଇପିକୁ ଏହାର ଉଦାହରଣ ଭାବେ ନିଆଯାଇପାରେ। କେତେକ ପ୍ରକଳ୍ପରେ ଏଷ୍ଟିମେଟ ଅନୁଯାୟୀ କାମ ନ କରି ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?