ଆମ ଜିଲା ଖବର

କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ

ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ଯାହା କ୍ଷତି ଏଥିଲାଗି ହୋଇଛି ତାହା ଆଉ…

ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହୁମ୍ମା ଫାଣ୍ଡି ଅନ୍ତର୍ଗତ ବୀରଭଦ୍ର ହାଇସ୍କୁଲରୁ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଉକ୍ତ ଚୋରି ଘଟଣାରେ ସମ୍ପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ହୁମ୍ମା ତଳ ସାହିର ଶ୍ରୀଧର…

ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ୨ ଅଭିଯୁକ୍ତ

ଗଞ୍ଜାମ,୧୦।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣ ଚଢ଼ାଉ ବେଳେ ବାଲି ମାଫିଆମାନେ ଅତିରିକ୍ତ ତହସିଲଦାର ଏବଂ ୩ ଆର୍‌ଆଇଙ୍କୁ ଆକ୍ରମଣ କରି ଲହୁଲୁହାଣ କରିବା ପଡ଼ିଛି ମହଙ୍ଗା। ଉକ୍ତ ଘଟଣାରେ ପୋଲିସ ୨ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ମଙ୍ଗଳବାର ସେମାନଙ୍କୁ…

ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓଡିଶା ସରକାର ଅହଂକାର ଓ କଳାପାହାଡିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ।…

୪୧ ବର୍ଷ ପରେ କେସିଙ୍ଗା ମହାବିଦ୍ୟାଳୟକୁ ମିଳିଲା ପଟ୍ଟା

କେସିଙ୍ଗା,୧୦।୫: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ମହାବିଦ୍ୟାଳୟକୁ ଦୀର୍ଘ ୪୧ ବର୍ଷ ପରେ ଉଚ୍ଚ ଶିକ୍ଷା ବିଭାଗ ଓଡିଶା ସରକାରଙ୍କ ପକ୍ଷରୁ ଜମିର ପଟ୍ଟା ପ୍ରଦାନ କରାଯାଇଛି। କେସିଙ୍ଗା ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାମରେ ଦୁଇଟି ଜମି ପଟ୍ଟା…

୯୦୭ କିଲୋ ଗଞ୍ଜେଇ ଜବତ: ଦୁଇ ଗିରଫ

କୋରାପୁଟ,୧୦।୫(ସ୍ବ.ପ୍ର.): କୋରାପୁଟ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଏକ ମିନି ଟ୍ରକରୁ ୯୦୭ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ଚଢ଼ାଉରେ ଗାଡିର ଡ୍ରାଇଭର ଓ ହେଲ୍‌ପରଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ଏନେଇ ମଙ୍ଗଳବାର କୋରାପୁଟ ଅବକାରୀ ଅଧିକ୍ଷକ…

ମହଙ୍ଗା ପଡ଼ିଲା ପ୍ରସୂତିଙ୍କୁ ଦୁର୍ବବ୍ୟହାର: ଡାକ୍ତରଙ୍କ ନାଁରେ ମାମଲା ରୁଜୁ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଡାକ୍ତର ପ୍ରସୂତି ମହିଳାମାନଙ୍କୁ ଚିକିତ୍ସା କରିବା ବେଳେ ଅମାନୁଷିକ ଭାବେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ବିଭିନ୍ନ…

ଡିସଚାର୍ଜ ହେଲେ ଦେବଗଡ଼ ବିଧାୟକ

ଦେବଗଡ଼,୧୦।୫(ଡି.ଏନ୍‌.ଏ.): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ମଙ୍ଗଳବାର ବୁର୍ଲା ବଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି । ଭାଜପା ନେତା ଓ କର୍ମୀମାନେ ତାଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ଏକ ରାଲିରେ ଦେବଗଡ଼ ଅଭିମୁଖେ ଆଣିଥିଲେ। ସୂଚନାନୁଯାୟୀ, ଦେବଗଡ଼ ଜିଲା ତିଲେଇବଣି…

ଟହଲୁ, ପ୍ରହଲ୍ଲାଦ ବରିଷ୍ଠ ନାଗରିକ କନ୍‌ଫେଡେରେଶନ ସଦସ୍ୟ

ଝାରସୁଗୁଡା ଅଫିସ,୧୦।୫: ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ସଭାପତି ଟହଲୁ ସାହୁ ଏବଂ ସାଧାରଣ ସମ୍ପାଦକ ପ୍ରହଲ୍ଲାଦ ମହାପାତ୍ର ସର୍ବଭାରତୀୟ ବରିଷ୍ଠ ନାଗରିକ କନ୍‌ଫେଡେରେଶନର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି । ଏନେଇ ପଶ୍ଚିମ ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘ…

ଟ୍ରକ୍‌ ପଛରେ ପିଟିହେଲା ବାଇକ୍‌

ପାଟଣା,୧୦।୫(ସ୍ବ.ପ୍ର.): ୪୯ ନମ୍ବର ଜାତୀୟ ରାଜପଥର କେନ୍ଦୁଝର ଜିଲା ପାଟଣା ବ୍ଲକ ନିହ୍ନୁଆଁ ଛକରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ଉପରେ ଛିଡା ହୋଇଥିବା ଟ୍ରକ ପଛରେ ପିଟି ହୋଇ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ…

ସମୁଦ୍ରରେ ଆଉ ନାହାନ୍ତି ମତ୍ସ୍ୟଜୀବୀ, ଅସୁରକ୍ଷିତ ସ୍ଥାନ ଚି଼ହ୍ନଟ: ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ସମୁଦ୍ର ଅଶାନ୍ତ ହେଉଛି। ଏ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। ସମୁଦ୍ରରେ କେହି ମତ୍ସ୍ୟଜୀବୀ ନ ଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏ ନେଇ…

ଲୋକଙ୍କ ଲାଗି ୨ ଦିନ ସମୁଦ୍ର ବେଳାଭୂମି ମନା

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ବାତ୍ୟା ଅସାନି ଲାଗି ଗଞ୍ଜାମ ଜିଲାର ସମସ୍ତ ସମୁଦ୍ର ବେଳାଭୂମିକୁ ମଙ୍ଗଳବାର ଓ ବୁଧବାର ୨ ଦିନ ଲାଗି ଲୋକଙ୍କୁ ଯିବା ପାଇଁ ବାରଣ କରାଯାଇଛି। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?