ଆମ ଜିଲା ଖବର

‘ପ୍ରଧାନମନ୍ତ୍ରୀ ମନ୍ଦିର ବଞ୍ଚାନ୍ତୁ’

ପୁରୀ ଅଫିସ,୧୦।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଯାହା କ୍ଷତି ହୋଇଛି, ତାହା ଆଉ ଫେରି ଆସିବ ନାହିଁ। ଏଣୁ ଏବେ ସେ ସବୁକୁ ନୂଆ…

ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଆୟୁକ୍ତ ନିଯୁକ୍ତି ଦାବି

କର୍ଲାମୁଣ୍ଡା,୧୦।୫(ଡି.ଏନ୍‌.ଏ.): ୧୦ ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ନିଯୁକ୍ତି ମିଳିତ ମଞ୍ଚ ଓଡ଼ିଶା ପକ୍ଷରୁ ରାଜ୍ୟରେ ଜଣେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଭିନ୍ନକ୍ଷମ ଆୟୁକ୍ତ ଭାବରେ ନିଯୁକ୍ତି ଦେବା ନେଇ ବିଭିନ୍ନ ସ୍ଥାନରେ ଜନମତ ସଂଗ୍ରହ ଅଭିଯାନ ଆରମ୍ଭ ହୋଇଯାଇଛି। ଏହି ଅବସରରେ କଳାହାଣ୍ଡି…

ବ୍ରଜରାଜନଗର ଉପନିର୍ବାଚନ: ପ୍ରକାଶିତ ଖବରର ଅନୁଧ୍ୟାନ କରିବେ ଅଧିକାରୀ

ଝାରସୁଗୁଡ଼ା, ଅଫିସ,୧୦।୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ମିଡିଆ ସାର୍ଟିଫିକେଶନ ଓ ମନିଟରିଂ କମିଟି(ଏମ୍‌ସିଏମ୍‌ସି)ର ଏକ ବୈଠକ ଜିଲାପାଳ ସରୋଜ କୁମାର ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କମିଟି ଟିଭି, ଖବରକାଗଜ, ବିଭିନ୍ନ ସାମାଜିକ ଗଣମାଧ୍ୟମ ଜରିଆରେ ପେଡ୍‌ ନିଉଜ…

ପହଁରି ପହଁରି ସମୁଦ୍ରକୂଳକୁ ଆସିଲେ ୬୦ ମତ୍ସ୍ୟଜୀବୀ

ଛତ୍ରପୁର,୧୦।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ନିକଟ ଉପକୂଳଠାରୁ ୨୦୦ ମିଟର ଦୂର ସମୁଦ୍ରରେ ଏକ ବଡ଼ ଅଘଟଣରୁ ୬୦ ଜଣ ମତ୍ସ୍ୟଜୀବୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମାଛ ମାରି ଆର୍ଯ୍ୟପଲ୍ଲୀ ନିକଟ କୂଳକୁ ଫେରୁଥିବା ବେଳେ ଜେଟିଠାରୁ ୨୦୦ ମିଟର ଦୂରରେ…

ଭିଜିଲାନ୍ସ ଜାଲରେ ଫରେଷ୍ଟର

ବଲାଙ୍ଗୀର ଅଫିସ,୧୦।୫ : ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ସିନ୍ଧିକେଲା ଫରେଷ୍ଟ ବିଟ୍‌ର ଫରେଷ୍ଟର ହରିହର ସ୍ବାଇଁ । ଜଙ୍ଗଲ ବିଭାଗ ଅଧିନରେ କାମ କରୁଥିବା ଜଣେ ଶ୍ରମିକଙ୍କ ଠାରୁ ୧ ଲକ୍ଷ ୩୦୦ ଟଙ୍କା ଲାଞ୍ଚ ନେଉଥିଲେ। ଏହି…

ଗୁଳି ମାଡ଼ରେ ଦୋକାନୀଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତା ଅବରୋଧ

କେନ୍ଦୁଝର,୧୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବହାଳୀ ଗ୍ରାମରେ ଗତ ୨୬ ତାରିଖରେ ଗୁଳି ମାଡ଼ ହୋଇଥିଲା। ଏଥିରେ ଗୁରୁତର ହୋଇ କଟକ ବଡ଼ ମେଡ଼ିକାଲରେ ଚିକିତ୍ସିତ ହେଉଥିବା ଦୋକାନୀ ଜଗବନ୍ଧୁ ମହାପାତ୍ରଙ୍କ ସୋମବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ପରେ…

ପର୍ଯ୍ୟଟକଙ୍କୁ ଗୋପାଳପୁର ବେଳାଭୂମି ମନା

ଗଞ୍ଜାମ,୧୦।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ଗୋପାଳପୁର ବେଳାଭୂମି ଅଶାନ୍ତ ହେଲାଣି। ସମୁଦ୍ରରେ ଉଚ୍ଚ ଜୁଆର ଆସୁଛି। ଫଳରେ ଗୋପାଳପୁର ବେଳାଭୂମିରେ ୩ ନଂ ବିପଦ ସଙ୍କେତ…

ଡେଷ୍ଟିନି ୧୨୫-ଏକ୍ସଟେକ୍‌ ବଜାର ପ୍ରବେଶ

ଢେଙ୍କାନାଳ/ ଅନୁଗୋଳ ଅଫିସ,୧୦।୫ ଢେଙ୍କାନାଳ କୁଞ୍ଜକାନ୍ତ ଅଞ୍ଚଳରେ ଥିବା ହିରୋ ମୋଟୋକର୍ପର ଅଧିକୃତ ବିକ୍ରେତା ସୋମ୍‌ ଅଟୋ ପକ୍ଷରୁ ସୋମବାର ଡେଷ୍ଟିନି ୧୨୫ ଏକ୍ସଟେକ୍‌ ସ୍କୁଟରର ବଜାର ପ୍ରବେଶ କରାଯାଇଛି। ଏହି ଉପଲକ୍ଷେ ସୋମ୍‌ ଅଟୋ ଶୋ’ରୁମ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ…

ଜୋର୍‌ଦାର ଚାଲିଛି କୋଇଲା ଚୋରା କାରବାର

ତାଳଚେର,୧୦।୫(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବିଭିନ୍ନ କୋଇଲା ଖଣି ଅଞ୍ଚଳରୁ ଚାଲିଛି ଜୋର୍‌ଦାର କୋଇଲା ଚୋରି। କୋଇଲା ମାଫିଆଙ୍କ ସହ କେତେଜଣ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀ, ଡିଡିଏମ୍‌ ଅଫିସରେ ଥିବା କେତେଜଣ କର୍ମଚାରୀ ଓ ପୋଲିସ ଏଥିରେ ସାମିଲ…

ଭାରିଯାନ ଧକ୍କାରେ ଭାଙ୍ଗିଲା ପୋଲ ସୁରକ୍ଷା ବାଡ଼

ଛେଣ୍ଡିପଦା,୧୦।୫(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ଦେଇଯାଇଥିବା ଛେଣ୍ଡିପଦା- ଅନୁଗୋଳ ୬୩ ନମ୍ବର ରାଜ୍ୟ ରାଜପଥରେ ଗତ ବିଳମ୍ବିତ ରାତିରେ ଏକ ବଡ଼ ଲୁହା ଯନ୍ତ୍ରାଂଶ ବୋଝେଇ ଭାରିଯାନ ଧକ୍କାରେ କୁମ୍ଭୀରା ନାଳ ପୋଲର ସରକ୍ଷା ବାଡ ଭାଙ୍ଗିଯାଇଛି। ଘଟଣାରୁ ପ୍ରକାଶ,…

ସମସ୍ୟା ସମାଧାନ ନ ହେଲେ ଆନ୍ଦୋଳନ

ଅନୁଗୋଳ ଅଫିସ,୧୦।୫ ଅନୁଗୋଳ ଜିଲାରେ ବିଦ୍ୟୁତ୍‌ କାଟ ଓ ପାନୀୟ ଜଳ ସମସ୍ୟା ସହ ଡିଏମ୍‌ଏଫ୍‌ରେ ହୋଇଥିବା ବ୍ୟାପକ ଦୁର୍ନୀତି ବିରୋଧରେ ଭାଜପା ଆନ୍ଦୋଳନକୁ ଓହ୍ଲାଇବ। ଏ ସମ୍ପର୍କରେ ସୋମବାର ଜିଲା ଭାଜପା କାର୍ଯ୍ୟାଳୟଠାରେ ଜିଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ…

ପ୍ରସୂତି ମହିଳାଙ୍କୁ ମାଡ଼ ମାରିଲେ ଡାକ୍ତର: ସିଡିଏମ୍‌ଓ କହିଲେ ତଦନ୍ତ ହେବ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସା ସମୟରେ ପ୍ରସୂତି ମହିଳାମାନଙ୍କୁ ଡାକ୍ତର ଜଣକ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ଏ ନେଇ ପୀଡିତା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?