୬ ଘଣ୍ଟିଆ ରେଳରୋକୋ, ବିଭିନ୍ନ ଷ୍ଟେଶନରେ ଅଟକିଲା ଟ୍ରେନ
ରୂପସା, ୧୦।୫(ଡି.ଏନ.ଏ.) ଦକ୍ଷିଣ ପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବାଲେଶ୍ୱର ଜିଲା ହଳଦୀପଦା ରେଳଷ୍ଟେଶନରେ ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ରହଣି ଦାବି ସୋମବାର ଆନ୍ଦୋଳନ ରୂପ ନେଇଛି। ହଳଦୀପଦା ପ୍ରଗତି ମଞ୍ଚ ପକ୍ଷରୁ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ୬ଘଣ୍ଟିଆ ରେଳରୋକୋ କରାଯାଇଥିଲା।…
ଧାରଣାରେ ବସିଲେ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ
ବନ୍ତ,୧୦।୫(ଡି.ଏନ.ଏ.) କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ହେବା ନେଇ ଭଦ୍ରକ ଜିଲା ବନ୍ତ ଗୋଷ୍ଠୀ ସମ୍ବଳ ଶିକ୍ଷୟିତ୍ରୀ ଟୁନାବାଳା ଦାଶ ସୋମବାର ବିଇଓ ଅଫିସ ଆଗରେ ଧାରଣାରେ ବସିଥିଲେ। ସକାଳ ୮ରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ସେ ଧାରଣାରେ ବସିଥିବା ବେଳେ କୌଣସି ଅଧିକାରୀ…
ବାଲି ଚୋରାଚାଲାଣ ରୋକିବାକୁ ନିର୍ଦ୍ଦେଶ
ଧାମନଗର,୧୦।୫ (ଡି.ଏନ.ଏ/ସ୍ବ.ପ୍ର.) ଭଦ୍ରକ ଜିଲା ଧାମନଗର ବିଡିଓଙ୍କ କାର୍ଯ୍ୟାଳୟରେ ସୋମବାର ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝି, ଆରକ୍ଷୀ ଅଧୀକ୍ଷକ ଚରଣ ସିଂ ମୀନା, ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଉପଜିଲାପାଳ ମନୋଜ…
ଉପକୂଳରେ ହାଇଆଲର୍ଟ
ଭୋଗରାଇ, ୧୦।୫(ଡି.ଏନ.ଏ.) ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଅସାନି ଭୀଷଣ ବାତ୍ୟାରେ ପରିଣତ ହେବା ପରେ କୂଳବାସୀ ଭୟଭୀତ ହୋଇପଡିଛନ୍ତି l ତେବେ ଏହି ବାତ୍ୟା ବାଲେଶ୍ୱର ଉପକୂଳରେ ବିଶେଷ ଭାବେ ପ୍ରଭାବ ପକାଇବ ବୋଲି ପାଣିପାଗ ବୈଜ୍ଞାନିକମାନେ ପୂର୍ବାନୁମାନ କରିଥିଲେ।…
ଜେଲରେ କଏଦୀଙ୍କ ଆତ୍ମହତ୍ୟା, ହାତରେ ଲେଖିଛନ୍ତି ଲଭ ୟୁ ମଞ୍ଜୁ
ସୋହେଲା,୧୦।୫((ଡି.ଏନ୍.ଏ.): ବରଗଡ଼ ଜିଲା ସୋହେଲା ସବ୍ଜେଲରେ ମଙ୍ଗଳବାର ଭୋର୍ ସାଢେ ୪ଟା ବେଳେ ଜଣେ ବିଚାରାଧୀନ କଏଦୀ ଗଳାରେ ଗାମୁଛା ଭିଡି ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ମେଲଛାମୁଣ୍ଡା ଥାନା ଅଧୀନ ପେଟୁପାଲି ଗ୍ରାମର ମନମୋହନ ରାଉତିଆ(୨୬) । ମୃତକ ଜଣକ…
ବାତ୍ୟା ‘ଅସାନି’କୁ ନେଇ ଚିନ୍ତାରେ ନଦୀକୂଳିଆ
ଚାନ୍ଦବାଲି,୧୦।୫(ଡି.ଏନ୍.ଏ.): ବାତ୍ୟା ‘ଅସାନି’ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରି କି ଧାମରା ସମେତ ବିଭିନ୍ନ ବନ୍ଦରରେ…
ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା
ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ ଦଳ ବିଧିବଦ୍ଧ ଭାବେ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି। ବିଜେଡିରୁ ପୂର୍ବତନ ବିଧାୟକ ସ୍ବର୍ଗତ…
ରାଜ୍ୟର ପ୍ରଥମ ସୋଲାର ପମ୍ପ ଅଚଳ
ଡେରାବିଶ, ୧୦ା୫ (ସ୍ବ.ପ୍ର.):ଗ୍ରାମାଞ୍ଚଳରେ ସାଧାରଣ ଲୋକଙ୍କ ପାନୀୟ ଜଳ କଷ୍ଟ ଦୂର କରିବାକୁ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ ଜରିଆରେ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି। ଅକ୍ଷୟ ଶକ୍ତି ଦ୍ୱାରା ଲୋକଙ୍କୁ ପାନୀୟ ଜଳ ଯୋଗାଇବା ପାଇଁ ସୋଲାର…
ସମ୍ଭାବ୍ୟ ବାତ୍ୟା ନେଇ ସତର୍କତା
କେନ୍ଦ୍ରାପଡ଼ା ଅଫିସ,୧୦ା୫:କେନ୍ଦ୍ରାପଡ଼ା ଜିଲାରେ ସୋମବାର ଅପରାହ୍ନରୁ ଆକାଶ ମେଘାଚ୍ଛନ୍ନ ରହିଛି। ସାମୁଦ୍ରିକ ଝଡ଼କୁ ନେଇ ବିପଦ ନ ଥିବା ପ୍ରକାଶ ସତ୍ତ୍ୱେ କେନ୍ଦ୍ରାପଡ଼ା ତଟାଞ୍ଚଳବାସୀଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ ପାଇଁ ସଚେତନ କରାଯାଉଛି। ଜିଲାକୁ ରେଡ୍ ଆଲର୍ଟ ମଧ୍ୟରେ…
ନାବାଳିକା ବଳାତ୍କାରୀଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡ
ଜୟପୁର,୧୧ା୫ (ନି.ପ୍ର.):ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ସୋମବାର ଜୟପୁର ଫାଷ୍ଟଟ୍ରାକ୍ ସ୍ପେଶିଆଲ କୋର୍ଟରେ ଶୁଣାଣି କରାଯାଇଛି। ଆଡହକ ଅତିରିକ୍ତ ଜିଲା ଓ ଦୌରାଜଜ୍ ପ୍ରଦୀପ କୁମାର ସସାମଲ ନାରାୟଣପାଟଣା ଥାନା ଅଧୀନ ବୋରିଗି ଗ୍ରାମର ଅଭିଯୁକ୍ତ ଗୋବିନ୍ଦ ତାଡ଼ିଙ୍ଗି (୨୩)ଙ୍କୁ…
ଚାପରେ ଚେପା ତଦନ୍ତ ରିପୋର୍ଟ
ଯାଜପୁର ଅଫିସ,୧୦ା୫:ଶିଳ୍ପ, କାରଖାନାରେ ଭରିଗଲାଣି ଯାଜପୁର ଜିଲାର କଳିଙ୍ଗନଗର ଓ ଜାରକା ଶିଳ୍ପାଞ୍ଚଳ। ଦ୍ରୁତ ଶିଳ୍ପାୟନ ଦ୍ୱାରା ସ୍ଥାନୀୟ ଯୁବତୀଯୁବକଙ୍କୁ ନିଯୁକ୍ତି ମିଳିବ ଏବଂ ବିକାଶ ଧାରା ସୃଷ୍ଟି ହେବ ବୋଲି ଯେଉଁ ଆଶା ରଖାଯାଇଥିଲା ତାହା ସମ୍ଭବ ହେଉନାହିଁ। ବରଂ…
ଏଏସ୍ଆଇ ଅନୁମତି ଦେଇନି
ପୁରୀ ଅଫିସ,୧୦।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଲାଗି ରହିଥିବା ବିବାଦ ସୋମବାର ନୂଆ ମୋଡ଼ ନେଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍ଆଇ) ସଂସ୍ଥା ଅନୁମତି ଅନୁସାରେ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ନେଇ ପ୍ରଶାସନ ଯେଉଁ ଦମ୍ଭ ବାଢ଼ୁଥିଲା, ତାହା ଏବେ ମିଥ୍ୟା…

