ଆମ ଜିଲା ଖବର

ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…

କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଥିଲା। ପ୍ରଧାନଶିକ୍ଷକ ମନୋଜ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହାନ ଦାର୍ଶନିକ…

କାର-ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ ୯ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭୁବନେଶ୍ୱରରୁ ବାଲେଶ୍ୱର ଅଭିମୁଖେ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ। ପ୍ରାୟ ୪୫ ଦିନ ଧରି ସେ ଏକ ପୋକ୍ସୋ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବରିଷ୍ଠ କାର୍ଯ୍ୟକର୍ତ୍ତା ତଥା ମାର୍ଗଦର୍ଶକ ଦୟାନିଧି…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ଜାତୀୟ ରାଜପଥର ଉକ୍ତ ଘାଟିରେ ଶହ ଶହ ଗାଡ଼ି ଅଟକି ରହିଛି। ପ୍ରକାଶ…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍ ଆଘାତରେ ଜଣେ ଶ୍ରମିକ ଗୁରୁତର ଆହତ ହୋଇ ଜୀବନମୃତ୍ୟୁ ସହ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ଶନିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଦାରିଙ୍ଗବାଡ଼ିର ଯୁବ ବିଡିଓ ପ୍ରୀତିରଞ୍ଜନ ରଥ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର କଳାହାଣ୍ଡି ଜିଲା କେସିଙ୍ଗା ନଗର ପାଇଁ ନୂତନ କମିଟି ଗଠନ କରି…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ ଗାଁରେ ବନ୍ଧୁ ବାନ୍ଧିବାକୁ କେହି ରାଜି ହେଉନାହାନ୍ତି। ବର ଓ କନ୍ୟା ପକ୍ଷ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ ପୋଲିସ ଗଣ୍ଡତୁରୁମ ଗ୍ରାମର ଅନିଲ ସେଠ (୩୬)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି ନକ୍ଷତ୍ରାନୁସାରେ ସମବେତ ପଣ୍ଡିତ ଓ ଜ୍ୟୋତିର୍ୱିଦମାନଙ୍କ ଗଣନାନୁସାରେ ଆସନ୍ତା ୧୫ ତାରିଖ (ମଙ୍ଗଳବାର)…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ ସମୟରେ ସୂର୍ଯ୍ୟଙ୍କ ପ୍ରଖର ରୌଦ୍ରତାପ ରହୁଥିବା ବେଳେ ଭୋର ସମୟରେ ଥଣ୍ଡା ଅନୁଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?