ଆମ ଜିଲା ଖବର

୬୦କି.ମି. ଚିଠି ଆସିବାକୁ ଲାଗିଲା ୨ମାସ ୫ ଦିନ

ଖଇରା,୨୬।୯(ଉତ୍କଳବନ୍ଧୁ ପଣ୍ଡା): ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଏକ ମାମଲାର ଫଇସଲା ପାଇଁ ଜିଲା ଅତିରିକ୍ତ ଜିଲାପାଳଙ୍କ ତରଫରୁ ଅଭିଯୋଗକାରୀଙ୍କୁ ମିଳିଥିବା ଚିଠିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଚିଠିରେ ଅଭିଯୋଗକାରିଣୀ ଭାବେ ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକୋଣା ପଞ୍ଚାୟତ ଅଧୀନ...

୫ ବର୍ଷ ପରେ ଘରକୁ ଫେରିଲେ ନାବାଳିକା

କେନ୍ଦୁଝର, ୨୬ା୯ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ କୁଣ୍ଡୁଳା ଗ୍ରାମର ଗୁରୁବା ମୁଣ୍ଡାଙ୍କ ନିଖୋଜ କନ୍ୟା ସୋମବାର ଶିଶୁ ମଙ୍ଗଳ ସମିତିଙ୍କ ହସ୍ତକ୍ଷେପ ପରେ ପରିବାରକୁ ଫେରିଛନ୍ତି। ନାବାଳିକାଙ୍କୁ ତାଙ୍କ ପିଉସା ଜଣଙ୍କ ଘରେ...

କାର୍ଯ୍ୟ ଶେଷର ୬ ବର୍ଷ ପରେ ବି କିସ୍ତି ମିଳିନି

ଯୋଡ଼ା,୨୬ା୯(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ ଅଶେଇଁକଳା ପଞ୍ଚାୟତର ସାନବ ଗ୍ରାମର ମିଲୁ ଓରାମଙ୍କୁ ବିଜୁ ପକ୍କା ଘର ନିର୍ମାଣ ସମ୍ପୂର୍ଣ୍ଣ କରିବାର ୬ ବର୍ଷ ପରେ ବି ଶେଷ କିସ୍ତି ଟଙ୍କା ମିଳିନାହିଁ। ଏ ନେଇ...

ଘର କରି ନ ଥିବା ହିତାଧିକାରୀଙ୍କ କାର୍ଯ୍ୟାଦେଶ ବାତିଲ କର

ପଟ୍ଟାମୁଣ୍ଡାଇ ୨୬ା୯ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ଗରିବ ଲୋକଙ୍କୁ ମୁଣ୍ଡ ଗୁଞ୍ଜିବାକୁ ଯୋଗାଇ ଦିଆଯାଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ଠିକଣା ଭାବେ କାର୍ଯ୍ୟକରିବା ସହ ତ୍ୱରାନ୍ବିତ କରିବାକୁ ଓଡିଶା ଅର୍ବାନ ହାଉସିଂ ମିଶନର ଏସଏଲଟିସି ପାର୍ଥସାରଥୀ ସାହୁ ପଟ୍ଟାମୁଣ୍ଡାଇ...

ସରପଞ୍ଚଙ୍କୁ ଆକ୍ରମଣ, ଥାନାରେ ମାମଲା

ବରୀ,୨୯। ୯ (ମହେନ୍ଦ୍ର ସ୍ବାଇଁ): ବରୀ ବ୍ଲକ ବୋଦୁଅ ପଞ୍ଚାୟତ ସରପଞ୍ଚ ଦେବୀ ମିଶ୍ରଙ୍କୁ ସେହି ପଞ୍ଚାୟତର ୨ ଯୁବକ ମରଣାନ୍ତକ ଆକ୍ରମଣ କରିଥିବା ବିଞ୍ଝାରପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ପ୍ରକାଶଯେ, ସରପଞ୍ଚ ମିଶ୍ର ବାଇକ୍‌ରେ ପଞ୍ଚାୟତର ଉନ୍ନୟନ...

ସ୍ବତନ୍ତ୍ର ଟାସ୍କଫୋର୍ସ କାର୍ଯ୍ୟ କରିବାକୁ ଏନ୍‌ଜିଟିଙ୍କ ନିର୍ଦ୍ଦେଶ

କଟକ,୨୬ା୯ (କାର୍ତ୍ତିକ ସାହୁ):ଭୁବନେଶ୍ବର ମଧ୍ୟଦେଇ ଯାଇଥିବା ଗଙ୍ଗୁଆ ନାଳକୁ ପ୍ରଦୂଷଣମୁକ୍ତ କରିବାରେ ସ୍ବତନ୍ତ୍ର ଟାସ୍କଫୋର୍ସ କାର୍ଯ୍ୟ କରିବାକୁ ଜାତୀୟ ସବୁଜ ପ୍ରାଧିକରଣ (ଏନ୍‌ଜିଟି) ନିର୍ଦ୍ଦେଶ ଦେଇଛନ୍ତି। ପ୍ରାଧିକରଣର ବିଚାରପତି ବି. ଅମିତ ସ୍ଥାଲେକର ଏବଂ ଡ. ଅରୁଣ କୁମାର ବର୍ମାଙ୍କୁ...

କାର୍ଯ୍ୟକାରୀ ହେଉନି ତଦନ୍ତ କମିଶନଙ୍କ ସୁପାରିସ

କଟକ,୨୬ା୯ (କାର୍ତ୍ତିକ ସାହୁ):୧୯୮୯ ମସିହାରୁ ଅଦ୍ୟାବଧି ଦୀର୍ଘ ୩୫ ବର୍ଷ ମଧ୍ୟରେ ରାଜ୍ୟରେ ବିଷାକ୍ତ ମଦମୃତ୍ୟୁ ଘଟଣାରେ ୨୮୭ ଜଣଙ୍କ ପ୍ରାଣହାନି ହୋଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ମାମଲାଗୁଡ଼ିକର ତଦନ୍ତ ପାଇଁ ୧୧ଟି ତଦନ୍ତ କମିଶନ ଗଠନ କରାଯାଇଥିବା ସୂଚନା...

ସାପ ଧରିିବା ସହ ସଚେତନ କରୁଛନ୍ତି ରିୟା

ଖୋର୍ଦ୍ଧା,୨୬ା୯(ପ୍ରଭାତ ପାଣିଗ୍ରାହୀ):ସାଧାରଣତଃ ସାପ ନାଁ ଶୁଣିଲେ ଲୋକଙ୍କ ମନରେ ଛନକା ପଶିିଯାଏ। ସାପ କାମୁଡିଲେ ଗାଁ ଗହଳିରେ ଲୋକେ ଏବେ ବି ଝଡ଼ାଫୁଙ୍କା କିମ୍ବା ମହାଦେବଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଥାନ୍ତି। ଏପରି ଅନ୍ଧ ବିଶ୍ୱାସ ସମ୍ପର୍କରେ ଜନସଚେତନତା ସୃଷ୍ଟି ସହ...

ସାଙ୍ଗଙ୍କ ଛୁରାମାଡ଼ରେ ସାଙ୍ଗ ମୃତ

କେନ୍ଦ୍ରାପଡ଼ା, ୨୬ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅଞ୍ଚଳରେ ନିଶା ସେବନ ସମୟରେ ସାଙ୍ଗଙ୍କ ଛୁରାମାଡରେ ସାଙ୍ଗ ତ୍ରିଲୋଚନ ମଲ୍ଲିକ (୩୦)ଙ୍କ ସୋମବାର ମୃତ୍ୟୁ ହୋଇଛି। ତ୍ରିଲୋଚନଙ୍କ ଘର ଥାନା ଅନ୍ତର୍ଗତ ଧୂମାତ ଶାସନସ୍ଥିତ ଚାରିଗାଁ ।...

୩ରେ ଓଡ଼ିଶା ବନ୍ଦ ଡାକରା ସ୍ଥଗିତ

ପୁରୀ,୨୬ା୯(ଅଜିତ ମହାନ୍ତି):ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଓ ରତ୍ନଭଣ୍ଡାର ଖୋଲାଯିବା ଦାବିରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଆସନ୍ତା ୩ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିଲା। ତେବେ ଏନେଇ ସୋମବାର ପୁଣିଥରେ ଶ୍ରୀଜଗନ୍ନାଥ ସେନା ଏବଂ ଜିଲା ପ୍ରଶାସନ ମଧ୍ୟରେ...

୧୦ କୁକୁଡ଼ା ଗିଳିଦେଲା ଅଜଗର

ଅନୁଗୋଳ, ୨୬।୯(ଅମିତ କୁମାର ସାମଲ):ଅନୁଗୋଳ ଜିଲା ବନ୍ତଳା ଥାନା ଧୋକୁଟା ଗ୍ରାମର ଜନକ ନାୟକଙ୍କ କୁକୁଡ଼ା ଫାର୍ମରେ ସୋମବାର ଏକ ଅଜଗର ପଶି ୧୪ କୁକୁଡ଼ା ମାରିବା ସହ ୧୦ଟିକୁ ଗିଳି ଦେଇଥିବା ଅଭିଯୋଗ ହୋଇଛି। ଜନକଙ୍କଠାରୁ ଖବରପାଇ ସର୍ପ...

ରାହୁଲଙ୍କ ଚିତ୍ରକଳାକୁ ପ୍ରଶଂସା କଲେ କିଙ୍ଗ୍‌ ଖାନ୍‌

ପାପଡ଼ାହାଣ୍ଡି,୨୬।୯(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ସଦର ମହକୁମା ନୂଆସାହିର ରାହୁଲ ପାତ୍ରଙ୍କ ଚିତ୍ରକଳା ଦେଖି ପ୍ରଶଂସା କରିଛନ୍ତ ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌। ରାହୁଲ ପ୍ରଧାନୀଗୁଡ଼ା କାଜୁମିଲଠାରେ ଶାହାରୁଖଙ୍କ ଯବାନ ଚଳଚ୍ଚିତ୍ରର ୧୦ଫୁଟ୍‌ ଉଚ୍ଚତା ଓ ୬ଫୁଟ୍‌ ଲମ୍ବ ବିଶିଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri