ଆମ ଜିଲା ଖବର

ଜଙ୍ଗଲ ଗିଳି ଚାଲିଛି ନିଆଁ

ଭୁବନେଶ୍ୱର (ବ୍ୟୁରୋ)/ ନୟାଗଡ ଅଫିସ/ସଜନାଗଡ଼/ ବୁଗୁଡ଼ା, (ଡି.ଏନ.ଏ.)୮।୩: ହୁ ହୁ ମାଡ଼ିଚାଲିଛି ନିଆଁ। ଓଡ଼ିଶାର ବିଭିନ୍ନ ଜଙ୍ଗଲକୁ ଚାଟିଯାଉଛି ବିପର୍ଯ୍ୟୟର ଲହ ଲହ ଜିହ୍ବା। ସବୁଠୁ ବଡ଼ ଚିନ୍ତା ହେଉଛି ୨,୭୫୦ ବର୍ଗ କି.ମି. ଅଞ୍ଚଳ ପରିମିତ ଏସିଆ ମହାଦେଶର...

ଗ୍ରାମର ୨୮ ଧନୀ ବ୍ୟକ୍ତିଙ୍କୁ ହତ୍ୟା ଧମକ

ଗୁଣପୁର, ୮ା୩: ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅଧୀନ କତୁରୁ ଗ୍ରାମରେ ଦେଖିବାକୁ ମିଳିଛି ଧମକପୂର୍ଣ୍ଣ ପୋଷ୍ଟର। ୧୭ ନମ୍ବର ଓ୍ବାର୍ଡ କତୁରୁଠାରେ ତେଲୁଗୁ ଭାଷାରେ ୪ଟି ପୋଷ୍ଟର ଲାଗିଛି। ଏଥିରେ ଗାଁର ୨୮ଜଣଙ୍କ ନାମ ଲେଖାଯାଇ ସେମାନଙ୍କୁ...

ପୋଲିସ ଭୟରେ ଦୌଡ଼ି ପଳାଉଥିବା ବେଳେ ଜୀବନଗଲା

ବରଗଡ଼ ଅଫିସ୍‌,୭।୩: ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ସାନ ପିପିଲିପାଲି ଗ୍ରାମରେ ରବିବାର ଏକ ନିଛାଟିଆ ସ୍ଥାନରେ ଚାଲିଥିବା ଜୁଆ ଆଡ୍ଡାରେ ପୋଲିସ ଚଢ଼ାଉ ବେଳେ ଭୟରେ ଦୌଡି ପଲାଉଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା...

ନଡ଼ା ପୋଡୁଥିବା ବେଳେ ଜିଅନ୍ତା ଜଳିଗଲେ ଚାଷୀ

ନୂଆପଡା ଅଫିସ, ୭।୩: ନିଜ ଜମିରେ ନିଆଁ ଲଗାଇ ଜଳିଗଲେ ଚାଷୀ। ଏଭଳି ଏକ ଘଟଣା ଘଟିଛି ନୂଆପଡ଼ା ଜିଲା ସିନାପାଲି ମହାଜନପଡ଼ାରେ। ମୃତକ ଜଣକ ମହାଜନପଡ଼ାର ନୀଳାମ୍ବର ମେହେର(୫୫)। ଘଟଣାସ୍ଥଳରୁ ସିନାପାଲି ପୋଲିସ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରିଛି।...

ବଣ୍ଡାଘାଟିରେ ଡିଜିପି ଅଭୟ

ମାଲକାନଗିରି/ଗୋବିନ୍ଦପାଲି, ରାୟଗଡା ଅଫିସ,୭।୩: ମାଲକାନଗିରି ଜିଲା ଖଇରପୁଟ ବ୍ଲକର ଦୁର୍ଗମ ଅଞ୍ଚଳ ତଥା ମାଓବାଦୀ ଅଧ୍ୟୁଷିତ ବଣ୍ତାଘାଟିକୁ ରବିବାର ଡିଜିପି ଅଭୟ ଗସ୍ତ କରିଥିଲେ। ବଣ୍ତାଘାଟିରେ କିଛିଦିନ ତଳେ ପ୍ରତିଷ୍ଠା ହୋଇଥିବା ୨ ବିଏସ୍‌ଏଫ୍‌ କ୍ୟାମ୍ପ ପରିଦର୍ଶନ କରି ସେ...

ବସ୍‌ଷ୍ଟାଣ୍ଡ୍‌ରେ ଯୁବକଙ୍କୁ ହତ୍ୟା

ଚମ୍ପୁଆ,୭।୩: କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ କୋଦଗାଡ଼ିଆ ଗ୍ରାମରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ ଲିପୁନ ମହାନ୍ତ। ପୋଲିସ ଏନେଇ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ଗୌରହରି ମହାନ୍ତଙ୍କୁ ଗିରଫ...

ରୋଗୀଙ୍କୁ ଦେଢ଼ କି.ମି ପର୍ଯ୍ୟନ୍ତ ଷ୍ଟେଚରରେ ବୋହିନେଲେ ଆମ୍ବୁଲାନ୍ସ କର୍ମଚାରୀ

ବାଉଁଶୁଣୀ,୭ା୩: ଗାଡି ଯିବା ପାଇଁ ରାସ୍ତା ନ ଥିବାରୁ ଦେଢ଼ କି.ମି ବାଟ ରୋଗୀଙ୍କୁ ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ। ବୌଦ୍ଧ ବ୍ଲକ ଆମ୍ବଝରି ଗ୍ରାମ ପଞ୍ଚାୟତ ବିଜାମାରି ଗ୍ରାମରେ ରବିବାର ଏଭଳି ଘଟଣା ଦେଖିବାକୁ ମିଳିଛି । ସୂଚନା ମୁତାବକ,...

ଅଳିଆଗଦାରୁ ବ୍ୟାପି ବାରାହୀ ପାହାଡ଼ରେ ନିଆଁ

ହିଞ୍ଜିଳିକାଟୁ,୭ା୩: ହିଞ୍ଜିଳିକାଟୁ ସହର ନିକଟସ୍ଥ ବାରାହୀ ପାହାଡ଼ରେ ରବିବାର ନିଆଁ ଲାଗିଥିଲା। ଦମକଳ ବାହିନୀ ଓ ସ୍ଥାନୀୟ ଅଞ୍ଚଳର ଯୁବକଙ୍କ ପ୍ରୟାସରେ ନିଆଁକୁ ଆୟତ୍ତ କରାଯାଇଥିଲା। ପାହାଡ଼ ନିକଟରେ ଥିବା ଜନବସତିର ଅଳିଆଗଦାରୁ ନିଆଁ ଶୁଖିଲା ପତ୍ରରେ ଲାଗି ପାହାଡ଼କୁ...

ପୋଲିସ ଗାଡ଼ି ପୋଡ଼ି ଘଟଣା: ପହଞ୍ଚିଲେ ଡିଆଇଜି

ଚଣ୍ଡିଖୋଲ, ୭।୩ (ଡି.ଏନ୍‌.ଏ): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭରତପୁର ଠାରେ ଶନିବାର ଗୋଷ୍ଠୀ ସଂଘର୍ଷ ଓ ପୋଲିସ ଭ୍ୟାନ ପୋଡିଘଟଣା ନୂଆ ମୋଡ ନେଇଛି। ପୋଲିସ ଶନିବାର ରାତିରେ ୨୧ ଜଣଙ୍କୁ ଥାନାକୁ ଆଣି ଅଟକ ରଖିଛି।...

କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ

ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଏଥିରେ ବୁଗୁଡ଼ା ବ୍ଲକର ୫୦୨ ଜଣ ବରିଷ୍ଠ ନାଗରିକ ଓ...

ବଣ୍ଡା ଘାଟିରେ ଓଲଟିଲା ଅଗ୍ନିଶମ ଗାଡ଼ି

କୋରୁକୋକଣ୍ଡା, ୭।୩(ଡି.ଏନ୍‌.ଏ): ମାଲକାନଗିରି ଜିଲାର ବଣ୍ଡା ଘାଟିରେ ଏକ ଅଗ୍ନିଶମ ଗାଡ଼ି ଶନିବାର ଓଲଟି ୫ ଆହତ ହୋଇଛନ୍ତି। ଏଥିରେ ୫ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ଥିବା ବେଳେ ସେଥିମଧ୍ୟରୁ ୪ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ମନୋଜ...

ମିଳୁନି ପାଣି, ଲୋକେ ହନ୍ତସନ୍ତ

ବେଗୁନିଆ,୭ା୩(ଡି.ଏନ୍‌.ଏ.): ଗତ କିଛିଦିନ ଧରି ପ୍ରଚଣ୍ଡ ତାତି ଯୋଗୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଫଳରେ ଲୋକେ ପାଣି ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେତେକ ଗ୍ରାମରେ ନଳକୂପ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri