ବିବାହ ଫସର ଫାଟିଲା: ବରବେଶରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ
ବରଗଡ଼ ଅଫିସ୍,୯।୫: ବରଗଡ଼ ଜିଲା ଭଟଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗଭର୍ବତୀ କରିବା ଅଭିଯୋଗରେ ଗତ ୨୦୧୭ ମସିହାରୁ ଫେରାର ଥିବା ଅଭିଯୁକ୍ତଙ୍କୁ ସୋମବାର ବରବେଶରେ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ହେଲେ ଭଟଲି ଥାନା କେଲେଣ୍ଡାପାଲି…
ଏୟାରଲିଫ୍ଟ ହେଲେ ୧୧ ମତ୍ସ୍ୟଜୀବୀ
ବ୍ରହ୍ମପୁର ଅଫିସ,୯। ୫: ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରୁ ୧୧ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି। କୋଷ୍ଟଗାର୍ଡର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଫସି ରହିିଥିବା ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀ ଏକ ଡଙ୍ଗାରେ ମାଛ…
ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ
ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ, ୧୧ ମତ୍ସ୍ୟଜୀବୀଏକ ଡଙ୍ଗାରେ ମାଛ ମାରିବାକୁ ସମୁଦ୍ର ଭିତରକୁ ଯାଇଥିଲେ। ଫେରିଲା ବେଳେ ଯାନ୍ତ୍ରିକ…
ଆମ୍ବୁଲାନ୍ସରେ ନେଉଥିଲେ ଗଞ୍ଜେଇ
ଫୁଲବାଣୀ ଅଫିସ,୯।୫: ଗଞ୍ଜେଇ ଚାଲାଣର ନୂଆ ଉପାୟ। ଆମ୍ବୁଲାନ୍ସରେ ହେଉଥିଲା ଚାଲାଣ। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଫୁଲବାଣୀରେ। ଖବରପାଇ ଅବକାରୀ ଟିମ୍ ଖଜୁରୀପଡା ବ୍ଲକ ରାଣୀପଥର ଘାଟିରେ ଜଗି ରହିଥିଲା। ସେଠାରେ ଅଧିକାରୀମାନେ ଆମ୍ବୁଲାନ୍ସକୁ ଅଟକାଇ ଯାଞ୍ଚ ବେଳେ…
ମୋ ସ୍ବାମୀଙ୍କୁ ମିଥ୍ୟା ମାମଲାରେ ଫସାଇଛି ବନ ବିଭାଗ
ଭଞ୍ଜନଗର,୯ା୫(ଡି.ଏନ୍.ଏ.): ଉତ୍ତର ଘୁମୁସର ବନଖଣ୍ଡ ଜଗନ୍ନାଥ ପ୍ରସାଦ ରେଞ୍ଜ ଅଧୀନ ତିରିଗୋଛ ଗ୍ରାମର ଅମର ବେହେରା ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଗତ ୨୭ ତାରିଖରେ ଗିରଫ ହୋଇଥିଲେ। ବନ୍ୟପ୍ରାଣୀ ଶିକାର ପାଇଁ ସେ ଜଙ୍ଗଲରେ ନିଆଁ ଲଗାଉଥିବା ନେଇ ବନ…
ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ
ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦ ହଜାର…
ଯୁକ୍ତ ୨ ଛାତ୍ରୀଙ୍କୁ ବଳାତ୍କାର କରି ଗିରଫ ହେଲେ ଡ୍ରାଇଭର
ଗୁଡ଼ଭେଲା,୯।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ତୁଷୁରା ଥାନା ଅଞ୍ଚଳର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ତୁଷୁରା ପୋଲିସ ସୋମବାର ଘଟଣାରେ ସମ୍ପୃକ୍ତ ଡ୍ରାଇଭରଙ୍କୁ ଗିରଫ କରିଛି। ସେ ହେଲେ…
ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ଘଟଣା: ୨ମୁଖ୍ୟ ଅଭିଯୁକ୍ତ ଗିରଫ
ଗଞ୍ଜାମ,୯।୫(ଡି.ଏନ୍.ଏ.): ଅତିରିକ୍ତ ତହସିଲଦାର ଶୁଭେନ୍ଦୁ କୁମାର ଜେନାଙ୍କ ସହ ୩ ଆର୍ଆଇ ଭାସ୍କର ସାହୁ, ସୀତାରାମ ସାହୁ ଓ ସୁଶାନ୍ତ କୁମାର ବେହେରାଙ୍କୁ ଆକ୍ରମଣକାରି ଲହୁଲୁହାଣ ଘଟଣାରେ ଗଞ୍ଜାମ ପୋଲିସ ସୋମବାର ୨ଜଣଙ୍କୁ ଗିରଫ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା…
କିଶୋର ପଟେଲଙ୍କୁ ପ୍ରାର୍ଥୀ କଲା କଂଗ୍ରେସ
ଝାରସୁଗୁଡ଼ା ଅଫିସ,୯।୫: ବ୍ରଜରାଜନଗରରେ ବିଧାନସଭା ଉପନିର୍ବାଚନ ପାଇଁ କଂଗ୍ରେସ ସୋମବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ କିଶୋର ଚନ୍ଦ୍ର ପଟେଲଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛି କଂଗ୍ରେସ। ଏପଟେ ଆଜି ବିଜେଡି ପକ୍ଷରୁ ଅଳକା ମହାନ୍ତିଙ୍କୁ…
ପ୍ରେମିକଙ୍କ ସହ ହୋଟେଲ ଯାଇଥିଲେ ନାବାଳିକା, ମିଳିଲା ମୃତଦେହ
ବରଗଡ଼ ଅଫିସ,୯।୫: ବରଗଡ଼ ରେଳ ଷ୍ଟେଶନ ନିକଟ ବିଜୟ ନାମକ ଏକ ହୋଟେଲରେ ସୋମବାର ଜଣେ ନାବାଳିକା(୧୭)ଙ୍କ ରହସ୍ୟଜନକ ମୃତ୍ୟୁ ଘଟିଛି। ମୃତ ନାବାଳିକା ଜଣକ ବରଗଡ଼ ଜିଲା ଗାଇସିଲେଟ ଥାନା ଭେଲୁଆପଦର ଗ୍ରାମର ବୋଲି ଜଣାପଡିଛି। ତାଙ୍କୁ ହତ୍ୟା କରାଯାଇଥିବା…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ନିର୍ମାଣ ପାଇଁ ନ ଥିଲା ଅନୁମତି
କଟକ ଅଫିସ, ୯।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୋମବାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଏ ନେଇ ଏଏସ୍ଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଏଏସ୍ଆଇ ପକ୍ଷରୁ ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇ ନ…
ଏଣିକି ଅନ୍ଲାଇନରେ ସ୍ଲଟ୍ ବୁକିଂ
କଟକ ଅଫିସ,୯।୫: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ବର୍ହିବିଭାଗ ପାଇଁ ସୋମବାରଠୁ ଅନ୍ଲାଇନରେ ସ୍ଲଟ୍ ବୁକିଂ ଆରମ୍ଭ ହୋଇଛି। ପ୍ରଫେସର ପ୍ରଶନଜିତ ମହାନ୍ତିଙ୍କ ଦ୍ୱାରା ଏହି ଅନ୍ଲାଇନ ସେବା ଆରମ୍ଭ ହୋଇଛି। www.eswasthya.odisha.gov.in ପୋର୍ଟାଲକୁ ଯାଇ ରୋଗୀମାନେ…

