ଆମ ଜିଲା ଖବର

କୋଟିଏ ଟଙ୍କାର ଗଞ୍ଜେଇ ଛାଡି ବ୍ୟବସାୟୀ ଚମ୍ପଟ

ଆର.ଉଦୟଗିରି,୧୬।୬(ଡି.ଏନ.ଏ.): ଗଜପତି ଏସ୍‌ପି ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଅଡବା ଥାନା ଅଧିକାରୀ ଏବଂ ତାଙ୍କ ଟିମ୍‌ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛନ୍ତି। ପାଟ୍ରୋଲିଂ ଟିମ୍‌ ଝରଣପୁର ଛକ ନିକଟରେ ଏକ ଗାଡ଼ି (ନଂ.ଓଡ଼ି୦୭ପି୩୪୫୧)କୁ…

ରାସ୍ତା ବିପର୍ଯ୍ୟସ୍ତ, ୭୫ ଲକ୍ଷ ପଇଠ ପାଇଁ କମ୍ପାନୀକୁ ନୋଟିସ୍‌

କେନ୍ଦୁଝର,୧୬ା୬(ସ୍ବ.ପ୍ର.): ଲୋକଙ୍କ ସୁରକ୍ଷିତ ଯାତାୟାତ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ତିଆରି କରାଯାଇଛି। ତେବେ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବାରୁ ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଚାୟତ ଜାମୁଡିହାଠାରୁ ବିସ୍ତାପାଳ ପର୍ଯ୍ୟନ୍ତ ପ୍ରାୟ ୧.୪୨ କୋଟି ଟଙ୍କା ବ୍ୟୟରେ ଦୀର୍ଘ…

ଚୋରି ହୋଇଗଲା ବିବାହ ପାଇଁ ରଖିଥିବା ପିତଳ, କଂସା ବାସନ

ବ୍ରହ୍ମପୁର ଅଫିସ,୧୬।୬: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଧୀନ ରାମନଗର ତୃତୀୟ ଲାଇନରେ ରହୁଥିବା ଜଣେ ବ୍ୟକ୍ତିଙ୍କ ଘରୁ ୩ ବସ୍ତା ପିତଳ ଓ କଂସା ବାସନ ଚୋରି ହୋଇଛି। ଏନେଇ ବୈଦ୍ୟନାଥପୁର ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି…

ଭୁଲ୍‌ ଇଞ୍ଜେକ୍‌ସନ ନେଲା ନାବାଳିକାଙ୍କ ଜୀବନ, ଅଭିଯୋଗ ଆଣିଲେ ପରିବାର ଲୋକେ

ଝାରସୁଗୁଡ଼ା ଅଫିସ,୧୬ା୬: ଡାକ୍ତରଙ୍କ ଭୁଲ୍‌ ଇଞ୍ଜେକସନ ଯୋଗୁ ଜଣେ ନାବାଳିକାଙ୍କ ଜୀବନ ଯାଇଛି। ଏନେଇ ଅଭିଯୋଗ ଆଣିଛନ୍ତି ମୃତ ଝିଅର ମାଆ। ଡାକ୍ତରଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ଥାନା ଘେରାଉ କରିଛନ୍ତି ପରିବାରବର୍ଗ ଏବଂ ଗ୍ରାମବାସୀ। ଝାରସୁଗୁଡ଼ା ଜିଲା…

ରଥଯାତ୍ରା ପ୍ରସ୍ତୁତି: ନିୟୋଜିତ ହେବେ ବରିଷ୍ଠ ପଦାଧିକାରୀ

ପୁରୀ ଅଫିସ,୧୬।୬: ଜୁଲାଇ ୧ରେ ଅନୁଷ୍ଠିତ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ରଥଯାତ୍ରା କିପରି ଶୃଙ୍ଖଳିତ ଭାବେ ହୋଇପାରିବ ସେନେଇ ଘନ ଘନ ବୈଠକ ବସୁଛି। ଟ୍ରାଫିକ ବ୍ୟବସ୍ଥା ପାଇଁ ସ୍ବତନ୍ତ୍ର ପ୍ଲାନ କରାଯିବ। ସେହିପରି…

ଆଧ୍ୟାତ୍ମିକ ସ୍ତମ୍ଭକାର ଶ୍ରୀସନ୍ନ୍ୟାସୀ ଜୀ ସମ୍ବର୍ଦ୍ଧିତ

କଟକ ଅଫିସ,୧୬ା୬: ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା, ଜଗନ୍ନାଥ ସଂସ୍କୃତି ଗବେଷକ ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେଶନ ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା ସଭାରେ ଫାଉଣ୍ଡେଶନର ଅଧ୍ୟକ୍ଷ ତଥା ଅନ୍ତର୍ଜାତୀୟ…

ଭୂତକୋଠି ପାଲଟିଛି ଛାତ୍ରାବାସ

ନୂଆପଡ଼ା ଅଫିସ, ୧୬।୬ – ନୂଆପଡା ଜିଲା କୋମନା ବ୍ଲକ ସୁନାବେଡା ଅଭୟାରଣ୍ୟରେ ଚକୋଟିଆ ଭୁଞ୍ଜିଆ ନାମକ ଆଦିମ ଆଦିବାସୀ ସମ୍ପ୍ରଦାୟର ଲୋକେ ବାସ କରନ୍ତି। ଏହି ସମ୍ପ୍ରଦାୟଙ୍କୁ ମୁଖ୍ୟ ସ୍ରୋତକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଓ…

ମାଛ ମାରିବାକୁ ଚାଲିଛି ବ୍ଲାଷ୍ଟିଂ

ବିନିକା,୧୬।୬(ଡି.ଏନ୍‌.ଏ.) – ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳ ଦେଇ ପ୍ରବାହିତ ଜୀରା ନଦୀରେ ଅବାଧରେ ବ୍ଲାଷ୍ଟିଂ କରାଯାଇ କୁଇଣ୍ଟାଲ କୁଇଣ୍ଟାଲ ମାଛ ମରାଯାଉଛି। ସହଜରେ ମାଛ ମାରିବା ପାଇଁ କେତେକ ମାଛ ବେପାରୀ ଏଭଳି ପନ୍ଥା ଆପଣେଇ ନେଇଛନ୍ତି। ଏହାଫଳରେ ଜଳଚର…

କେନାଲ ଶୁଖିଲା, ବର୍ଷା ନାହିଁ: ଆଗେଇ ପାରୁନି ଖରିଫ ଚାଷ

ବରଗଡ଼ ଅଫିସ୍‌,୧୬।୬ – ବରଗଡ଼ ଜିଲାରେ ସାଧାରଣତଃ ଜୁନ ମାସରୁ ଖରିଫ ଚାଷ ଆରମ୍ଭ ହୋଇଥାଏ। ଜିଲାର ଉଭୟ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଏହି ଚାଷକାର୍ଯ୍ୟ ହୋଇଥାଏ। ଜଳସେଚିତ ଅଞ୍ଚଳର ଚାଷୀମାନେ କେନାଲ ପାଣି ଏବଂ ଅଣଜଳସେଚିତ ଅଞ୍ଚଳର ଚାଷୀମାନେ…

ବାଲେଶ୍ୱରରେ ରସଗୋଲା ମହୋତ୍ସବ

ବାଲେଶ୍ୱର ଅଫିସ, ୧୬।୬ – ବାଲେଶ୍ୱର ସହର ଏଡ଼ିଏମ୍‌ ଛକସ୍ଥିତ ବ୍ରିଟ୍‌ କଲ୍ୟାଣମଣ୍ଡପ ପରିସରରେ ବାଲେଶ୍ୱର ପ୍ରତିଭା ବିକାଶ ଟ୍ରଷ୍ଟ ତରଫରୁ ରସଗୋଲା ମହୋତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ରଜ ଉପଲକ୍ଷେ ରସଗୋଲା ମହୋତ୍ସବ ଏବଂ ପୋଡ଼ପିଠା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ସୀତାବିଞ୍ଜିରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ଢେଙ୍କିକୋଟ,୧୬।୬(ଡି.ଏନ.ଏ) – କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ ହାଉସ ଅନ୍ତର୍ଗତ ସାନ୍ତରାପୁର ପଞ୍ଚାୟତ ସୀତାବିଞ୍ଜିଠାରେ ପ୍ରତିବର୍ଷ ପରି ଚଳିତ ବର୍ଷ ରଜ ମେଳା ଆରମ୍ଭ ହୋଇଯାଇଛି। ସୀତାବିଞ୍ଜି ସର୍ବଭାରତୀୟ ସ୍ତରରେ ଏକ ପୌରାଣିକ ଶକ୍ତିପୀଠ ଅଟେ। ଏଠାରେ ପ୍ରତିବର୍ଷ ରଜ…

ସରକାରୀ ସ୍କୁଲରେ ୩୫୮ ଶିକ୍ଷକ ପଦବୀ ଖାଲି

କେନ୍ଦୁଝର, ୧୬।୬ (ସ୍ବ.ପ୍ର.) – ରାଜ୍ୟ ସରକାର ୫ଟି ଅନ୍ତର୍ଗତ ବିଦ୍ୟାଳୟ ରୂପାନ୍ତରୀକରଣ କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲାରେ ସରକାରୀ ଉଚ୍ଚ ବିଦ୍ୟାଳୟର ଭିତି ଭୂମିର ବିକାଶ କରି ପାଠ ପଢିବାର ଉନ୍ନତ ପରିବେଶ ସୃଷ୍ଟି କରୁଛନ୍ତି ା କିନ୍ତୁ ଖାଲି ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?